ଯିରିମିୟ 22:19 in Oriya

ଓଡିଆ ଓଡିଆ ବାଇବେଲ ଯିରିମିୟ ଯିରିମିୟ 22 ଯିରିମିୟ 22:19

Jeremiah 22:19
ତାହାର କବର ଗଧର କବର ତୁଲ୍ଯ ହବେ, ସେ ଘୋଷଡ଼ା ୟାଇ ୟିରୁଶାଲମର ଦ୍ବାର ବାହା ରେ ପକାୟିବ।

Jeremiah 22:18Jeremiah 22Jeremiah 22:20

Jeremiah 22:19 in Other Translations

King James Version (KJV)
He shall be buried with the burial of an ass, drawn and cast forth beyond the gates of Jerusalem.

American Standard Version (ASV)
He shall be buried with the burial of an ass, drawn and cast forth beyond the gates of Jerusalem.

Bible in Basic English (BBE)
They will do to him what they do to the dead body of an ass; his body will be pulled out and placed on the earth outside the doors of Jerusalem.

Darby English Bible (DBY)
He shall be buried with the burial of an ass, dragged along and cast forth beyond the gates of Jerusalem.

World English Bible (WEB)
He shall be buried with the burial of a donkey, drawn and cast forth beyond the gates of Jerusalem.

Young's Literal Translation (YLT)
The burial of an ass -- he is buried, Dragged and cast out thence to the gates of Jerusalem.

He
shall
be
buried
קְבוּרַ֥תqĕbûratkeh-voo-RAHT
with
the
burial
חֲמ֖וֹרḥămôrhuh-MORE
ass,
an
of
יִקָּבֵ֑רyiqqābēryee-ka-VARE
drawn
סָח֣וֹבsāḥôbsa-HOVE
and
cast
forth
וְהַשְׁלֵ֔ךְwĕhašlēkveh-hahsh-LAKE
beyond
מֵהָ֖לְאָהmēhālĕʾâmay-HA-leh-ah
the
gates
לְשַׁעֲרֵ֥יlĕšaʿărêleh-sha-uh-RAY
of
Jerusalem.
יְרוּשָׁלִָֽם׃yĕrûšāloimyeh-roo-sha-loh-EEM

Cross Reference

ଯିରିମିୟ 36:30
ଏଣୁ ଯିହୁଦାର ରାଜା ଯିହାୟୋଦାରକୀମ୍ ବିଷଯ ରେ ସଦାପ୍ରଭୁ ଏହି କଥା କହନ୍ତି, ଦାଉଦର ସିଂହାସନ ରେ ବସିବା ପାଇଁ ତାହାର କହେି ବଂଶଧର ରହିବେ ନାହିଁ। ଆଉ ତାହାର ମୃତ ଶରୀରକୁ ଦିନ ବେଳେ ଖରା ରେ ଓ ରାତ୍ରି ବଳୋ କାକର ରେ ପକାୟିବ।

ପ୍ରଥମ ରାଜାବଳୀ 21:23
ଆଉ ସଦାପ୍ରଭୁ କହିଲେ, 'ତୁମ୍ଭର ପତ୍ନୀ ଈଷବଲରେ ମୃତ ଶରୀରକୁ ନଗରର କାନ୍ଥ ନିକଟରେ ଗୋଟିଏ ଭୂମି ୟିଷ୍ରିଯଲେ ନଗରର କୁକୁରମାନେ ଖାଇବେ।

ପ୍ରଥମ ରାଜାବଳୀ 14:10
ହେ ୟାରବିଯାମ, ମୁଁ ତୁମ୍ଭର ପରିବାରକୁ ଉଚ୍ଛନ୍ନ କରିବାକୁ ଯାଉଛ। ତୁମ୍ଭ ପରିବାରର ପ୍ରେତ୍ୟକକ ପୁରୁଷଙ୍କୁ ମୁଁ ହତ୍ଯା କରିବି। ଅଗ୍ନି ଯେପରି ଘାସକୁ ପୋଡି଼ ପାଉଁଶ କରିଦିଏ, ସହେିପରି ମୁଁ ତୁମ୍ଭର ପରିବାରକୁ ସମ୍ପୂର୍ଣ୍ଣ ଧ୍ବଂସ କରି ଦବେି।

ଦିତୀୟ ରାଜାବଳୀ 9:35
ଲୋକମାନେ ଇଷବଲକେୁ କବର ଦବୋକୁ ଗଲେ। ମାତ୍ର ସମାନେେ ତା'ର ମୁଣ୍ତର ଖପୁରି, ପାଦ ଓ ହାତର ପାପୁଲି ଛଡା କିଛି ପାଇଲେ ନାହିଁ।

ଦିତୀୟ ବଂଶାବଳୀ 36:6
ବାବିଲର ରାଜା ନବୂଖଦ୍ନିତ୍ସର ଯିହୁଦାକୁ ଆକ୍ରମଣ କଲେ। ସେ ଯିହାୟୋଦାରକୀମ୍ଙ୍କୁ ବନ୍ଦୀ କରି ନେଲେ ଓ ତାଙ୍କ ଉପରେ ପିତ୍ତଳର ଜଞ୍ଜିର ପକାଇଲେ। ଏହାପରେ ନବୂଖଦ୍ନିତ୍ସର ରାଜା ଯିହାୟୋଦାରକୀମଙ୍କୁ ବାବିଲକୁ ନଇଗେଲେ।

ଯିରିମିୟ 15:3
ସଦାପ୍ରଭୁ କହନ୍ତି, ଆମ୍ଭେ ଚାରି ପ୍ରକାର ରେ ତୁମ୍ଭମାନଙ୍କୁ ଦଣ୍ଡିତ କରିବା।' 'ଆମ୍ଭେ ବଧ କରିବା ନିମନ୍ତେ ଯୋଦ୍ଧା, ବିଦୀର୍ଣ୍ଣ କରିବା ନିମନ୍ତେ କୁକୁରଗଣ, ପୁଣି ଗ୍ରାସ ଓ ବିନାଶ କରିବା ନିମନ୍ତେ ଖଚେର ପକ୍ଷୀଗଣ ଓ ଭୂତର ପଶୁଗଣ ତୁମ୍ଭମାନଙ୍କ ଉପ ରେ ନିୟୁକ୍ତ କରିବା।

ଯିରିମିୟ 36:6
ତେଣୁ ତୁମ୍ଭେ ୟାଅ ଓ ମାେ ମୁଖରୁ ଯାହାସବୁ ଶୁଣିଛ ଏହି ପୁସ୍ତକରେ ଲେଖ, ସଦାପ୍ରଭୁଙ୍କର ସହେିସବୁ ବାକ୍ଯ ଉପବାସ ଦିନ ସଦାପ୍ରଭୁଙ୍କ ମନ୍ଦିର ରେ ଉପସ୍ଥିତ ସମସ୍ତ ଲୋକଙ୍କ କର୍ଣ୍ଣଗୋଚର ରେ ପାଠ କର। ଆଉ ମଧ୍ଯ ଯିହୁଦାର ନଗରଗୁଡ଼ିକରୁ ଆଗତ ସମସ୍ତ ଲୋକଙ୍କ ଶୁଣିବା ଭଳି ତାହା ପାଠ କର।