ଯିଶାଇୟ 4:5 in Oriya

ଓଡିଆ ଓଡିଆ ବାଇବେଲ ଯିଶାଇୟ ଯିଶାଇୟ 4 ଯିଶାଇୟ 4:5

Isaiah 4:5
ସେତବେେଳେ ପରମେଶ୍ବର ତାଙ୍କର ଲୋକମାନଙ୍କ ସହିତ ଅଛନ୍ତି ବୋଲି ପ୍ରମାଣ କରିବେ। ଦିବସ ରେ ପରମେଶ୍ବର ଧୂମର ମେଘ ସୃଷ୍ଟି କରିବେ ଓ ରାତ୍ରି ରେ ଜ୍ବଳନ୍ତ ଅଗ୍ନି ଶିଖା ସୃଷ୍ଟି କରିବେ। ଆଉ ଏହା ପ୍ରମାଣିତ ହବେ ଯେ ସିୟୋନର ସମସ୍ତ ପର୍ବତ ଓ ସମସ୍ତ ଆବାସ ଉପର ଆକାଶ ଏହି ଧୂମ ରୂପକ ମେଘ ରେ ଆଚ୍ଛାଦିତ ହବେ। ପ୍ରେତ୍ୟକକ ଲୋକର ସୁରକ୍ଷା ପାଇଁ ଚନ୍ଦ୍ରାତାପ ବିସ୍ତୃତ ହବେ।

Isaiah 4:4Isaiah 4Isaiah 4:6

Isaiah 4:5 in Other Translations

King James Version (KJV)
And the LORD will create upon every dwelling place of mount Zion, and upon her assemblies, a cloud and smoke by day, and the shining of a flaming fire by night: for upon all the glory shall be a defence.

American Standard Version (ASV)
And Jehovah will create over the whole habitation of mount Zion, and over her assemblies, a cloud and smoke by day, and the shining of a flaming fire by night; for over all the glory `shall be spread' a covering.

Bible in Basic English (BBE)
And over every living-place on Mount Zion, all over all her meetings, the Lord will make a cloud and smoke by day, and the shining of a flaming fire by night, for over all, the glory of the Lord will be a cover and a tent;

Darby English Bible (DBY)
And Jehovah will create over every dwelling-place of mount Zion, and over its convocations, a cloud by day and a smoke, and the brightness of a flame of fire by night: for over all the glory shall be a covering.

World English Bible (WEB)
Yahweh will create over the whole habitation of Mount Zion, and over her assemblies, a cloud and smoke by day, and the shining of a flaming fire by night; for over all the glory will be a canopy.

Young's Literal Translation (YLT)
Then hath Jehovah prepared Over every fixed place of Mount Zion, And over her convocations, A cloud by day, and smoke, And the shining of a flaming fire by night, That, over all honour a safe-guard,

And
the
Lord
וּבָרָ֣אûbārāʾoo-va-RA
will
create
יְהוָ֡הyĕhwâyeh-VA
upon
עַל֩ʿalal
every
כָּלkālkahl
dwelling
place
מְכ֨וֹןmĕkônmeh-HONE
mount
of
הַרharhahr
Zion,
צִיּ֜וֹןṣiyyônTSEE-yone
and
upon
וְעַלwĕʿalveh-AL
assemblies,
her
מִקְרָאֶ֗הָmiqrāʾehāmeek-ra-EH-ha
a
cloud
עָנָ֤ן׀ʿānānah-NAHN
and
smoke
יוֹמָם֙yômāmyoh-MAHM
day,
by
וְעָשָׁ֔ןwĕʿāšānveh-ah-SHAHN
and
the
shining
וְנֹ֛גַהּwĕnōgahveh-NOH-ɡa
of
a
flaming
אֵ֥שׁʾēšaysh
fire
לֶהָבָ֖הlehābâleh-ha-VA
night:
by
לָ֑יְלָהlāyĕlâLA-yeh-la
for
כִּ֥יkee
upon
עַלʿalal
all
כָּלkālkahl
glory
the
כָּב֖וֹדkābôdka-VODE
shall
be
a
defence.
חֻפָּֽה׃ḥuppâhoo-PA

