Jeremiah 26:13
ତେଣୁ ତୁମ୍ଭମାନେେ ନିଜ ନିଜ ଆଚରଣ ଓ କ୍ରିଯା ବଦଳାଅ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ଆଜ୍ଞା ପାଳନ କର। ତାହା ହେଲେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧ ରେ ଯେଉଁ ଅମଙ୍ଗଳର କଥା କହିଛନ୍ତି, ତାହା କରିବାରୁ ସେ ନିବୃତ୍ତ ହବେେ।
Jeremiah 26:13 in Other Translations
King James Version (KJV)
Therefore now amend your ways and your doings, and obey the voice of the LORD your God; and the LORD will repent him of the evil that he hath pronounced against you.
American Standard Version (ASV)
Now therefore amend your ways and your doings, and obey the voice of Jehovah your God; and Jehovah will repent him of the evil that he hath pronounced against you.
Bible in Basic English (BBE)
So now, make a change for the better in your ways and your doings, and give ear to the voice of the Lord your God; then the Lord will let himself be turned from the decision he has made against you for evil.
Darby English Bible (DBY)
And now, amend your ways and your doings, and hearken to the voice of Jehovah your God; and Jehovah will repent him of the evil that he hath pronounced against you.
World English Bible (WEB)
Now therefore amend your ways and your doings, and obey the voice of Yahweh your God; and Yahweh will repent him of the evil that he has pronounced against you.
Young's Literal Translation (YLT)
And now, amend your ways, and your doings, and hearken to the voice of Jehovah your God, and Jehovah doth repent concerning the evil that He hath spoken against you.
| Therefore now | וְעַתָּ֗ה | wĕʿattâ | veh-ah-TA |
| amend | הֵיטִ֤יבוּ | hêṭîbû | hay-TEE-voo |
| your ways | דַרְכֵיכֶם֙ | darkêkem | dahr-hay-HEM |
