ଆୟୁବ ପୁସ୍ତକ 28:1 in Oriya

ଓଡିଆ ଓଡିଆ ବାଇବେଲ ଆୟୁବ ପୁସ୍ତକ ଆୟୁବ ପୁସ୍ତକ 28 ଆୟୁବ ପୁସ୍ତକ 28:1

Job 28:1
ଏପରି ଖଣିସବୁ ଅଛି ଯେଉଁଠା ରେ ରୂପା ମିଳେ। ଏପରି ସ୍ଥାନସବୁ ଅଛି। ଯେଉଁଠା ରେ ସୁନାକୁ ତରଳାଇ ଶୁଦ୍ଧ କରାୟାଏ।

Job 28Job 28:2

Job 28:1 in Other Translations

King James Version (KJV)
Surely there is a vein for the silver, and a place for gold where they fine it.

American Standard Version (ASV)
Surely there is a mine for silver, And a place for gold which they refine.

Bible in Basic English (BBE)
Truly there is a mine for silver, and a place where gold is washed out.

Darby English Bible (DBY)
Surely there is a vein for the silver, and a place for gold which they refine;

Webster's Bible (WBT)
Surely there is a vein for the silver, and a place for gold where they fine it.

World English Bible (WEB)
"Surely there is a mine for silver, And a place for gold which they refine.

Young's Literal Translation (YLT)
Surely there is for silver a source, And a place for the gold they refine;

Surely

כִּ֤יkee
there
is
יֵ֣שׁyēšyaysh
vein
a
לַכֶּ֣סֶףlakkesepla-KEH-sef
for
the
silver,
מוֹצָ֑אmôṣāʾmoh-TSA
place
a
and
וּ֝מָק֗וֹםûmāqômOO-ma-KOME
for
gold
לַזָּהָ֥בlazzāhābla-za-HAHV
where
they
fine
יָזֹֽקּוּ׃yāzōqqûya-ZOH-koo

Cross Reference

ଆଦି ପୁସ୍ତକ 2:11
ପ୍ରଥମ ନଦୀର ନାମ ପିଶାେନ୍ ଥିଲା। ତାହା ସମସ୍ତ ହବିଲା ଦେଶ ଚ଼ତୁପାଶର୍ବ ଦଇେ ବହିଗଲା, ଯେଉଁ ସ୍ଥାନ ରେ ସୁବର୍ଣ୍ଣ ଅଛି।

ମଲାଖୀ 3:2
ମାତ୍ର ସହେି ସମୟ ପାଇଁ କୌଣସି ବ୍ଯକ୍ତି ପ୍ରସ୍ତୁତ ହାଇପୋରିବ ନାହିଁ। ସେ ଯେତବେେଳେ ଆସିବେ କହେି ରକ୍ଷା କରିବେ ନାହିଁ। ସେ ଏକ ମାର୍ଜିତ ଅଗ୍ନି ସଦୃଶ ହବେେ, ଆଉ ମଧ୍ଯ ପରିଷ୍କାରକାରୀ ରଜକର କ୍ଷାର ସ୍ବରୂପ ହବେ।

ଯିଖରିୟ 13:9
ତା'ପ ରେ ଆମ୍ଭେ ସହେି ଏକ ତୃତୀଯାଂଶ ଲୋକଙ୍କୁ ଅଗ୍ନି ରେ ପରୀକ୍ଷା କରିବା। ଆମ୍ଭେ ସମାନଙ୍କେୁ ରୂପା ଯେପରି ନିର୍ମଳ ହୁଏ ସହେିପରି ବିଶୁଦ୍ଧ କରିବା। ସୁବର୍ଣ୍ଣକୁ ପରୀକ୍ଷା କଲାପରି ଆମ୍ଭେ ସହେି ଲୋକଙ୍କୁ ପରୀକ୍ଷା କରିବା। ଆମ୍ଭ ନାମ ଧରି ଆମ୍ଭକୁ ସମାନେେ ଡାକିବେ ଏବଂ ଆମ୍ଭେ ସମାନଙ୍କେୁ ଉତ୍ତର ଦବୋ, 'ଏମାନେ ଆମ୍ଭର ଲୋକ', ଆଉ ସମାନେେ କହିବେ, 'ସଦାପ୍ରଭୁ ଆମ୍ଭର ପରମେଶ୍ବର ଅଟନ୍ତି।'

