ଯିଶାଇୟ 41:18 in Oriya

ଓଡିଆ ଓଡିଆ ବାଇବେଲ ଯିଶାଇୟ ଯିଶାଇୟ 41 ଯିଶାଇୟ 41:18

Isaiah 41:18
ଆମ୍ଭେ ବୃକ୍ଷଶୂନ୍ଯ ଉଚ୍ଚଭୂମିରେ ନଦନଦୀ ସୃଷ୍ଟି କରିବା, ଉପତ୍ୟକାର ମଧ୍ଯ ଭାଗ ରେ ଝରଣାମାନ ଫିଟାଇବା, ପ୍ରାନ୍ତରକୁ ଜଳାଶଯ ଓ ଶୁଷ୍କ ଭୂମିରେ ନିର୍ଝର ଜଳ ପ୍ରବାହିତ କରାଇବା।

Isaiah 41:17Isaiah 41Isaiah 41:19

Isaiah 41:18 in Other Translations

King James Version (KJV)
I will open rivers in high places, and fountains in the midst of the valleys: I will make the wilderness a pool of water, and the dry land springs of water.

American Standard Version (ASV)
I will open rivers on the bare heights, and fountains in the midst of the valleys; I will make the wilderness a pool of water, and the dry land springs of water.

Bible in Basic English (BBE)
I will make rivers on the dry mountain-tops, and fountains in the valleys: I will make the waste land a pool of water, and the dry land springs of water.

Darby English Bible (DBY)
I will open rivers on the bare heights, and fountains in the midst of the valleys; I will make the wilderness into a pool of water, and the dry land into water-springs.

World English Bible (WEB)
I will open rivers on the bare heights, and springs in the midst of the valleys; I will make the wilderness a pool of water, and the dry land springs of water.

Young's Literal Translation (YLT)
I open on high places rivers, And in midst of valleys fountains, I make a wilderness become a pond of water, And a dry land become springs of water.

I
will
open
אֶפְתַּ֤חʾeptaḥef-TAHK
rivers
עַלʿalal
in
שְׁפָיִים֙šĕpāyîmsheh-fa-YEEM
high
places,
נְהָר֔וֹתnĕhārôtneh-ha-ROTE
fountains
and
וּבְת֥וֹךְûbĕtôkoo-veh-TOKE
in
the
midst
בְּקָע֖וֹתbĕqāʿôtbeh-ka-OTE
of
the
valleys:
מַעְיָנ֑וֹתmaʿyānôtma-ya-NOTE
make
will
I
אָשִׂ֤יםʾāśîmah-SEEM
the
wilderness
מִדְבָּר֙midbārmeed-BAHR
a
pool
לַאֲגַםlaʾăgamla-uh-ɡAHM
of
water,
מַ֔יִםmayimMA-yeem
dry
the
and
וְאֶ֥רֶץwĕʾereṣveh-EH-rets
land
צִיָּ֖הṣiyyâtsee-YA
springs
לְמוֹצָ֥אֵיlĕmôṣāʾêleh-moh-TSA-ay
of
water.
מָֽיִם׃māyimMA-yeem

Cross Reference

ଯିଶାଇୟ 35:6
ଖଞ୍ଜଲୋକ ହରିଣ ତୁଲ୍ଯ ନିଆଁ ମାରିବ ଓ ମୂକ ଆନନ୍ଦ ରେ ଗାନ କରିବ। କାରଣ ପ୍ରାନ୍ତର ରେ ଜଳ ଓ ମରୁଭୂମିରେ ଝରଣାର ଷୋର୍ତ ବାହାରିବ।

ଯିଶାଇୟ 30:25
ଯେଉଁମାନେ ଗଣହତ୍ଯା ହବେ ଓ ଦୁର୍ଗସବୁ ପତିତ ହବେ। ସହେିଦିନ ଉଚ୍ଚ ପର୍ବତ ଓ ପାହାଡ଼ମାନଙ୍କ ରେ ଝରଣା ଓ ଜଳଷୋର୍ତ ପ୍ରବାହିତ ହବେ।

ଗୀତସଂହିତା 107:35
କିନ୍ତୁ ପରମେଶ୍ବର ମଧ୍ଯ ମରୁଭୂମିକୁ ଜଳାଶଯରେ ପରିବର୍ତ୍ତିତ କରିପାରନ୍ତି। ସେ ପୁଣି ଶୁଷ୍କ ଭୂମିରେ ଝରଣା ବୁହାଇ ପାରନ୍ତି।

