Isaiah 42

fullscreen14 ଦୀର୍ଘକାଳ ଧରି ମୁଁ ନୀରବ ରହି ଆସୁଅଛି। ମୁଁ ତଥାପି ନୀରବ ଅଛି। ମାତ୍ର ବର୍ତ୍ତମାନ ଆମ୍ଭେ ପ୍ରସବକାରିଣୀ ସ୍ତ୍ରୀ ପରି ଚିତ୍କାର କରିବୁ। ଆମ୍ଭେ ଦୀର୍ଘ ନିଃଶ୍ବାସ ଏବଂ ଆକାଂକ୍ଷା ହବେୁ।

fullscreen15 ଆମ୍ଭେ ପର୍ବତ ଓ ଉପପର୍ବତଗୁଡ଼ିକୁ ଧ୍ବଂସ କରିବୁ ଓ ତହିଁରେ ଥିବା ସମସ୍ତ ଗୁଳ୍ମଲତାକୁ ଶୁଷ୍କ କରିବୁ। ନଦନଦୀକୁ ଦ୍ବୀପ ରେ ପରିଣତ କରିବୁ ଓ ଜଳାଶଯକୁ ଶୁଷ୍କ କରିବୁ।

14 I have long time holden my peace; I have been still, and refrained myself: now will I cry like a travailing woman; I will destroy and devour at once.

15 I will make waste mountains and hills, and dry up all their herbs; and I will make the rivers islands, and I will dry up the pools.

Isaiah 42 in Tamil and English

14 ଦୀର୍ଘକାଳ ଧରି ମୁଁ ନୀରବ ରହି ଆସୁଅଛି। ମୁଁ ତଥାପି ନୀରବ ଅଛି। ମାତ୍ର ବର୍ତ୍ତମାନ ଆମ୍ଭେ ପ୍ରସବକାରିଣୀ ସ୍ତ୍ରୀ ପରି ଚିତ୍କାର କରିବୁ। ଆମ୍ଭେ ଦୀର୍ଘ ନିଃଶ୍ବାସ ଏବଂ ଆକାଂକ୍ଷା ହବେୁ।
I have long time holden my peace; I have been still, and refrained myself: now will I cry like a travailing woman; I will destroy and devour at once.

15 ଆମ୍ଭେ ପର୍ବତ ଓ ଉପପର୍ବତଗୁଡ଼ିକୁ ଧ୍ବଂସ କରିବୁ ଓ ତହିଁରେ ଥିବା ସମସ୍ତ ଗୁଳ୍ମଲତାକୁ ଶୁଷ୍କ କରିବୁ। ନଦନଦୀକୁ ଦ୍ବୀପ ରେ ପରିଣତ କରିବୁ ଓ ଜଳାଶଯକୁ ଶୁଷ୍କ କରିବୁ।
I will make waste mountains and hills, and dry up all their herbs; and I will make the rivers islands, and I will dry up the pools.