ଯିଶାଇୟ 53:8 in Oriya

ଓଡିଆ ଓଡିଆ ବାଇବେଲ ଯିଶାଇୟ ଯିଶାଇୟ 53 ଯିଶାଇୟ 53:8

Isaiah 53:8
ଲୋକମାନେ ବଳପୂର୍ବକ ତାଙ୍କୁ ବିଚାର ପାଇଁ ଧରି ନେଲେ ଓ ଉପୟୁକ୍ତ ବିଚାର ତାଙ୍କ ପାଇଁ କରାଗଲା ନାହିଁ। ପୁଣି ସେ ଜୀବିତ ଲୋକମାନଙ୍କ ଦେଶରୁ ଦଣ୍ଡିତ ହେଲେ ଓ ସେ ସମୟରେ କିଏ ତାଙ୍କ ପ୍ରତି ସୁବିବଚେନା କଲା ? ଆମ୍ଭ ଲୋକମାନଙ୍କର ପାପ ପାଇଁ ସେ ପ୍ରହାରିତ ହେଲେ।

Isaiah 53:7Isaiah 53Isaiah 53:9

Isaiah 53:8 in Other Translations

King James Version (KJV)
He was taken from prison and from judgment: and who shall declare his generation? for he was cut off out of the land of the living: for the transgression of my people was he stricken.

American Standard Version (ASV)
By oppression and judgment he was taken away; and as for his generation, who `among them' considered that he was cut off out of the land of the living for the transgression of my people to whom the stroke `was due'?

Bible in Basic English (BBE)
They took away from him help and right, and who gave a thought to his fate? for he was cut off from the land of the living: he came to his death for the sin of my people.

Darby English Bible (DBY)
He was taken from oppression and from judgment; and who shall declare his generation? for he was cut off out of the land of the living; for the transgression of my people was he stricken.

World English Bible (WEB)
By oppression and judgment he was taken away; and as for his generation, who [among them] considered that he was cut off out of the land of the living for the disobedience of my people to whom the stroke [was due]?

Young's Literal Translation (YLT)
By restraint and by judgment he hath been taken, And of his generation who doth meditate, That he hath been cut off from the land of the living? By the transgression of My people he is plagued,

He
was
taken
מֵעֹ֤צֶרmēʿōṣermay-OH-tser
from
prison
וּמִמִּשְׁפָּט֙ûmimmišpāṭoo-mee-meesh-PAHT
and
from
judgment:
לֻקָּ֔חluqqāḥloo-KAHK
who
and
וְאֶתwĕʾetveh-ET
shall
declare
דּוֹר֖וֹdôrôdoh-ROH
his
generation?
מִ֣יmee
for
יְשׂוֹחֵ֑חַyĕśôḥēaḥyeh-soh-HAY-ak
off
cut
was
he
כִּ֤יkee
land
the
of
out
נִגְזַר֙nigzarneeɡ-ZAHR
of
the
living:
מֵאֶ֣רֶץmēʾereṣmay-EH-rets
transgression
the
for
חַיִּ֔יםḥayyîmha-YEEM
of
my
people
מִפֶּ֥שַׁעmippešaʿmee-PEH-sha
was
he
stricken.
עַמִּ֖יʿammîah-MEE
נֶ֥גַעnegaʿNEH-ɡa
לָֽמוֹ׃lāmôLA-moh

Cross Reference

ରେରିତମାନଙ୍କ କାର୍ଯ୍ୟର ବିବରଣ 8:33
ତାହାଙ୍କୁ ଅପମାନିତ କରାଗଲା ଓ ତାହାଙ୍କର ସମସ୍ତ ଅଧିକାର କାଢ଼ି ନିଆଗଲା। ଏହି ପୃଥିବୀ ରେ ତାହାଙ୍କର ଜୀବନକାଳ ଶଷେ ହେଲା। କିଏ ତାହାଙ୍କ ବଂଶ ବିଷୟ ରେ କଥାବାର୍ତ୍ତା କରିବ?ୟିଶାଇୟ 53:7-8

ଦାନିଏଲ 9:26
ପୁଣି ବାଷଠି ସପ୍ତାହ ପ ରେ ଅଭିଷିକ୍ତ ବ୍ଯକ୍ତି ଉଚ୍ଛିନ୍ନ ଓ ଅକିଞ୍ଚନ ହବେେ। ଆଉ ଆଗାମୀ ଅଧିପତିର ଲୋକମାନେ ନଗର ଓ ପବିତ୍ରସ୍ଥାନ ନଷ୍ଟ କରିବେ। ବନ୍ଯା ରେ ତାହା ଶଷେ ହବେ। ପୁଣି ଶଷେ ପର୍ୟ୍ଯନ୍ତ ୟୁଦ୍ଧ ହବେ। ଆଉ ପରମେଶ୍ବର ସେ ସ୍ଥାନର ସମ୍ପୂର୍ଣ୍ଣ ବିନାଶ ପାଇଁ ଆଦେଶ କରିଛନ୍ତି।

ପିତରଙ୍କ ପ୍ରଥମ ପତ୍ 3:18
ଖ୍ରୀଷ୍ଟ ନିଜେ ତୁମ୍ଭ ପାଇଁ ମଲେ। ସହେି ମୂଲ୍ଯ ତୁମ୍ଭର ପାପ ପାଇଁ ମୂଲ୍ଯ ଦଲୋ। ସେ ନିଜେ ଦୋଷୀ ନ ଥିଲେ କିନ୍ତୁ ଦୋଷୀ ଲୋକଙ୍କ ଲାଗି ମୃତ୍ଯୁ ବରଣ କଲେ। ସେ ତୁମ୍ଭ ସମସ୍ତଙ୍କୁ ପରମେଶ୍ବରଙ୍କ ପାଖକୁ ଆଣିବା ପାଇଁ ଏପରି କଲେ। ତାହାଙ୍କର ଶରୀରକୁ ବଧ କରାଗଲା, କିନ୍ତୁ ଆତ୍ମା ରେ ସେ ପୁନର୍ଜୀବିତ ହେଲେ,