Cross Reference

ଗଣନା ପୁସ୍ତକ 9:15
ଯେଉଁଦିନ ପବିତ୍ର ତମ୍ବୁ ସ୍ଥାପିତ ହେଲା, ସହେିଦିନ ମେଘ ନିଯମ ତମ୍ବୁ ଆଚ୍ଛାଦନ କଲା। ପୁଣି ତାହା ସନ୍ଧ୍ଯା ସମୟରୁ ପ୍ରଭାତ ପର୍ୟ୍ଯନ୍ତ ପବିତ୍ର ତମ୍ବୁ ଉପରେ ଅଗ୍ନିତୁଲ୍ଯ ଦଖାଗେଲା।

ଯାତ୍ରା ପୁସ୍ତକ 13:21
ସଦାପ୍ରଭୁ ସମାନଙ୍କେୁ ଆଗକୁ ପଥ କଢାଇ ନେଲେ, ଦିନ ବେଳେ ସଦାପ୍ରଭୁ ସମାନଙ୍କେୁ ମେଘସ୍ତମ୍ଭ ଦ୍ବାରା ରାସ୍ତା ଦଖାଇେଲେ ଏବଂ ରାତି ରେ ସେ ସମାନଙ୍କେୁ ଅଗ୍ନିସ୍ତମ୍ଭ ସାହାୟ୍ଯ ରେ ଆଗଇେ ନେଲେ।

ଯିଶାଇୟ 46:13
ଆମ୍ଭେ ପରିତ୍ରାଣ ଓ ଧର୍ମ ଆଣିବୁ, ତାହା ବେଶି ଦୂର ନୁହେଁ। ଆମ୍ଭ ପରିତ୍ରାଣର ବିଳମ୍ବ ଘଟିବ ନାହିଁ ; ଆମ୍ଭର ଗୌରବ ସ୍ବରୂପ ଇଶ୍ରାୟେଲ ପାଇଁ ଆମ୍ଭେ ସିୟୋନ ପ୍ରତି ପରିତ୍ରାଣ ଆଣିବା।

ଯିଶାଇୟ 33:20
ଆମ୍ଭମାନଙ୍କ ପବିତ୍ର ଧର୍ମସ୍ଥାନ ସିୟୋନ ନଗର ପ୍ରତି ଦୃଷ୍ଟି କର ; ଶାନ୍ତିମଯ ବସତିସ୍ଥାନ ୟିରୁଶାଲମ ପ୍ରତି ଲକ୍ଷ୍ଯ କର, ତାହା ଅଟଳ ତମ୍ବୁ ସ୍ବରୂପ ଓ ତାହାର କିଳାଗୁଡ଼ିକ ଏତେ ସୁଦୃଢ଼ ତାହା ଉପୁଡିବ ନାହିଁ କିମ୍ବା ଦଉଡ଼ି ଗୁଡ଼ିକ ଛିଣ୍ଡିବ ନାହିଁ।

ଯିଶାଇୟ 32:18
ମାରେ ଲୋକମାନେ ଶାନ୍ତିମଯ ବସତି ସ୍ଥାନ ରେ, ନିରାପଦ ତମ୍ବୁ ରେ ଓ ସୁସ୍ଥିର ବିଶ୍ରାମ ସ୍ଥାନ ରେ ବାସ କରିବେ।

ଯିଶାଇୟ 37:35
ମୁଁ ମାେ ନିମନ୍ତେ ଓ ମାରେ ଦାସ ଦାଉଦ ନିମନ୍ତେ ଏହି ନଗରକୁ ରକ୍ଷା କରିବି ଓ ଏହାର ସପକ୍ଷ ରେ ରହିବି ।'