| and your doings, | וּמַ֣עַלְלֵיכֶ֔ם | ûmaʿallêkem | oo-MA-al-lay-HEM |
| obey and | וְשִׁמְע֕וּ | wĕšimʿû | veh-sheem-OO |
| the voice | בְּק֖וֹל | bĕqôl | beh-KOLE |
| of the Lord | יְהוָ֣ה | yĕhwâ | yeh-VA |
| God; your | אֱלֹהֵיכֶ֑ם | ʾĕlōhêkem | ay-loh-hay-HEM |
| and the Lord | וְיִנָּחֵ֣ם | wĕyinnāḥēm | veh-yee-na-HAME |
| will repent | יְהוָ֔ה | yĕhwâ | yeh-VA |
| him of | אֶל | ʾel | el |
| evil the | הָ֣רָעָ֔ה | hārāʿâ | HA-ra-AH |
| that | אֲשֶׁ֥ר | ʾăšer | uh-SHER |
| he hath pronounced | דִּבֶּ֖ר | dibber | dee-BER |
| against | עֲלֵיכֶֽם׃ | ʿălêkem | uh-lay-HEM |
Cross Reference
ଯୂନସ 4:2
ୟୂନସ ସଦାପ୍ରଭୁଙ୍କ ନିକଟରେ ଅଭିଯୋଗ କରି କହିଲା, ମୁଁ ଜାଣିଥିଲି ଏହାହିଁ ଘଟିବ। ମୁଁ ମାେ ନିଜ ଦେଶ ରେ ଥିଲା ବେଳେ ତୁମ୍ଭେ ମାେତେ ସଠାେକୁ ଡାକିଥିଲା। ସେତବେେଳେ ମୁଁ ଜାଣିଥିଲି ଯେ ତୁମ୍ଭେ ସହେି କୁନଗରୀର ଲୋକମାନଙ୍କୁ କ୍ଷମା ଦବେ। ତେଣୁ ମୁଁ ତର୍ଶୀଶକୁ ଗ୍ଭଲି ୟିବାକୁ ସ୍ଥିର କଲି। ମିଁ ଜାଣିଥିଲି ତୁମ୍ଭେ ଜଣେ ଦୟାଳୁ ପ୍ରଭୁ। ମୁଁ ଜାଣିଥିଲି ତୁମେ ଦୟା ଦଖାଇେ ଲୋକମାନଙ୍କୁ ଦଣ୍ତ ଦବେ ନାହିଁ। ମୁଁ ଜାଣିଥିଲି ତୁମ୍ଭେ ଦୟା ରେ ପରିପୂର୍ଣ୍ଣ। ଯଦି ଏହି ଲୋକମାନେ ପାପ କରିବା ବନ୍ଦ କରନ୍ତି ତବେେ ତୁମ୍ଭେ ଧ୍ବଂସ କରିବ ନାହିଁ ବୋଲି ମୁଁ ଜାଣିଥିଲି।
ଯୂନସ 3:9
ତାହା ହେଲେ ପରମେଶ୍ବର ହୁଏତ ତାଙ୍କର ମନ ପରିବର୍ତ୍ତନ କରିବେ ଓ ଯୋଜନା କରିଥିବା କାର୍ୟ୍ଯ କରିବେ ନାହିଁ। ସେ ହୁଏତ ବଦଳି ଯିବେ ଓ କୋରଧ ହବେ ନାହିଁ। ତା'ପ ରେ ସେ ହୁଏତ ଦଣ୍ତ ଦବେେ ନାହିଁ।
ଯୋୟେଲ 2:14
କିଏ ଜାଣେ ସଦାପ୍ରଭୁ ତାଙ୍କର ହୃଦଯ ପରିବର୍ତ୍ତନ କରିବେ, ଏବଂ ତୁମ୍ଭମାନଙ୍କ ପାଇଁ ଆଶୀର୍ବାଦ ରଖିଯିବେ। ତା'ପ ରେ ତୁମ୍ଭମାନେେ ତୁମ୍ଭ ପ୍ରିଯ ସଦାପ୍ରଭୁ ପରମେଶ୍ବରଙ୍କୁ ଭକ୍ଷ୍ଯ ନବୈେଦ୍ଯ ଓ ପଯେ ନବୈେଦ୍ଯ ଦଇେ ପାରିବ।
ଯିରିମିୟ 35:15
ଆଉ ମଧ୍ଯ ଆମ୍ଭେ ଆମ୍ଭର ସମସ୍ତ ଦାସ ଓ ଭବିଷ୍ଯଦବକ୍ତାଗଣଙ୍କୁ ତୁମ୍ଭ ନିକଟକୁ ପଠାଇଅଛୁ। ଆଉ ସମାନେେ ତୁମ୍ଭମାନଙ୍କୁ ବାରମ୍ବାର କହି ଅଛନ୍ତି, 'ତୁମ୍ଭମାନେେ ନିଜ ନିଜ କୁପଥରୁ ନିବୃତ୍ତ ହୁଅ, ନିଜ ନିଜ ଆଚରଣ ସଂ ଶାଧେନ କର ଓ ଅନ୍ୟ ଦବଗେଣର ସବୋ କରି ସମାନଙ୍କେୁ ଅନୁସରଣ କର ନାହିଁ। ତାହା ହେଲେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭେ ଯେଉଁ ଦେଶ ଦଇେଅଛୁ ତହିଁରେ ତୁମ୍ଭମାନେେ ବାସ କରିବ।' ମାତ୍ର ତୁମ୍ଭମାନେେ ତାହା କର୍ଣ୍ଣପାତ କରି ନାହଁ କିଅବା ଆମ୍ଭ ବାକ୍ଯ ରେ ଅବଧାନ କରି ନାହଁ।
