ଓଡ଼ିଆ ଓଡ଼ିଆ ବାଇବେଲ ଯିରିମିୟ ଯିରିମିୟ 38 ଯିରିମିୟ 38:16 ଯିରିମିୟ 38:16 ଚିତ୍ର English

ଯିରିମିୟ 38:16 ଚିତ୍ର

ତହୁଁ ସଦିକିଯ ରାଜା ଗୋପନ ରେ ଯିରିମିୟଙ୍କ ନିକଟରେ ଶପଥ କରି କହିଲେ, ଆମ୍ଭମାନଙ୍କର ଏହି ଜୀବାତ୍ମାର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ନାମ ରେ ଶପଥ କରି କହୁଛି, ମୁଁ ତୁମ୍ଭକୁ ବଧ କରିବି ନାହିଁ କିଅବା ତୁମ୍ଭ ପ୍ରାଣନାଶକାରୀ ଏହି ଅଧିପତିମାନଙ୍କ ହସ୍ତ ରେ ସମର୍ପଣ କରିବି ନାହିଁ।
Click consecutive words to select a phrase. Click again to deselect.
ଯିରିମିୟ 38:16

ତହୁଁ ସଦିକିଯ ରାଜା ଗୋପନ ରେ ଯିରିମିୟଙ୍କ ନିକଟରେ ଶପଥ କରି କହିଲେ, ଆମ୍ଭମାନଙ୍କର ଏହି ଜୀବାତ୍ମାର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ନାମ ରେ ଶପଥ କରି କହୁଛି, ମୁଁ ତୁମ୍ଭକୁ ବଧ କରିବି ନାହିଁ କିଅବା ତୁମ୍ଭ ପ୍ରାଣନାଶକାରୀ ଏହି ଅଧିପତିମାନଙ୍କ ହସ୍ତ ରେ ସମର୍ପଣ କରିବି ନାହିଁ।

ଯିରିମିୟ 38:16 Picture in Oriya