ଯିଶାଇୟ 31:2 in Oriya

ଓଡିଆ ଓଡିଆ ବାଇବେଲ ଯିଶାଇୟ ଯିଶାଇୟ 31 ଯିଶାଇୟ 31:2

Isaiah 31:2
ମାତ୍ର ସଦାପ୍ରଭୁ ଜ୍ଞାନବାନ। ସେ ଅମଙ୍ଗଳ ଘଟାଇବେ। ସେ ନିଜର ବାକ୍ଯକୁ ଅନ୍ୟଥା କରିବେ ନାହିଁ। ସେ ମନ୍ଦାଚାରୀମାନଙ୍କ ପ୍ରତିକୂଳ ରେ ଓ ଅଧର୍ମାଚାରୀମାନଙ୍କ ସହାୟକଗଣଙ୍କ ବିରୁଦ୍ଧ ରେ ଉଠିବେ।

Isaiah 31:1Isaiah 31Isaiah 31:3

Isaiah 31:2 in Other Translations

King James Version (KJV)
Yet he also is wise, and will bring evil, and will not call back his words: but will arise against the house of the evildoers, and against the help of them that work iniquity.

American Standard Version (ASV)
Yet he also is wise, and will bring evil, and will not call back his words, but will arise against the house of the evil-doers, and against the help of them that work iniquity.

Bible in Basic English (BBE)
Though he is wise, and able to send evil, and his purpose will not be changed; but he will go against the house of the evil-doers, and against those to whom they are looking for help.

Darby English Bible (DBY)
But he also is wise, and he bringeth evil, and recalleth not his words; and he will arise against the house of evildoers, and against the help of workers of iniquity.

World English Bible (WEB)
Yet he also is wise, and will bring evil, and will not call back his words, but will arise against the house of the evil-doers, and against the help of those who work iniquity.

Young's Literal Translation (YLT)
And He also `is' wise, and bringeth in evil, And His words He hath not turned aside, And He hath risen against a house of evil doers, And against the help of workers of iniquity.

Yet
he
וְגַםwĕgamveh-ɡAHM
also
ה֤וּאhûʾhoo
is
wise,
חָכָם֙ḥākāmha-HAHM
and
will
bring
וַיָּ֣בֵאwayyābēʾva-YA-vay
evil,
רָ֔עrāʿra
and
will
not
וְאֶתwĕʾetveh-ET
call
back
דְּבָרָ֖יוdĕbārāywdeh-va-RAV
his
words:
לֹ֣אlōʾloh
arise
will
but
הֵסִ֑ירhēsîrhay-SEER
against
וְקָם֙wĕqāmveh-KAHM
the
house
עַלʿalal
of
the
evildoers,
בֵּ֣יתbêtbate
against
and
מְרֵעִ֔יםmĕrēʿîmmeh-ray-EEM
the
help
וְעַלwĕʿalveh-AL
of
them
that
work
עֶזְרַ֖תʿezratez-RAHT
iniquity.
פֹּ֥עֲלֵיpōʿălêPOH-uh-lay
אָֽוֶן׃ʾāwenAH-ven

Cross Reference

ଗଣନା ପୁସ୍ତକ 23:19
ପରମେଶ୍ବର ମନୁଷ୍ଯ ନୁହଁନ୍ତି, ସେ ମିଥ୍ଯା କହିବେ ନାହିଁ। ସେ ମଧ୍ଯ ମନୁଷ୍ଯ ନୁହଁନ୍ତି। ସେ ତାଙ୍କର ସିଦ୍ଧାନ୍ତ ବଦଳାଇବେ ନାହିଁ। ସେ କହିବେ କି ଯାହା ସେ କରିବେ ନାହିଁ? ନା! ସେ କହିବେ କି ଏବଂ ତାହା ହବେ ନାହିଁ? ନା!

ଯିଶାଇୟ 45:7
ଆମ୍ଭେ ଆଲୋକ ସୃଷ୍ଟିକରୁ ଓ ଆମ୍ଭେ ଅନ୍ଧକାର ମଧ୍ଯ ସୃଷ୍ଟି କରୁ। ଆମ୍ଭେ ଶାନ୍ତି ରଚନା କରୁ ଓ ଅନିଷ୍ଟ ମଧ୍ଯ ସୃଷ୍ଟି କରୁ। ଆମ୍ଭେ ସଦାପ୍ରଭୁ ଏ ସମସ୍ତ ସାଧନ କରୁ।

