ଯିଶାଇୟ 40:26 in Oriya

ଓଡିଆ ଓଡିଆ ବାଇବେଲ ଯିଶାଇୟ ଯିଶାଇୟ 40 ଯିଶାଇୟ 40:26

Isaiah 40:26
ଆକାଶକୁ ଦେଖ ! କିଏ ସହେି ନକ୍ଷତ୍ରମାନଙ୍କୁ ସୃଷ୍ଟି କରିଛନ୍ତି ? କିଏ ସହେି ସମସ୍ତ ନକ୍ଷତ୍ରମାନଙ୍କୁ ଆଦେଶ ଦିଅନ୍ତି ଓ ସମାନଙ୍କେ ନାମ ଧରି ସମାନଙ୍କେୁ ଡ଼ାକନ୍ତି। ତାଙ୍କର ପ୍ରବଳ ଶକ୍ତି ଓ ଅମାପ ଶକ୍ତି ଯୋଗୁଁ ଗୋଟିଏ ମଧ୍ଯ ହଜେ ନାହିଁ।'

Isaiah 40:25Isaiah 40Isaiah 40:27

Isaiah 40:26 in Other Translations

King James Version (KJV)
Lift up your eyes on high, and behold who hath created these things, that bringeth out their host by number: he calleth them all by names by the greatness of his might, for that he is strong in power; not one faileth.

American Standard Version (ASV)
Lift up your eyes on high, and see who hath created these, that bringeth out their host by number; he calleth them all by name; by the greatness of his might, and for that he is strong in power, not one is lacking.

Bible in Basic English (BBE)
Let your eyes be lifted up on high, and see: who has made these? He who sends out their numbered army: who has knowledge of all their names: by whose great strength, because he is strong in power, all of them are in their places.

Darby English Bible (DBY)
Lift up your eyes on high, and see! Who hath created these things, bringing out their host by number? He calleth them all by name; through the greatness of his might and strength of power, not one faileth.

World English Bible (WEB)
Lift up your eyes on high, and see who has created these, who brings out their host by number; he calls them all by name; by the greatness of his might, and because he is strong in power, not one is lacking.

Young's Literal Translation (YLT)
Lift up on high your eyes, And see -- who hath prepared these? He who is bringing out by number their host, To all of them by name He calleth, By abundance of strength (And `he is' strong in power) not one is lacking.

Lift
up
שְׂאוּśĕʾûseh-OO
your
eyes
מָר֨וֹםmārômma-ROME
high,
on
עֵינֵיכֶ֤םʿênêkemay-nay-HEM
and
behold
וּרְאוּ֙ûrĕʾûoo-reh-OO
who
מִיmee
created
hath
בָרָ֣אbārāʾva-RA
these
אֵ֔לֶּהʾēlleA-leh
out
bringeth
that
things,
הַמּוֹצִ֥יאhammôṣîʾha-moh-TSEE
their
host
בְמִסְפָּ֖רbĕmispārveh-mees-PAHR
by
number:
צְבָאָ֑םṣĕbāʾāmtseh-va-AM
calleth
he
לְכֻלָּם֙lĕkullāmleh-hoo-LAHM
them
all
בְּשֵׁ֣םbĕšēmbeh-SHAME
by
names
יִקְרָ֔אyiqrāʾyeek-RA
by
the
greatness
מֵרֹ֤בmērōbmay-ROVE
might,
his
of
אוֹנִים֙ʾônîmoh-NEEM
strong
is
he
that
for
וְאַמִּ֣יץwĕʾammîṣveh-ah-MEETS
in
power;
כֹּ֔חַkōaḥKOH-ak
not
אִ֖ישׁʾîšeesh
one
לֹ֥אlōʾloh
faileth.
נֶעְדָּֽר׃neʿdārneh-DAHR

Cross Reference

ଯିଶାଇୟ 51:6
ତୁମ୍ଭମାନେେ ସ୍ବର୍ଗମଣ୍ଡଳ ପ୍ରତି ଉର୍ଦ୍ଧ୍ବଦୃଷ୍ଟି କର ଓ ଅଧଃସ୍ଥିତ ଭୂମଣ୍ଡଳ ପ୍ରତି ନିରୀକ୍ଷଣ କର। କାରଣ ଆକାଶ ମଣ୍ଡଳ ଧୂମ ତୁଲ୍ଯ ଅନ୍ତର୍ହିତ ହବେ ଓ ଭୂମଣ୍ଡଳ ବସ୍ତୁ ତୁଲ୍ଯ ଜୀର୍ଣ୍ଣ ହବେ। ଆଉ ମଧ୍ଯ ପୃଥିବୀବାସୀ ସହେିପରି ମୃତ୍ଯୁବରଣ କରିବେ। ମାତ୍ର ଆମ୍ଭର ପରିତ୍ରାଣ ଅନନ୍ତକାଳସ୍ଥାଯୀ ହବେ ଓ ଆମ୍ଭର ଧର୍ମାଚାର ଲୁପ୍ତ ହବେ ନାହିଁ।