ଯୋହନଲିଖିତ ସୁସମାଚାର 19:7
ୟିଦୂଦୀମାନେ ଉତ୍ତର ଦେଲେ, ଆମ୍ଭର ବ୍ଯବସ୍ଥା ଅନୁସାରେ ସେ ମୃତ୍ଯୁଦଣ୍ଡ ପାଇବା ଉଚିତ କାରଣ ସେ ନିଜକୁ ପରମେଶ୍ବରଙ୍କର ପୁତ୍ର ବୋଲି କହିଅଛି।

ଯୋହନଲିଖିତ ସୁସମାଚାର 11:49
ସମାନଙ୍କେ ମଧ୍ଯରୁ କଯାଫା ନାମକ ଜଣେ ବ୍ଯକ୍ତି ଥିଲେ। ସେ ସହେି ବର୍ଷପାଇଁ ମହାୟାଜକ ଥିଲେ। କଯାଫା କହିଲେ, ତୁମ୍ଭେ ସବୁ କିଛି ଜାଣି ନାହଁ।

ମାଥିଉଲିଖିତ ସୁସମାଚାର 1:1
ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ ଏହିପରି। ସେ ଦାଉଦଙ୍କ ପୁତ୍ର। ଦାଉଦ ଅବ୍ରହାମଙ୍କ ବଂଶଧର।

ଯିଶାଇୟ 53:12
ଏହି କାରଣରୁ ଆମ୍ଭେ ମହତମାନଙ୍କ ମଧିଅରେ ତାଙ୍କୁ ଭାରି କରାଇବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟ ଭାଗ କରି ନବେେ। କାରଣ ସେ ମୃତ୍ଯୁ ମୁଖ ରେ ତାଙ୍କର ଜୀବନ ଦଇେ ଦେଲେ ଓ ଅଧାର୍ମିକମାନଙ୍କ ସହିତ ପରିଗଣିତ ହେଲେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:4
ସେ ଦାଉଦଙ୍କ ବଂଶ ରେ ମନୁଷ୍ଯ ରୂପରେ ଜନ୍ମ ହାଇେଥିଲେ। କିନ୍ତୁ, ପବିତ୍ର ଆତ୍ମା ଦ୍ବାରା ପୁନରୁତ୍ଥାନର ଫଳ ସ୍ବରୂପ ସେ ମହାନ ଶକ୍ତି ସହିତ ପରମେଶ୍ବରଙ୍କର ପୁତ୍ର ରୂପେ ଘୋଷିତ ହେଲେ।

ମାଥିଉଲିଖିତ ସୁସମାଚାର 26:65
ମହାୟାଜକ ଏକଥା ଶୁଣି ବହୁତ ରାଗିଗଲେ ଓ ସେ ତାହାଙ୍କ ନିଜ ପୋଷାକ ଚିରି ପକଇେଲେ ଓ ସେ କହିଲେ, ଏ ଯେଉଁ ସବୁ କଥା କହିଲେ, ତା' ଦ୍ବାରା ପରମେଶ୍ବରଙ୍କର ନିନ୍ଦା ହାଇେଛି। ଆମ୍ଭର ଆଉ କୌଣସି ସାକ୍ଷୀ ଦରକାର ନାହିଁ। ତୁମ୍ଭମାନେେ ପରମେଶ୍ବରଙ୍କର ନିନ୍ଦା ଶୁଣିଛ। ତୁମ୍ଭମାନେେ ତବେେ କ'ଣ ଭାବୁଛ?

ଯିଶାଇୟ 53:5
ମାତ୍ର ସେ ଆମ୍ଭମାନଙ୍କ ପାପ ଏବଂ ଅପରାଧ ନିମନ୍ତେ କ୍ଷତବିକ୍ଷତ ହେଲେ ଓ ଆମ୍ଭମାନଙ୍କର ଭୁଲ୍ କାର୍ୟ୍ଯ ପାଇଁ ସେ ଚୂର୍ଣ୍ଣ ହେଲେ। ସେ ଆମ୍ଭମାନଙ୍କର ଶାନ୍ତିଜନକ ଶାସ୍ତିକୁ ଆପଣାର କରି ଦେଲେ। ତାଙ୍କର କ୍ଷତ ରେ ଆମ୍ଭମାନେେ ଆରୋଗ୍ୟ ଲାଭ କଲୁ।

ଗୀତସଂହିତା 69:12
ସମାନେେ, ସର୍ବସାଧାରଣ ସ୍ଥାନରେ ମାରେ ଚର୍ଚ୍ଚା କରୁଛନ୍ତି ଏବଂ ମଦୁଆମାନେ ମାେ ବିଷଯରେ ତାଚ୍ଛଲ୍ଯଭରା ଗୀତ ଗାଉଛନ୍ତି।

ଗୀତସଂହିତା 22:12
ଲୋକମାନେ ମାରେ ଚାରିପାଖରେ ଘରେି ରହିଛନ୍ତି। ସମାନେେ ସମସ୍ତେ ଏକ ଶକ୍ତିଶାଳୀ ମାରଣା ଷଣ୍ଢ ପରି।