ଯିଶାଇୟ 61:1 in Oriya

ଓଡିଆ ଓଡିଆ ବାଇବେଲ ଯିଶାଇୟ ଯିଶାଇୟ 61 ଯିଶାଇୟ 61:1

Isaiah 61:1
ସଦାପ୍ରଭୁଙ୍କର ସବେକ କୁହନ୍ତି, ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମାଠାେ ରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମାେତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦବୋକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଚାର କରିବା ନିମନ୍ତେ ମାେତେ ପ୍ ରରଣେ କରିଛନ୍ତି।

Isaiah 61Isaiah 61:2

Isaiah 61:1 in Other Translations

King James Version (KJV)
The Spirit of the Lord GOD is upon me; because the LORD hath anointed me to preach good tidings unto the meek; he hath sent me to bind up the brokenhearted, to proclaim liberty to the captives, and the opening of the prison to them that are bound;

American Standard Version (ASV)
The Spirit of the Lord Jehovah is upon me; because Jehovah hath anointed me to preach good tidings unto the meek; he hath sent me to bind up the broken-hearted, to proclaim liberty to the captives, and the opening `of the prison' to them that are bound;

Bible in Basic English (BBE)
The spirit of the Lord is on me, because I am marked out by him to give good news to the poor; he has sent me to make the broken-hearted well, to say that the prisoners will be made free, and that those in chains will see the light again;

Darby English Bible (DBY)
The Spirit of the Lord Jehovah is upon me, because Jehovah hath anointed me to announce glad tidings unto the meek; he hath sent me to bind up the broken-hearted, to proclaim liberty to the captives, and opening of the prison to them that are bound;

World English Bible (WEB)
The Spirit of the Lord Yahweh is on me; because Yahweh has anointed me to preach good news to the humble; he has sent me to bind up the broken-hearted, to proclaim liberty to the captives, and the opening [of the prison] to those who are bound;

Young's Literal Translation (YLT)
The Spirit of the Lord Jehovah `is' on me, Because Jehovah did anoint me To proclaim tidings to the humble, He sent me to bind the broken of heart, To proclaim to captives liberty, And to bound ones an opening of bands.

is
that
ר֛וּחַrûaḥROO-ak
are
them
The
אֲדֹנָ֥יʾădōnāyuh-doh-NAI
Spirit
יְהוִ֖הyĕhwiyeh-VEE
Lord
the
עָלָ֑יʿālāyah-LAI
of
God
יַ֡עַןyaʿanYA-an
upon
because
מָשַׁח֩māšaḥma-SHAHK
me;
hath
יְהוָ֨הyĕhwâyeh-VA
anointed
the
Lord
me
tidings
אֹתִ֜יʾōtîoh-TEE
good
preach
to
לְבַשֵּׂ֣רlĕbaśśērleh-va-SARE
the
meek;
unto
עֲנָוִ֗יםʿănāwîmuh-na-VEEM
sent
hath
he
me
שְׁלָחַ֙נִי֙šĕlāḥaniysheh-la-HA-NEE
up
bind
לַחֲבֹ֣שׁlaḥăbōšla-huh-VOHSH
to
לְנִשְׁבְּרֵיlĕnišbĕrêleh-neesh-beh-RAY
the
brokenhearted,
לֵ֔בlēblave

לִקְרֹ֤אliqrōʾleek-ROH
to
proclaim
captives,
לִשְׁבוּיִם֙lišbûyimleesh-voo-YEEM
to
the
liberty
bound;
to
and
דְּר֔וֹרdĕrôrdeh-RORE
prison
of
opening
the
the
וְלַאֲסוּרִ֖יםwĕlaʾăsûrîmveh-la-uh-soo-REEM
פְּקַחpĕqaḥpeh-KAHK
קֽוֹחַ׃qôaḥKOH-ak

