ଯିଶାଇୟ 49:4 in Oriya

ଓଡିଆ ଓଡିଆ ବାଇବେଲ ଯିଶାଇୟ ଯିଶାଇୟ 49 ଯିଶାଇୟ 49:4

Isaiah 49:4
ମାତ୍ର ମୁଁ କହିଲି, ମୁଁ ବୃଥା ପରିଶ୍ରମ କରିଅଛି। ମୁଁ ନିରର୍ଥକ ଓ ଅସାରତା ରେ ମାରେ ଶକ୍ତି ବ୍ଯଯ କରିଅଛି। ତଥାପି ନିଶ୍ଚଯ ମାରେ ବିଚାର ସଦାପ୍ରଭୁଙ୍କ ନିକଟରେ ଓ କର୍ମଫଳ ମାରେ ପରମେଶ୍ବରଙ୍କଠା ରେ ଅଛି।

Isaiah 49:3Isaiah 49Isaiah 49:5

Isaiah 49:4 in Other Translations

King James Version (KJV)
Then I said, I have laboured in vain, I have spent my strength for nought, and in vain: yet surely my judgment is with the LORD, and my work with my God.

American Standard Version (ASV)
But I said, I have labored in vain, I have spent my strength for nought and vanity; yet surely the justice `due' to me is with Jehovah, and my recompense with my God.

Bible in Basic English (BBE)
And I said, I have undergone weariness for nothing, I have given my strength for no purpose or profit: but still the Lord will take up my cause, and my God will give me my reward.

Darby English Bible (DBY)
-- And I said, I have laboured in vain, I have spent my strength for nought and in vain; nevertheless my judgment is with Jehovah, and my work with my God.

World English Bible (WEB)
But I said, I have labored in vain, I have spent my strength for nothing and vanity; yet surely the justice [due] to me is with Yahweh, and my recompense with my God.

Young's Literal Translation (YLT)
And I said, `For a vain thing I laboured, For emptiness and vanity my power I consumed, But my judgment `is' with Jehovah, And my wage with my God.

Then
I
וַאֲנִ֤יwaʾănîva-uh-NEE
said,
אָמַ֙רְתִּי֙ʾāmartiyah-MAHR-TEE
I
have
laboured
לְרִ֣יקlĕrîqleh-REEK
in
vain,
יָגַ֔עְתִּיyāgaʿtîya-ɡA-tee
spent
have
I
לְתֹ֥הוּlĕtōhûleh-TOH-hoo
my
strength
וְהֶ֖בֶלwĕhebelveh-HEH-vel
for
nought,
כֹּחִ֣יkōḥîkoh-HEE
vain:
in
and
כִלֵּ֑יתִיkillêtîhee-LAY-tee
yet
surely
אָכֵן֙ʾākēnah-HANE
my
judgment
מִשְׁפָּטִ֣יmišpāṭîmeesh-pa-TEE
is
with
אֶתʾetet
Lord,
the
יְהוָ֔הyĕhwâyeh-VA
and
my
work
וּפְעֻלָּתִ֖יûpĕʿullātîoo-feh-oo-la-TEE
with
אֶתʾetet
my
God.
אֱלֹהָֽי׃ʾĕlōhāyay-loh-HAI

Cross Reference

ଯିଶାଇୟ 65:23
ସମାନେେ ଅନିଯମିତ ପରିଶ୍ରମ କରିବେ ନାହିଁ। ସମାନେେ ବିନାଶ ପାଇଁ ଦବୈ ନିୟୁକ୍ତ ସନ୍ତାନ ପ୍ରସବ କରିବେ ନାହିଁ। ସମାନେେ ଓ ସମାନଙ୍କେର ସନ୍ତାନଗଣ ଆଶୀର୍ବାଦ ପାତ୍ରର ପରିବାରରୁ ହବେେ।

