ଯିଶାଇୟ 49:13 in Oriya

ଓଡିଆ ଓଡିଆ ବାଇବେଲ ଯିଶାଇୟ ଯିଶାଇୟ 49 ଯିଶାଇୟ 49:13

Isaiah 49:13
ହେ ସ୍ବର୍ଗମଣ୍ଡଳ, ଗାନ କର ; ହେ ପୃଥିବୀ, ଉଲ୍ଲସିତ ହୁଅ ; ହେ ପର୍ବତଗଣ, ଉଚ୍ଚ ସ୍ବର ରେ ଆନନ୍ଦ ଧ୍ବନି କର ; କାରଣ ସଦାପ୍ରଭୁ ନିଜ ଲୋକମାନଙ୍କୁ ସାନ୍ତ୍ବନା କରିଛନ୍ତି ଓ ନିଜର ପୀଡ଼ିତ ଲୋକମାନଙ୍କୁ କରୁଣା କରିଛନ୍ତି।

Isaiah 49:12Isaiah 49Isaiah 49:14

Isaiah 49:13 in Other Translations

King James Version (KJV)
Sing, O heavens; and be joyful, O earth; and break forth into singing, O mountains: for the LORD hath comforted his people, and will have mercy upon his afflicted.

American Standard Version (ASV)
Sing, O heavens; and be joyful, O earth; and break forth into singing, O mountains: for Jehovah hath comforted his people, and will have compassion upon his afflicted.

Bible in Basic English (BBE)
Let your voice be loud in song, O heavens; and be glad, O earth; make sounds of joy, O mountains, for the Lord has given comfort to his people, and will have mercy on his crushed ones.

Darby English Bible (DBY)
Shout, ye heavens; and be joyful, thou earth; and break forth into singing, ye mountains: for Jehovah hath comforted his people, and will have mercy upon his afflicted ones.

World English Bible (WEB)
Sing, heavens; and be joyful, earth; and break forth into singing, mountains: for Yahweh has comforted his people, and will have compassion on his afflicted.

Young's Literal Translation (YLT)
Sing, O heavens, and joy, O earth, And break forth, O mountains, with singing, For comforted hath Jehovah His people, And His afflicted ones He doth pity.

Sing,
רָנּ֤וּrānnûRA-noo
O
heavens;
שָׁמַ֙יִם֙šāmayimsha-MA-YEEM
and
be
joyful,
וְגִ֣ילִיwĕgîlîveh-ɡEE-lee
earth;
O
אָ֔רֶץʾāreṣAH-rets
and
break
forth
יּפִצְח֥וּypiṣḥûyfeets-HOO
into
singing,
הָרִ֖יםhārîmha-REEM
mountains:
O
רִנָּ֑הrinnâree-NA
for
כִּֽיkee
the
Lord
נִחַ֤םniḥamnee-HAHM
hath
comforted
יְהוָה֙yĕhwāhyeh-VA
people,
his
עַמּ֔וֹʿammôAH-moh
and
will
have
mercy
וַֽעֲנִיָּ֖וwaʿăniyyāwva-uh-nee-YAHV
upon
his
afflicted.
יְרַחֵֽם׃yĕraḥēmyeh-ra-HAME

Cross Reference

ଯିଶାଇୟ 44:23
ସହ ଆକାଶମଣ୍ଡଳ, ଗାନ କର, କାରଣ ସଦାପ୍ରଭୁ ଏହା ସାଧନ କରିଛନ୍ତି।ସହ ପୃଥିବୀର ଭୂତଳସ୍ଥାନ ସକଳ ଆନନ୍ଦଧ୍ବନି କର।ସହ ପର୍ବତ ଗଣ,ସହ ଅରଣ୍ଯ ଓ ତନ୍ମଧ୍ଯସ୍ଥ ବୃକ୍ଷ ସମୂହ, ତୁମ୍ଲଭମାଲନ ସମସ୍ଲତ ଉଚ୍ଚ ସ୍ବରସର ପ୍ରଭୁଙ୍କର ପ୍ରଶଂସା ଗାନ କର ; କାରଣ ସଦାପ୍ରଭୁ ଯାକୁବକୁ ମୁକ୍ତ କରିଛନ୍ତି ଓ ଇଶ୍ରାଲୟଲକୁସଗୗରବନ୍ବିତ କରିଲବ।