Cross Reference

ଲୂକଲିଖିତ ସୁସମାଚାର 4:18
ପ୍ରଭୁଙ୍କ ଆତ୍ମା ମାେ' ଠା ରେ ଅଛି। ଦୀନହୀନ ଲୋକଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ପରମେଶ୍ବର ମାେତେ ବାଛିଛନ୍ତି। ବନ୍ଦୀମାନେ ଯେ ମୁକ୍ତ ହାଇେ ପାରିଛନ୍ତି, ଏହା ସମାନଙ୍କେୁ ଶୁଣାଇବା ପାଇଁ ଅନ୍ଧମାନେ ପୁଣି ଦେଖିପାରିବେ ବୋଲି ସମାନଙ୍କେୁ କହିବା ପାଇଁ, ଦୁଃଖ ଦୁର୍ଦ୍ଦଶାଗ୍ରସ୍ତ ଲୋକଙ୍କ ଦୁଃଖ ଦୂର କରିଦବୋକୁ

ଲୂକଲିଖିତ ସୁସମାଚାର 7:22
ତା'ପରେ ଯୀଶୁ ଯୋହନଙ୍କ ସହେି ଶିଷ୍ଯମାନଙ୍କୁ କହିଲେ, ଯାଅ ଓ ଏଠା ରେ ତୁମ୍ଭେ ଯାହା ସବୁ ଦେଖିଲ ଓ ଶୁଣିଲ, ତାହା ଯୋହନଙ୍କୁ ଯାଇ ଜଣାଅ। ଅନ୍ଧମାନେ ଦେଖି ପାରୁଛନ୍ତି, େଛାଟମାନେ ଚାଲି ପାରୁଛନ୍ତି, କୁଷ୍ଠ ରୋଗୀ ସୁସ୍ଥ ହାଇେ ଯାଉଛନ୍ତି, ବଧି ରେଲାକ ଶୁଣିପାରୁଛନ୍ତି, ମରିଯାଉଥିବା ଲୋକକୁ ପୁଣି ଜୀବନ ଦିଆଯାଉଛି ଏବଂ ଗରିବ ଲୋକମାନଙ୍କୁ ପରମେଶ୍ବରଙ୍କ ରାଜ୍ଯର ସୁସମାଚାର ଶୁଣଇେ ଦିଆଯାଉଛି।

ଯିଶାଇୟ 42:7
ତୁମ୍ଭେ ଅନ୍ଧମାନଙ୍କୁ ଚକ୍ଷୁସ୍ମାନ କରିବ, କାରାଗାରରୁ ବନ୍ଦୀମାନଙ୍କୁ ମୁକ୍ତ କରିବ ଓ ଅନ୍ଧକାର ରେ ସଢ଼ୁଥିବା ଲୋକମାନଙ୍କୁ ବନ୍ଦୀ ଗୃହରୁ ବାହାରକୁ ଆଣିବ।

ମାଥିଉଲିଖିତ ସୁସମାଚାର 11:5
ଅନ୍ଧ ତାର ଦୃଷ୍ଟିଶକ୍ତି ଫରେି ପାଆନ୍ତି । େଛାଟାମାନେ ଗ୍ଭଲି ପାରନ୍ତି। କୁଷ୍ଠ ରୋଗୀ ସୁସ୍ଥ ହାଇେ ଯାଉଛନ୍ତି। ବଧିର ଶୁଣି ପାରୁଛି। ମଲା ଲୋକ ବଞ୍ଚି ଉଠୁଛି। ଦୀନ-ଦୁଃଖୀ ଲୋକଙ୍କ ପାଇଁ ସୁସମାଚାର ପ୍ରଚାର କରାଯାଉଛି।

ଗୀତସଂହିତା 147:3
ସେ ସମାନଙ୍କେର ଭଗ୍ନ ହୃଦଯକୁ ସୁସ୍ଥ କରନ୍ତି ଓ ସମାନଙ୍କେ କ୍ଷତରେ ପଟି ବାନ୍ଧନ୍ତି।

