Jeremiah 33:15
ସହେି ସମୟରେ ଆମ୍ଭେ ଦାଉଦ ବଂଶ ରେ ଧର୍ମସ୍ବରୂପ ଏକ 'ଶାଖା' ଉତ୍ପନ୍ନ କରାଇବା। ସହେି 'ଶାଖା' ସେ ଦେଶ ରେ ନ୍ଯାଯ ଓ ଧାର୍ମିକତା ବିଚାର ପ୍ରତିଷ୍ଠା କରିବେ।
Jeremiah 33:15 in Other Translations
King James Version (KJV)
In those days, and at that time, will I cause the Branch of righteousness to grow up unto David; and he shall execute judgment and righteousness in the land.
American Standard Version (ASV)
In those days, and at that time, will I cause a Branch of righteousness to grow up unto David; and he shall execute justice and righteousness in the land.
Bible in Basic English (BBE)
In those days and at that time, I will let a Branch of righteousness come up for David; and he will be a judge in righteousness in the land.
Darby English Bible (DBY)
In those days, and at that time, will I cause a Branch of righteousness to grow up unto David; and he shall execute judgment and righteousness in the land.
World English Bible (WEB)
In those days, and at that time, will I cause a Branch of righteousness to grow up to David; and he shall execute justice and righteousness in the land.
Young's Literal Translation (YLT)
In those days, and at that time, I cause to shoot up to David a shoot of righteousness, And he hath done judgment and righteousness in the earth.
| In those | בַּיָּמִ֤ים | bayyāmîm | ba-ya-MEEM |
| days, | הָהֵם֙ | hāhēm | ha-HAME |
| and at that | וּבָעֵ֣ת | ûbāʿēt | oo-va-ATE |
| time, | הַהִ֔יא | hahîʾ | ha-HEE |
| Branch the cause I will | אַצְמִ֥יחַ | ʾaṣmîaḥ | ats-MEE-ak |
| of righteousness | לְדָוִ֖ד | lĕdāwid | leh-da-VEED |
