ଯିରିମିୟ 7:2 in Oriya

ଓଡିଆ ଓଡିଆ ବାଇବେଲ ଯିରିମିୟ ଯିରିମିୟ 7 ଯିରିମିୟ 7:2

Jeremiah 7:2
ତୁମ୍ଭେ ସଦାପ୍ରଭୁଙ୍କ ଗୃହର ଦ୍ବାରଦେଶ ରେ ଠିଆ ହାଇେ ସଠାେ ରେ ଏହିକଥା ପ୍ରଚାର କରି କୁହ।

Jeremiah 7:1Jeremiah 7Jeremiah 7:3

Jeremiah 7:2 in Other Translations

King James Version (KJV)
Stand in the gate of the LORD's house, and proclaim there this word, and say, Hear the word of the LORD, all ye of Judah, that enter in at these gates to worship the LORD.

American Standard Version (ASV)
Stand in the gate of Jehovah's house, and proclaim there this word, and say, Hear the word of Jehovah, all ye of Judah, that enter in at these gates to worship Jehovah.

Bible in Basic English (BBE)
Take your place in the doorway of the Lord's house, and give out this word there, and say, Give ear to the word of the Lord, all you of Judah who come inside these doors to give worship to the Lord.

Darby English Bible (DBY)
Stand in the gate of Jehovah's house, and proclaim there this word, and say, Hear ye the word of Jehovah, all Judah, that enter in at these gates to worship Jehovah.

World English Bible (WEB)
Stand in the gate of Yahweh's house, and proclaim there this word, and say, Hear the word of Yahweh, all you of Judah, who enter in at these gates to worship Yahweh.

Young's Literal Translation (YLT)
Stand in the gate of the house of Jehovah, and thou hast proclaimed there this word, and hast said, Hear a word of Jehovah, all ye of Judah, who are coming in at these gates, to bow before Jehovah:

Stand
עֲמֹ֗דʿămōduh-MODE
in
the
gate
בְּשַׁ֙עַר֙bĕšaʿarbeh-SHA-AR
of
the
Lord's
בֵּ֣יתbêtbate
house,
יְהוָ֔הyĕhwâyeh-VA
proclaim
and
וְקָרָ֣אתָwĕqārāʾtāveh-ka-RA-ta
there
שָּׁ֔םšāmshahm

אֶתʾetet
this
הַדָּבָ֖רhaddābārha-da-VAHR
word,
הַזֶּ֑הhazzeha-ZEH
and
say,
וְאָמַרְתָּ֞wĕʾāmartāveh-ah-mahr-TA
Hear
שִׁמְע֣וּšimʿûsheem-OO
word
the
דְבַרdĕbardeh-VAHR
of
the
Lord,
יְהוָ֗הyĕhwâyeh-VA
all
כָּלkālkahl
ye
of
Judah,
יְהוּדָה֙yĕhûdāhyeh-hoo-DA
in
enter
that
הַבָּאִים֙habbāʾîmha-ba-EEM
at
these
בַּשְּׁעָרִ֣יםbaššĕʿārîmba-sheh-ah-REEM
gates
הָאֵ֔לֶּהhāʾēlleha-A-leh
to
worship
לְהִֽשְׁתַּחֲוֹ֖תlĕhišĕttaḥăwōtleh-hee-sheh-ta-huh-OTE
the
Lord.
לַיהוָֽה׃layhwâlai-VA

Cross Reference

ଯିରିମିୟ 26:2
ସଦାପ୍ରଭୁ କହିଲେ, ହେ ଯିରିମିୟ, ତୁମ୍ଭେ ସଦାପ୍ରଭୁଙ୍କ ମନ୍ଦିରର ପ୍ରାଙ୍ଗଣ ରେ ଠିଆ ହୁଅ। ଯିହୁଦାର ନଗର ସମୂହରୁ ଯେଉଁମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଆସୁଛନ୍ତି, ସମାନଙ୍କେୁ ଆମ୍ଭର ଆଜ୍ଞାନୁସା ରେ ସମସ୍ତ କଥା କୁହ, ଗୋଟିଏ ହେଲେ କଥା ଆମ୍ଭର ଛାଡ଼ ନାହିଁ।

ମୀଖା 1:2
ହେ ସମସ୍ତ ଲୋକେ, ଶୁଣ! ହେ ପୃଥିବୀ ଓ ତନ୍ମଧ୍ଯସ୍ଥ ସମସ୍ତେ ଶୁଣ। ମାରେ ପ୍ରଭୁ ସଦାପ୍ରଭୁ ତାଙ୍କର ପବିତ୍ର ମନ୍ଦିରରୁ ଆସିବେ। ତୁମ୍ଭମାନଙ୍କ ବିରୁଦ୍ଧ ରେ ସେ ସାକ୍ଷ୍ଯ ସ୍ବରୂପ ଆସିବେ।