ଯିଶାଇୟ 57:15
କାରଣ ଯେ ଅନନ୍ତକାଳ ନିବାସୀ, ଯାହାଙ୍କର ନାମ ପରମେଶ୍ବର, ସହେି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କୁହନ୍ତି ; ଆମ୍ଭେ ଉର୍ଦ୍ଧ୍ବ ଓ ପବିତ୍ର ସ୍ଥାନ ରେ ବାସ କରୁ। ଆଉ ମଧ୍ଯ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନିମ୍ରମନା ଲୋକଙ୍କ ସହିତ ହିଁ ବାସ କରୁ।

ଯିଶାଇୟ 42:1
ମାରଦୋସକୁ ଦେଖ। ମୁଁ ତାକୁ ମନୋନୀତ କରିଛି। ମାରେ ଚିତ୍ତ ତାହାଠା ରେ ସନ୍ତୁଷ୍ଟ। ମୁଁ ତାହା ଉପ ରେ ନିଜର ଆତ୍ମାକୁ ସ୍ଥାପନ କରିଅଛି। ସେ ଅନ୍ଯଦେଶ ପ୍ରତି ନ୍ଯାଯ ବିଚାର କରିବ।

ଯିଖରିୟ 9:11
ହେ ୟିରୁଶାଲମ, କାରଣ ରକ୍ତ ଦ୍ବାରା ତୁମ୍ଭର ଚୁକ୍ତି ଆମ୍ଭ ସହିତ ମାହେରାଙ୍କିତ ହାଇେଛି। ଆମ୍ଭେ ତୁମ୍ଭର ବନ୍ଦୀମାନଙ୍କୁ ପାଣି ନଥିବା ପାଣି କୁଣ୍ତରୁ ମୁକ୍ତି କରିଛୁ।

ଯିଶାଇୟ 49:9
ତୁମ୍ଭେ ବନ୍ଦୀଗଣଙ୍କୁ ବାହାରି ୟାଅ ବୋଲି, 'ଅନ୍ଧକାରସ୍ଥିତ' ଲୋକମାନଙ୍କୁ ଆପଣାମାନଙ୍କୁ ଦଖାେଅ ବୋଲି କହିବ। ସମାନେେ ପଥରେ ଚରିବେ ଓ ବୃକ୍ଷଶୂନ୍ଯ ଉଚ୍ଚସ୍ଥଳୀ ସକଳ ସମାନଙ୍କେର ଚରାସ୍ଥାନ ହବେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:38
ତୁମ୍ଭମାନେେ ନାଜରିତୀୟ ଯୀଶୁଙ୍କ ବିଷୟ ରେ ମଧ୍ଯ ଜାଣିଛ। ପରମେଶ୍ବର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତି ରେ ପୂର୍ଣ୍ଣକରି ଖ୍ରୀଷ୍ଟରୂପେ ଅଭିଷିକ୍ତ କରିଥିଲେ। ଯୀଶୁ ଚତୁର୍ଦ୍ଦିଗକୁ ଯାଇ ଲୋକଙ୍କ ଉପକାର କରୁଥିଲେ। ଶୟତାନର ଅତ୍ଯାଚ଼ାର ଅଧୀନ ରେ ରହୁଥିବା ଲୋକଙ୍କୁ ସେ ସୁସ୍ଥ କରି ଦେଉଥିଲେ। ଏହିସବୁ ଦ୍ବାରା ପ୍ରମାଣିତ ହେଉଥିଲା ଯେ, ପରମେଶ୍ବର ତାହାଙ୍କ ସହିତ ଥିଲେ।

ଯିଶାଇୟ 11:2
ସହେି ପିଲାମଧିଅରେ ସଦାପ୍ରଭୁଙ୍କର ଆତ୍ମା ସ୍ଥାନ ପାଇବ। ସହେି ଆତ୍ମା ଜ୍ଞାନ, ବିବଚେନା ମନ୍ତ୍ରଣା ଓ ପରାକ୍ରମ ପ୍ରଦାନ କରିବ। ଆଉ ମଧ୍ଯ ସହେି ଆତ୍ମା ସଦାପ୍ରଭୁଙ୍କୁ ଜାଣିବାକୁ ଓ ଅନୁସରଣ କରିବାକୁ ପିଲାକୁ ସାହାୟ୍ଯ କରିବେ।

