James 1:3
କାରଣ ତୁମ୍ଭେ ଜାଣିଛ ଯେ, ଏହି ଅସୁବିଧାଗୁଡ଼ିକ ତୁମ୍ଭର ବିଶ୍ବାସକୁ ପରୀକ୍ଷା କରେ, ଓ ଏଗୁଡ଼ିକ ତୁମ୍ଭର ର୍ଧୈୟ୍ଯ ଜନ୍ମାଏ।
James 1:3 in Other Translations
King James Version (KJV)
Knowing this, that the trying of your faith worketh patience.
American Standard Version (ASV)
Knowing that the proving of your faith worketh patience.
Bible in Basic English (BBE)
Because you have the knowledge that the testing of your faith gives you the power of going on in hope;
Darby English Bible (DBY)
knowing that the proving of your faith works endurance.
World English Bible (WEB)
knowing that the testing of your faith produces endurance.
Young's Literal Translation (YLT)
knowing that the proof of your faith doth work endurance,
| Knowing | γινώσκοντες | ginōskontes | gee-NOH-skone-tase |
| this, that | ὅτι | hoti | OH-tee |
| the | τὸ | to | toh |
| trying | δοκίμιον | dokimion | thoh-KEE-mee-one |
| your of | ὑμῶν | hymōn | yoo-MONE |
| faith | τῆς | tēs | tase |
| worketh | πίστεως | pisteōs | PEE-stay-ose |
| patience. | κατεργάζεται | katergazetai | ka-tare-GA-zay-tay |
| ὑπομονήν | hypomonēn | yoo-poh-moh-NANE |
Cross Reference
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:3
ଆମ୍ଭମାନେେ ଆମ୍ଭର କ୍ଲେଶଗୁଡ଼ିକ ଥାଇ ମଧ୍ଯ ଆନନ୍ଦିତ। ଆମ୍ଭେ ଏହି କଷ୍ଟଗୁଡ଼ିକ ପାଇଁ କାହିଁକି ଆନନ୍ଦିତ? କାରଣ ଆମ୍ଭେ ଜାଣୁ ଯେ ଏହି କଷ୍ଟଗୁଡ଼ିକ ଆମ୍ଭକୁ ଅଧିକ ର୍ଧୈୟ୍ଯବାନ କରାଏ।
ଏବ୍ରୀମାନଙ୍କ ନିକଟକୁ ପତ୍ର 10:36
ତୁମ୍ଭମାନେେ ର୍ଧୈୟ୍ଯବାନ ହବୋ ଦରକାର। ପରମେଶ୍ବର ଯାହା ଇଚ୍ଛା କରନ୍ତି, ସହେି ସବୁ କାମ କରି ସାରିଲା ପରେ, ସେ ଯାହା ପ୍ରତିଜ୍ଞା କରିଛନ୍ତି, ସେ ସବୁ ତୁମ୍ଭମାନେେ ପାଇବ।
ପିତରଙ୍କ ପ୍ରଥମ ପତ୍ 1:7
ଏହି ସମସ୍ଯାଗୁଡ଼ିକ କାହିଁକି ହୁଏ ? କବଳେ ତୁମ୍ଭର ବିଶ୍ବାସର ସତ୍ଯତା ପ୍ରମାଣିତ କରିବା ଲାଗି ଏପରି ଘଟେ। ଏହି ବିଶ୍ବାସର ପ୍ରମାଣ ସୁନାଠାରୁ ଅଧିକ ମୂଲ୍ଯବାନ। ସୁନାର ବିଶୁଦ୍ଧତା ଅଗ୍ନି ଦ୍ବାରା ପରୀକ୍ଷିତ ହୁଏ, କିନ୍ତୁ ତାହା ନଷ୍ଟଶୀଳ। ଯୀଶୁ ପୁନଃ ଆସିବା ବେଳେ, ତୁମ୍ଭ ବିଶ୍ବାସର ପବିତ୍ରତା ହତେୁ ତୁମ୍ଭେ ପ୍ରଶଂସା, ମହିମା ଓ ସମ୍ମାନ ପାଇବ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 4:17
ବର୍ତ୍ତମାନ ଆମ୍ଭେ ସମ୍ମୁଖୀନ ହେଉଥିବା େଛାଟ େଛାଟ କ୍ଷଣିକ ଅସୁବିଧାଗୁଡ଼ିକ ଆମ୍ଭ ପାଇଁ ଏକ ଅତୁଳନୀୟ, ଉତ୍କୃଷ୍ଟ ଓ ଅନନ୍ତ ମହିମା ଉତ୍ପନ୍ନ କରୁଛି। ଏହି ଅତୁଳନୀୟ ମହିମା ଅସୁବିଧାଗୁଡ଼ିକ ତୁଳନା ରେ ଅତି ମହାନ୍।