ଯିଶାଇୟ 60:1
ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କ ମହିମା ତୁମ୍ଭ ଉପ ରେ ପ୍ରତିଭାତ ହାଇେଛି।

ଯିଖରିୟ 2:5
ସଦାପ୍ରଭୁ କୁହନ୍ତି, 'ଆମ୍ଭେ ତା'ର ଚତୁର୍ଦ୍ଦିଗ ରେ ତା'ର ସୁରକ୍ଷା ପାଇଁ ଅଗ୍ନିର ପ୍ରାଚୀର ତୁଲ୍ଯ ହବୋ। ଆମ୍ଭେ ତାକୁ ଆମ୍ଭର ମହିମା ରେ ପୂର୍ଣ୍ଣ କରିବା।'

ମାଥିଉଲିଖିତ ସୁସମାଚାର 18:20
ଏକଥା ସତ୍ଯ। କାରଣ ଯେଉଁଠା ରେ, ମାେ ନାମ ରେ ବିଶ୍ବାସ କରୁଥିବା ଦୁଇତିନି ଜଣ ଲୋକ ଏକାଠି ହୁଅନ୍ତି, ମୁଁ ମଠାେ ରେ ସମାନଙ୍କେ ସହିତ ଅଛି।

ମାଥିଉଲିଖିତ ସୁସମାଚାର 28:20
ମୁଁ ତୁମ୍ଭମାନଙ୍କୁ ଯାହା ସବୁ କହିଛି, ସେ ସବୁ କଥା ପାଳନ କରିବ ପାଇଁ ଲୋକମାନଙ୍କୁ ଶିକ୍ଷା ଦିଅ। ମୁଁ ତୁମ୍ଭମାନଙ୍କ ସହିତ ସଦାସର୍ବଦା ରହିବି ବୋଲି ତୁମ୍ଭମାନେେ ଦୃଢ଼ ବିଶ୍ବାସ ରଖ। ଜଗତର ଶଷେ ସମୟ ପର୍ୟ୍ଯନ୍ତ ମଧ୍ଯ ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ରହିବି।

ଯିଶାଇୟ 31:4
ସଦାପ୍ରଭୁ ମାେତେ କହିଲେ, ଯେତବେେଳେ ସିଂହ ଓ ୟୁବା ସିଂହ ଶିକାର ଧ ରେ ଓ ସହେି ମୃତ ପ୍ରାଣୀ ଉପ ରେ ସେତବେେଳେ ବହୁ ମଷେପାଳକ ତା ବିରୁଦ୍ଧ ରେ ଗର୍ଜନ କଲେ ହେଁ ସେ କବେେ ଭୟଭୀତ ହୁଏ ନାହିଁ।'

ଗୀତସଂହିତା 111:1
ସଦାପ୍ରଭୁଙ୍କର ପ୍ରଶଂସା କର। ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ଯବାଦ ଦବେି।

ଯାତ୍ରା ପୁସ୍ତକ 14:24
ପ୍ରଭାତ ରେ ସଦାପ୍ରଭୁ ମେଘସ୍ତମ୍ଭ ଓ ଆଲୋକ ସ୍ତମ୍ଭ ଦଇେ ମିଶ୍ରୀଯ ସୈନ୍ଯମାନଙ୍କୁ ଦେଖିଲେ ଏବଂ ସଦାପ୍ରଭୁ ମିଶରୀଯ ସୈନ୍ଯମାନଙ୍କୁ ଦ୍ବନ୍ଦ ରେ ପକାଇଲେ।

ଯାତ୍ରା ପୁସ୍ତକ 26:1
ସଦାପ୍ରଭୁ ମାଶାଙ୍କେୁ କହିଲେ, ପବିତ୍ର ତମ୍ବୁଟି ମାଟେ ନାଇଲନ ସୂତାର ଦଶଟି କପଡା ରେ ନିର୍ମିତ ହବେ। ସହେି କପଡା ସବୁ ନୀଳ, ବାଇଗଣୀ ଓ ଲାଲ ସୂତା ରେ ନିର୍ମିତ ହବେ ଏବଂ ତହିଁରେ କିରୂବଦୂତଗଣଙ୍କର ଛବି ସିଲଇେ କରାୟିବ।