ଯୋହନଲିଖିତ ସୁସମାଚାର 3:34
ପରମେଶ୍ବର ତାହାଙ୍କୁ ପଠାଇଛନ୍ତି। ପରମେଶ୍ବର ଯାହା କହିଥାନ୍ତି, ସେ ତାହା କହନ୍ତି। ପରମେଶ୍ବର ସମ୍ପୂର୍ଣ୍ଣଭାବେ ତାହାଙ୍କୁ ପବିତ୍ର ଆତ୍ମା ପ୍ରଦାନ କରିଛନ୍ତି।

ଯିଶାଇୟ 48:16
ତୁମ୍ଭମାନେେ ଆମ୍ଭ ନିକଟକୁ ଆସି ଏହିକଥା ଶୁଣ। ଆଦ୍ଯରୁ ଆମ୍ଭେ ଗୋପନ ରେ କିଛି କହି ନାହୁଁ। ବହୁ କାଳରୁ ଆମ୍ଭେ ସଠାେ ରେ ଅଛୁ।

ଗୀତସଂହିତା 34:18
ଯେତବେେଳେ ଲୋକଙ୍କ ଉପରେ ବିପଦ ପଡ଼େ ତା'ପରେ ସମାନେେ ଅହଂକାରୀ ପ୍ରବୃତ୍ତି ବନ୍ଦ କରନ୍ତି। ସଦାପ୍ରଭୁ ସହେି ଶାଚେନୀୟ, ଲୋକମାନଙ୍କ ନିକଟତର ହୁଅନ୍ତି। ସେ ସମାନଙ୍କେୁ ଉଦ୍ଧାର କରନ୍ତି।

ମାଥିଉଲିଖିତ ସୁସମାଚାର 3:16
ଯୀଶୁ ବାପ୍ତିଜିତ ହେଲେ। ଯୀଶୁ ଜଳରୁ ବାହାରିବା ମାତ୍ ରେ ଆକାଶ ଖାଲିଗେଲା, ଏବଂ ସେ ପରମେଶ୍ବରଙ୍କ ଆତ୍ମାକୁ ଗୋଟିଏ କପୋତ ରୁପରେ ତଳକୁ ଓହ୍ଲଇେ ତାହାଙ୍କ ଉପରକୁ ଆସୁଥିବାର ଦେଖିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 26:18
ତୁମ୍ଭେ ସହେି ଲୋକମାନଙ୍କୁ ସତ୍ଯ ପଥ ଦଖାଇବେ ଓ ସମାନଙ୍କେୁ ଅନ୍ଧକାରରୁ ଆଲୋକକୁ ଆଣିବ। ତୁମ୍ଭେ ସମାନଙ୍କେୁ ଶୟତାନର ଶକ୍ତି ନିକଟରୁ ଦୂ ରଇେ ନଇେ ପରମେଶ୍ବରଙ୍କ ପାଖକୁ ଆଣିବ। ତବେେ ସମାନଙ୍କେର ପାପକୁ କ୍ଷମା କରାୟିବ। ଯେଉଁମାନେ ମାେତେ ବିଶ୍ବାସ କରି ପବିତ୍ର ହାଇେଛନ୍ତି ସମାନଙ୍କେ ମଧିଅରେ ସମାନେେ ସ୍ଥାନ ପାଇବେ।'

ଯୋହନଲିଖିତ ସୁସମାଚାର 8:32
ତୁମ୍ଭେ ସତ୍ଯକୁ ଜାଣିବ ଓ ସହେି ସତ୍ଯ ତୁମ୍ଭକୁ ମୁକ୍ତ କରିବ।

ଗୀତସଂହିତା 45:7
ତୁମ୍ଭେ ଧାର୍ମିକକୁ ଭଲ ପାଅ ଓ ଦୁଷ୍ଟକୁ ଘୃଣା କର। ପରମେଶ୍ବର ତୁମ୍ଭର ବନ୍ଧୁମାନଙ୍କ ମଧ୍ଯରୁ ତୁମ୍ଭକୁ ରାଜ ହବୋକୁ ମନୋନୀତ କଲେ।

