ଯିଶାଇୟ 56:4 in Oriya

ଓଡିଆ ଓଡିଆ ବାଇବେଲ ଯିଶାଇୟ ଯିଶାଇୟ 56 ଯିଶାଇୟ 56:4

Isaiah 56:4
କାରଣ ନପୁଂସକମାନଙ୍କ ବିଷଯ ରେ ସଦାପ୍ରଭୁ ଏହିକଥା କୁହନ୍ତି, ଯେଉଁମାନେ ଆମ୍ଭର ବିଶ୍ରାମଦିନ ପାଳନ କରନ୍ତି ଓ ଆମ୍ଭର ତୁଷ୍ଟିକର ବିଷଯ ମନୋନୀତ କରନ୍ତି, ପୁଣି ଆମ୍ଭର ଚୁକ୍ତି ଅବଲମ୍ବନ କରନ୍ତି,

Isaiah 56:3Isaiah 56Isaiah 56:5

Isaiah 56:4 in Other Translations

King James Version (KJV)
For thus saith the LORD unto the eunuchs that keep my sabbaths, and choose the things that please me, and take hold of my covenant;

American Standard Version (ASV)
For thus saith Jehovah of the eunuchs that keep my sabbaths, and choose the things that please me, and hold fast my covenant:

Bible in Basic English (BBE)
For the Lord says, As for the unsexed who keep my Sabbaths, and give their hearts to pleasing me, and keep their agreement with me:

Darby English Bible (DBY)
for thus saith Jehovah: Unto the eunuchs that keep my sabbaths, and choose the things that please me, and hold fast to my covenant,

World English Bible (WEB)
For thus says Yahweh of the eunuchs who keep my Sabbaths, and choose the things that please me, and hold fast my covenant:

Young's Literal Translation (YLT)
For thus said Jehovah of the eunuchs, Who do keep My sabbaths, And have fixed on that which I desired, And are keeping hold on My covenant:

For
כִּיkee
thus
כֹ֣ה׀hoh
saith
אָמַ֣רʾāmarah-MAHR
the
Lord
יְהוָ֗הyĕhwâyeh-VA
eunuchs
the
unto
לַסָּֽרִיסִים֙lassārîsîmla-sa-ree-SEEM
that
אֲשֶׁ֤רʾăšeruh-SHER
keep
יִשְׁמְרוּ֙yišmĕrûyeesh-meh-ROO

אֶתʾetet
my
sabbaths,
שַׁבְּתוֹתַ֔יšabbĕtôtaysha-beh-toh-TAI
choose
and
וּבָֽחֲר֖וּûbāḥărûoo-va-huh-ROO
the
things
that
בַּאֲשֶׁ֣רbaʾăšerba-uh-SHER
please
חָפָ֑צְתִּיḥāpāṣĕttîha-FA-tseh-tee
hold
take
and
me,
וּמַחֲזִיקִ֖יםûmaḥăzîqîmoo-ma-huh-zee-KEEM
of
my
covenant;
בִּבְרִיתִֽי׃bibrîtîbeev-ree-TEE

Cross Reference

ଯିଶାଇୟ 56:6
କେତକେ ବିଦେଶୀଯ ସଦାପ୍ରଭୁଙ୍କର ପରିଚର୍ୟ୍ଯା କରିବା ପାଇଁ ଓ ସଦାପ୍ରଭୁଙ୍କ ନାମକୁ ପ୍ ରମେ କରିବା ପାଇଁ ଏବଂ ତାଙ୍କର ଦାସ ହବୋ ନିମନ୍ତେ ସଦାପ୍ରଭୁଙ୍କଠା ରେ ଆସକ୍ତ ହୁଅନ୍ତି। ସମାନେେ ବିଶ୍ରାମଦିନ ପାଳନ କରି ତାହା ଅଶୁଚି କରନ୍ତି ନାହିଁ ଓ ସଦାପ୍ରଭୁଙ୍କର ଚୁକ୍ତି ଅବଲମ୍ବନ କରନ୍ତି।

ଏବ୍ରୀମାନଙ୍କ ନିକଟକୁ ପତ୍ର 6:17
ପରମେଶ୍ବର ନିଜ ପ୍ରତିଜ୍ଞାର ସତ୍ଯତା ପ୍ରମାଣିତ କରିବା ପାଇଁ ଇଚ୍ଛା କଲେ। ପରମେଶ୍ବରଙ୍କ ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ପ୍ରମାଣିତ କରିବାକୁ ଇଚ୍ଛା କଲେ। ସେ ସମାନଙ୍କେୁ ସ୍ପଷ୍ଟ ଭାବରେ ବୁଝାଇ ଦବୋକୁ ଚାହିଁଲେ ଯେ ତାଙ୍କର ଯୋଜନା ରେ କୌଣସି ପରିବର୍ତ୍ତନ ଘଟେ ନାହିଁ। କାରଣ ପରମେଶ୍ବର ଯାହା କହନ୍ତି, ତାହା ନିଶ୍ଚିତ ହବେ ଏବଂ ଏହା ପ୍ରମାଣିତ କରିବାକୁ ସେ ପ୍ରତିଜ୍ଞା ସହ ଶପଥ ମଧ୍ଯ କରନ୍ତି।