ପିତରଙ୍କ ଦିତୀୟ ପତ୍ର 1:6
ଜ୍ଞାନ ରେ ଆତ୍ମସଂୟମତା, ଆତ୍ମସଂୟମତା ରେ ର୍ଧୈୟ୍ଯ ଓ ର୍ଧୈୟ୍ଯ ରେ ପରମେଶ୍ବରଙ୍କ ସବୋ,
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:28
ଆମ୍ଭେ ଜାଣୁ ଯେ, ଯେଉଁ ମାନେ ତାହାଙ୍କୁ ପ୍ ରମେ କରନ୍ତି ସମାନଙ୍କେ ପାଇଁ ପରମେଶ୍ବର ପ୍ରତକେ ବିଷୟ ରେ ମଙ୍ଗଳ ଜନ୍ମାନ୍ତି।ପରମେଶ୍ବର ଏହି ଲୋକମାନଙ୍କୁ ବାଛିଛନ୍ତି, କାରଣ ଏହାହିଁ ତାଙ୍କର ଯୋଜନା ଥିଲା।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:11
ଯେପରି ପରମେଶ୍ବର ତାହାଙ୍କ ମହାନ୍ ଶକ୍ତି ଦ୍ବାରା ତୁମ୍ଭମାନଙ୍କୁ ଶକ୍ତିଶାଳୀ କରନ୍ତୁ ; ଯେ ତୁମ୍ଭମାନେେ ର୍ଧୈୟ୍ଯବାନ ହବେ ଓ କଷ୍ଟ ପଡ଼ିଲେ, ପଳାୟନ କରିବ ନାହିଁ, ସେଥିପାଇଁ ପରମେଶ୍ବର ତୁମ୍ଭମାନଙ୍କୁ ଶକ୍ତି ଦିଅନ୍ତୁ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:5
ଖ୍ରୀଷ୍ଟଙ୍କର ର୍ଧୈୟ୍ଯ ଓ ପରମେଶ୍ବରଙ୍କ ପ୍ ରମେ ପଥରେ ତୁମ୍ଭମାନଙ୍କ ହୃଦୟ ଅଗ୍ରସର ହବୋ ନିମନ୍ତେ ସେ ତୁମ୍ଭମାନଙ୍କୁ ପରିଚାଳିତ କରିବେ ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:7
କେତକେ ଲୋକ ପରମେଶ୍ବରଙ୍କର ମହିମା, ସମ୍ମାନ ଓ ପରମେଶ୍ବର ଦବୋକୁ ଥିବା ଅନନ୍ତ ଜୀବନ ପାଇଁ ବଞ୍ଚିନ୍ତି। ଯେଉଁମାନେ ସର୍ବଦା ଭଲ କାମ କରି ର୍ଧୈୟ୍ଯପୂର୍ବକ ଏହି ଗୁଡ଼ିକ ପାଇଁ ଜୀବନ ଧାରଣ କରନ୍ତି, ସହେି ଲୋକମାନଙ୍କୁ ପରମେଶ୍ବର ଅନନ୍ତ ଜୀବନ ପ୍ରଦାନ କରିବେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15:4
ଶାସ୍ତ୍ର ରେ ଯେଉଁ କଥା ମାନ ଲଖାେ ଅଛି, ସଗେୁଡିକ ଦ୍ବାରା ଆମ୍ଭର ର୍ଧୈୟ୍ଯ ଓ ଶକ୍ତି ବଢେ ଓ ଆମ୍ଭେ ଭରସା ଲାଭ କରୁ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12:1
ଆମ୍ଭର ଚାରିପଟେ, ବିଶ୍ବାସଧାରୀ ଆମ୍ଭର ବହୁ ସଂଖ୍ଯକ ଲୋକ ରହିଛନ୍ତି। ବିଶ୍ବାସ ବିଷୟ ରେ ସମାନଙ୍କେ ଜୀବନ ଆମ୍ଭକୁ କହିଥାଏ। ତେଣୁ ଆମ୍ଭେ ସମାନଙ୍କେ ଭଳି ହବୋ ଉଚିତ। ଆମ୍ଭେ ଜୀବନ ରେ ଆଗକୁ ୟିବା ପାଇଁ ଯାହା କିଛି ବାଧା ଅଛି, ସଗେୁଡ଼ିକୁ ଆମ୍ଭେ ଆଡ଼ଇେ ଦବୋ ଉଚିତ ଓ ଆମ୍ଭ ସମ୍ମୁଖ ରେ ଥିବା ଦୌଡ଼ ରେ ଦୌଡ଼ିବା ଉଚିତ। ପ୍ରଚେଷ୍ଟା ଥିବା ଦରକାର। ଆମ୍ଭକୁ ସହଜ ରେ ବାନ୍ଧି ରଖୁଥିବା ପାପକୁ ଆମ୍ଭେ ତ୍ଯାଗ କରିବା ଉଚିତ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:4
ତୁମ୍ଭମାନଙ୍କଠା ରେ ପରସ୍ପର ପ୍ରତି ଥିବା ପ୍ ରମେ ଭାବ ମଧ୍ଯ ବୃଦ୍ଧି ପାଉଛି। ଅତଏବ, ପରମେଶ୍ବରଙ୍କର ଅନ୍ୟ ମଣ୍ଡଳୀମାନଙ୍କଠା ରେ ଆମ୍ଭେ ତୁମ୍ଭମାନଙ୍କ ପାଇଁ ଗର୍ବ ଅନୁଭବ କରୁ। ଯେପ୍ରକା ରେ ତୁମ୍ଭମାନେେ ଦୃଢ଼ ରହିଛ ଏବଂ ତୁମ୍ଭର ବିଶ୍ବାସ ରହିଛି, ଆମ୍ଭେ ଏହା ବିଷୟ ରେ ପରମେଶ୍ବରଙ୍କ ଅନ୍ୟ ମଣ୍ଡଳୀଗୁଡ଼ିକରେ କହୁ। ତୁମ୍ଭମାନେେ ଦୁଃଖ କଷ୍ଟ ଓ ଅନକେ ଅସୁବିଧାର ସମ୍ମୁଖୀନ ହେଉଛ ; କିନ୍ତୁ ତୁମ୍ଭମାନେେ ନିଜର ଦୃଢ଼ତା ଓ ବିଶ୍ବାସ ଆଦୌ ନ ହରାଇ ଆଗଇେ ଚାଲିଛ।