ମୀଖା 3:1
ତା'ପ ରେ ମୁଁ କହିଲି, ହେ ଯାକୁବର ପ୍ରାଚୀନଗଣ ଓ ଇଶ୍ରାୟେଲ ବଂଶର ଶାସକଗଣ, ମାେ କଥା ଶୁଣ, ତୁମ୍ଭମାନେେ ନ୍ଯାଯ କ'ଣ ଜାଣିବା ଉଚିତ।

ମୀଖା 3:9
ହେ ଯାକୁବର ବୃଦ୍ଧଗଣ ଓ ଇଶ୍ରାୟେଲର ଶାସକଗଣ ମାେ କଥା ଶୁଣ! ତୁମ୍ଭମାନେେ ନ୍ଯାଯ ବିଗ୍ଭର ଚଳଣିକୁ ଘୃଣା କରୁଛ। ଯାହାସବୁ ନ୍ଯାଯ ଓ ଯଥାର୍ଥ ତୁମ୍ଭମାନେେ ସେ ସମସ୍ତକୁ ମିଥ୍ଯା କରୁଛ।

ମାଥିଉଲିଖିତ ସୁସମାଚାର 13:9
ତୁମ୍ଭର ଯଦି କାନ ଅଛି, ତବେେ ଶୁଣ।

ଯୋହନଲିଖିତ ସୁସମାଚାର 18:20
ଯୀଶୁ ଉତ୍ତର ଦେଲେ, ମୁଁ ଲୋକମାନଙ୍କୁ ସବୁବେଳେ ଖାଲିେଖାଲିେ ଭାବେ ଶିକ୍ଷା ଦଇେଛି। ମୁଁ ସର୍ବଦା ସମାଜଗୃହ ଓ ମନ୍ଦିର ରେ ଶିକ୍ଷା ଦଇେ ଆସିଛି। ସଠାେରେ ସବୁ ଯିହୂଦୀମାନେ ଏକତ୍ର ହୁଅନ୍ତି। ମୁଁ କୌଣସି ବିଷୟ ଗୁପ୍ତ ଭାବରେ କହି ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 5:20
ତୁମ୍ଭମାନେେ ମନ୍ଦିରକୁ ଯାଇ, ଠିଆ ହୁଅ ଓ ଲୋକମାନଙ୍କୁ ପ୍ରଭୁ ଯୀଶୁଙ୍କ ଦତ୍ତ ଏହି ନୂତନ ଜୀବନ ବିଷୟ ରେ କୁହ।

ରେରିତମାନଙ୍କ କାର୍ଯ୍ୟର ବିବରଣ 5:42
ପ୍ ରରେିତମାନେ ପ୍ରତିଦିନ ମନ୍ଦିର ରେ ଓ ଘ ରେ ଘ ରେ ଏହି ସୁସମାଚ଼ାର ଦେଲେ ଯେ ଯୀଶୁ ହେଉଛନ୍ତି ଖ୍ରୀଷ୍ଟ। ସମାନେେ ପ୍ରଚାର କାର୍ୟ୍ଯ ଆଦୌ ବନ୍ଦ କଲେ ନାହିଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:7
ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥା ସବୁ ସେ ଶୁଣିବା ଉଚିତ୍।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:11
ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥା ସବୁ ସେ ଶୁଣିବା ଉଚିତ୍। ଯେ ବିଜଯୀ ହୁଏ, ସେ ଦ୍ବିତୀୟ ମୃତ୍ଯୁ ଦ୍ବାରା ଆଦୌ କ୍ଷତିଗ୍ରସ୍ତ ହବେନାହିଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:17
ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:29
ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:6
ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:13
ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:22
ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।

ଆମୋଷ 7:16
ତେଣୁ ସଦାପ୍ରଭୁଙ୍କ ବାର୍ତ୍ତା ଶୁଣ। ତୁମ୍ଭେ ମାେତେ କହୁଛ, 'ଇଶ୍ରାୟେଲ ବିରୁଦ୍ଧ ରେ ଭବିଷ୍ଯତ ବାକ୍ଯ ପ୍ରଗ୍ଭର କରନାହିଁ। ଇସ୍ହାକ ପରିବାର ବିରୁଦ୍ଧ ରେ ମଧ୍ଯ ପ୍ରଗ୍ଭର କରନାହିଁ।'

