Skip to content
CHRIST SONGS .IN
TAMIL CHRISTIAN SONGS .IN
  • Lyrics
  • Chords
  • Bible
  • /
  • A
  • B
  • C
  • D
  • E
  • F
  • G
  • H
  • I
  • J
  • K
  • L
  • M
  • N
  • O
  • P
  • Q
  • R
  • S
  • T
  • U
  • V
  • W
  • X
  • Y
  • Z

Index
  • A
  • B
  • C
  • D
  • E
  • F
  • G
  • H
  • I
  • J
  • K
  • L
  • M
  • N
  • O
  • P
  • Q
  • R
  • S
  • T
  • U
  • V
  • W
  • X
  • Y
  • Z
Jeremiah 47 KJV ASV BBE DBY WBT WEB YLT

Jeremiah 47 in Oriya WBT Compare Webster's Bible

Jeremiah 47

1 ଫାରୋ ଘସା ନଗର ଆକ୍ରମଣ କରିବା ପୂର୍ବରୁ ପଲେଷ୍ଟୀୟମାନଙ୍କ ବିଷଯ ରେ ସଦାପ୍ରୁଙ୍କର ଏହି ବାକ୍ଯ ଯିରିମିୟ ଭବିଷ୍ଯଦବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା।

2 ସଦାପ୍ରଭୁ କହନ୍ତି, ଦେଖ, ଉତ୍ତର ଦିଗରୁ ଶତ୍ରୁସୈନ୍ଯ କୂଳ ଲଙ୍ଘନ କରି ନଦୀକୂଳ ଉଚ୍ଛୁଳିଲା ପରି ଆସୁଅଛି, ତାହା ପ୍ଲାବନକାରୀ ବନ୍ଯା ସଦୃଶ ସମଗ୍ର ଦେଶ, ତନ୍ମଧ୍ଯସ୍ଥ ସମସ୍ତ ବସ୍ତ୍ର, ନଗର ଓ ତନ୍ନିବାସୀମାନଙ୍କୁ ଜଳମଗ୍ନ କରିବ। ତହିଁରେ ଲୋକମାନେ କ୍ରନ୍ଦନ କରିବେ ଓ ସାହାୟ୍ଯ ପାଇଁ ହାହାକାର କରିବେ।

3 ସମାନେେ ଧାବମାନ ଅଶ୍ବଗଣର ଖୁରା ଶବ୍ଦ, ରଥସମୂହର ଚାଳନା ଶବ୍ଦ ଓ ଚକ୍ରର ଘର୍ଘର ଶବ୍ଦ ଶୁଣିବେ। ପିତୃଗଣ ଏତେ ଦୁର୍ବଳ ହବେେ ଯେ ସମାନେେ ସମାନଙ୍କେର ପିଲାମାନଙ୍କୁ ସାହାୟ୍ଯ କରିବେ ନାହିଁ।

4 ଏହା ସମସ୍ତ ପଲେଷ୍ଟୀୟମାନଙ୍କର ଧ୍ବଂସର ସମୟ, ସୋର ଓ ସୀଦୋନର ସହକାରୀ ପ୍ରେତ୍ୟକକ ଅବଶିଷ୍ଟ ଲୋକଙ୍କୁ ଉଚ୍ଛନ୍ନ କରିବାର ସମୟ ଆସୁଅଛି। ଯେ ହତେୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କର ଓ କପ୍ତୋର ଦ୍ବୀପର ଅବଶିଷ୍ଟ ଲୋକଙ୍କର ସର୍ବସ୍ବ ହରଣ କରିବେ।

5 ଘସାର ଲୋକମାନେ ଦୁଃଖିତ ହାଇେ ସମାନଙ୍କେର ମସ୍ତକ ଟାଙ୍ଗରା କରିଛନ୍ତି। ଅସ୍କିଲୋନର ଲୋକମାନେ ଏବଂ ତଳଭୂମିର ଅବଶିଷ୍ଟାଂଶ ଲୋକ ନୀରବ ହାଇେଅଛନ୍ତି। ତୁମ୍ଭମାନେେ କେତକୋଳ ପର୍ୟ୍ଯନ୍ତ ନିଜକୁ କାଟିବ ?

6 ହେ ସଦାପ୍ରଭୁଙ୍କ ଖଡ୍ଗ, ତୁମ୍ଭେ କେତେ କାଳପ ରେ ୟୁଦ୍ଧରୁ କ୍ଷାନ୍ତ ହବେ ? ତୁମ୍ଭେ ଆପଣା କୋଷ ରେ ପ୍ରବେଶ କର, ଶାନ୍ତ ଓ ସ୍ଥିର ହୁଅ।

7 ମାତ୍ର ସଦାପ୍ରଭୁଙ୍କ ଖଡ୍ଗ କିପରି କ୍ଷାନ୍ତ ହବେ ? ସଦାପ୍ରଭୁ ତାଙ୍କୁ ଆଜ୍ଞା ଦଇେଅଛନ୍ତି। ସେ ଅସ୍କିଲୋନ୍ ବିରୁଦ୍ଧ ରେ ଓ ସମୁଦ୍ର ତୀର ବିରୁଦ୍ଧ ରେ ତାହାକୁ ନିୟୁକ୍ତ କରିଅଛନ୍ତି।

  • Tamil
  • Hindi
  • Malayalam
  • Telugu
  • Kannada
  • Gujarati
  • Punjabi
  • Bengali
  • Oriya
  • Nepali

By continuing to browse the site, you are agreeing to our use of cookies.

Close