ହୋଶେୟ 6:1
ଆସ, ସଦାପ୍ରଭୁଙ୍କ ପାଖକୁ ଫରେିୟିବା। ସେ ଆମ୍ଭକୁ ଆଘାତ କଲେ ଓ ସେ ମଧ୍ଯ ଆମ୍ଭକୁ ସୁସ୍ଥ କରିବେ। ସେ ଆମ୍ଭକୁ କ୍ଷତ ବିକ୍ଷତ କରିଛନ୍ତି ଏବଂ ସେ ଆମ୍ଭର କ୍ଷତ ରେ ପଟି ବାନ୍ଧି ଦବେେ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:25
ଯେଉଁମାନେ ତାଙ୍କୁ ବି ରୋଧ କରନ୍ତି, ସମାନଙ୍କେୁ ଭଦ୍ର ଭାବରେ ଶିଖାଇବା ଉଚିତ। ହୁଏତ ପରମେଶ୍ବର ସମାନଙ୍କେ ହୃଦୟ ରେ ଗୋଟିଏ ପରିବର୍ତ୍ତନ ପ୍ରଦାନ କରବେେ, ଯାହାଦ୍ବାରା ସମାନେେ ସତ୍ଯକୁ ଗ୍ରହଣ କରିବେ।

ଗୀତସଂହିତା 22:26
ଗରିବ ଲୋକମାନେ ଆସ, ଖାଅ ଓ ତୃପ୍ତ ହୁଅ। ତୁମ୍ଭେ ଯେଉଁ ଲୋକମାନେ ସଦାପ୍ରଭୁଙ୍କ ଦର୍ଶନ ପାଇଁ ଆସିଅଛ ତାଙ୍କର ଜଯଗାନ କର। ତୁମ୍ଭର ହୃଦଯ ଚିରଦିନ ପାଇଁ ଜୀବନ୍ତ ରହୁ।

ଗୀତସଂହିତା 2:6
ସିୟୋନ ହେଉଛି ମାରେ ପବିତ୍ର ପର୍ବତ। ସଦାପ୍ରଭୁଙ୍କର ଏହିସବୁ ବାକ୍ଯ ନେତାମାନଙ୍କୁ ସ୍ଥାପନ କରିଅଛି।

ଗୀତସଂହିତା 51:17
ନମ୍ର ଆତ୍ମା ପରମେଶ୍ବରଙ୍କର ଗ୍ରାହ୍ଯବଳି। ହେ ପରମେଶ୍ବର, ତୁମ୍ଭେ ନମ୍ର ହୃଦଯକୁ ଓ ପାପ ପାଇଁ ଅନୁତପ୍ତ ହୃଦଯକୁ ପ୍ରତ୍ଯାଖ୍ଯାନ କରିବ ନାହିଁ।

ଦାନିଏଲ 9:24
ହେ ଦାନିୟେଲ, ପରମେଶ୍ବର ସତୁରି ସପ୍ତାହ ତୁମ୍ଭର ଲୋକମାନଙ୍କ ପାଇଁ ଓ ତୁମ୍ଭର ପବିତ୍ର ନଗର ପାଇଁ ନିରୂପଣ କରିଛନ୍ତି। ଏ ସତୁରି ସପ୍ତାହ ନିରୂପଣ ହବୋର ଲକ୍ଷ୍ଯ ଦେଉଛି, ଆଜ୍ଞା ଲଙ୍ଘନରୁ ଏବଂ ପାପରୁ ବିରତ ହବୋ। ଏହାର ଲକ୍ଷ୍ଯ ଲୋକମାନଙ୍କୁ ପ୍ରାଯଶ୍ଚିତ କରିବା ଏବଂ ଅନନ୍ତକାଳସ୍ଥାଯୀ ଧାର୍ମିକତା ଓ ପ୍ରମାଣିକତା ଦର୍ଶନଗୁଡିକ ଓ ଭବିଷ୍ଯଦବାଣୀ ଓ ପବିତ୍ରସ୍ଥାନ ରେ ଉତ୍ସର୍ଗ କରିବା। ଏହା ଲୋକମାନଙ୍କୁ ଲକ୍ଷ୍ଯ କରେ।