ଯିଶାଇୟ 51:3
ସହେିପରି ସଦାପ୍ରଭୁ ସିୟୋନକୁ ଆଶୀର୍ବାଦ କରିବେ ; ସେ ତାହାର ଉପଦ୍ରୁତ ସ୍ଥାନଗୁଡ଼ିକ ପାଇଁ ଦୁଃଖିତ ହବେେ। ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ଯ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ଯ କରିବେ। ତାହାର ଲୋକମାନେ ଆନନ୍ଦିତ ଓ ଉଲ୍ଲସିତ ହବେେ ଏବଂ ସଙ୍ଗୀତ ଧ୍ବନି କରି ଧନ୍ଯବାଦ ଦବେେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7:9
ତା'ପରେ ମୁଁ ବହୁତ ଲୋକଙ୍କୁ ଦେଖିଲି। ସେଠ ରେ ଏତେଲୋକ ଥିଲେ ଯେ, କହେି ସମାନଙ୍କେୁ ଗଣିପାରିବ ନାହିଁ। ସମାନେେ ପ୍ରେତ୍ୟକକ ଜାତି, ଗୋଷ୍ଠୀ, ବଂଶୀୟ ଓ ଭାଷାବାଦୀର ଲୋକ ଥିଲେ। ସହେି ଲୋକମାନେ ସିଂହାସନ ଓ ମଷେଶାବକଙ୍କ ସାମନା ରେ ଠିଆ ହାଇେଥିଲେ। ସମାନେେ ସମସ୍ତେ ଧଳା ରାଜ ପୋଷାକ ପିନ୍ଧିଥିଲେ। ସମାନଙ୍କେର ହାତ ରେ ଖଜୁରିବାହୁଙ୍ଗା ଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:8
ସେ ଚର୍ମପତ୍ରକୁ ଗ୍ରହଣ କରିବାପରେ, ଚାରିଜୀବିତ ପ୍ରାଣୀ ଓ ଚବିଶଜଣ ପ୍ରାଚୀନ ତାହାଙ୍କ ସମ୍ମୁଖ ରେ ନଇଁପଡ଼ି ପ୍ରଣାମ କଲେ। ସମାନେେ ପ୍ରେତ୍ୟକକ ଗୋଟିଏ ଗୋଟିଏ ବୀଣା ଧରି ଥିଲେ। ସମାନେେ ସୁଗନ୍ଧିତ ଧୂପର ସୁନାର ପାତ୍ର ମଧ୍ଯ ଧରିଥିଲେ। ସହେି ସୁଗନ୍ଧିତ ଧୂପପାତ୍ରଗୁଡ଼ିକ ହେଉଛି, ପରମେଶ୍ବରଙ୍କ ପବିତ୍ର ଲୋକମାନଙ୍କର ପ୍ରାର୍ଥନା।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:16
ତୁମ୍ଭମାନଙ୍କ ପାଇଁ ପ୍ରେତ୍ୟକକ ଉତ୍ତମ କାର୍ୟ୍ଯ କରିବାକୁ ଓ ପ୍ରେତ୍ୟକକ ଉତ୍ତମ କଥା କହିବା ପାଇଁ ସକ୍ଷମ ହବେ। ସେଥିପାଇଁ ଆମ୍ଭର ପ୍ରଭୁ ଯୀଶୁଖ୍ରୀଷ୍ଟ ନିଜେ ଓ ଆମ୍ଭର ପରମପିତା ଓ ପରମେଶ୍ବର ତୁମ୍ଭମାନଙ୍କୁ ଉତ୍ସାହ ଓ ଶକ୍ତି ପ୍ରଦାନ କରନ୍ତୁ ଓ ସାନ୍ତ୍ବନା ଦିଅନ୍ତୁ, ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 7:6
କିନ୍ତୁ ଯେଉଁ ପରମେଶ୍ବର ଭାଙ୍ଗି ପଡ଼ିଥିବା ଲୋକକୁ ସାନ୍ତ୍ବନା ଦିଅନ୍ତି, ସେ ତିତସଙ୍କର ଆଗମନ ଦ୍ବାରା ଆମ୍ଭମାନଙ୍କୁ ମଧ୍ଯ ସାନ୍ତ୍ବନା ପ୍ରଦାନ କଲେ।

