ଓଡ଼ିଆ ଓଡ଼ିଆ ବାଇବେଲ ଯିରିମିୟ ଯିରିମିୟ 51 ଯିରିମିୟ 51:11 ଯିରିମିୟ 51:11 ଚିତ୍ର English

ଯିରିମିୟ 51:11 ଚିତ୍ର

ତୁମ୍ଭମାନେ ବାଣ ତୀକ୍ଷ୍ଣ କର, ଦୃଢ଼କରି ଢ଼ାଲ ଧର। ସଦାପ୍ରଭୁ ମାଦିଯ ରାଜଗଣର ମନ ଉତ୍ତଜେିତ କରିଅଛନ୍ତି। କାରଣ ବାବିଲକୁ ନଷ୍ଟ କରିବାକୁ ସେ ସଂକଳ୍ପ କରିଅଛନ୍ତି। ଯେ ହତେୁ ବାବିଲର ସୈନ୍ଯମାନେ ସଦାପ୍ରଭୁଙ୍କ ମନ୍ଦିର ଧ୍ବଂସ କରିଛନ୍ତି। ସେଥିପାଇଁ ସେ ପ୍ରତିଶାଧେ ସ୍ବରୂପ ତାକୁ ଦଣ୍ଡ ଦବେେ।
Click consecutive words to select a phrase. Click again to deselect.
ଯିରିମିୟ 51:11

ତୁମ୍ଭମାନେ ବାଣ ତୀକ୍ଷ୍ଣ କର, ଦୃଢ଼କରି ଢ଼ାଲ ଧର। ସଦାପ୍ରଭୁ ମାଦିଯ ରାଜଗଣର ମନ ଉତ୍ତଜେିତ କରିଅଛନ୍ତି। କାରଣ ବାବିଲକୁ ନଷ୍ଟ କରିବାକୁ ସେ ସଂକଳ୍ପ କରିଅଛନ୍ତି। ଯେ ହତେୁ ବାବିଲର ସୈନ୍ଯମାନେ ସଦାପ୍ରଭୁଙ୍କ ମନ୍ଦିର ଧ୍ବଂସ କରିଛନ୍ତି। ସେଥିପାଇଁ ସେ ପ୍ରତିଶାଧେ ସ୍ବରୂପ ତାକୁ ଦଣ୍ଡ ଦବେେ।

ଯିରିମିୟ 51:11 Picture in Oriya