ମାଥିଉଲିଖିତ ସୁସମାଚାର 5:3
ଆତ୍ମି ରେ ଦିନହୀନ ଲୋକମାନେ ଧନ୍ଯ, କାରଣ ସ୍ବର୍ରାଜ୍ଯ ସହେିମାନଙ୍କର।

ଗୀତସଂହିତା 149:4
ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ଆନନ୍ଦିତ ହୁଅନ୍ତି। ସେ ନମ୍ର ଲୋକମାନଙ୍କ ପାଇଁ ଆଶ୍ଚର୍ୟ୍ଯ କ୍ରିଯାମାନ କରିଛନ୍ତି। ସେ ସମାନଙ୍କେୁ ରକ୍ଷା କଲେ।

ଯିଶାଇୟ 59:21
ନିଜ ବିଷଯ ରେ ସଦାପ୍ରଭୁ କୁହନ୍ତି, ସମାନଙ୍କେ ସହିତ ଆମ୍ଭର ଚୁକ୍ତି ହେଉଛି, ଆମ୍ଭର ଯେଉଁ ଆତ୍ମା ତୁମ୍ଭ ଉପ ରେ ଅଧିଷ୍ଠାନ କରନ୍ତି ଓ ଆମ୍ଭେ ଯେଉଁ ବାକ୍ଯସବୁ ତୁମ୍ଭ ମୁଖ ରେ ରଖିଛୁ, ତାହା ତୁମ୍ଭ ମୁଖରୁ ଓ ତୁମ୍ଭ ବଂଶ ମୁଖରୁ ଓ ତୁମ୍ଭର ବଂଶୋଦ୍ଭବ ବଂଶର ମୁଖରୁ ଅଦ୍ଯାବଧି ଅନନ୍ତକାଳ ପର୍ୟ୍ଯନ୍ତ ଦୂର କରାୟିବ ନାହିଁ।'

ଗୀତସଂହିତା 102:20
ସେ ବନ୍ଦୀମାନଙ୍କର ପ୍ରାର୍ଥନା ଗ୍ରହଣ କରିବେ। ମୃତ୍ଯୁଦଣ୍ଡ ପାଇଥିବା ଲୋକମାନଙ୍କୁ ମୁକ୍ତ କରିବେ।

ଗୀତସଂହିତା 25:9
ସେ ଶୋଚନୀଯ ଲୋକକୁ ବିଚାର ମାର୍ଗ ଦଖାେନ୍ତି ଓ ନମ୍ର ଲୋକମାନଙ୍କୁ ତାଙ୍କ ପଥରେ ଚାଲିବାକୁ ପ୍ରରେିତ କରନ୍ତି।

ଯିଶାଇୟ 49:24
ଜଣେ ବୀରଠାରୁ ଲୁଣ୍ଠିତ ଦ୍ରବ୍ଯ ହରଣ କରାୟାଇ ପାରିବ କି ? କିମ୍ବା ବନ୍ଦୀ ହାଇେଥିବା ଲୋକମାନେ ମୁକ୍ତ ହାଇେ ପାରିବେ କି ?

