ଯିଶାଇୟ 40:3 in Oriya

ଓଡିଆ ଓଡିଆ ବାଇବେଲ ଯିଶାଇୟ ଯିଶାଇୟ 40 ଯିଶାଇୟ 40:3

Isaiah 40:3
ଏକ ବ୍ଯକ୍ତିର ଉଚ୍ଚସ୍ବର ଶୁଣ, ତୁମ୍ଭମାନେେ ପ୍ରାନ୍ତର ରେ ସଦାପ୍ରଭୁଙ୍କ ପାଇଁ ପଥ ପ୍ରସ୍ତୁତ କର। ମରୁଭୂମିରେ ଆମ୍ଭମାନଙ୍କ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ଏକ ରାଜପଥ ସଳଖ ଓ ଚିକ୍କଣ କର।

Isaiah 40:2Isaiah 40Isaiah 40:4

Isaiah 40:3 in Other Translations

King James Version (KJV)
The voice of him that crieth in the wilderness, Prepare ye the way of the LORD, make straight in the desert a highway for our God.

American Standard Version (ASV)
The voice of one that crieth, Prepare ye in the wilderness the way of Jehovah; make level in the desert a highway for our God.

Bible in Basic English (BBE)
A voice of one crying, Make ready in the waste land the way of the Lord, make level in the lowland a highway for our God.

Darby English Bible (DBY)
The voice of one crying in the wilderness: Prepare ye the way of Jehovah, make straight in the desert a highway for our God!

World English Bible (WEB)
The voice of one who cries, Prepare you in the wilderness the way of Yahweh; make level in the desert a highway for our God.

Young's Literal Translation (YLT)
A voice is crying -- in a wilderness -- Prepare ye the way of Jehovah, Make straight in a desert a highway to our God.

The
voice
ק֣וֹלqôlkole
of
him
that
crieth
קוֹרֵ֔אqôrēʾkoh-RAY
wilderness,
the
in
בַּמִּדְבָּ֕רbammidbārba-meed-BAHR
Prepare
פַּנּ֖וּpannûPA-noo
ye
the
way
דֶּ֣רֶךְderekDEH-rek
Lord,
the
of
יְהוָ֑הyĕhwâyeh-VA
make
straight
יַשְּׁרוּ֙yaššĕrûya-sheh-ROO
desert
the
in
בָּעֲרָבָ֔הbāʿărābâba-uh-ra-VA
a
highway
מְסִלָּ֖הmĕsillâmeh-see-LA
for
our
God.
לֵאלֹהֵֽינוּ׃lēʾlōhênûlay-loh-HAY-noo

Cross Reference

ମାର୍କଲିଖିତ ସୁସମାଚାର 1:2
ଭବିଷ୍ଯଦ୍ବକ୍ତା ଯୀଶାଇୟଙ୍କ ପୁସ୍ତକରେ ଲଖାେଅଛି:

ଯୋହନଲିଖିତ ସୁସମାଚାର 1:23
ଯୋହନ ସମାନଙ୍କେୁ ଭବିଷ୍ଯଦ୍ବକ୍ତା ୟିଶାଇୟଙ୍କ ବାଣୀ କହିଲେ:

ଲୂକଲିଖିତ ସୁସମାଚାର 1:16
ଯୋହନ ଅନକେ ଇଶ୍ରାୟେଲ ଲୋକଙ୍କୁ ପ୍ରଭୁଙ୍କ ପାଖକୁ ଫରେି ଆସିବାକୁ ସାହାୟ୍ଯ କରିବେ। ପ୍ରଭୁ ସମାନଙ୍କେର ପରମେଶ୍ବର ଅଟନ୍ତି।

ମଲାଖୀ 3:1
ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, ଆମ୍ଭର ପଥ ପରିଷ୍କାର କରିବା ପାଇଁ ଆମ୍ଭେ ଆପଣା ଦୂତକୁ ପ୍ ରରଣେ କରିବା। ଆଉ ଦେଖ ତୁମ୍ଭମାନେେ ଯେଉଁ ପ୍ରଭୁଙ୍କୁ ଅନ୍ବଷେଣ କରୁଛ ସେ ହଠାତ୍ ତାଙ୍କ ମନ୍ଦିରକୁ ଆସିବ। ନିଶ୍ଚଯ ଚୁକ୍ତିର ବାର୍ତ୍ତାବାହକ ତୁମ୍ଭେ ଯାହା ବିଷଯ ରେ ସନ୍ତୁଷ୍ଟ ସେ ଆସୁଛନ୍ତି।

ମାଥିଉଲିଖିତ ସୁସମାଚାର 3:1
ସହେି ସମୟରେ ବାପ୍ତିଜକ ଯୋହନ ଆସି ୟିହୂଦା ପ୍ରଦେଶର ପ୍ରାନ୍ତର ମଧିଅରେ ଘାଷେଣା କରି କହିବାକୁ ଲାଗିଲେ

ମଲାଖୀ 4:5
ସଦାପ୍ରଭୁ କହିଲେ, ଦେଖ, ଭବିଷ୍ଯଦ୍ବକ୍ତା ଏଲିଯଙ୍କୁ ଆମ୍ଭେ ତୁମ୍ଭ ନିକଟକୁ ପଠାଇବା। ସଦାପ୍ରଭୁଙ୍କଠାରୁ ମହାନ୍ ଓ ଭୟଙ୍କର ବିଗ୍ଭର ଦିନ ଆସିବା ପୂର୍ବରୁ ସେ ଆସିବେ।