ଯିରିମିୟ 26:3
ସମାନେେ ହୁଏତ ଆମ୍ଭର କଥାପ୍ରତି ଧ୍ଯାନ ଦବେେ ଓ ଆମ୍ଭର ଆଜ୍ଞା ପାଳନ କରିବେ। ହାଇପୋ ରେ ସମାନେେ କୁପଥରୁ ଫରେିବେ। ତାହା ହେଲେ ଆମ୍ଭେ ସମାନଙ୍କେର ଦୁଷ୍ଟତା ଯୋଗୁଁ ସମାନଙ୍କେ ପ୍ରତି ଯେଉଁ ଦଣ୍ଡ ଦବୋକୁ ମନସ୍ଥ କରିଅଛୁ, ସେଥିରୁ ନିବୃତ୍ତ ହବୋ।
ଯିରିମିୟ 18:8
ମାତ୍ର ଯଦି ସହେି ଗୋଷ୍ଠୀ ଆପଣା ଆପଣା ଦୁଷ୍କର୍ମରୁ ଫରନ୍େତି ତବେେ ଆମ୍ଭେ ସମାନଙ୍କେ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନ ରେ ସ୍ଥିର କରିଥିଲୁ, ସେଥିରୁ ଆମ୍ଭେ କ୍ଷାନ୍ତ ହବୋ।
ଏବ୍ରୀମାନଙ୍କ ନିକଟକୁ ପତ୍ର 5:9
ପୁଣି ଯୀଶୁ ନିର୍ଦ୍ ଦୋଷ ଥିଲେ। ଅତଏବ ଯେଉଁମାନେ ତାହାଙ୍କର ଆଜ୍ଞା ମାନନ୍ତି ସମାନେେ ଅନନ୍ତ ଜୀବନ ପାଇପାରିବେ।
ହୋଶେୟ 14:1
ଇଶ୍ରାୟେଲ, ତୁମ୍ଭର ପତନ ହେଲା ଏବଂ ତୁମ୍ଭେ ପରମେଶ୍ବରଙ୍କ ବିରୁଦ୍ଧ ରେ ପାପ କଲ। ତେଣୁ ତୁମ୍ଭର ପ୍ରିଯ ସଦାପ୍ରଭୁ ପରମେଶ୍ବରଙ୍କ ନିକଟକୁ ଫରେିଆସ।
ଯିହିଜିକଲ 33:11
ତବେେ ତୁମ୍ଭେ ସମାନଙ୍କେୁ କୁହ, 'ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣ ରେ ଆମ୍ଭର ସନ୍ତାଷେ ନାହିଁା କିନ୍ତୁ ଦୁଷ୍ଟ ଯେପରି ନିଜ ପାପ ପଥରୁ ନିବୃତ୍ତ ହାଇେ ବଞ୍ଚେ, ସେଥି ରେ ଆମ୍ଭେ ସନ୍ତାଷେ ଲାଭ କରୁ। ତେଣୁ ତୁମ୍ଭମାନେେ ନିଜ ନିଜ କୁପଥରୁ ଫରେ ଓ ମାରେ ନିକଟବର୍ତ୍ତୀ ହୁଅ। ହେ ଇଶ୍ରାୟେଲ ବଂଶ ତୁମ୍ଭେ କାହିଁକି ମରିବ ?'
ଯିରିମିୟ 38:20
କିନ୍ତୁ ଯିରିମିୟ କହିଲେ, ସମାନେେ ଆପଣଙ୍କୁ ସମର୍ପଣ କରିବେ ନାହିଁ। ମୁଁ ବିନଯ କରୁଛି, ମାେ ଦ୍ବାରା କଥିତ ସଦାପ୍ରଭୁଙ୍କର ବାକ୍ଯ ଆପଣ ମାନନ୍ତୁ। ତହିଁରେ ଆପଣଙ୍କର ମଙ୍ଗଳ ହବେ ଓ ଆପଣଙ୍କ ପ୍ରାଣ ରହିବ।
ଯିରିମିୟ 36:3
ମୁଁ ତାଙ୍କ ଉପରକୁ ବିପର୍ୟ୍ଯଯ ଆଣିବାର ଯୋଜନା ଶୁଣିଲା ପ ରେ ଏହା ଏପରି ହାଇପୋ ରେ, ସମାନେେ ଭୁଲ ରାସ୍ତାରୁ ଫରେି ପାରନ୍ତି ଏବଂ ତା'ପ ରେ ମୁଁ ସମାନଙ୍କେୁ କ୍ଷମା କରି ଦବେି।
ଯିରିମିୟ 26:19
