Skip to content
CHRIST SONGS .IN
TAMIL CHRISTIAN SONGS .IN
  • Lyrics
  • Chords
  • Bible
  • /
  • A
  • B
  • C
  • D
  • E
  • F
  • G
  • H
  • I
  • J
  • K
  • L
  • M
  • N
  • O
  • P
  • Q
  • R
  • S
  • T
  • U
  • V
  • W
  • X
  • Y
  • Z

Index
  • A
  • B
  • C
  • D
  • E
  • F
  • G
  • H
  • I
  • J
  • K
  • L
  • M
  • N
  • O
  • P
  • Q
  • R
  • S
  • T
  • U
  • V
  • W
  • X
  • Y
  • Z
Isaiah 50 KJV ASV BBE DBY WBT WEB YLT

Isaiah 50 in Oriya WBT Compare Webster's Bible

Isaiah 50

1 ସଦାପ୍ରଭୁ ଏହିକଥା କୁହନ୍ତି, ହେ ଇଶ୍ରାୟେଲର ପୁତ୍ରଗଣ, ତୁମ୍ଭମାନେେ ଭାବୁଛ ଆମ୍ଭେ ତୁମ୍ଭର ମାତା ୟିରୁଶାଲମକୁ ତ୍ଯାଗ କରିଅଛୁ। ପ୍ରମାଣ ସ୍ବରୂପ ସେ ଛାଡ଼ପତ୍ର କାହିଁ ଅଥବା ଆମ୍ଭ ମହାଜନମାନଙ୍କ ମଧ୍ଯରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରଯ କରିଅଛୁ ? ଏଠା ରେ ଦେଖ, ତୁମ୍ଭମାନେେ ନିଜର ଅପରାଧ ପାଇଁ ବିକ୍ରୀ ହାଇେଥିଲ ଏବଂ ତୁମ୍ଭମାନଙ୍କର ପାପ ପାଇଁ ତୁମ୍ଭମାନଙ୍କର ମାତା ତୁମ୍ଭମାନଙ୍କୁ ପରିତ୍ଯକ୍ତା ହାଇେଥିଲେ।

2 ଆମ୍ଭେ ଆସିଲା ବେଳେ କାହିଁକି କହେି ଉପସ୍ଥିତ ନ ଥିଲ ? ଆମ୍ଭେ ଡ଼ାକିଲା ବେଳେ କହେି ଉତ୍ତର ଦବୋକୁ କାହିଁକି ନ ଥିଲ ? ଆମ୍ଭର ହସ୍ତ କ'ଣ େଛାଟ ଯେ ତାହା ମୁକ୍ତ କରିପାରିବ ନାହିଁ ? କିମ୍ବା ଉଦ୍ଧାର କରିବା ପାଇଁ ଆମ୍ଭର କ'ଣ ପରାକ୍ରମ ନାହିଁ ? ଦେଖ, ଆମ୍ଭର ଆଦେଶ ରେ ସମୁଦ୍ର ଶୁଖିୟାଇପା ରେ ଓ ନଦନଦୀକୁ ପ୍ରାନ୍ତର କରିଦଇେ ପାରୁ। ସେଥି ରେ ଥିବା ମତ୍ସ୍ଯ ଜଳ ଅଭାବରୁ ତୃଷାର୍ତ୍ତ ହାଇେ ମରିଯିବେ ଓ ଦୁର୍ଗନ୍ଧ ହବେ।

3 ଆମ୍ଭେ ଆକାଶମଣ୍ଡଳକୁ କାଳିମା ପିନ୍ଧାଉ ଓ ଚଟବସ୍ତ୍ର ରେ ସହେି ସବୁର ଆଚ୍ଛାଦନ କରୁ।

4 ମାରେପ୍ରଭୁ ସଦାପ୍ରଭୁ ମାେତେ ଶିକ୍ଷା ଦଇେଛନ୍ତି ମୁଁ ଯେପରି କ୍ଲାନ୍ତ ଦୁର୍ବଳମାନଙ୍କୁ ସୁସ୍ଥିର କରିପାରିବି, ସେ ପ୍ରତି ପ୍ରଭାତ ରେ ମାେତେ ଜାଗ୍ରତ କରାନ୍ତି ଓ ବିଦ୍ଯାର୍ଥୀପରି ଶୁଣିବା ପାଇଁ ମାରେ କର୍ଣ୍ଣକୁ ଜାଗ୍ରତ କରାନ୍ତି।