ଯିଶାଇୟ 48:13
ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଦକ୍ଷିଣ ହସ୍ତ ଆକାଶମଣ୍ଡଳ ବିସ୍ତାର କରିଅଛି। ତେଣୁ ଆମ୍ଭେ ସମାନଙ୍କେୁ ଡାକିଲେ ସମାନେେ ଏକତ୍ର ଆମ୍ଭ ସମ୍ମୁଖ ରେ ଛିଡ଼ା ହୁଅନ୍ତି।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:16
ତାହାଙ୍କର ଶକ୍ତି ରେ ସମସ୍ତ ବିଷୟଗୁଡ଼ିକର ଉତ୍ପତ୍ତି ସ୍ବର୍ଗର ଓ ପୃଥିବୀର ବିଷୟ, ଦୃଶ୍ଯ ଓ ଅଦୃଶ୍ଯ ବିଷୟ ସବୁ, ସମସ୍ତ ଆଧ୍ଯାତ୍ମିକ ଶକ୍ତି, ଅଧିକାରୀଗଣ, ପ୍ରଭୁଗଣ ଓ ଶାସକଗଣ।

ଯିରିମିୟ 32:17
ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିଶାଳ ବାହୁ ଦ୍ବାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ। ତୁମ୍ଭର ଅସାଧ୍ଯ କିଛି ନାହିଁ।

ଗୀତସଂହିତା 89:11
ସ୍ବର୍ଗ ଓ ପୃଥିବୀ ତୁମ୍ଭର ଅଟେ। ତୁମ୍ଭେ ଜଗତକୁ ସୃଷ୍ଟି କରିଛ ଓ ସମସ୍ତ ବସ୍ତୁଗୁଡ଼ିକ ଏହା ଉପରେ ଅଛି।

ଯିରିମିୟ 10:11
ସଦାପ୍ରଭୁ ପୁଣି କହନ୍ତି, ତୁମ୍ଭମାନେେ ସମାନଙ୍କେୁ କୁହ, ' ସହେି ଦବେତାଗଣ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିନାହାନ୍ତି। ତେଣୁ ସମାନେେ ପୃଥିବୀ ଓ ଆକାଶମଣ୍ଡଳରୁ ଧ୍ବଂସ ଓ ଲୁପ୍ତ ହବେେ।'

ଯିଶାଇୟ 45:7
ଆମ୍ଭେ ଆଲୋକ ସୃଷ୍ଟିକରୁ ଓ ଆମ୍ଭେ ଅନ୍ଧକାର ମଧ୍ଯ ସୃଷ୍ଟି କରୁ। ଆମ୍ଭେ ଶାନ୍ତି ରଚନା କରୁ ଓ ଅନିଷ୍ଟ ମଧ୍ଯ ସୃଷ୍ଟି କରୁ। ଆମ୍ଭେ ସଦାପ୍ରଭୁ ଏ ସମସ୍ତ ସାଧନ କରୁ।

ଯିଶାଇୟ 44:24
ତୁମ୍ଭର ତ୍ରାଣକର୍ତ୍ତା ସଦାପ୍ରଭୁ ତୁମ୍ଭକୁ ମାତୃ ଗର୍ଭରୁ ହିଁ ଗଢିଛନ୍ତି।ସସ ଏହା କୁହନ୍ତି, ଆମ୍ଲଭ ସଦାପ୍ରଭୁ, ସମସ୍ତ ସାଧନ କରିଅଛୁ। ଆମ୍ଲଭ ଆକାଶମଣ୍ତଳକୁ ବିସ୍ତାର କରୁ ଓ ଏକାକୀ ପୃଥିବୀକୁ ପ୍ରସାରିତ କରୁ। ଆମ୍ଭର ସହିତସକହି ନାହିଁ।

ଯିଶାଇୟ 42:5
ଯେ ନବମଣ୍ଡଳ ସୃଷ୍ଟି କରି ଭୂମଣ୍ଡଳ ଉପ ରେ ବିସ୍ତାର କଲେ, ଯେ ପୃଥିବୀର ସକଳବସ୍ତୁ ସୃଷ୍ଟି କଲେ, ଯେ ସକଳ ଲୋକଙ୍କୁ ନିଃଶ୍ବାସ ପ୍ରଶ୍ବାସ ଦିଅନ୍ତି ଓ ସକଳ ଆତୟାତ ବ୍ଯକ୍ତିମାନଙ୍କୁ ଜୀବନ ଦିଅନ୍ତି, ସହେି ସଦାପ୍ରଭୁ ପ୍ରକୃତ ପରମେଶ୍ବର ଏହି କଥା କୁହନ୍ତି।