ଯିହିଜିକଲ 47:1
ଅନନ୍ତର ସେ ମାେତେ ଫରୋଇ ମନ୍ଦିରର ଦ୍ବାର ନିକଟକୁ ଆଣିଲେ। ଗୃହର ପ୍ରବେଶ ସ୍ଥାନ ରେ ତଳୁ ଜଳ ନିର୍ଗତ ହାଇେ ପୂର୍ବଦିଗ ରେ ବହୁଥିବାର ମୁଁ ଦେଖିଲି କାରଣ ମନ୍ଦିର ସମ୍ମୁଖଭାଗ ପୂର୍ବାଭିମୂଖୀ ଥିଲା। ଆଉ ସହେି ଜଳ ତଳି ମନ୍ଦିରର ଦକ୍ଷିଣପାଶର୍‌ବ ଦଇେ ୟଜ୍ଞବଦେୀର ଦକ୍ଷିଣ ଦିଗ ରେ ବହିଲା।

ଯିଶାଇୟ 58:11
ଆଉ ମଧ୍ଯ ସଦାପ୍ରଭୁ ତୁମ୍ଭକୁ ସର୍ବଦା ବାଟ କଢ଼ାଇ ନବେେ। ମରୁଭୂମିରେ ତୁମ୍ଭର ଅଭାବ ତୃପ୍ତ କରିବେ। ସେ ତୁମ୍ଭର ଅସ୍ଥିଗୁଡ଼ିକୁ ବଳିଷ୍ଠ କରିବେ। ତହିଁରେ ତୁମ୍ଭେ ଜଳସିକ୍ତ ଉଦ୍ୟାନତୁଲ୍ଯ କିମ୍ବା ଜଳପୂର୍ଣ୍ଣ ଝରଣା ସଦୃଶ ହବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:1
ତା'ପରେ ଦୂତ ମାେତେ ଜୀବନଜଳର ନଦୀ ଦଖାଇେଲେ। ସେ ନଦୀଟି ସ୍ଫଟିକ ପରି ଉଜ୍ଜ୍ବଳ ଥିଲା। ସହେି ନଦୀ ପରମେଶ୍ବର ଓ ମଷେଶାବକଙ୍କ ସିଂହାସନରୁ ପ୍ରବାହିତ ହେଉଛି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7:17
ସିଂହାସନର ମଧିଅରେ ଥିବା ' ମଷେଶାବକ' ସମାନଙ୍କେର ମଷେପାଳକ ହବେେ। ସେ ସମାନଙ୍କେୁ ଜୀବନ ପ୍ରଦାନକାରୀ ଜଳର ନିର୍ଝର ପାଖକୁ କଢ଼ଇେ ନଇେଯିବେ। ପରମେଶ୍ବର ସମାନଙ୍କେର ଆଖିରୁ ସବୁ ଲୁହ ପୋଛି ଦବେେ।

ଯିଖରିୟ 14:8
ସଦେିନ, ୟିରୁଶାଲମରୁ ସ୍ବଚ୍ଛ ଜଳ ପ୍ରବାହିତ ହବେ। ସେ ଅଧା ପ୍ରବାହିତ ହବେ ସମୁଦ୍ର ଆଡକୁ ପୂର୍ବ ଦିଗକୁ ଓ ଅନ୍ୟ ଅଧା ପଶ୍ଚିମ ଦିଗ ସମୁଦ୍ର ଆଡକୁ। ଏହା ଉଭୟ ଗ୍ରୀଷ୍ମକାଳ ଓ ଶୀତକାଳ ରେ ହବେ।

ଯୋୟେଲ 3:18
ସହେିଦିନ ପର୍ବତଗୁଡିକ ମଧୁର ଦ୍ରାକ୍ଷାରସ କ୍ଷରଣ କରିବେ। ପାହାଡଗୁଡିକରୁ ଦୁଗ୍ଧ ପ୍ରବାହିତ ହବେ। ଯିହୁଦାର ସମସ୍ତ ଶୁଷ୍କ ନଦୀଗୁଡିକ ଜଳପୂର୍ଣ୍ଣ ହବେେ। ସଦାପ୍ରଭୁଙ୍କ ମନ୍ଦିରରୁ ଏକ ଝରଣା ନିର୍ଗତ ହବେ। ତାହା ଶିଟୀମର ଉପତ୍ୟକାକୁ ଜଳମଯ କରିବ।