ଲୂକଲିଖିତ ସୁସମାଚାର 15:10
ସହେିଭଳି ଜଣେ ପାପୀ ତା' ହୃଦୟ ପରିବର୍ତ୍ତନ କଲେ, ପରମେଶ୍ବରଙ୍କ ଦୂତମାନେ ବହୁତ ଆନନ୍ଦିତ ହୁଅନ୍ତି।

ଲୂକଲିଖିତ ସୁସମାଚାର 2:13
ସହେି ସମୟରେ ସ୍ବର୍ଗରୁ ବହୁସଂଖ୍ଯା ରେ ସ୍ବର୍ଗଦୂତମାନେ ଆସି ସହେି ସ୍ବର୍ଗଦୂତଙ୍କ ସହିତ ୟୋଗ ଦେଲେ। ସମସ୍ତ ସ୍ବର୍ଗଦୂତ ଏହିପରି ପରମେଶ୍ବରଙ୍କ ସ୍ତୁତି କରୁଥିଲେ:

ଯିରିମିୟ 31:13
ସେତବେେଳେ ୟୁବତୀ ନାରୀମାନେ ଆନନ୍ଦ ରେ ନୃତ୍ଯ କରିବେ ଓ ୟୁବା ଏବଂ ବୃଦ୍ଧମାନେ ସମାନଙ୍କେ ସହିତ ୟୋଗ ଦବେେ। ଆମ୍ଭେ ସମାନଙ୍କେର ଶାେକକୁ ଆନନ୍ଦ ରେ ପରିଣତ କରିବା। ଆମ୍ଭେ ସମାନଙ୍କେୁ ସାନ୍ତ୍ବନା ଦବୋ ଓ ସମାନଙ୍କେୁ ଦୁଃଖ ବଦଳ ରେ ସୁଖ ଦବୋ।

ଯିଶାଇୟ 66:13
ମାଆ ଯେପରି ତା'ର ସନ୍ତାନକୁ ସାନ୍ତ୍ବନା ଦିଏ, ଆମ୍ଭେ ସହେିପରି ତୁମ୍ଭମାନଙ୍କୁ ସାନ୍ତ୍ବନା ଦବୋ ଓ ତୁମ୍ଭମାନେେ ୟିରୁଶାଲମ ରେ ସାନ୍ତ୍ବନା ଲାଭ କରିବ।

ଯିଶାଇୟ 61:2
କେତବେେଳେ ସଦାପ୍ରଭୁ ତାଙ୍କର କରୁଣା ପ୍ରଦର୍ଶନ କରିବେ ଓ କେଉଁ ସମୟରେ ପରମେଶ୍ବର ଦୁଷ୍ଟାଚାରୀଙ୍କ ଉପ ରେ ପ୍ରତିଶୋଧ ନବେେ ଓ ଶାେକାର୍ତ୍ତମାନଙ୍କୁ ସାନ୍ତ୍ବନା କରିବେ। ସେ ସବୁ ପ୍ରଚାର କରିବାକୁ ପରମେଶ୍ବର ମାେତେ ପ୍ ରରଣେ କରିଛନ୍ତି।