ଲୂକଲିଖିତ ସୁସମାଚାର 10:42
କିନ୍ତୁ ଗୋଟିଏ ଜିନିଷ ସବୁଠାରୁ ସହତ୍ତ୍ବପୂର୍ଣ୍ଣ। ମରିୟମ ନିଜ ପାଇଁ ଠିକ୍ ଜିନିଷଟି ପସନ୍ଦ କରିଛ ଏବଂ ଏହା ତା'ଠାରୁ ଛଡଇେ ନିଆୟିବନାହିଁ।

ଯିରିମିୟ 50:5
ସମାନେେ ସିୟୋନକୁ ୟିବାକୁ ପଥ ପଚାରିବେ। ସହେିଆଡ଼େ ମୁଖକରି ସମାନେେ କହିବେ, 'ତୁମ୍ଭମାନେେ ଆସ, ଆମ୍ଭମାନଙ୍କ ସହିତ ଅନନ୍ତକାଳସ୍ଥାଯୀ ଅବିସ୍ମରଣୀଯ ନିଯମ ଦ୍ବାରା ସଦାପ୍ରଭୁଙ୍କଠା ରେ ଆସକ୍ତ ହୁଅ।'

ଯିଶାଇୟ 56:2
ଯେଉଁ ବ୍ଯକ୍ତି ଏହା କରେ ଓ ଯେଉଁ ମାନବସନ୍ତାନ ଏହା ନିଷ୍ଠାର ସହିତ ଅବଲମ୍ବନ କରେ ; ପୁଣି ବିଶ୍ରାମବାର ପାଳନ କରି ତାହା ଅଶୁଚି ନ କରେ ଓ ସବୁପ୍ରକାର କୁକର୍ମରୁ ନିଜକୁ ନିବୃତ ରେଖ, ସେ ଧନ୍ଯ।

ଯିଶାଇୟ 55:3
କର୍ଣ୍ଣଡ଼ରେି ଶୁଣ ଓ ଆମ୍ଭ ନିକଟକୁ ଆସ। ତହିଁରେ ତୁମ୍ଭମାନଙ୍କର ଆତ୍ମା ବଞ୍ଚିବ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ଏକ ଚିରକାଳ ଚୁକ୍ତି ଅର୍ଥାତ୍ ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।

ଯିଶାଇୟ 27:5
ମାତ୍ର ଯଦି କହେି ନିରାପତ୍ତା ପାଇଁ ମାେ ସହିତ ଶାନ୍ତି ସ୍ଥାପନ କରେ, ତବେେ ସେ ଶାନ୍ତି ସ୍ଥାପନ କରୁ।

ଗୀତସଂହିତା 119:111
ସଦାପ୍ରଭୁ ମୁଁ ତୁମ୍ଭର ନିଯମକୁ ସବୁଦିନ ଦଖାଇବୋକୁ ଉପହାର ଆକାରରେ ଗ୍ରହଣ କରିଅଛି। ଏହା ମାେତେ ବହୁ ଆନନ୍ଦ ଦିଏ।

ଦିତୀୟ ଶାମୁୟେଲ 23:5
ପରମେଶ୍ବର ମାରେ ପରିବାରକକ୍ସ୍ଟ ଶକ୍ତିଶାଳୀ ଓ ସକ୍ସ୍ଟରକ୍ଷିତ କରି ଅଛନ୍ତି ଏବଂ ଚିରଦିନ ପାଇଁ ମାେ ସହିତ ଏକ ନିଯମ କରଛନ୍ତି। ଏହି ନିଯମଟି ସଦାପ୍ରଭୁଙ୍କ ଦ୍ବାରା ସକ୍ସ୍ଟରକ୍ଷିତ। ସେ ମାେତେ ପ୍ରେତ୍ୟକକ ଥର ବିଜଯ ଦବେେ ଓ ମୁ ଯାହା ଆଶା କରୁଛି ଦବେେ।

ଯିହୋଶୂୟ 24:15
ଯଦି ସଦାପ୍ରଭୁଙ୍କ ସବୋ ତକ୍ସ୍ଟମ୍ଭ ଦୃଷ୍ଟି ରେ ମନ୍ଦ ଦିଶେ। ତବେେ ତୁମ୍ଭମାନେେ କାହାର ସବୋ କରିବ ଆଜି ମନୋନୀତ କର। ତୁମ୍ଭମାନଙ୍କୁ ଆଜି ନିଷ୍ପତ୍ତି ନବୋକକ୍ସ୍ଟ ପଡିବ ଯେ ତୁମ୍ଭେ କାହାର ସବୋ କରିବ। ତୁମ୍ଭେ କ'ଣ ତକ୍ସ୍ଟମ୍ଭ ପୂର୍ବପୁରୁଷଗଣ ଇଉଫ୍ ରଟେିସ୍ ନଦୀ ସପୋରୀ ରେ ଥିବା ଦବେତାଗଣଙ୍କକ୍ସ୍ଟ ପୂଜା କରିବ? କିମ୍ବା ସହେି ଦେଶ ରେ ବାସ କରିଥିବା ଇ ମାରେୀଯମାନଙ୍କର ଦବେତାଙ୍କୁ ପୂଜା କରିବ କି? ତୁମ୍ଭମାନେେ ତୁମ୍ଭମାନଙ୍କ ପାଇଁ ଆଜି ଏହାର ନିଷ୍ପତ୍ତି ନିଅ। କିନ୍ତୁ ମୁ ଓ ମାରେପରିବାରବର୍ଗ ସହେି ସଦାପ୍ରଭୁ ପରମେଶଓରଙ୍କୁ ସବୋ କରିବକ୍ସ୍ଟ!