ଯିଶାଇୟ 49:9
ତୁମ୍ଭେ ବନ୍ଦୀଗଣଙ୍କୁ ବାହାରି ୟାଅ ବୋଲି, 'ଅନ୍ଧକାରସ୍ଥିତ' ଲୋକମାନଙ୍କୁ ଆପଣାମାନଙ୍କୁ ଦଖାେଅ ବୋଲି କହିବ। ସମାନେେ ପଥରେ ଚରିବେ ଓ ବୃକ୍ଷଶୂନ୍ଯ ଉଚ୍ଚସ୍ଥଳୀ ସକଳ ସମାନଙ୍କେର ଚରାସ୍ଥାନ ହବେ।

ଯିଶାଇୟ 48:21
ସଦାପ୍ରଭୁ ଯଦିଓ ମରୁଭୂମିରୁ ସମାନଙ୍କେୁ ନେଲେ, ସମାନେେ ତୃଷାର୍ତ୍ତ ହେଲେ ନାହିଁ। ସେ ସମାନଙ୍କେ ପାଇଁ ଶୈଳରୁ ଜଳଷୋର୍ତ ବୁହାଇଲେ ; ଆଉ ମଧ୍ଯ ସେ ଶୈଳକୁ ବିଦୀର୍ଣ୍ଣ କଲେ ଓ ତହିଁରୁ ଜଳ ନିର୍ଗତ ହେଲା।

ଯିଶାଇୟ 44:3
'ଆମ୍ଲଭ ତୃଷିତ ଭୂମି ଉପସର ଜଳ ଓ ଶୁଷ୍କ ଭୂମି ଉପସର ଜଳଲଷାର୍ତ ଢ଼ାଳିବା। ଆମ୍ଲଭ ତୁମ୍ଭ ବଂଶ ଉପସର ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପସର ଆପଣା ଆଶୀର୍ବାଦ ବର୍ଷାଇବା।

ଯିଶାଇୟ 43:19
କାରଣ ଆମ୍ଭେ ନୂତନ କାର୍ୟ୍ଯ କରିବୁ। ଏବେ ତୁମ୍ଭେ ଅଙ୍କୁରିତ ହବେ। ତୁମ୍ଭେ ଏହା ସତ୍ଯ ବୋଲି ନିଶ୍ଚିତ ଜାଣିବ। ଆଉ ମଧ୍ଯ ଆମ୍ଭେ ପ୍ରାନ୍ତର ମଧିଅରେ ପଥ ଓ ମରୁଭୂମିରେ ନଦନଦୀ କରିବା।

ଯିଶାଇୟ 32:2
ଯଦି ଏହା ଘଟିବ, ତବେେ ସହେି ମାନବ ବତାସରୁ ଆଶ୍ରଯସ୍ଥାନ ଓ ଝଡ଼ ବର୍ଷାରୁ ଆଶ୍ରଯ, ଶୁଷ୍କ ଭୂମିରେ ଜଳଷୋର୍ତ ଓ ଉତ୍ତପ୍ତ ଭୂମିରେ ଶୀତଳ ଛାଯା ପ୍ରଦାୟକ ଶୈଳ ସଦୃଶ ହବେ।

ଯିଶାଇୟ 12:3
ପରିତ୍ରାଣ ରୂପକ କୂପରୁ ତୁମ୍ଭମାନେେ ଜଳ କାଢ଼ିବ। ତାହା ହେଲେ ତୁମ୍ଭମାନେେ ସୁଖୀ ହବେ।

ଗୀତସଂହିତା 105:41
ପରମେଶ୍ବର ଶୈଳକୁ ଫଟାନ୍ତେ ଜଳଷୋର୍ତ ବହିବା ଆରମ୍ଭ ହେଲା। ତାହା ଶୁଷ୍କ ଭୂମିରେ ନଦୀତୁଲ୍ଯ ପ୍ରବାହିତ ହେଲା।

ଗୀତସଂହିତା 78:15
ସେ ମରୁଭୂମିରେ ଶୈଳଗୁଡ଼ିକୁ ବିଦୀର୍ଣ୍ଣ କଲେ ଏବଂ ସେ ଅଗାଧ ସ୍ଥଳରୁ, ଲୋକମାନଙ୍କୁ ଅଧିକରୁ ଅଧିକ ଜଳ ପ୍ରଦାନ କରାଇଲେ।

ଗୀତସଂହିତା 46:4
ଏପରି ଏକ ନଦୀ ଅଛି ୟାହାର ପବିତ୍ର ଜଳଧାରା ସର୍ବୋପରିସ୍ଥ ପରମେଶ୍ବରଙ୍କ ନଗରୀକୁ ଆନନ୍ଦିତ କରୁଛି।