ଯିରିମିୟ 10:12
ପରମେଶ୍ବର ସ୍ବପରାକ୍ରମ ରେ ପୃଥିବୀ ନିର୍ମାଣ କରିଅଛନ୍ତି। ସେ ନିଜର ଜ୍ଞାନଦ୍ବାରା ଜଗତ ସ୍ଥାପନ କରିଅଛନ୍ତି ଓ ନିଜ ବୁଦ୍ଧି ବଳ ରେ ପୃଥିବୀ ଉପ ରେ ଆକାଶମଣ୍ଡଳକୁ ବିସ୍ତାର କରିଅଛନ୍ତି।

ଯିରିମିୟ 36:32
ତା'ପ ରେ ଯିରିମିୟ ଆଉ ଖଣ୍ଡେ ନଳାକାର ପୁସ୍ତକ ନଇେ ନରେିଯର ପୁତ୍ର ବାରୂକକୁ ଦେଲେ। ଯିହାୟୋଦାରକୀମ୍ ଯେଉଁ ନଳାକାର ପୁସ୍ତକ ଅଗ୍ନି ରେ ଦଗ୍ଧ କରିଥିଲେ, ସହେି ନଳାକାର ପୁସ୍ତକ ଲିଖିତ ସମସ୍ତ ବାକ୍ଯ ଯିରିମିୟଙ୍କ ମୁଖରୁ ଶୁଣି ପୁଣି ସହେି ନଳାକାର ପୁସ୍ତକରେ ଲେଖିଲା। ଆଉ ମଧ୍ଯ ଅନକେ ସହେି ପ୍ରକାର କଥା ଏହି ଦ୍ବିତୀୟ ନଳାକାର ପୁସ୍ତକରେ ୟୋଗ କରାଇଲେ।

ଯିରିମିୟ 44:29
ପୁଣି ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନ ରେ ତୁମ୍ଭମାନଙ୍କୁ ଦଣ୍ଡ ଦବୋ ଓ ତାହା ତୁମ୍ଭମାନଙ୍କ ପାଇଁ ପ୍ରମାଣ ସ୍ବରୂପ ହବେ।' 'ତହିଁରେ ତୁମ୍ଭମାନଙ୍କର ଅମଙ୍ଗଳ ନିମନ୍ତେ ଆମ୍ଭମାନଙ୍କର ବାକ୍ଯ ଯେ ନିଶ୍ଚଯ ଅଟଳ ହବେ, ଏହା ତୁମ୍ଭମାନେେ ଜାଣିବ।

ଯିହିଜିକଲ 29:6
ତେଣୁ ମୁଁ ଯେ ସଦାପ୍ରଭୁ ଅଟେ ଏହା ମିଶର ନିବାସୀ ସମସ୍ତେ ଜାଣିବେ। 'କାରଣ ସମାନେେ ଇଶ୍ରାୟେଲ ବଂଶ ପ୍ରତି ଏକ ନାଳର ଆଶାବାଡ଼ି ହାଇେଅଛନ୍ତି।

ଆମୋଷ 3:6
ଯଦି ନଗର ରେ ତୂରୀ ବାଜି ଉଠିବ ତବେେ ଲୋକମାନେ ଭୟ ରେ ଥରହର ହବେେ। ସଦାପ୍ରଭୁ ନ ଗ୍ଭହିଁଲା ପର୍ୟ୍ଯନ୍ତ ନଗର ମଧିଅରେ କୌଣସି ଅସୁବିଧା ଘଟିବ ନାହିଁ।

ସିଫନିୟ 3:8
ସଦାପ୍ରଭୁ କହିଲେ, ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ୟ୍ଯନ୍ତ ତୁମ୍ଭମାନେ ଆମ୍ଭର ଅପେକ୍ଷା ରେ ଥାଅ, ଆମ୍ଭେ ଜାତି ସମୂହ ଓ ରାଜ୍ଯଗଣକୁ ଏକତ୍ରୀତ କରିବା। ଆମ୍ଭେ ଆପଣା ହବୋ କୋର୍ଧ ସମାନଙ୍କେ ଉପ ରେ ଢାଳି ଦବୋ। ଆମ୍ଭେ ଆପଣା ପ୍ରଚଣ୍ତ କୋରଧ ଦଖାଇବୋ। ଆମ୍ଭର କୋରଧ ରେ ସମଗ୍ର ପୃଥିବୀ ଧ୍ବଂସ ହବେ।