ଗୀତସଂହିତା 69:32
ହେ ଗରିବ ଲୋକମାନେ, କିଏ ପରମେଶ୍ବରଙ୍କ ଆରାଧନା କରିବା ପାଇଁ ଆସିଅଛି, ତୁମ୍ଭେ ଏହି କଥା ଜାଣିବା ପାଇଁ ଆନନ୍ଦିତ ହାଇଯେିବ।

ଯିଶାଇୟ 66:2
ପୁଣି ସଦାପ୍ରଭୁ କୁହନ୍ତି ଆମ୍ଭେ ସମସ୍ତ ପଦାର୍ଥ ନିର୍ମାଣ କରିଛୁ। ତେଣୁ ଏ ସମସ୍ତର ଅଧିକାରୀ ଆମ୍ଭେ ଅଟୁ। ମାତ୍ର ଯେଉଁମାନେ ଦୁଃଖୀ ଓ ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ଯ ରେ ଥରହର ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟି ଦବୋ।

ଯୋହନଲିଖିତ ସୁସମାଚାର 1:32
ତା'ପରେ ଯୋହନ କହିଲେ, ଖ୍ରୀଷ୍ଟ କିଏ ବୋଲି ମୁଁ ମଧ୍ଯ ଜାଣି ନଥିଲି। କିନ୍ତୁ ପରମେଶ୍ବର ମାେତେ ଲୋକମାନଙ୍କୁ ଜଳ ରେ ବାପ୍ତିଜିତ ଦବୋ ପାଇଁ ପଠଇେଥିଲେ। ଏବଂ ପରମେଶ୍ବର ମାେତେ କହିଥିଲେ, 'ତୁମ୍ଭେ ପବିତ୍ର ଆତ୍ମାଙ୍କୁ ଅବତରଣ କରିବା ଓ ଜଣେ ବ୍ଯକ୍ତିଙ୍କ ଉପରେ ସ୍ଥିର ହାଇେ ରହିବା ଦେଖିବ, ସହେି ବ୍ଯକ୍ତି ଯକେି ପବିତ୍ର ଆତ୍ମାଙ୍କ ଦ୍ବାରା ବାପ୍ତିଜିତ ଦବେେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:16
ଏହା ନିଶ୍ଚିତ ଭାବରେ ତୁମ୍ଭମାନେେ ଜାଣ ଯେ ଯେତବେେଳେ ତୁମ୍ଭମାନେେ ଦାସ ଭଳି ନିଜକୁ ସମର୍ପଣ କର, ସେତବେେଳେ ତୁମ୍ଭମାନେେ ପ୍ରକୃତ ରେ ସହେି ଲୋକର ଦାସ ଅଟ। ଯେଉଁ ଲୋକକୁ ତୁମ୍ଭମାନେେ ମାନିବ ସେ ହେଉଛି ତୁମ୍ଭର ମାଲିକ। ତୁମ୍ଭମାନେେ ପାପର ଚ଼ାକର ହାଇେ ପାରିବ ବା ପରମେଶ୍ବରଙ୍କୁ ମାନିବ। ପାପ ଆଧ୍ଯାତ୍ମିକ ମୃତ୍ଯୁ ଆଣି ଦିଏ। କିନ୍ତୁ ପରମେଶ୍ବରଙ୍କୁ ମାନିଲେ, ପରମେଶ୍ବରଙ୍କଠା ରେ ତୁମ୍ଭମାନେେ ଧାର୍ମିକ ବୋଲି ଗଣିତ ହୁଅ।

ଏବ୍ରୀମାନଙ୍କ ନିକଟକୁ ପତ୍ର 1:9
ତୁମ୍ଭେ ଧାର୍ମିକତାକୁ ଭଲ ପାଅ, ଓ ତୁମ୍ଭେ ଭୁଲକୁ ଘୃଣା କର। ଅତଏବ ପରମେଶ୍ବର, ତୁମ୍ଭ ପରମେଶ୍ବର ତୁମ୍ଭର ସଙ୍ଗୀମାନଙ୍କ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦ ପ୍ରଦାନ କରିଛନ୍ତି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 7:23
କିନ୍ତୁ ମାେ ଶରୀର ରେ ମୁଁ ଆଉ ଗୋଟିଏ ବ୍ଯବସ୍ଥା କାମ କରୁଥିବାର ଦେଖୁଛି। ସମାନେେ ଗ୍ରହଣ କରୁଥିବା ବ୍ଯବସ୍ଥା ସହିତ ମାେ ଶରୀରର ବ୍ଯବସ୍ଥା ସଂଘର୍ଷ କରୁଛି। ମାେ ଶରୀର ରେ କାମ କରୁଥିବା ଏହି ବ୍ଯବସ୍ଥାଟି ପାପର ବ୍ଯବସ୍ଥା ଅଟେ, ଓ ସୋହି ବ୍ଯବସ୍ଥା ମାେତେ ବନ୍ଦୀ କରି ପକାଏ।