ଯିହୁଦାର ରାଜା ହିଜକିଯ ଓ ଯିହୁଦାର ସମସ୍ତ ଲୋକ ମୀଖାକୁ ବଧ କରି ନ ଥିଲେ। ହିଜକିଯ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ। ତେଣୁ ସଦାପ୍ରଭୁ ସମାନଙ୍କେ ବିରୁଦ୍ଧ ରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ ସେ ନିବୃତ୍ତ ହେଲେ। ଯଦି ଆମ୍ଭମାନେେ ଯିରିମିୟଙ୍କ ପ୍ରତି କିଛି କରୁ, ତବେେ ଆମ୍ଭମାନଙ୍କ ପ୍ରାଣର ପ୍ରତିକୂଳ ରେ ଅମଙ୍ଗଳ କରୁଅଛୁ।
ଯିରିମିୟ 7:3
ଇଶ୍ରାୟେଲର ପରମେଶ୍ବର ସୈନ୍ଯାଧିପତି ସଦାପ୍ରଭୁ ଏହିକଥା କହନ୍ତି, 'ତୁମ୍ଭମାନେେ ନିଜ ନିଜ ଆଚରଣ ବଦଳାଇ ଉତ୍ତମ କାର୍ୟ୍ଯ କର। ତାହା ହେଲେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନ ରେ ବାସ କରାଇବା।
ଯିଶାଇୟ 55:7
ଦୁଷ୍ଟାଚାରୀ ତା'ର ମନ୍ଦକାର୍ୟ୍ଯ ଓ ଅଧାର୍ମିକ ତା'ର ମନ୍ଦ ଚିନ୍ତା ପରିତ୍ଯାଗ କରୁ। ସେ ସଦାପ୍ରଭୁଙ୍କ ନିକଟକୁ ଫରେିଆସୁ ଏବଂ ସେ ତାକୁ ଦୟା କରିବେ। ସେ ତାକୁ କ୍ଷମା କରି ଦବେେ। ତାକୁ ପରମେଶ୍ବରଙ୍କ ପାଖକୁ ଫରେିବାକୁ ଛାଡ଼ିଦିଅ। ସେ ତାକୁ ବହୁଳ ଭାବରେ କ୍ଷମା କରିବେ।
ଯିଶାଇୟ 1:19
ଯଦି ତୁମ୍ଭମାନେେ ମାରେ ବାକ୍ଯ ପ୍ରତି ଧ୍ଯାନ ଦବେ ଓ ମାରେ ଆଜ୍ଞାବହ ହବେ ତବେେ ତୁମ୍ଭମାନେେ ଦେଶ ରେ ଉତ୍ତମ ଫଳ ଭୋଗ କରିବ।
ବିଚାରକର୍ତାମାନଙ୍କ ବିବରଣ 2:18
ସଦାପ୍ରଭୁ ଯେତବେେଳେ ସମାନଙ୍କେ ନିମନ୍ତେ ଜଣେ ବିଗ୍ଭରକର୍ତ୍ତାଙ୍କକ୍ସ୍ଟ ବାଛିଲେ, ସେ ତାଙ୍କ ସଙ୍ଗ ରେ ଥିଲେ ଓ ସେ ସମାନଙ୍କେୁ ବିଗ୍ଭରକର୍ତ୍ତାର ଜୀବନକାଳ ପର୍ୟ୍ଯନ୍ତ ସମାନଙ୍କେର ଶତୃମାନଙ୍କଠାରକ୍ସ୍ଟ ରକ୍ଷା କଲେ। ସଦାପ୍ରଭୁ ସମାନଙ୍କେ ପ୍ରତି ସଦଯ ହେଲେ, ଯେପରି ସମାନେେ ଦକ୍ସ୍ଟଃଖ ଓ ତାଡନା ରେ ଆସକ୍ତ ଥିଲେ।
ଦିତୀୟ ବିବରଣ 32:36
ସଦାପ୍ରଭୁ ତାଙ୍କର ଲୋକମାନଙ୍କର ବିଗ୍ଭର କରିବେ। କାରଣ ସମାନେେ ତାଙ୍କର ଦାସ। ସଦାପ୍ରଭୁ ସମାନଙ୍କେୁ ବିନାଶ କରିବା ବିଷଯ ରେ ନିଜ ମନ ପରିବର୍ତ୍ତନ କରିବେ। କାରଣ ସେ ଦେଖିବେ ଯେ ତାଙ୍କର ଶକ୍ତି ଗ୍ଭଲିୟାଇଛି ଏବଂ ସମାନେେ କିଛି ନକ୍ସ୍ଟହଁ, କବଳେ ଆତ୍ମରକ୍ଷାହୀନ ଓ ଭୀତସ୍ରତ।
ଯାତ୍ରା ପୁସ୍ତକ 32:14
ତେଣୁ ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଧ୍ବଂସ କରିବାରୁ ମନ ପରିବର୍ତ୍ତନ କଲେ।
ଯିରିମିୟ 42:10
ଯଦି ତୁମ୍ଭମାନେେ ଯିହୁଦା ରେ ବାସ କର, ତବେେ ଆମ୍ଭେ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରିବା ଓ ବିନଷ୍ଟ କରିବା ନାହିଁ। ଆମ୍ଭେ ତୁମ୍ଭମାନଙ୍କର ବୀଜ ବୁଣିବା ଓ ତୁମ୍ଭକୁ ଧ୍ବଂସ କରିବା ନାହିଁ। କାରଣ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଦୁର୍ଭାଗ୍ଯ ଆଣିଥିବାରୁ ଦୁଃଖିତ।