Jeremiah 9:14
ସମାନେେ ନିଜ ଇଚ୍ଛାନୁସା ରେ ଅବାଧ୍ଯ ହାଇେଛନ୍ତି ଓ ପୂର୍ବପୁରୁଷମାନଙ୍କ ଶିକ୍ଷାନୁସା ରେ ବାଲ୍ଦବେ ତାଙ୍କର ଅନୁଗାମୀ ହାଇେ ଆଚରଣ କରିଅଛନ୍ତି।
Jeremiah 9:14 in Other Translations
King James Version (KJV)
But have walked after the imagination of their own heart, and after Baalim, which their fathers taught them:
American Standard Version (ASV)
but have walked after the stubbornness of their own heart, and after the Baalim, which their fathers taught them;
Bible in Basic English (BBE)
But they have been walking in the pride of their hearts, going after the Baals, as their fathers gave them teaching.
Darby English Bible (DBY)
but have walked after the stubbornness of their own heart, and after the Baals, as their fathers taught them;
World English Bible (WEB)
but have walked after the stubbornness of their own heart, and after the Baals, which their fathers taught them;
Young's Literal Translation (YLT)
And they walk after the stubbornness of their heart, And after the Baalim, that their fathers taught them,
| But have walked | וַיֵּ֣לְכ֔וּ | wayyēlĕkû | va-YAY-leh-HOO |
| after | אַחֲרֵ֖י | ʾaḥărê | ah-huh-RAY |
| the imagination | שְׁרִר֣וּת | šĕrirût | sheh-ree-ROOT |
| heart, own their of | לִבָּ֑ם | libbām | lee-BAHM |
| and after | וְאַחֲרֵי֙ | wĕʾaḥărēy | veh-ah-huh-RAY |
| Baalim, | הַבְּעָלִ֔ים | habbĕʿālîm | ha-beh-ah-LEEM |
| which | אֲשֶׁ֥ר | ʾăšer | uh-SHER |
| their fathers | לִמְּד֖וּם | limmĕdûm | lee-meh-DOOM |
| taught | אֲבוֹתָֽם׃ | ʾăbôtām | uh-voh-TAHM |
Cross Reference
ଯିରିମିୟ 7:24