ଯିଶାଇୟ 53:10
ତଥାପି ତାକୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁ ସ୍ଥିର କଲେ। ସେ ତାହାକୁ ଦୁଃଖଗ୍ରସ୍ତ କଲେ। ତେଣୁ ତୁମ୍ଭେ ତାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ ସେ ଆପଣ ବଂଶ ଦେଖିବେ, ସେ ଦୀର୍ଘାଯୁ ହବେେ ଓ ତାହାଙ୍କ ହସ୍ତ ରେ ସଦାପ୍ରଭୁଙ୍କ ଇଷ୍ଟ ସିଦ୍ଧ ହବେ।

ଯୋହନଲିଖିତ ସୁସମାଚାର 17:4
ମ୍ଭେ ମାେତେ ଯେଉଁ କାମ ଦଇେଥିଲ ତାହା ମୁଁ କରିସାରିଛି। ମୁଁ ତୁମ୍ଭକୁ ଏ ସଂସାର ରେ ଗୌରବାନ୍ବିତ କରିଛି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10:21
କିନ୍ତୁ ଇଶ୍ରାୟେଲ ଲୋକଙ୍କ ବିଷୟ ରେ ପରମେଶ୍ବର ଏହା କହନ୍ତି, ଆମ୍ଭେ ଏହି ଲୋକଙ୍କ ପାଇଁ ଦିନ ସାରା ଅପେକ୍ଷା କରି ଥିଲେ ମଧ୍ଯ, ସମାନେେ ଆମ୍ଭକୁ ମାନିଲେ ନହିଁ ଓ ଅନୁସରଣ କଲେ ନାହିଁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 2:15
ଆମ୍ଭର ଉତ୍ସର୍ଗ ବଳି ପରମେଶ୍ବରଙ୍କ ପାଇଁ ହେଉଛି ଏହା : ଯେଉଁ ଲୋକମାନେ ଉଦ୍ଧାର ପାଇଛନ୍ତି ଏବଂ ଯେଉଁମାନେ ପାଇ ନାହାଁନ୍ତି, ସମାନଙ୍କେ ପାଇଁ ଆମ୍ଭମାନେେ ଖ୍ରୀଷ୍ଟଙ୍କ ମଧୁର ସୁଗନ୍ଧି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12:15
ଏଣୁ ମାେ ପାଖ ରେ ଯାହା ଅଛି, ମୁଁ ଆନନ୍ଦର ସହିତ ତୁମ୍ଭମାନଙ୍କୁ ଦବେି। ତୁମ୍ଭମାନଙ୍କ ଲାଗି ମୁଁ ନିଜକୁ ମଧ୍ଯ ଦଇେ ଦବେି। ଯଦି ମୁଁ ତୁମ୍ଭମାନଙ୍କୁ ଅଧିକ ଭଲ ପାଏ ତା' ହେଲେ ତୁମ୍ଭମାନେେ କ'ଣ ମାେତେ ସ୍ନହେ ରେ ଊଣା କରିବ ?

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:11
ତୁମ୍ଭମାନଙ୍କ ପାଇଁ ଯେଉଁ ସବୁ ଚେଷ୍ଟା ଓ କାମ କରିଛି, ତାହା କାଳେ ବିଫଳ ହୁଏ, ଏଥିପାଇଁ ମୁଁ ଡ଼ରୁଛି।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:9
ଖ୍ରୀଷ୍ଟ ପରମେଶ୍ବରଙ୍କ ବାଧ୍ଯ ହେଲେ, ତେଣୁ ପରମେଶ୍ବର ଖ୍ରୀଷ୍ଟଙ୍କୁ ଅତି ଉନ୍ନତ କଲେ। ପରମେଶ୍ବର ଖ୍ରୀଷ୍ଟଙ୍କ ନାମକୁ ଅନ୍ୟ ସମସ୍ତଙ୍କ ନାମ ଅପେକ୍ଷା ମହାନ କଲେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 12:2
ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ। ଆମ୍ଭ ବିଶ୍ବାସର ନେତା ଯୀଶୁଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ବାସକୁ ସିଦ୍ଧ କରନ୍ତି। ସେ କୃଶ ଉପରେ ମୃତ୍ଯୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କୃଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ବର ତାହାଙ୍କ ସମ୍ମୁଖ ରେ ଯେଉଁ ଆନନ୍ଦର ଲକ୍ଷ୍ଯ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ବରଙ୍କ ସିଂହାସନର ଡାହାଣ ରେ ବସିଛନ୍ତି।