ହୋଶେୟ 5:1
ପୁରୋହିତଗଣ, ଇଶ୍ରାୟେଲ ଅଧିବାସୀଗଣ ଓ ରାଜପରିବାରର ଲୋକମାନେ ମାେ କଥା ଶୁଣ। ତୁମ୍ଭମାନେେ ଦୋଷୀ ବୋଲି ବିଗ୍ଭରିତ ହାଇେଛ।

ହିତୋପଦେଶ 1:20
ଶୁଣ! ଜ୍ଞାନ ରାସ୍ତାଗୁଡ଼ିକ ଉପ ରେ ଉଚ୍ଚ ସ୍ବର ରେ ଡାକେ। ସର୍ବସାଧାରଣ ଛକଗୁଡ଼ିକରେ ତା'ର ସ୍ବର ଶୁଣାଏ।

ହିତୋପଦେଶ 8:2
ମାେ ପଥ ପାଶର୍‌ବସ୍ଥ ଉଚ୍ଚସ୍ଥାନ ରେ ଠିଆ ହୁଏ। ସେ ପ୍ରେତ୍ୟକକ ସଂୟୋଗ ରାସ୍ତା ରେ ଠିଆ ହୁଏ।

ଯିଶାଇୟ 1:10
ହେ ସଦୋମର ପ୍ରାଚୀନଗଣ, ତୁମ୍ଭମାନେେ ସଦାପ୍ରଭୁଙ୍କର ବାର୍ତ୍ତା ଶୁଣ। ହେ ହ ମାରୋର ଲୋକମାନେ ପରମେଶ୍ବରଙ୍କ ଶିକ୍ଷାସମୂହ ପ୍ରତି ଧ୍ଯାନ ଦିଅ।

ଯିରିମିୟ 2:4
ହେ ଯାକୁବର ବଂଶ, ଆଉ ହେ ଇଶ୍ରାୟେଲର ବଂଶର ଗୋଷ୍ଠୀସବୁ, ସଦାପ୍ରଭୁଙ୍କର ବାକ୍ଯ ଶୁଣ।

ଯିରିମିୟ 10:1
ହେ ଇଶ୍ରାୟେଲ ବଂଶ ସଦାପ୍ରଭୁଙ୍କ ବାକ୍ଯ ଶୁଣ।

ଯିରିମିୟ 17:19
ସଦାପ୍ରଭୁ ମାେତେ ଏହା କହିଲେ, ହେ ଯିରିମିୟ, ଲୋକମାନଙ୍କର ଫାଟକରେ ଛିଡ଼ା ହୁଅ, ଯେଉଁଠା ରେ ଯିହୁଦାର ରାଜାଗଣ ୟାତାଯତ କରନ୍ତି, ସହେି ଫାଟକରେ, ଯେଉଁ ଫାଟକରେ ଲୋକମାନଙ୍କର ପୁତ୍ରଗଣ ୟାତାଯତ କରନ୍ତି ଓ ୟିରୁଶାଲମର ସକଳ ଫାଟକରେ ୟାଇ ଠିଆ ହୁଅ ଓ ମାରେ ବାର୍ତ୍ତା ପ୍ରଚାର କର।

ଯିରିମିୟ 19:2
ଆଉ ଲୋକମାନଙ୍କ ମଧ୍ଯରୁ କେତକେ ପ୍ରାଚୀନ ଲୋକଙ୍କୁ ଓ ଯାଜକମାନଙ୍କ ମଧ୍ଯରୁ କେତକେ ପ୍ରାଚୀନ ଯାଜକଗଣଙ୍କୁ ନିଅ, ଏବଂ ସମାନଙ୍କେୁ ନଇେ ହାର୍ଶିତ ଫାଟକ ପ୍ରବେଶ ସ୍ଥାନରୁ ନିକଟରୁ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରିୟାଅ। ଆଉ ଆମ୍ଭେ ତୁମ୍ଭକୁ ଯାହା କହିବା, ତୁମ୍ଭେ ସହେି ସ୍ଥାନ ରେ ପ୍ରଚାର କର।

ଯିରିମିୟ 19:14
ତା'ପ ରେ ଯିରିମିୟ ତୋଫତର ସହେି ସ୍ଥାନରୁ ଆସିଲେ। ଯେଉଁଠାକୁ ସଦାପ୍ରଭୁ ତାଙ୍କୁ ଭବିଷ୍ଯତ ବାଣୀ ପ୍ରଚାର କରିବା ପାଇଁ ପଠାଇଥିଲେ ଏବଂ ସଦାପ୍ରଭୁଙ୍କ ମନ୍ଦିର ଅଗଣା ରେ ଛିଡ଼ା ହାଇେଥିବା ସମସ୍ତଙ୍କୁ ଏହା କହିଥିଲେ।