5 ମାରେ ପ୍ରଭୁ ସଦାପ୍ରଭୁ ମାରେ କର୍ଣ୍ଣକୁ ମୁକ୍ତ କରିଛନ୍ତି ; ପୁଣି ମୁଁ ତାଙ୍କର ବିରୁଦ୍ଧାଚାରୀ ହାଇେ ନାହିଁ କିମ୍ବା ପଛକୁ ଫରେି ନାହିଁ।

6 ମୁଁ ପ୍ରହାରକ ଦବୋ ପାଇଁ ମାରେପିଠି ଦଖାଇେ ଦବେି, ମାରେ ଦାଢ଼ି ଉପାଡ଼ିବା ପାଇଁ ମାରେ ଗାଲ ଦଖାଇେ ଦବେି, ପୁଣି ଅପମାନିତ ହବୋକୁ ଛପେ ପକାଇବାକୁ ମାରେ ମୁହଁ ଲୁଚାଇବି ନାହିଁ।

7 ମାରେ ପ୍ରଭୁ ସଦାପ୍ରଭୁ ମାେତେ ସାହାୟ୍ଯ କରିବେ ; ତେଣୁ ସମାନଙ୍କେର ଅପମାନ ମାେତେ ବାଧିବ ନାହିଁ। ଏଥିପାଇଁ ମୁଁ ଚକମକି ପଥର ପରି ମାରେ ମୁଖକୁ ରଖିଅଛି। ମୁଁ ଜାଣେ ମୁଁ ଲଜ୍ଜିତ ହବେି ନାହିଁ।

8 ଯେ ମାେତେ ଧର୍ମାଚାରୀ କରନ୍ତି ସେ ମାେ ନିକଟବର୍ତ୍ତୀ। ତେଣୁ ମାେତେ କିଏ ବିରୋଧ କରିବ ? ଆସ ଆମ୍ଭମାନେେ ଏକତ୍ର ଛିଡ଼ା ହବୋ, କିଏ ମାରେ ବିପକ୍ଷ ରେ ୟିବ ସେ ମାେ ନିକଟକୁ ଆସୁ।

9 ଦେଖ, ସଦାପ୍ରଭୁ, ମାରେ ପ୍ରଭୁ ମାେତେ ସାହାୟ୍ଯ କରିବେ। ତେଣୁ କିଏ ମାେତେ ଦୋଷୀ କରିବ ? ସମାନେେ ସମସ୍ତେ ଜୀର୍ଣ୍ଣ ବସ୍ତ୍ର ସଦୃଶ ହବେେ ଓ କୀଟ ସଗେୁଡ଼ିକୁ ଗ୍ରାସ କରିବ।

10 ତୁମ୍ଭମାନଙ୍କ ମଧିଅରେ ଏପରି କିଏ ଅଛି ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାଙ୍କ ସବେକର ବାକ୍ଯ ପାଳନ କରେ ? ପୁଣି ଯେ ଆଲୋକ ବିନା ଅନ୍ଧକାର ରେ ଗମନ କରେ ସେ ସଦାପ୍ରଭୁଙ୍କ ନାମ ଉପ ରେ ବିଶ୍ବାସ କର ଓ ଆପଣା ପରମେଶ୍ବରଙ୍କ ଉପ ରେ ନିର୍ଭରଶୀଳ ହେଉ।

11 ଦେଖ, ତୁମ୍ଭମାନେେ ନିଜ ନିଜ ପତ ରେ ବଞ୍ଚିବାକୁ ଚାହୁଁଛ। ତୁମ୍ଭମାନେେ ନିଜେ ନିଜେ ଅଗ୍ନି ଜାଳୁଅଛ ଓ ଅଗ୍ନି ଖୁଣ୍ଟା ରେ ନିଜକୁ ବେଷ୍ଟନ କରୁଅଛ। ପୁଣି ତୁମ୍ଭମାନେେ ନିଜ ଅଗ୍ନିଶିଖା ଓ ନିଜ ପ୍ରଜ୍ଜ୍ବଳିତ ଅଗ୍ନିଖୁଣ୍ଟା ମଧିଅରେ ଗମନ କର। ମାେ ହସ୍ତରୁ ଏହା ତୁମ୍ଭମାନେେ ପାଇବ, ତୁମ୍ଭମାନେେ ଶାେକରେ ଶଯନ କରିବ।'

  • Tamil
  • Hindi
  • Malayalam
  • Telugu
  • Kannada
  • Gujarati
  • Punjabi
  • Bengali
  • Oriya
  • Nepali

By continuing to browse the site, you are agreeing to our use of cookies.

Close