ମାତ୍ର ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ଆମ୍ଭ କଥା ଶୁଣିଲେ ନାହିଁ। ସମାନେେ ସେଥିପ୍ରତି ଧ୍ଯାନ ଦେଲେ ନାହିଁ। ସମାନେେ ଅବାଧ୍ଯ ହାଇେ ନିଜ ନିଜ ମନ୍ତ୍ରଣା ରେ ଚାଳିତ ହେଲେ। ସମାନେେ ନିଜର ଦୁଷ୍ଟ ଅନ୍ତଃକରଣ ଯୋଗୁଁ ପଶ୍ଚାତବର୍ତ୍ତୀ ହେଲେ, ଅଗ୍ରଗାମୀ ହେଲେ ନାହିଁ।
ପିତରଙ୍କ ପ୍ରଥମ ପତ୍ 1:18
ତୁମ୍ଭେ ଜାଣିଛ ଯେ ଅତୀତ ରେ ତୁମ୍ଭେ ନିରର୍ଥକ ଜୀବନଯାପନ କରୁଥିଲ। ତୁମ୍ଭ ପୂର୍ବ ବଂଶଧରମାନଙ୍କଠାରୁ ତୁମ୍ଭେ ସହେିପରି ଜୀବନ କାଟିବାକୁ ଶିଖିଥିଲ। କିନ୍ତୁ ତୁମ୍ଭେ ବର୍ତ୍ତମାନ ସପରେି ଜୀବନ କାଟିବାରୁ ରକ୍ଷା ପାଇଛ। ସୁନା ଓ ରୂପା ଭଳି କ୍ଷଣସ୍ଥାଯୀ ଜିନିଷ ବଦଳ ରେ ନୁହେଁ,
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:14
ମୁଁ ଯିହୂଦୀଧର୍ମର ଜଣେ ନେତା ହାଇେ ଉଠୁଥିଲି। ମୁଁ ମାେ ବୟସର ତୁଳନା ରେ ଅନ୍ୟ ଯିହୂଦୀମାନଙ୍କଠାରୁ ଆଗୁଆଥିଲି। ପୁରାତନ ନିୟମଗୁଡ଼ିକ ପାଳନ କରିବା ପାଇଁ ମୁଁ କଠିନ ପରିଶ୍ରମ କରୁଥିଲି। ଏହି ନିୟମଗୁଡ଼ିକ ପରଂପରାଭାବେ ଆମ୍ଭେ ଆମ୍ଭର ପୂର୍ବପୁରୁଷମାନଙ୍କଠାରୁ ପାଇଥିଲୁ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:21
ଲୋକେ ପରମେଶ୍ବରଙ୍କୁ ଜାଣିଥିଲେ। କିନ୍ତୁ ସମାନେେ ପରମେଶ୍ବରଙ୍କୁ ଗୌରବ ଦେଲେ ନାହିଁ ଓ ତାହାଙ୍କୁ ଧନ୍ଯବାଦ ଜଣାଇଲେ ନାହିଁ। ଲୋକଙ୍କ ଚ଼ିନ୍ତାଧାରା ନିରର୍ଥକ ହେଲା। ସମାନଙ୍କେର ଜ୍ଞାନ ଅନ୍ଧକାର ରେ ଭରିଗଲା।
ଯିରିମିୟ 3:17
ଆଉ ସେ ସମୟରେ ଲୋକମାନେ ୟିରୁଶାଲମକୁ 'ସଦାପ୍ରଭୁଙ୍କ ସିଂହାସନ' ବୋଲି କହିବେ। ସମଗ୍ର ଦେଶୀଯମାନେ ସଦାପ୍ରଭୁଙ୍କ ନାମ ରେ ସମ୍ମାନ ଜଣାଇବାକୁ ୟିରୁଶାଲମ ରେ ଏକତ୍ରୀତ ହବେେ। ପୁଣି ସମାନେେ ନିଜର ଅନ୍ତଃକରଣ ରେ ଦୁଷ୍ଟାଚାର ଅବାଧ୍ଯତା ଆଉ ଅନୁସରଣ କରିବେ ନାହିଁ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:17
ପ୍ରଭୁଙ୍କ ନାମ ରେ ମୁଁ ସତର୍କ କରି ଦେଉଛି ଯେ ଅବିଶ୍ବାସୀ ଲୋକଙ୍କ ଭଳି ଜୀବନଯାପନ କର ନାହିଁ। ସମାନଙ୍କେ ବିଚାରର କିଛି ମୂଲ୍ଯ ନାହିଁ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:3