| up grow to | צֶ֣מַח | ṣemaḥ | TSEH-mahk |
| unto David; | צְדָקָ֑ה | ṣĕdāqâ | tseh-da-KA |
| execute shall he and | וְעָשָׂ֛ה | wĕʿāśâ | veh-ah-SA |
| judgment | מִשְׁפָּ֥ט | mišpāṭ | meesh-PAHT |
| and righteousness | וּצְדָקָ֖ה | ûṣĕdāqâ | oo-tseh-da-KA |
| in the land. | בָּאָֽרֶץ׃ | bāʾāreṣ | ba-AH-rets |
Cross Reference
ଯିଶାଇୟ 11:1
ଅନନ୍ତର ୟିଶଯର ଗଣ୍ଠିରୁ ଏକ କ୍ଷୁଦ୍ର ଶାଖା ବହନ କରିବ, ତା'ର ମୂଳରୁ ଶାଖା ବଢ଼ିବ,
ଯିଶାଇୟ 4:2
ସହେି ସମୟରେ, ସଦାପ୍ରଭୁଙ୍କ ଶାଖା (ଯିହୁଦା) ଅତି ମନୋରମ ଆକର୍ଷଣୀଯ ଓ ମହାନ୍ ହବେ। ଇଶ୍ରାୟେଲର ପରିବେଷ୍ଟନୀଯର ଉପୟୋଗୀ ସମାନଙ୍କେ ଦେଶର ଉତ୍ତମ ଫଳ ଯୋଗୁଁ ଗୌରବାନ୍ବିତ ହବେେ।
ଯିରିମିୟ 23:5
ସଦାପ୍ରଭୁ କହନ୍ତି, ଏପରି ଏକ ସମୟ ଆସୁଛି, ଯେଉଁ ସମୟରେ ଦାଉଦ ବଂଶ ରେ ଆମ୍ଭେ ଏକ ଧାର୍ମିକ ଶାଖା 'ଉତ୍ପନ୍ନ' କରିବା। ତହିଁରେ ସେ ରାଜା ହାଇେ ରାଜତ୍ବ କରିବେ। ସେ ନିଜର ଉତ୍ତମ ଜ୍ଞାନ ବଳ ରେ ଦେଶ ରେ ସୁବିଚାର ଓ ନ୍ଯାଯ ପ୍ରତିଷ୍ଠା କରିବେ।
ଯିଖରିୟ 6:12
ତା'ପ ରେ ତାଙ୍କୁ କୁହ, ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, 'ଜଣେ ବ୍ଯକ୍ତି ଅଛନ୍ତି, ତାଙ୍କ ନାମ ଶାଖା, ସେ ତାଙ୍କ ସ୍ଥାନରୁ ଅଙ୍କୁରିତ ହବେେ ଏବଂ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ।
ଯିଖରିୟ 3:8
ହେ! ମହାୟାଜକ ଯିହାଶୂେୟ ଓ ତୁମ୍ଭ ସମ୍ମୁଖ ରେ ବସିଥିବା ସହ ଯାଜକ ଆମ୍ଭ କଥା ଶୁଣ। ଯେତବେେଳେ ଆମ୍ଭେ ଆପଣା ସ୍ବତନ୍ତ୍ର ଅନୁଚର ଆଣିବା ସେତବେେଳେ ଏହି ଲୋକମାନେ ୟିଏ କି କ'ଣ ଘଟିବ ବୋଲି ଦଖାଇବେେ ଉଦାହରଣ ହବେେ। ଯେଉଁ ଅନୁଚରକୁ ଆମ୍ଭେ ଆଣିବା ତାଙ୍କୁ ଶାଖା କୁହାୟିବ।
ଗୀତସଂହିତା 72:1
ହେ ପରମେଶ୍ବର, ରାଜାଙ୍କୁ ସାହାୟ୍ଯ କର, ୟାହାଫଳରେ ସେ ତୁମ୍ଭ ପରି ବିବକବୋନ ନ୍ଯାଯ ପ୍ରଦାନ କରିବେ। ତୁମ୍ଭର ନ୍ଯାଯ ପରାଯଣ ରାଜପୁତ୍ରମାନଙ୍କୁ ଦିଅ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:11
ତା'ପରେ ମୁଁ ସ୍ବର୍ଗ ଖାଲିୟିବୋର ଦେଖିଲି। ସଠାେରେ ଗୋଟିଏ ଶ୍ବତେ ଅଶ୍ବ, ଠିଆ ହାଇେଥିଲା। ଅଶ୍ବାରୋହୀଙ୍କ ନାମ 'ବିଶ୍ବସ୍ତ' ଓ 'ସତ୍ଯବାନ'। ସେ ନ୍ଯାୟପୂର୍ଣ୍ଣ ଭାବରେ ବିଚାର କରନ୍ତି ଓ ଲଢ଼ନ୍ତି।
