Skip to content
CHRIST SONGS .IN
TAMIL CHRISTIAN SONGS .IN
  • Lyrics
  • Chords
  • Bible
  • /
  • A
  • B
  • C
  • D
  • E
  • F
  • G
  • H
  • I
  • J
  • K
  • L
  • M
  • N
  • O
  • P
  • Q
  • R
  • S
  • T
  • U
  • V
  • W
  • X
  • Y
  • Z

Index
  • A
  • B
  • C
  • D
  • E
  • F
  • G
  • H
  • I
  • J
  • K
  • L
  • M
  • N
  • O
  • P
  • Q
  • R
  • S
  • T
  • U
  • V
  • W
  • X
  • Y
  • Z
Isaiah 64 KJV ASV BBE DBY WBT WEB YLT

Isaiah 64 in Oriya WBT Compare Webster's Bible

Isaiah 64

1 ତୁମ୍ଭେ ଯଦି ଆକାଶକୁ ବିଦୀର୍ଣ୍ଣ କରି ପୃଥିବୀକୁ ଆସନ୍ତ, ତବେେ ସବୁ କିଛି ପରିବର୍ତ୍ତନ ହୁଅନ୍ତା ଓ ପର୍ବତଗୁଡ଼ିକ ତୁମ୍ଭ ସମ୍ମୁଖ ରେ ପ୍ରବାହିତ ହୁଅନ୍ତେ।

2 ଦେଶୀଯମାନେ ଯେପରି ତୁମ୍ଭ ସାକ୍ଷାତ ରେ କମ୍ପମାନ ହବେେ ଓ ଏଥି ସକାେଶ ତୁମ୍ଭ ବିପକ୍ଷଗଣଙ୍କୁ ତୁମ୍ଭ ନାମ ଜ୍ଞାତ କରାଇବା ନିମନ୍ତେ ପର୍ବତଗୁଡ଼ିକ ଜ୍ବଳନ୍ତ ଝାଟି ସଦୃଶ ଓ ଉତ୍ତପ୍ତ ଜଳ ଫୁଟିଲା ସଦୃଶ ହବେେ।

3 ଯେତବେେଳେ ତୁମ୍ଭେ ଆଶ୍ଚର୍ୟ୍ଯ କାର୍ୟ୍ଯମାନ କଲ, ଆମ୍ଭେ ଆଶାକରି ନ ଥିଲୁ। ତାପ ରେ ତୁମ୍ଭେ ଓହ୍ଲାଇ ଆସିଲ ଓ ପର୍ବତ ତୁମ୍ଭ ଆଗ ରେ କମ୍ପନ କରିବାକୁ ଆରମ୍ଭ କରିବ।

4 କାରଣ ଯେ ନିଜ ଅପେକ୍ଷାକାରୀ ପକ୍ଷ ରେ କାର୍ୟ୍ଯ ସାଧନ କରନ୍ତି, ଲୋକେ ପ୍ରାଚୀନ କାଳରୁ ତୁମ୍ଭ ଛଡ଼ା ଅନ୍ୟ ପରମେଶ୍ବର କଥା ଶୁଣି ନାହାଁନ୍ତି କିମ୍ବା କର୍ଣ୍ଣଗୋଚର ହାଇେ ନାହିଁ କିମ୍ବା ଚକ୍ଷୁ ଦେଖି ନାହିଁ।

5 ଯେଉଁମାନେ ତୁମ୍ଭକୁ ସ୍ମରଣ କରନ୍ତି, ତୁମ୍ଭେ ସହେିମାନଙ୍କୁ ଆଘାତ କରିଛ। ମାତ୍ର ଅତୀତ କାଳ ରେ ଆମ୍ଭେ ପାପ କଲୁ ଏବଂ ତୁମ୍ଭେ ରାଗିଲ। ଅତୀତ କାଳ ରେ ଆମ୍ଭମାନେେ ଦୋଷ କଲୁ।