ଯିଶାଇୟ 48:10
ଦେଖ, ଆମ୍ଭେ ତୁମ୍ଭକୁ ପରିଷ୍କାର କରିବୁ। ମାତ୍ର ଲୋକମାନେ ଯେପରି ରୂପାକୁ ଅଗ୍ନି ରେ ପକାଇ ପରିଷ୍କାର କରନ୍ତି ସପରେି ନୁହେଁ। ଆମ୍ଭେ ତୁମ୍ଭକୁ ଦୁଃଖରୂପକ ଉହ୍ନଇେ ରେ ପକାଇ ପରିଷ୍କାର କରିବୁ।

ହିତୋପଦେଶ 27:21
କୌଯି ରେ ରୂପା, ଉହ୍ନଇେ ରେ ସୁନା, ପ୍ରଶଂସା ରେ ମନୁଷ୍ଯ ପରୀକ୍ଷିତ ହୁଏ।

ହିତୋପଦେଶ 17:3
ନିଆଁ ରେ ସୁନା ଓ ରୂପାର ବିଶୁଦ୍ଧତା ପରୀକ୍ଷା କରାୟାଏ। ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି।

ଗୀତସଂହିତା 12:6
ସଦାପ୍ରଭୁଙ୍କର ବାକ୍ଯସବୁ ସତ୍ଯ ଓ ନିର୍ମଳ। ୟାହାକି ଗରମ ନିଆଁରେ ତରଳା ଯାଉଥିବା ରୂପା ପରି ସଗେୁଡିକୁ ସାତଥର ତରଳା ୟାଇଥିବା ରୂପା ପରି ଶୁଦ୍ଧ।

ପ୍ରଥମ ବଂଶାବଳୀ 29:2
ପରମେଶ୍ବରଙ୍କ ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ ମାରେ ସାଧ୍ଯମତେ ଯୋଜନା ପାଇଁ ଚେଷ୍ଟା କରିଅଛି। ମୁଁ ସୁବର୍ଣ୍ଣ ରେ ନିର୍ମିତ ହବୋକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ସୁବର୍ଣ୍ଣ ଦଇେଅଛି। ମୁଁ ରେ ୗପ୍ୟ ରେ ନିର୍ମିତ ହବୋକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ରେ ୗପ୍ୟ ଦଇେଅଛି। ମୁଁ ପିତ୍ତଳ ରେ ନିର୍ମିତ ହବୋକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ପିତ୍ତଳ ଦଇେଅଛି। ମୁଁ ଲୌହର ନିର୍ମିତ ହବୋକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ଲୌହ ଦଇେଅଛି। ମୁଁ କାଠର ନିର୍ମିତ ହବୋକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ କାଠ ଦଇେଅଛି। ମୁଁ ଚିତ୍ରବିଚିତ୍ର ଟାଇଲ୍ ଓ ପ୍ରସ୍ତର ଖାଦେନ କାର୍ୟ୍ଯ ପାଇଁ ଓ ଗୋବଦକମେଣି ଓ ସମସ୍ତ ପ୍ରକାର ବିଭିନ୍ନ ରଙ୍ଗର ବହୁମୂଲ୍ଯ ପ୍ରସ୍ତର ଓ ଶୁଭ୍ର ମାର୍ବଲପ୍ରସ୍ତର ଦଇେଅଛି। ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କାର୍ୟ୍ଯ ନିମନ୍ତେ ମୁଁ ଏହି ପ୍ରକାର ଅନକେ ଅନକେ ସାମଗ୍ରୀ ଦଇେଅଛି।