ଏବ୍ରୀମାନଙ୍କ ନିକଟକୁ ପତ୍ର 7:1
ମଲ୍କୀଷଦକେ ଶାଲମରେ ରାଜା ଥିଲେ, ଓ ସର୍ବୋଚ୍ଚ ପରମେଶ୍ବରଙ୍କ ଯାଜକ ଥିଲେ। ଅବ୍ରହାମ ରାଜାମାନଙ୍କୁ ପରାଜିତ କରି ଫରେିଲା ବେଳେ ମଲ୍କୀଷଦକେ ଅବ୍ରହାମଙ୍କୁ ଦଖାେକଲେ। ସେ ଅବ୍ରହାମଙ୍କୁ ଆଶୀର୍ବାଦ କଲେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 1:8
କିନ୍ତୁ ପରମେଶ୍ବର ନିଜ ପୁତ୍ର ବିଷୟ ରେ କୁହନ୍ତି :
ଯୋହନଲିଖିତ ସୁସମାଚାର 5:22
ପିତା କାହାର ବିଚାର କରନ୍ତି ନାହିଁ। କିନ୍ତୁ ସେ ପୁତ୍ରଙ୍କୁ ବିଚାର କରିବାର ସମସ୍ତ କ୍ଷମତା ଅର୍ପଣ କରିଛନ୍ତି।
ଯିହିଜିକଲ 17:22
ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହିଛନ୍ତି, ମୁଁ ନିଜେ ଏରସ ବୃକ୍ଷର ଅଗ୍ରଭାଗକୁ ନଇୟିବେି ଓ ତା'ର କୋମଳ ଅଗ୍ରଭାଗକୁ କାଟିବି ଏବଂ ଏହାକୁ ପର୍ବତର ଶୀର୍ଷ ରେ ରୋପଣ କରିବି।
ଯିଶାଇୟ 53:2
କାରଣ ସେ ତାହାଙ୍କ ଦୃଷ୍ଟି ରେ ଚାରା ତୁଲ୍ଯ ଓ ଶୁଷ୍କ ଭୂମିରେ ଉତ୍ପନ୍ନ ମୂଳତୁଲ୍ଯ ବଢ଼ିଲେ। ତାଙ୍କର ଐଶ୍ଚର୍ୟ୍ଯ କି ରୂପ, ଯାହାକୁ ଆମ୍ଭେ ଦେଖି ପାରିବା, ତାଙ୍କର ସୌନ୍ଦର୍ୟ୍ଯ ନାହିଁ, ଯାହା ଆମ୍ଭକୁ ଆକର୍ଷଣ କରିବ।
ଯିଶାଇୟ 42:21
ସଦାପ୍ରଭୁ ନିଜର ଶିକ୍ଷା ବ୍ଯବସ୍ଥାକୁ ମହତ୍ ଓ ସମ୍ଭ୍ରାନ୍ତ କରି ସନ୍ତୁଷ୍ଟ ହେଲେ।
ଯିଶାଇୟ 32:1
ଦେଖ, ଜଣେ ରାଜା ଧର୍ମାନୁସା ରେ ରାଜତ୍ବ କରିବେ ଓ ଅଧିପତିଗଣ ନ୍ଯାଯ ରେ ଶାସନ କରିବେ।
ଯିଶାଇୟ 9:7
ତାଙ୍କ ରାଜ୍ଯ ରେ କତ୍ତୃର୍ତ୍ବ ଓ ଶାନ୍ତି ବିରାଜମାନ କରିବ। ଏହା ଦାଉଦଙ୍କ ପରିବାରର ଶାସକଙ୍କର କ୍ଷମତା ବୃଦ୍ଧି କରିବ। ସହେି ରାଜା ନ୍ଯାଯ ଓ ଧାର୍ମିକତା ବଳ ରେ ଅନନ୍ତକାଳ ପର୍ୟ୍ଯନ୍ତ ରାଜ୍ଯ ଶାସନ କରିବେ।
ଗୀତସଂହିତା 45:7
ତୁମ୍ଭେ ଧାର୍ମିକକୁ ଭଲ ପାଅ ଓ ଦୁଷ୍ଟକୁ ଘୃଣା କର। ପରମେଶ୍ବର ତୁମ୍ଭର ବନ୍ଧୁମାନଙ୍କ ମଧ୍ଯରୁ ତୁମ୍ଭକୁ ରାଜ ହବୋକୁ ମନୋନୀତ କଲେ।
ଗୀତସଂହିତା 45:4
ତୁମ୍ଭେ ଆଶ୍ଚର୍ୟ୍ଯ ଦିଶୁଛ। ୟାଅ ନ୍ଯାଯ ଓ ଧର୍ମପାଇଁ ୟୁଦ୍ଧରେ ବିଜଯୀ ହୁଅ। ତୁମ୍ଭର ଶକ୍ତିଶାଳୀ ଦକ୍ଷିଣ ବାହୁ ଅଦ୍ଭୁତ କାର୍ୟ୍ଯ କରିବାକୁ ପ୍ରଶିକ୍ଷିତ।
ଦିତୀୟ ଶାମୁୟେଲ 23:2
ମାେ ଦ୍ବାରା ସଦାପ୍ରଭୁଙ୍କ ଆତ୍ମା କହିଲେ, ଓ ତାଙ୍କର ବାକ୍ଯ ମାେ ଜିହ୍ବା ରେ ଥିଲା।