ଯିଖରିୟ 1:6
ଆମ୍ଭେ ଆପଣା ଭବିଷ୍ଯଦ୍ବକ୍ତାଗଣଙ୍କୁ, ଆମ୍ଭର ଆଜ୍ଞା ଓ ଶିକ୍ଷା ସମୂହ ବିଷଯ ରେ ପ୍ରଗ୍ଭର କରିବାକୁ ଆଦେଶ ଦଇେଥିଲୁ। ଏବଂ ତୁମ୍ଭର ପୂର୍ବପୁରୁଷଗଣ ଏହି ଆଦେଶ ଭାଙ୍ଗିବାରୁ ଶଷେ ରେ ଦଣ୍ତ ଦିଆୟାଇଥିଲା, କ'ଣ ସମାନଙ୍କେୁ ଦିଆୟାଇନଥିଲା? ତେଣୁ ତୁମ୍ଭର ପୂର୍ବପୁରୁଷଗଣ କହିଲେ, 'ସର୍ବଶକ୍ତିମାନ୍ ସଦାପ୍ରଭୁ ଆମ୍ଭଙ୍କୁ ଆମ୍ଭର କୁପଥ ଏବଂ କୁକର୍ମ ପାଇଁ ଦଣ୍ତ ଦଇେଥିଲେ।' ତେଣୁ ସମାନେେ ପରମେଶ୍ବରଙ୍କ ନିକଟକୁ ଫରେିଆସିଲେ।

ମାଥିଉଲିଖିତ ସୁସମାଚାର 24:35
ପୃଥିବୀ ଓ ଆକାଶ ନଷ୍ଟ ହାଇଯେିବ, କିନ୍ତୁ ମାରେ ବାକ୍ଯ କବେେ ଅନ୍ୟଥା ହବେନାହିଁ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 16:27
ଯୀଶୁ ଖ୍ରୀଷ୍ଟଙ୍କ ଜରିଆ ରେ ଏକ ମାତ୍ର ଜ୍ଞାନବାନ ପରମେଶ୍ବରଙ୍କର ମହିମା ଅନନ୍ତ କାଳ ପାଇଁ ବ୍ଯାପ୍ତ ରହୁ। ଆମେନ୍।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1:21
ପରମେଶ୍ବର ଆପଣା ଜ୍ଞାନ ରେ ଏହା ଚାହିଁଲେ ଯେ, ଜଗତ କଦାପି ନିଜ ଜ୍ଞାନ ବଳ ରେ ପରମେଶ୍ବରଙ୍କୁ ଜାଣି ପାରିବ ନାହିଁ। ତେଣୁ ଯେଉଁ ସୁସମାଚାରକୁ ଜଗତ ମୂର୍ଖତା ବୋଲି କୁ ହେ, ସହେି ବାର୍ତ୍ତା ଯେଉଁମାନେ ବିଶ୍ବାସ କରୁଛନ୍ତି, ତଦ୍ଦ୍ବାରା ସମାନଙ୍କେୁ ଉଦ୍ଧାର କରିବାକୁ ଇଚ୍ଛାକଲେ।

ଯିହୂଦାଙ୍କ ପତ୍ର 1:25
ସେ ଏକମାତ୍ର ପରମେଶ୍ବର। ସେ କବଳେ ଆମ୍ଭକୁ ଉଦ୍ଧାର କରନ୍ତି। ଆମ୍ଭର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ବାରା ଅତୀତ, ବର୍ତ୍ତମାନ ଓ ଚିରଦିନ ପାଇଁ ତ୍ରାଣକର୍ତ୍ତା ପରମେଶ୍ବରଙ୍କର ଗୌରବ, ମହିମା, କ୍ଷମତା ଓ ଅଧିକାର ହେଉ। ଆମେନ୍।

ଯିରିମିୟ 10:7
ତେଣୁ ହେ ପରମେଶ୍ବର, ତୁମ୍ଭେ ସର୍ବଦେଶୀଯମାନଙ୍କ ମଧିଅରେ ମହାନ୍। ତୁମ୍ଭକୁ କିଏ ଭୟ ନ କରିବ ? ତୁମ୍ଭେ ତାହାର ଯୋଗ୍ଯ। ସର୍ବଦେଶୀଯ ମଧିଅରେ ବହୁ ଜ୍ଞାନୀ ଲୋକ ଅଛନ୍ତି, ମାତ୍ର ସମଗ୍ର ରାଜକୀଯ, ଐଶ୍ବର୍ୟ୍ଯଶାଳୀ ଓ ଜ୍ଞାନୀମାନଙ୍କ ମଧିଅରେ ତୁମ୍ଭ ତୁଲ୍ଯ କହେି ନାହାନ୍ତି।