ପ୍ରଥମ ରାଜାବଳୀ 10:21
ରାଜା ଶ ଲୋମନଙ୍କର ସମସ୍ତ ପାନପାତ୍ର ସୁନା ରେ ତିଆରି ହାଇେ ଥିଲା। ଲିବାନୋନ-ଅରଣ୍ଯ କୋଠର ସମସ୍ତ ପାତ୍ର ଶୁଦ୍ଧ ସୁବର୍ଣ୍ଣର ଥିଲା। ରୁପାର କୌଣସି ଜିନିଷ ରାଜାପ୍ରାସାଦ ରେ ନଥିଲା। ତାଙ୍କ ସମୟରେ ଏତେ ସୁନା ଥିଲା ଯେ ରୂପାକୁ କହେି ପଗ୍ଭରୁ ନ ଥିଲେ।

ପ୍ରଥମ ରାଜାବଳୀ 7:48
ଶଲଲାମନ ସଦାପ୍ରଭୁଙ୍କ ମନ୍ଦିର ପାଇଁ ବହତ ସାମଗ୍ରୀ ସୁବର୍ଣ୍ଣର ପାଇଲଲ। ଏଗୁଡିକ ସଦାପ୍ରଭୁଙ୍କ ମନ୍ଦିର ନିମିତ୍ତ ତିଆରିସହଲା।ସସଗୁଡିକ ଯଥା:

ଆଦି ପୁସ୍ତକ 24:22
ଓଟମାନେ ପାଣି ପିଇସାରିବା ପରେ। ସହେି ଦାସ ଜଣଙ୍କ ରିବିକାକୁ ଏକ ସୁନା ନଥ ପ୍ରଦାନ କଲେ ଯାହାର ଓଜନ ଅଧଭରି ଥିଲା। ଏବଂ ତା'ର ହାତ ପାଇଁ ଦୁଇଟି ବଳା ଯାହାର ଓଜନ ଦଶ ଭରି ଥିଲା।

ଆଦି ପୁସ୍ତକ 23:15
ମହାଶୟ, ମାରେକଥା ଶୁଣନ୍ତୁ। ଭୂମି ଖଣ୍ଡକର ମୂଲ୍ଯ ତ ଚାରିଶହ ସକେଲ ରୂପା ତୁମ୍ଭ ମାେପାଇଁ କିଛି ନୁହେଁ। ଭୂମି ଗ୍ରହଣ କରନ୍ତୁ ଏବଂ ଆପଣଙ୍କର ମୃତ ସ୍ତ୍ରୀକୁ କବର ଦିଅନ୍ତୁ।

ପିତରଙ୍କ ପ୍ରଥମ ପତ୍ 1:7
ଏହି ସମସ୍ଯାଗୁଡ଼ିକ କାହିଁକି ହୁଏ ? କବଳେ ତୁମ୍ଭର ବିଶ୍ବାସର ସତ୍ଯତା ପ୍ରମାଣିତ କରିବା ଲାଗି ଏପରି ଘଟେ। ଏହି ବିଶ୍ବାସର ପ୍ରମାଣ ସୁନାଠାରୁ ଅଧିକ ମୂଲ୍ଯବାନ। ସୁନାର ବିଶୁଦ୍ଧତା ଅଗ୍ନି ଦ୍ବାରା ପରୀକ୍ଷିତ ହୁଏ, କିନ୍ତୁ ତାହା ନଷ୍ଟଶୀଳ। ଯୀଶୁ ପୁନଃ ଆସିବା ବେଳେ, ତୁମ୍ଭ ବିଶ୍ବାସର ପବିତ୍ରତା ହତେୁ ତୁମ୍ଭେ ପ୍ରଶଂସା, ମହିମା ଓ ସମ୍ମାନ ପାଇବ।