ଯୋହନଲିଖିତ ସୁସମାଚାର 1:11
ସେ ତାହାଙ୍କ ନିଜ ଜଗତକୁ ଆସିଲେ, କିନ୍ତୁ ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ,

ଲୂକଲିଖିତ ସୁସମାଚାର 24:26
ଭବିଷ୍ଯଦ୍ବକ୍ତାମାନେ କହିଥିଲେ ଯେ, ଯୀଶୁ ତାହାଙ୍କ ମହିମା ରେ ପ୍ରବେଶ କରିବା ପୂର୍ବରୁ ଏଭଳି ଯାତନା ଭୋଗ କରିବେ।

ଗୀତସଂହିତା 22:22
ହେ ସଦାପ୍ରଭୁ, ମୁଁ ମାରେ ଭାଇମାନଙ୍କ ଆଗରେ ତୁମ୍ଭ ଗୁଣ ବର୍ଣ୍ଣନା କରିବି। ମୁଁ ବୃହତ୍ ସଭାକକ୍ଷରେ ତୁମ୍ଭର ପ୍ରଶଂସା କରିବି।

ଯିଶାଇୟ 35:4
ଭୀତଗ୍ରସ୍ତ ଲୋକମାନଙ୍କୁ ଅଭୟ ଦଇେ କୁହ, ସାହସୀ ହୁଅ, ଭୟ କର ନାହିଁ। ଦେଖ, ତୁମ୍ଭର ପରମେଶ୍ବର ବିପକ୍ଷମାନଙ୍କ ଉପ ରେ ପ୍ରତି ଶାଧେ ନବୋକୁ ଆସିବେ। ସଦାପ୍ରଭୁ ପ୍ରତିଫଳ ସହିତ ଆସି ତୁମ୍ଭମାନଙ୍କୁ ପରିତ୍ରାଣ କରିବେ।

ଯିଶାଇୟ 40:10
ଦେଖ, ମାରେପ୍ରଭୁ ସଦାପ୍ରଭୁ ସମସ୍ତ ପରାକ୍ରମ ନଇେ ଆସୁଛନ୍ତି ଓ ତାଙ୍କର ବାହୁ ବଳ ରେ ସେ କତ୍ତୃର୍ତ୍ବ କରିବେ। ଦେଖ, ତାଙ୍କ ସହିତ ତାଙ୍କର ପୁରସ୍କାର ଅଛି ଓ ତାଙ୍କ ଆଗେ ଆଗେ ତାଙ୍କର ପ୍ରତିଫଳ ଅଛି।

ଯିଶାଇୟ 62:11
ଦେଖ, ସଦାପ୍ରଭୁ ପୃଥିବୀର ପ୍ରାନ୍ତ ପର୍ୟ୍ଯନ୍ତ ଏହ ଘାଷେଣା କରିଅଛନ୍ତି, ତୁମ୍ଭମାନେେ ସିୟୋନର କନ୍ଯାକୁ କୁହ, ଦେଖ, ତୁମ୍ଭର ପରିତ୍ରାଣ ଆସୁଅଛି ; ଆଉ ଦେଖ, ତାଙ୍କ ପୁରସ୍କାର ତାହାଙ୍କ ସଙ୍ଗ ରେ ଅଛି ଓ ତାହାଙ୍କ ପ୍ରତିଦାନ ତାହାଙ୍କ ସମ୍ମୁଖ ରେ ଅଛି।