6 ଆମ୍ଭମାନେେ ସମସ୍ତେ ପାପ ରେ ଅପବିତ୍ର ଓ ଆମ୍ଭମାନଙ୍କର ଧର୍ମକର୍ମ ସବୁ ଅଶୁଚି ବସ୍ତ୍ର ସଦୃଶ ଅଟେ। ଆମ୍ଭମାନେେ ଝଡ଼ିଲା ପତ୍ର ସଦୃଶ ଓ ଆମ୍ଭମାନଙ୍କର ପାପଗୁଡ଼ିକ ବାଯୁ ତୁଳ୍ଯ ଆମ୍ଭମାନଙ୍କୁ ଉଡ଼ାଇ ନିଏ।

7 ତୁମ୍ଭ ନାମ ରେ ପୂଜା କରିବାକୁ ଓ ତୁମ୍ଭକୁ ଅନୁସରଣ କରିବା ନିମନ୍ତେ ନିଜକୁ ଉତ୍ତଜେିତ କରିବାକୁ କହେି ନାହିଁ। କାରଣ ତୁମ୍ଭେ ଆମ୍ଭମାନଙ୍କ ପ୍ରତି ବିମୁଖ ହାଇେଅଛି ଓ ଆମ୍ଭମାନଙ୍କ ପାପଦ୍ବାରା ଆମ୍ଭମାନଙ୍କୁ କ୍ଷଯ କରିଅଛ।

8 ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ। ଆମ୍ଭମାନେେ ମୃତ୍ତିକା ଓ ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର। ଆମ୍ଭେ ସମସ୍ତେ ତୁମ୍ଭ ହସ୍ତର କର୍ମ।

9 ହେ ସଦାପ୍ରଭୁ, ଅତ୍ଯନ୍ତ କ୍ରୋଧିତ ହୁଅ ନାହିଁ କି ଆମ୍ଭମାନଙ୍କର ପାପକୁ ଚିରକାଳ ମନରେଖ ନାହିଁ। ଆମ୍ଭମାନେେ ବିନତି କରୁଛୁ, ଆମ୍ଭପ୍ରତି ଦୃଷ୍ଟି କର, ଆମ୍ଭେ ସମସ୍ତେ ତୁମ୍ଭର ସନ୍ତାନ।

10 ତୁମ୍ଭର ପବିତ୍ର ନଗରଗୁଡ଼ିକ ପ୍ରାନ୍ତର ପାଲଟିଛି। ସିଯୋନ ପ୍ରାନ୍ତର ହାଇେଅଛି ଓ ୟିରୁଶାଲମ ଧ୍ବଂସ ହାଇେଅଛି।

11 ଆମ୍ଭମାନଙ୍କର ପିତୃପୁରୁଷଗଣ ଯେଉଁ ସ୍ଥାନ ରେ ତୁମ୍ଭର ପ୍ରଶଂସା କରୁଥିଲେ, ଆମ୍ଭମାନଙ୍କର ସହେି ପବିତ୍ର ଓ ରମଣୀଯ ଗୃହ ଅଗ୍ନି ରେ ଦ'ିଭୂତ ହାଇେଅଛି, ଆଉ ମଧ୍ଯ ଆମ୍ଭମାନଙ୍କର ମୂଲ୍ଯବାନ ପଦାର୍ଥଗୁଡ଼ିକ ବିନ୍ଟେ ହାଇେଅଛି।

12 ହେ ସଦାପ୍ରଭୁ, ଏସବୁ ହେଲାପ ରେ ମଧ୍ଯ ତୁମ୍ଭେ କ'ଣ ନିଜକୁ ଆମ୍ଭଠାରୁ କ୍ଷାନ୍ତ କରି ରଖିବ ? ତୁମ୍ଭେ କ'ଣ ନୀରବ ରହି ଆମ୍ଭମାନଙ୍କୁ କ୍ଲେଶ ଦଇେ ଚାଲିବ ?

  • Tamil
  • Hindi
  • Malayalam
  • Telugu
  • Kannada
  • Gujarati
  • Punjabi
  • Bengali
  • Oriya
  • Nepali

By continuing to browse the site, you are agreeing to our use of cookies.

Close