ଅତୀତ ରେ ଆମ୍ଭେ ସମସ୍ତେ ସହେିଭଳି ଜୀବନଯାପନ କରୁଥିଲୁ। ଆମ୍ଭେ ଆମ୍ଭର ପାପଭରା ମନୋଭାବର କାମନା ସବୁ ପୂରଣ କରିବା ରେ ଚେଷ୍ଟିତ ଥିଲୁ। ଯାହା ଆମ୍ଭ ଦହେ ଚାହୁଁଥିଲା ଓ ମନ ଭାବୁଥିଲା, ସହେି କାର୍ୟ୍ଯ କରୁଥିଲୁ। ଆମ୍ଭେ ମନ୍ ଦଲୋକ ଥିଲୁ। ଆମ୍ଭର ପାପପୂର୍ଣ୍ଣ ଜୀବନ ଲାଗି ଆମ୍ଭମାନେେ ଅନ୍ୟମାନଙ୍କ ପରି ପରମେଶ୍ବରଙ୍କ କୋର୍ଧର ପାତ୍ର ହାଇେ ଦଣ୍ଡ ଭୋଗ କରିଥାନ୍ତୁ।
ଯିଖରିୟ 1:4
ସଦାପ୍ରଭୁ ପୁଣି କହିଲେ, ତୁମ୍ଭମାନେେ ତୁମ୍ଭ ପୂର୍ବପୁରୁଷଗଣଙ୍କ ପରି ବ୍ଯବହାର କର ନାହିଁ। ପୂର୍ବ ଭବିଷ୍ଯଦ୍ବକ୍ତାଗଣ ସମାନଙ୍କେୁ କହିଛନ୍ତି, 'ସର୍ବଶକ୍ତିମାନ ସଦାପ୍ରଭୁ ଇଚ୍ଛା କରନ୍ତି ତୁମ୍ଭମାନେେ ଡୀବନଧାରଣର କୁପଥ ବଦଳାଅ ଓ କୁକର୍ମରୁ ନିବୃତ୍ତ ହୁଅ।' କିନ୍ତୁ ତୁମ୍ଭର ସହେି ପୂର୍ବପୁରୁଷଗଣ ଆମ୍ଭେ ବାକ୍ଯ ଶୁଣିଲେ ନାହିଁ। ସଦାପ୍ରଭୁ ଏହିସବୁ କହନ୍ତି।
ଯିରିମିୟ 44:17
ଆମ୍ଭେ ନିଶ୍ଚିତ କରିବୁ ଯେ ହତେୁ ଆମ୍ଭେ ପ୍ରତିଜ୍ଞା କରିବୁ। ଅର୍ଥାତ୍ ଯିହୁଦାର ନଗର ସମୂହ ରେ ଓ ୟିରୁଶାଲମର ସମସ୍ତ ପଥରେ ଆମ୍ଭମାନେେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ରାଜଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ଆମ୍ଭମାନେେ ପଯେ ନବୈେଦ୍ଯ ଉତ୍ସର୍ଗ କରିବୁ। କାରଣ ସେ ସମୟରେ ଆମ୍ଭମାନେେ ଆମ୍ଭମାନେେ ପ୍ରଚୁର ଆହାର ପାଇଲୁ ଏବଂ ସୁଖ ରେ ଥିଲୁ। କୌଣସି ଅମଙ୍ଗଳ ଆମପ୍ରତି ଘଟି ନ ଥିଲା।
ଯିରିମିୟ 2:23
ପୁଣି ହେ ଯିହୁଦା, ତୁମ୍ଭେ କିପରି କହିପାରିବ ଯେ, 'ଆମ୍ଭେ ଅଶୁଚି ହାଇେ ନାହୁଁ ଓ ବାଲ୍ଦବଗେଣର ପଶ୍ଚାଦଗାମୀ ହାଇେ ନାହୁଁ ?' ଉପତ୍ୟକା ରେ ତୁମ୍ଭେ ଯାହାସବୁ କରିଅଛ ଚିନ୍ତାକର। ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଓଟ ସଦୃଶ।
ଯିରିମିୟ 2:8
ଯାଜକମାନେ କହିଲେ ନାହିଁ ଯେ, 'ସଦାପ୍ରଭୁ କାହାଁନ୍ତି,' ଆଉ ଯେଉଁମାନେ ବ୍ଯବସ୍ଥା ହସ୍ତ ରେ ଧରନ୍ତି, ସମାନେେ ଆମ୍ଭକୁ ଜାଣିଲେ ନାହିଁ, ଶାସନକର୍ତ୍ତାମାନେ ମଧ୍ଯ ଆମ୍ଭ ବିରୁଦ୍ଧ ରେ ଅଧର୍ମାଚରଣ କଲେ, ଆଉ ଭବିଷ୍ଯଦବକ୍ତାମାନେ ବାଲ୍ଦବେ ନାମ ରେ ଭବିଷ୍ଯଦବାକ୍ଯ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନଙ୍କର ପଶ୍ଚାଦଗମନ କଲେ।
ଆଦି ପୁସ୍ତକ 6:5
ସଦାପ୍ରଭୁ ଦେଖିଲେ ପୃଥିବୀର ଲୋକମାନେ ବହୁତ ମନ୍ଦ ଥିଲେ। ସଦାପ୍ରଭୁ ଦେଖିଲେ ଯେ, ଲୋକମାନେ ସର୍ବଦା କବଳେ ମନ୍ଦ ବିଷଯ ଚ଼ିନ୍ତା କରୁଛନ୍ତି।