ଯିଶାଇୟ 55:12
ଏଣୁ ତୁମ୍ଭମାନେେ ଆନନ୍ଦର ସହିତ ବାହାରି ଶାନ୍ତି ରେ ଆଗେ ଆଗେ ୟିବ। ପର୍ବତ ଓ ଉପପର୍ବତଗୁଡ଼ିକ ତୁମ୍ଭ ସମ୍ମୁଖ ରେ ଉଚ୍ଚସ୍ବର ରେ ଗାନ କରିବେ ଓ କ୍ଷେତ୍ରସ୍ଥ ବୃକ୍ଷଗୁଡ଼ିକ କରତାଳି ଦବେେ।

ଯିଶାଇୟ 52:9
ହେ ୟିରୁଶାଲମର ଧ୍ବଂସାବଶଷେ ସ୍ଥାନସକଳ, ଉଚ୍ଚସ୍ବର ରେ ଆନନ୍ଦଧ୍ବନି କର। ଏକତ୍ର ଗାନ କର, କାରଣ ସଦାପ୍ରଭୁ ନିଜର ଲୋକମାନଙ୍କୁ ସାନ୍ତ୍ବନା କରିଅଛନ୍ତି ଓ ସେ ୟିରୁଶାଲମକୁ ମୁକ୍ତ କରିଅଛନ୍ତି।

ଯିଶାଇୟ 42:10
ହେ ଦ୍ବୀପଗଣ ଓ ତନ୍ନିବାସୀଗଣ, ହେ ସମୁଦ୍ରଗାମୀମାନେ ଓ ସମୁଦ୍ରବାସୀମାନେ ଏବଂ ପୃଥିବୀସ୍ଥ ଦୂରଦେଶୀଯ ଲୋକମାନେ, ତୁମ୍ଭମାନେେ ସମସ୍ତେ ସଦାପ୍ରଭୁଙ୍କର ପ୍ରଶଂସା ଗାନ କର। ଏକ ନୂତନ ସଙ୍ଗୀତ ତାଙ୍କ ବିଷଯ ରେ ଗାନ କର।

ଯିଶାଇୟ 40:1
ତୁମ୍ଭର ପରମେଶ୍ବର ଏହା କୁହନ୍ତି, ମାେ ଲୋକମାନଙ୍କୁ ସାନ୍ତ୍ବନା ଦିଅ, ସାନ୍ତ୍ବନା ଦିଅ।

ଯିଶାଇୟ 12:1
ସହେି ସମୟରେ ତୁମ୍ଭେ କହିବ, ହେ ସଦାପ୍ରଭୋ, ମୁଁ ତୁମ୍ଭର ପ୍ରଶଂସା କରୁଛି। ତୁମ୍ଭେ ଆମ୍ଭ ଉପ ରେ କ୍ରୋଧାନ୍ବିତ ଥିଲ, ମାତ୍ର ବର୍ତ୍ତମାନ ତୁମ୍ଭର କୋରଧ ନିବୃତ୍ତ ହାଇେଅଛି, ତୁମ୍ଭେ ତୁମ୍ଭର ପ୍ ରମେ ଆମ୍ଭକୁ ଦଖାଇେଅଛ।'

ଗୀତସଂହିତା 98:4
ଇଶ୍ରାୟେଲୀୟମାନଙ୍କ ପ୍ରତି ପରମେଶ୍ବରଙ୍କ ପ୍ରମେ ଓ ବିଶ୍ବସ୍ତତା, ତାଙ୍କର ଅନୁସରଣକାରୀମାନେ ମନେ ରଖିଛନ୍ତି। ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ବରଙ୍କ ରକ୍ଷା କରିବାର ଶକ୍ତି ଦେଖିଛନ୍ତି।

ଗୀତସଂହିତା 96:11
ଆକାଶ ଆନନ୍ଦିତ ହେଉ, ପୃଥିବୀ ଉଲ୍ଲାସ କରୁ। ସମୁଦ୍ର ଓ ତହିଁର ସବୁ ବସ୍ତୁ ଆନନ୍ଦରେ ଗର୍ଜ୍ଜନ କରୁ।