ଯିଶାଇୟ 65:2
ଯେଉଁମାନେ ନିଜ ନିଜ ଚିନ୍ତାନୁସା ରେ କୁପଥରେ ଗମନ କରନ୍ତି, ସହେି ବିଦ୍ରୋହାଚାରୀ ଲୋକମାନଙ୍କ ପ୍ରତି ଆମ୍ଭେ ଦିନସାରା ଆମ୍ଭ ହସ୍ତ ବିସ୍ତାର କରିଥାଉ।

ଯିହିଜିକଲ 3:19
ମାତ୍ର ତୁମ୍ଭେ ଯଦି ଦୁଷ୍ଟ ମନୁଷ୍ଯକୁ ସତର୍କ କରିଥାଅ ଆଉ ସେ ଆପଣା ପାପରୁ ଓ କୁପଥରୁ ନ ଫେ ରେ ; ସେ ନିଜ ଦୋଷ ୟୋଗୁ ମରିବ। କିନ୍ତୁ ତୁମ୍ଭେ ତାକୁ ସତର୍କ କରିବା ଦ୍ବାରା ଆପଣା ପ୍ରାଣରକ୍ଷା କର।

ମାଥିଉଲିଖିତ ସୁସମାଚାର 17:17
ଯୀଶୁ କହିଲେ, ତୁମ୍ଭମାନଙ୍କର ବିଶ୍ବାସ ନାହିଁ। ତୁମ୍ଭମାନେେ ମନ୍ଦ ଜୀବନ କାଟୁଛ। ମୁଁ ଆଉ କେତଦେିନ ତୁମ୍ଭମାନଙ୍କ ସହିତ ରହିବି? କେତେ ସମୟ ପର୍ୟ୍ଯନ୍ତ ଲୋର ର୍ଧୈୟ୍ଯ ରହିବ? ସେ ପିଲାଟିକୁ ମାେ ପାଖକୁ ଆଣ।

ମାଥିଉଲିଖିତ ସୁସମାଚାର 23:37
ୟିରୁଶାଲମ! ରେ ୟିରୁଶାଲମ! ତୁ ଭବିଷ୍ଯଦ୍ବକ୍ତାମାନଙ୍କୁ ହତ୍ଯା କରିଛୁ। ପରମେଶ୍ବର ଯେଉଁମାନଙ୍କୁ ତୋ ପାଖକୁ ପଠାଇଥିଲେ, ତୁ ସମାନଙ୍କେୁ ପଥର ଫୋପାଡ଼ି ହତ୍ଯା କରିଛୁ। ତୋର ଲୋକମାନଙ୍କୁ ମୁଁ ବହୁତ ଥର ସାହାୟ୍ଯ କରିବାକୁ ଇଚ୍ଛା କରିଥିଲା। ଯଭେଳି ଗୋଟିଏ କୁକୁଡ଼ା ନିଜ ଛୁଆମାନଙ୍କୁ ନିଜ ପକ୍ଷତଳେ ଏକାଠି କରେ, ସହେିପରି ତୋର ସମସ୍ତ ସନ୍ତାନମାନଙ୍କୁ ଏକାଠି କରିବା ପାଇଁ ମୁଁ ଅନକେ ଥର ଚ଼ାହିଁଥିଲି। କିନ୍ତୁ ତୁ ମାେତେ ତାହା କରଇେ ଦଲେୁନାହିଁ।

ଲେବୀୟ ପୁସ୍ତକ 26:20
ତୁମ୍ଭମାନେେ ବୃଥା ପରିଶ୍ରମ କରିବ, କାରଣ ତୁମ୍ଭମାନଙ୍କ ଭୂମି ଶସ୍ଯ ଉତ୍ପନ୍ନ କରିବ ନାହିଁ ଓ କ୍ଷେତ୍ରର ବୃକ୍ଷ ସକଳ ଫଳ ଉତ୍ପନ୍ନ କରିବ ନାହିଁ।