ଯୋହନଲିଖିତ ସୁସମାଚାର 1:41
ଆନ୍ଦ୍ରିୟ ପ୍ରଥମେ ତାହାଙ୍କ ଭାଇ ଶିମାନଙ୍କେ ପାଖକୁ ଗଲେ। ସେ ଶିମାନଙ୍କେୁ କହିଲେ, ଆମ୍ଭେ ମଶୀହଙ୍କୁ ଭଟେିଛୁ। (ମଶୀହ ଅର୍ଥାତ୍ ଖ୍ରୀଷ୍ଟ।)

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 7:6
କିନ୍ତୁ ଯେଉଁ ପରମେଶ୍ବର ଭାଙ୍ଗି ପଡ଼ିଥିବା ଲୋକକୁ ସାନ୍ତ୍ବନା ଦିଅନ୍ତି, ସେ ତିତସଙ୍କର ଆଗମନ ଦ୍ବାରା ଆମ୍ଭମାନଙ୍କୁ ମଧ୍ଯ ସାନ୍ତ୍ବନା ପ୍ରଦାନ କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:27
ଯେତବେେଳେ ହରେୋଦ, ପନ୍ତିୟ ପୀଲାତ, ଇଶ୍ରାୟେଲ ଅନ୍ୟ ଦେଶୀୟମାନେ ମିଳିତ ହାଇେ ଏହି ସହର ରେ ଜମା ହାଇେ ତୁମ୍ଭର ପବିତ୍ର ସବେକ ଯୀଶୁଙ୍କ ବିରୁଦ୍ଧ ରେ ଠିଆ ହେଲେ ସେତବେେଳେ ଏହା ପ୍ରକୃତ ରେ ସଫଳ ହେଲା। ସହେି ଯୀଶୁଙ୍କୁ ତୁମ୍ଭେ ଖ୍ରୀଷ୍ଟ ରୂପେ ମନୋନୀତ କରିଥିଲ।

ଯିଶାଇୟ 52:9
ହେ ୟିରୁଶାଲମର ଧ୍ବଂସାବଶଷେ ସ୍ଥାନସକଳ, ଉଚ୍ଚସ୍ବର ରେ ଆନନ୍ଦଧ୍ବନି କର। ଏକତ୍ର ଗାନ କର, କାରଣ ସଦାପ୍ରଭୁ ନିଜର ଲୋକମାନଙ୍କୁ ସାନ୍ତ୍ବନା କରିଅଛନ୍ତି ଓ ସେ ୟିରୁଶାଲମକୁ ମୁକ୍ତ କରିଅଛନ୍ତି।

ଯିରିମିୟ 34:8
ସିଦିକିଯ ରାଜା ୟିରୁଶାଲମ ଲୋକମାନଙ୍କ ସହିତ ଏହି ନିଯମ କରିଥିଲେ ଯେ ପ୍ରେତ୍ୟକକ ନିଜ ନିଜ ଏବ୍ରୀଯ ଦାସଦାସୀଙ୍କୁ ମୁକ୍ତ କରି ବିଦାଯ ଦବେେ। କହେି ସମାନଙ୍କେୁ ଅର୍ଥାତ୍ ନିଜ ୟିହୁଦୀଯ ଭ୍ରାତାକୁ ଦାସ୍ଯକର୍ମ କରାଇବେ ନାହିଁ। ସିଦିକିଯ ଏହି ନିଯମ କଲାପ ରେ ସଦାପ୍ରଭୁଙ୍କ ବାକ୍ଯ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।