ଯାତ୍ରା ପୁସ୍ତକ 26:7
ଆଉ ଏକ ତମ୍ବୁ ତିଆରି କର ଯାହାକି ଏହି ପବିତ୍ର ଆବାସକୁ ଘୋଡାଇ ରହିବ। ତମ୍ବୁଟି କରିବା ପାଇଁ ଛଳେିର ଚମଡା ରେ ନିର୍ମିତ ହାଇେଥିବା ଏଗାରଟି ପରଦା ବ୍ଯବହାର କର।

ଯାତ୍ରା ପୁସ୍ତକ 40:34
ଏହାପରେ ସହେି ମେଘ ସମାଗମ ତମ୍ବୁକୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ମହିମା ପବିତ୍ର ତମ୍ବୁକୁ ପରିପୂର୍ଣ୍ଣ କଲା।

ନିହିମିୟା 9:12
ତୁମ୍ଭେ ଦିବସ ରେ ମେଘ ସ୍ତମ୍ଭ ଦ୍ବାରା, ରାତ୍ର ରେ ସମାନଙ୍କେ ୟିବା ବାଟକୁ ଦୀପ୍ତି ଦବୋ ନିମନ୍ତେ ଅଗ୍ନିସ୍ତମ୍ଭ ଦ୍ବାରା ଗମନ କରାଇଲ।

ଗୀତସଂହିତା 78:14
ପ୍ରତିଦିନ ଏବଂ ରାତ୍ରିରେ ପରମେଶ୍ବର ମେଘଦ୍ବାରା ଓ ଅଗ୍ନିତଜେ ଦ୍ବାରା ସମାନଙ୍କେୁ ପଥ କଢ଼ାଇଲେ।

ଗୀତସଂହିତା 85:9
ପରମେଶ୍ବର ତାଙ୍କର ଅନୁସରଣକାରୀଙ୍କୁ ଶୀଘ୍ର ରକ୍ଷା କରିବେ। ଆମ୍ଭେ ଖୁବ୍ ଶୀଘ୍ର ଆମ୍ଭ ଦେଶରେ ସମ୍ମାନର ସହ ବାସ କରିବୁ।

ଗୀତସଂହିତା 87:2
ସଦାପ୍ରଭୁ ଇଶ୍ରାୟେଲର ସମସ୍ତ ସ୍ଥାନ ଅପେକ୍ଷା ସିୟୋନର ଦ୍ବାର ସମୂହକୁ ଅଧିକ ସ୍ନହେ କରନ୍ତି।

ଗୀତସଂହିତା 89:7
ପବିତ୍ର ଦୂତଗଣର ସମାନ ପରମେଶ୍ବରଙ୍କୁ ବହୁତ ଭୟ କରନ୍ତି। ସିଂହାସନ ଚତୁଃପାଶର୍‌ବରେ ଛିଡ଼ା ହେଉଥିବା ସମସ୍ତେ ତାଙ୍କୁ ଭୟ କରନ୍ତି।

ଯାତ୍ରା ପୁସ୍ତକ 14:19
ଏହାପରେ ସଦାପ୍ରଭୁଙ୍କର ଦୂତ ୟିଏକି ଇଶ୍ରାୟେଲୀୟ ସୈନ୍ଯମାନଙ୍କ ଆଗ ରେ ଥିଲେ, ସମାନଙ୍କେ ପଛକୁ ଗଲେ। ତେଣୁ ଘନମେଘ ସହେି ଲୋକମାନଙ୍କ ସମ୍ମୁଖ ରେ ଗତିକରି ପଛ ପଟକୁ ଗଲା।