ଓଡ଼ିଆ ଓଡ଼ିଆ ବାଇବେଲ ଯିରିମିୟ ଯିରିମିୟ 46 ଯିରିମିୟ 46:8 ଯିରିମିୟ 46:8 ଚିତ୍ର English

ଯିରିମିୟ 46:8 ଚିତ୍ର

ଏହା ହେଉଛି ମିଶର ଯେ କି ନୀଳନଦୀ ତୁଲ୍ଯ ଉଠୁଅଛି। ତା'ର ଜଳରାଶି ନଦୀ ସମୂହର ତୁଲ୍ଯ ଉତ୍କ୍ଷିପ୍ତ ହେଉଅଛି। ଆଉ ସେ କହୁଅଛି, 'ମୁଁ ଉଚ୍ଛୁଳି ଉଠିବି, ମୁଁ ପୃଥିବୀକୁ ପ୍ଲାବିତ କରିବି, ମୁଁ ନଗର ସମୂହକୁ ତନ୍ନିବାସୀ ଲୋକମାନଙ୍କୁ ନଷ୍ଟ କରିବି।'
Click consecutive words to select a phrase. Click again to deselect.
ଯିରିମିୟ 46:8

ଏହା ହେଉଛି ମିଶର ଯେ କି ନୀଳନଦୀ ତୁଲ୍ଯ ଉଠୁଅଛି। ତା'ର ଜଳରାଶି ନଦୀ ସମୂହର ତୁଲ୍ଯ ଉତ୍କ୍ଷିପ୍ତ ହେଉଅଛି। ଆଉ ସେ କହୁଅଛି, 'ମୁଁ ଉଚ୍ଛୁଳି ଉଠିବି, ମୁଁ ପୃଥିବୀକୁ ପ୍ଲାବିତ କରିବି, ମୁଁ ନଗର ସମୂହକୁ ଓ ତନ୍ନିବାସୀ ଲୋକମାନଙ୍କୁ ନଷ୍ଟ କରିବି।'

ଯିରିମିୟ 46:8 Picture in Oriya