ଓଡ଼ିଆ ଓଡ଼ିଆ ବାଇବେଲ ଯିରିମିୟ ଯିରିମିୟ 21 ଯିରିମିୟ 21:2 ଯିରିମିୟ 21:2 ଚିତ୍ର English

ଯିରିମିୟ 21:2 ଚିତ୍ର

ପଶ୍ହୂର ସଫନିଯ ଯିରିମିୟଙ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ପାଇଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କର, କାରଣ ବାବିଲର ରାଜା ନବୂଖଦନିତ୍ସର ଆମ୍ଭମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କରୁଅଛି। ସଦାପ୍ରଭୁ ଆମ୍ଭମାନଙ୍କ ସପକ୍ଷ ରେ ସମସ୍ତ ଆଶ୍ଚର୍ୟ୍ଯ କ୍ରିଯା କରିପାରନ୍ତି, ଯେପରି ସେ ଅତୀତ ରେ କରିଥିଲେ। ଆଉ ମଧ୍ଯ ସଦାପ୍ରଭୁ ତାଙ୍କୁ ଆକ୍ରମଣରୁ ବିରତ କରାଇବେ ସେ ପ୍ରସ୍ଥାନ କରିବ।
Click consecutive words to select a phrase. Click again to deselect.
ଯିରିମିୟ 21:2

ପଶ୍ହୂର ଓ ସଫନିଯ ଯିରିମିୟଙ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ପାଇଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କର, କାରଣ ବାବିଲର ରାଜା ନବୂଖଦନିତ୍ସର ଆମ୍ଭମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କରୁଅଛି। ସଦାପ୍ରଭୁ ଆମ୍ଭମାନଙ୍କ ସପକ୍ଷ ରେ ସମସ୍ତ ଆଶ୍ଚର୍ୟ୍ଯ କ୍ରିଯା କରିପାରନ୍ତି, ଯେପରି ସେ ଅତୀତ ରେ କରିଥିଲେ। ଆଉ ମଧ୍ଯ ସଦାପ୍ରଭୁ ତାଙ୍କୁ ଆକ୍ରମଣରୁ ବିରତ କରାଇବେ ଓ ସେ ପ୍ରସ୍ଥାନ କରିବ।

ଯିରିମିୟ 21:2 Picture in Oriya