ଯିଶାଇୟ 34:16
ତୁମ୍ଭମାନେେ ସଦାପ୍ରଭୁଙ୍କ ପୁସ୍ତକରୁ ଅନୁସନ୍ଧାନ କରି ପାଠ କର। ସେଥି ରେ ଲିଖିତ ଅଛି ସମାନଙ୍କେ ମଧ୍ଯରୁ କହେି ଅନୁପସ୍ଥିତ ରହିବେ ନାହିଁ। କହେି ନିଜର ସଙ୍ଗିନୀକୁ ଛାଡ଼ିବ ନାହିଁ। କାରଣ ମାରେମୁଖଦ୍ବାରା ଏହି ଆଜ୍ଞା କରିଛନ୍ତି ଓ ତାଙ୍କର ଆତ୍ମା ସମାନଙ୍କେୁ ସଂଗ୍ରହ କରିଛି।

ଗୀତସଂହିତା 148:3
ହେ ସୂର୍ୟ୍ଯ ଓ ଚନ୍ଦ୍ର, ତାଙ୍କର ପ୍ରଶଂସା କର ! ହେ ଆକାଶର ଦୀପ୍ତିମଯ ତାରାଗଣ ତାଙ୍କର ପ୍ରଶଂସା କର।

ଗୀତସଂହିତା 147:4
ସେ ତାରାଗଣଙ୍କୁ ଗଣନା କରନ୍ତି। ସେ ପ୍ରେତ୍ୟକକଙ୍କର ଗୋଟି ଗୋଟି କରି ନାମ ଧରି ଡ଼ାକନ୍ତି।

ଗୀତସଂହିତା 102:25
ବହୁଦିନ ପୂର୍ବରୁ ତୁମ୍ଭେ ପୃଥିବୀକୁ ସୃଷ୍ଟି କଲ। ତୁମ୍ଭେ ଆକାଶକୁ ନିଜ ହସ୍ତରେ ନିର୍ମାଣ କଲ।

ଗୀତସଂହିତା 19:1
ଆକାଶ ପରମେଶ୍ବରଙ୍କର ମହିମା ଓ ଗୌରବ ବର୍ଣ୍ଣନା କରେ। ଆକାଶ ତାଙ୍କର ହସ୍ତ ନିର୍ମିତ ସମସ୍ତ ଉତ୍ତମ ବସ୍ତୁର ବର୍ଣ୍ଣନା କରେ।

ଗୀତସଂହିତା 8:3
ହେ ସଦାପ୍ରଭୁ ମାେ ଉପରେ ଥିବା ସ୍ବର୍ଗକୁ ଚାହିଁଲେ ତାହା ତୁମ୍ଭ ଅଙ୍ଗୁଳି ଦ୍ବାରା ନିର୍ମିତ ବୋଲି ଜଣାପଡ଼େ। ମୁଁ ସହେି ଆକାଶରେ ତୁମ୍ଭ ସୃଷ୍ଟି ଚନ୍ଦ୍ର ଓ ନକ୍ଷତ୍ରଗଣଙ୍କୁ ଦେଖେ ଓ ଆଶ୍ଚର୍ୟ୍ଯ ହୁଏ।

ଆୟୁବ ପୁସ୍ତକ 31:26
ଦୀପ୍ତିମାନ ସୂର୍ୟ୍ଯ କି ସ୍ମରଣୀଯ ଚନ୍ଦ୍ରକୁ ମୁଁ କବେେ ଉପାସନା କରି ନାହିଁ।

ଦିତୀୟ ବିବରଣ 4:19
ଏପରି ସାବଧାନ ହକ୍ସ୍ଟଅ, ଯେତବେେଳେ ତୁମ୍ଭମାନେେ ସୂର୍ୟ୍ଯ,ଚନ୍ଦ୍ର, ତାରାଗଣଙ୍କକ୍ସ୍ଟ ଆକାଶ ରେ ଦେଖ। ତୁମ୍ଭମାନେେ ସମାନଙ୍କେୁ ବି ମାହେିତ ହାଇେ ପ୍ରଣାମ କରିବା ଓ ସବୋ କରିବା ଉଚିତ୍ ନକ୍ସ୍ଟ ହେଁ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅନ୍ୟ ସମସ୍ତ ଜାତିଗଣ ଏହିସବୁ କରିବାକୁ ରଖିଛନ୍ତି।

ଆଦି ପୁସ୍ତକ 2:1
ଏହିପରି ଭାବରେ, ପରମେଶ୍ବର ଆକାଶମଣ୍ଡଳ ରେ ଓ ପୃଥିବୀ ମଧିଅରେ ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତ କଲେ।