ଯିଶାଇୟ 57:14
ପୁଣି ସେ କହିବେ, ଉଚ୍ଚତର, ଉଚ୍ଚତର, ପଥ ପ୍ରସ୍ତୁତ କର। ଆମ୍ଭ ଲୋକମାନଙ୍କ ପଥରୁ ବାଧାବିଘ୍ନ ଦୂର କର।

ଲୂକଲିଖିତ ସୁସମାଚାର 1:76
ଏବଂ ତୁମ୍ଭେ ହେ ଶିଶୁ! ତୁମ୍ଭେ ସହେି ପର୍ବୋପରିସ୍ଥ ପରମେଶ୍ବରଙ୍କ ଭବିଷ୍ଯଦ୍ବକ୍ତା ରୂପେ ଖ୍ଯାତ ହବେ। ପ୍ରଭୁଙ୍କ ଆଗମନ ପାଇଁ ଲୋକମାନଙ୍କୁ ପ୍ରସ୍ତୁତ କରିବା ନିମନ୍ତେ ପ୍ରଭୁଙ୍କ ପୂର୍ବରୁ ତୁମ୍ଭେ ପ୍ରଥମେ ୟିବ।

ଯିଶାଇୟ 43:19
କାରଣ ଆମ୍ଭେ ନୂତନ କାର୍ୟ୍ଯ କରିବୁ। ଏବେ ତୁମ୍ଭେ ଅଙ୍କୁରିତ ହବେ। ତୁମ୍ଭେ ଏହା ସତ୍ଯ ବୋଲି ନିଶ୍ଚିତ ଜାଣିବ। ଆଉ ମଧ୍ଯ ଆମ୍ଭେ ପ୍ରାନ୍ତର ମଧିଅରେ ପଥ ଓ ମରୁଭୂମିରେ ନଦନଦୀ କରିବା।

ଲୂକଲିଖିତ ସୁସମାଚାର 3:2
ହାନାନ ଓ କଯାଫା ମହାୟାଜକ ଥିଲେ। ସହେି ସମୟରେ ଜିଖରିୟଙ୍କ ପୁଅ ଯୋହନଙ୍କ ପାଖକୁ ପରମେଶ୍ବରଙ୍କର ଗୋଟିଏ ଆଜ୍ଞା ଆସିଲା। ଯୋହନ ମରୁଭୂମିରେ ବାସ କରୁଥିଲେ।

ଯିଶାଇୟ 62:10
ତୁମ୍ଭମାନେେ ଅଗ୍ରସର ହୁଅ, ନଗରଦ୍ବାର ମଧ୍ଯ ଦଇେ ଆଗଇେ ଆସ। ଲୋକମାନଙ୍କ ପାଇଁ ପଥ ପ୍ରସ୍ତୁତ କର। ରାଜପଥ ଉଚ୍ଚକର। ପଥରୁ ପଥରଗୁଡ଼ିକୁ ବାହାର କରିଦିଅ ଓ ଗୋଷ୍ଠୀ ସମୂହଙ୍କ ପାଇଁ ଏକ ଧ୍ବଜା ଉଡ଼ାଅ।

ଯିଶାଇୟ 35:8
ପୁଣି ସେତବେେଳେ ସଠାେ ରେ ରାଜଦଣ୍ଡ ଓ ପଥ ହବେ ଯାହାକି ପବିତ୍ରତାର ପଥ ବୋଲି ବିଖ୍ଯାତ ହବେ। ତାହା ଉପ ରେ କବଳେ ଧାର୍ମିକମାନେ ଗମନ କରିବେ। କୌଣସି ଅଶୁଚି, ମନ୍ଦାଚାରୀ ଓ ଅଜ୍ଞାନମାନେ ସେ ପଥରେ ଯିବେ ନାହିଁ।

ଗୀତସଂହିତା 68:4
ପରମେଶ୍ବରଙ୍କ ନିମନ୍ତେ ସଂଗୀତ ଗାନ କର, ତାଙ୍କର ନାମର ଗୁଣଗାନ କର। ପରମେଶ୍ବରଙ୍କର ପ୍ରଶଂସା ହେଉ। ୟିଏ ମେଘ ଉପରେ ଆରୋହଣ କରନ୍ତି, ତାଙ୍କ ଆଗରେ ଆନନ୍ଦିତ ହୁଅ।

ଯିଶାଇୟ 11:15
ସଦାପ୍ରଭୁ କ୍ରୋଧିତ ହାଇେ ମିଶରୀଯ ସମୁଦ୍ରକୁ ଭାଗ ଭାଗ କରିବେ। ସହେିପରି ଭାବରେ ତାଙ୍କର ପ୍ରବଳ ବାଯୁ ଦ୍ବାରା ଇଉଫ୍ ରଟେିସ ନଦୀ ଉପ ରେ ନିଜର ହସ୍ତ ହଲାଇବେ। ତାଙ୍କର ପ୍ରହାର ଦ୍ବାରା ସହେି ନଦୀ ସାତଟି କ୍ଷୁଦ୍ର ନଦୀ ରେ ବିଭକ୍ତ ହବେ। ସଗେୁଡ଼ିକର ଗଭୀରତା ହ୍ରାସ ହବେ ଓ ଶୁଷ୍କ ପାଲଟିବ। ତେଣୁ ଲୋକମାନେ ପାଦ ରେ ଚାଲି ତାକୁ ଅତିକ୍ରମ କରିବେ।

ଯିଶାଇୟ 49:11
ପୁଣି ଆମ୍ଭେ ଆମ୍ଭର ପର୍ବତଗୁଡ଼ିକୁ ଏକ ପଥ କରିବା ଓ ଆମ୍ଭର ରାଜପଥଗୁଡ଼ିକ ଉଚ୍ଚ କରାୟିବ।