ଯିଶାଇୟ 63:4
କାରଣ ପ୍ରତି ଶାଧେର ଦିନ ଆମ୍ଭ ହୃଦଯ ରେ ଥିଲା ଓ ଆମ୍ଭ ମୁକ୍ତ ଲୋକମାନଙ୍କର ବର୍ଷ ଉପସ୍ଥିତ ହାଇେଅଛି।

ଯିଶାଇୟ 32:6
କାରଣ ଜଣେ ମୃତ ନିର୍ବୋଧ କଥା କହିବ ଓ ତାହାର ହୃଦଯ ରେ ଅଧର୍ମ କଥା କଳ୍ପନା କରିବ। ସେ ସର୍ବଦା ଭ୍ରାନ୍ତିମୂଳକ କାର୍ୟ୍ଯ କରିବ ସେ ସଦାପ୍ରଭୁଙ୍କ ପ୍ରତିକୂଳ ରେ ମନ୍ଦକଥା କହିବ। ସେ କ୍ଷୁଧିତକୁ ଖାଦ୍ୟ ଦବେ ନାହିଁ କି ତୃଷିତକୁ ଜଳଦାନ କରିବ ନାହିଁ।

ଯିହୋଶୂୟ 23:15
ସଦାପ୍ରଭୁ ପରମେଶ୍ବର ଯେଉଁ ସବୁ ପ୍ରତିଜ୍ଞା ଆମ୍ଭ ସହିତ କରିଥିଲେ, ତାହା ସବୁ ଏବେ ସଫଳ ହେଉଛି। କିନ୍ତୁ ଠିକ୍ ଏକାପରି ସଦାପ୍ରଭୁ ଅନ୍ୟ ଯେଉଁ ପ୍ରତିଜ୍ଞା କରିଥିଲେ, ତାହା ସତ୍ଯ ହବୋକକ୍ସ୍ଟ ଯାଉଛି। ସେ ପ୍ରତିଜ୍ଞା କରିଛନ୍ତି ଯଦି ତୁମ୍ଭେ ଭକ୍ସ୍ଟଲକର, ତବେେ ତକ୍ସ୍ଟମ୍ଭପ୍ରତି ସବୁ ମନ୍ଦଫଳ ଘଟିବ। ସେ ଦଇେଥିବା ଉତ୍ତମ ଦେଶରକ୍ସ୍ଟ ତୁମ୍ଭକୁ ଦୂରକକ୍ସ୍ଟ ନଇେଯିବେ।

ପ୍ରଥମ ଶାମୁୟେଲ 2:3
ନିଜ ବୃଥାଗର୍ବ ବନ୍ଦ କର। ଅହଂକାର ଭାବରେ କହିବା ବନ୍ଦ କର। ସଦାପ୍ରଭୁ ପରମେଶ୍ବର ସର୍ବଜ୍ଞ ଅଟନ୍ତି ଏବଂ ସେ ଲୋକମାନଙ୍କୁ ସମାନଙ୍କେର କର୍ମ ଅନକ୍ସ୍ଟୟାଯୀ ବିଗ୍ଭର କରନ୍ତି।

ଆୟୁବ ପୁସ୍ତକ 5:13
ପରମେଶ୍ବର ଚତୁର ଲୋକମାନଙ୍କୁ ମଧ୍ଯ ତାଙ୍କ ଫାନ୍ଦ ରେ ଧରନ୍ତି, ସମାନଙ୍କେର ଚତୁର ଯୋଜନା ସଫଳ କରାନ୍ତି ନାହିଁ।

ଗୀତସଂହିତା 12:5
କିନ୍ତୁ ସଦାପ୍ରଭୁ କହନ୍ତି, ଦୁଷ୍ଟ ଲୋକମାନେ ନିରୀହ ଲୋକଙ୍କଠାରୁ ଚୋରାଇ ନିଅନ୍ତି। ସମାନେେ ଅସହାୟ ଲୋକଙ୍କଠାରୁ ଜିନିଷ ନଇୟୋଆନ୍ତି। କିନ୍ତୁ ମୁଁ ସମାନଙ୍କେ ଉଦ୍ଦେଶ୍ଯ ସଫଳ ହବୋକୁ ଦବେି ନାହିଁ ଓ ମୁଁ ସହେି ଦୁଃଖୀ ଲୋକଙ୍କୁ ରକ୍ଷା କରିବି।

ଗୀତସଂହିତା 68:1
ପରମେଶ୍ବର ଉଠନ୍ତୁ ଏବଂ ତାଙ୍କର ଶତ୍ରୁଗଣଙ୍କୁ ଛିନ୍ନଭିନ୍ନ କରନ୍ତୁ। ସମସ୍ତ ଶତ୍ରୁ ତାଙ୍କଠାରୁ ପଳାଇ ୟାଆନ୍ତୁ।