ଯିରିମିୟ 22:1
ସଦାପ୍ରଭୁ କହିଲେ, ହେ ଯିରିମିୟ, ତୁମ୍ଭେ ଯିହୁଦା ରାଜପ୍ରାସାଦକୁ ୟାଇ ଯିହୁଦାର ରାଜାଙ୍କୁ ଏହି ବାକ୍ଯ କୁହ।

ଯିରିମିୟ 34:4
ମାତ୍ର ହେ ଯିହୁଦାର ସିଦିକିଯ, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ଯ ଶୁଣ। ସଦାପ୍ରଭୁ ତୁମ୍ଭ ବିଷଯ ରେ ଏହି କଥା କହନ୍ତି। ତୁମ୍ଭେ ଖଡ୍ଗ ରେ ନିହତ ହବେ ନାହିଁ।

ଯିରିମିୟ 36:6
ତେଣୁ ତୁମ୍ଭେ ୟାଅ ଓ ମାେ ମୁଖରୁ ଯାହାସବୁ ଶୁଣିଛ ଏହି ପୁସ୍ତକରେ ଲେଖ, ସଦାପ୍ରଭୁଙ୍କର ସହେିସବୁ ବାକ୍ଯ ଉପବାସ ଦିନ ସଦାପ୍ରଭୁଙ୍କ ମନ୍ଦିର ରେ ଉପସ୍ଥିତ ସମସ୍ତ ଲୋକଙ୍କ କର୍ଣ୍ଣଗୋଚର ରେ ପାଠ କର। ଆଉ ମଧ୍ଯ ଯିହୁଦାର ନଗରଗୁଡ଼ିକରୁ ଆଗତ ସମସ୍ତ ଲୋକଙ୍କ ଶୁଣିବା ଭଳି ତାହା ପାଠ କର।

ଯିରିମିୟ 36:10
ସେତବେେଳେ ବାରୂକ ସହେି ନଳାକାର ପୁସ୍ତକ ଲିଖିତ ଯିରିମିୟଙ୍କ ସମସ୍ତ ବାକ୍ଯ ପାଠ କଲେ। ସେ ସଦାପ୍ରଭୁଙ୍କ ମନ୍ଦିରର ଉପର ପ୍ରାଙ୍ଗଣ ରେ, ସଦାପ୍ରଭୁଙ୍କ ମନ୍ଦିରର ନୂତନ ଫାଟକ ନିକଟରେ ଓ ଶାଫନ ଲେଖକର ପୁତ୍ର ଶମରିଯର କଠାେରୀ ରେ ସମସ୍ତ ଲୋକଙ୍କ କର୍ଣ୍ଣ ଗୋଚର ରେ ତାହା ପାଠ କଲେ।

ଯିରିମିୟ 44:24
ତା'ପ ରେ ଯିରିମିୟ ସମସ୍ତ ପୁରୁଷ ଓ ସ୍ତ୍ରୀ ଲୋକମାନଙ୍କୁ କହିଲେ, ହେ ମିଶର ଦେଶ ରେ ଥିବା ଯିହୁଦାର ଲୋକମାନେ, ତୁମ୍ଭମାନେେ ସଦାପ୍ରଭୁଙ୍କର ବାକ୍ଯ ଶୁଣ।

ଯିହିଜିକଲ 2:4
ସହେି ଲୋକମାନେ ସ୍ବେଚ୍ଛାଚାରୀ ଓ କଠିନ ଚିତ୍ତ। ତଥାପି ମୁଁ ତୁମ୍ଭକୁ ସମାନଙ୍କେ ନିକଟକୁ ପଠାଉଛି। ସମାନଙ୍କେୁ କୁହ, 'ସଦାପ୍ରଭୁ ଆମ୍ଭର ପ୍ରଭୁ ଏହି କଥା କହିଛନ୍ତି।'

ପ୍ରଥମ ରାଜାବଳୀ 22:19
ପୁଣି ମୀଖାଯ କହିଲେ, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ଯ ଶୁଣ, ମୁଁ ଦେଖିଲି ସଦାପ୍ରଭୁ ତାଙ୍କ ସିଂହାସନ ରେ ଉପବିଷ୍ଟ ଓ ତାଙ୍କର ଦକ୍ଷିଣ ଓ ବାମ ହସ୍ତ ରେ ତାହାଙ୍କ ନିକଟରେ ସ୍ବର୍ଗୀଯ ଦୂତମାନେ ଉଭା ହାଇେଛନ୍ତି।