ଓଡ଼ିଆ ଓଡ଼ିଆ ବାଇବେଲ ଯିରିମିୟ ଯିରିମିୟ 3 ଯିରିମିୟ 3:19 ଯିରିମିୟ 3:19 ଚିତ୍ର English

ଯିରିମିୟ 3:19 ଚିତ୍ର

ଆମ୍ଭେ ସଦାପ୍ରଭୁ କହୁଛୁ, 'ଆମ୍ଭେ ତୁମ୍ଭମାନଙ୍କୁ ନିଜ ସନ୍ତାନ ପରି ବ୍ଯବହାର କରିବା, ନାନା ଦେଶୀଯମାନଙ୍କର ପରମ ରତ୍ନସ୍ବରୂପ ଏକ ମନୋରମ ଦେଶ ତୁମ୍ଭମାନଙ୍କୁ ଦାନ କରିବା।' ପୁଣି ଆମ୍ଭେ କହିଲୁ, ତୁମ୍ଭମାନେେ ଆମ୍ଭକୁ 'ପିତା' ବୋଲି ଡ଼ାକିବ ଆମ୍ଭକୁ ସର୍ବଦା ଅନୁସରଣ କରିବ।
Click consecutive words to select a phrase. Click again to deselect.
ଯିରିମିୟ 3:19

ଆମ୍ଭେ ସଦାପ୍ରଭୁ କହୁଛୁ, 'ଆମ୍ଭେ ତୁମ୍ଭମାନଙ୍କୁ ନିଜ ସନ୍ତାନ ପରି ବ୍ଯବହାର କରିବା, ନାନା ଦେଶୀଯମାନଙ୍କର ପରମ ରତ୍ନସ୍ବରୂପ ଏକ ମନୋରମ ଦେଶ ତୁମ୍ଭମାନଙ୍କୁ ଦାନ କରିବା।' ପୁଣି ଆମ୍ଭେ କହିଲୁ, ତୁମ୍ଭମାନେେ ଆମ୍ଭକୁ 'ପିତା' ବୋଲି ଡ଼ାକିବ ଓ ଆମ୍ଭକୁ ସର୍ବଦା ଅନୁସରଣ କରିବ।

ଯିରିମିୟ 3:19 Picture in Oriya