ଗୀତସଂହିତା 78:65
ଶଷେରେ ପ୍ରଭୁ ନିଦ୍ରାରୁ ଜାଗ୍ରତ ଲୋକଙ୍କ ପରି ଓ ଅତ୍ଯଧିକ ମଦିରା ହତେୁ ହର୍ଷନାଦକାରୀ ବୀର ପରି ଉଠିଲେ।

ଯିଶାଇୟ 20:4
ଅଶୂର ରାଜା ମିଶର ଓ କୂଶରୁ ପରାସ୍ତ କରିବ। ମିଶରୀଯମାନେ ଲଜ୍ଜିତ ହବେ। କାରଣ ମିଶରୀଯ ଆବାଳବୃଦ୍ଧ ବନ୍ଦୀଙ୍କୁ ଓ କୂଶୀଯ ନିର୍ବାସିତ ଲୋକମାନଙ୍କୁ ବିବସ୍ତ୍ର ଓ ଶୂନ୍ଯପାଦ କରି ସମାନେେ ତାଙ୍କ ଦେଶରୁ ନଇେଯିବେ।

ଯିଶାଇୟ 22:14
ସଦାପ୍ରଭୁ ସର୍ବଶକ୍ତିମାନ ସ୍ବଯଂ ମାରେକର୍ଣ୍ଣ ରେ ପ୍ରକାଶ କଲେ, ତୁମ୍ଭମାନଙ୍କର ଅପରାଧ ମୃତ୍ଯୁ ପର୍ୟ୍ଯନ୍ତ କ୍ଷମା ପାଇବ ନାହିଁ।' ମାରେ ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଏହା କହିଲେ।

ଯିଶାଇୟ 28:21
ସଦାପ୍ରଭୁ ପାରାସୀମ ପର୍ବତ ରେ ଉଠିଲାପରି ଉଠିବେ। ଗିବିଯୋନ ଉପତ୍ୟକା ରେ ଯେପରି କ୍ରୋଧାନ୍ବିତ ହାଇେଥିଲେ, ସହେିପରି କୋର୍ଧ କରିବେ। ସେତବେେଳେ ସେ ଅଦ୍ଭୁତକାର୍ୟ୍ଯ ସାମ୍ପାଦନ କରିବେ। ପୁଣି ସେ ନିଜର କାର୍ୟ୍ଯ ତଥା ଅଲୌକିକ କାର୍ୟ୍ଯ ସମ୍ପନ୍ନ କରିବେ।

ଯିଶାଇୟ 30:3
ମାତ୍ର ଫାରୋର ବଳ ତୁମ୍ଭମାନଙ୍କୁ ସୁରକ୍ଷା ଦଇପୋରିବ ନାହିଁ କି ମିଶର ତୁମ୍ଭମାନଙ୍କୁ ଆଶ୍ରଯ ଦଇପୋରିବ ନାହିଁ।

ଯିଶାଇୟ 30:13
ସହେି ପାପ ପତନ ହବେ, ଠିକ୍ ଯେପରି ଉଚ୍ଚ କାନ୍ଥ ରେ ଫାଟ ଦଇେ ପାଣି ପ୍ରବେଶ କରିବ ଏବଂ ଶୀଘ୍ର ପତନ ଘଟିବ।

ଯିଶାଇୟ 31:3
ମିଶରୀଯମାନେ ଶରୀରଧାରୀ ମାନବ କିନ୍ତୁ ପରମେଶ୍ବର ନିହଁନ୍ତି। ସମାନଙ୍କେର ଅଶ୍ବଗଣ ମାଂସରୁ ଏବଂ ହାତରୁ ତିଆରି ମାତ୍ର ଆତ୍ମା ନୁହଁନ୍ତି। ସଦାପ୍ରଭୁ ଯେତବେେଳେ ତାଙ୍କର ହସ୍ତ ପ୍ରସାରଣ କରିବେ, ସମର୍ଥକମାନେ ଝୁଣ୍ଟି ପଡ଼ିବେ। ସାହାୟ୍ଯ ପ୍ରାପ୍ତ ବ୍ଯକ୍ତିର ମଧ୍ଯ ପତନ ଘଟିବ। ଉଭୟ ଏକତ୍ର ଧ୍ବଂସ ହବେେ।

ଗଣନା ପୁସ୍ତକ 10:35
ପୁଣି ପବିତ୍ର ସିନ୍ଦୁକ ଅଗ୍ରସର ହବୋ ବେଳେ ମାଶାେ କହନ୍ତି,