ଆୟୁବ ପୁସ୍ତକ 3
1 ଏହାପରେ ଆୟୁବ ନିଜର ପାଟି ଖାଲିେଲା ଏବଂ ତା'ର ଜନ୍ମ ଦିନକୁ ଅଭିଶାପ ଦଲୋ।
2 ସେ କହିଲା,
3 “ମୁଁ ଗ୍ଭହୁଁଛି ଯେଉଁ ଦିନ ମୁଁ ଜନ୍ମଲାଭ କଲି, ସେଭଳି ଦିନ ସବୁଦିନ ପାଇଁ ଲୋପ ପାଇଯାଉ। ମୁଁ ଗ୍ଭହୁଁଛି ଯେଉଁ ରାତ୍ରିରେ ସେମାନେ କହିଲେ, ‘ଏହା ଏକ ବାଳକ!’ କେବେ ହୋଇ ନ ଥା’ନ୍ତା।
4 ମୁଁ ଚା ହେଁ ସହେି ଦିନଟି ଅନ୍ଧାର ରହିଥାଆନ୍ତା ଏବଂ ମୁଁ ଚା ହେଁ ପରମେଶ୍ବର ସହେି ଦିନଟିକୁ ଭୁଲି ୟାଆନ୍ତୁ। ମୁଁ ଚା ହେଁ ଯେ ସଦେିନ ଦିପ୍ତୀ ପ୍ରକାଶିତ ହାଇେ ନ ଥାଆନ୍ତା।
5 ମୁଁ ଚା ହେଁ ସହେି ଦିନଟି ମୃତ୍ଯୁ ଭଳି ଅନ୍ଧକାର ହାଇେ ରହନ୍ତା। ମୁଁ ଚା ହେଁ ବାଦଲ ତାକୁ ଲୁଚାଇ ଦିଅନ୍ତା। ମୁଁ ଚା ହେଁ ଯେଉଁଦିନ ମୁଁ ଜନ୍ମ ଲାଭ କଲି କଳାବାଦଲ ସହେିଦିନର ଆଲୋକକୁ ଭୟଭୀତ କରାଇଦେଉ।
6 ସହେି ରାତ୍ରିଟିକୁ ଘନ ଅନ୍ଧକାର ଘାଡ଼ୋଇଦେଉ, ସହେି ରାତ୍ରିଟି କ୍ଯାଲେଣ୍ଡରରୁ ଲିଭିଯାଉ। ସହେି ରାତ୍ରିଟିକୁ କୌଣସି ମାସ ରେ ସ୍ଥାନ ଦିଆ ନ ଯାଉ।
7 ସହେି ରାତ୍ରି ରେ କୌଣସି ଉତ୍ପାଦନ ନ ହେଉ। ସହେି ରାତି ରେ କୌଣସି ଶୁଭ ଖବର ଶୁଣା ନ ଯାଉ।
8 କେତକେ ୟାଦୁକର ସବୁବେଳେ ଲିବିଯାଥନକୁ ଆବାହନ କରି ଜଗାନ୍ତି। ସହେିମାନେ ସହେି ଦିନକୁ ଅଭିଶାପ ଦିଅନ୍ତୁ। ଯେଉଁଦିନ ମୁଁ ଜନ୍ମିଲି।
9 ସହେିଦିନର ପ୍ରାତଃକାଳୀନ ନକ୍ଷତ୍ର କାଳିମାମଯ ହାଇେ ଅନ୍ଧକାର ରେ ଲୁଚି ଯାଉ। ରାତ୍ରିଟି ପ୍ରଭାତର ପ୍ରତୀକ୍ଷା ରେ ରହୁ ଏବଂ ସୂର୍ୟ୍ଯର ପ୍ରଥମ କିରଣ ନ ଦେଖୁ।
10 କାହିଁକି ? କାରଣ ସହେି ରାତ୍ରିଟି ମାରେ ଜନ୍ମ ମୁହୂର୍ତ୍ତକୁ ଅଟକାଇ ପାରିଲା ନାହିଁ। ସହେି ରାତ୍ରିଟି ମାେତେ ଏଭଳି ଦୁଃଖ ଦେଖିବାରୁ ବଞ୍ଚିତ କରିପାରିଲା ନାହିଁ।
11 ମୁଁ ଜନ୍ମ ସମୟରେ କାହିଁକ ନ ମଲି ? ମୁଁ କାହିଁକି ନ ମରି ବଞ୍ଚିଛି ?
12 କାହିଁକି ମାରେ ମା' ତାର ଆଣ୍ଠୁ ରେ ମାେତେ ବସାଇ ରଖିଲା ? ମାରେ ମା କାହିଁକି ମାେତେ ତା'ର ଛାତିରୁ ସ୍ତନ୍ଯପାନ କରାଇଲା ?
13 ମୁଁ ଯଦି ଜନ୍ମ ହେଲା ବେଳେ ମରିୟାଇଥାନ୍ତି, ବର୍ତ୍ତମାନ ଶାନ୍ତି ରେ ଥାନ୍ତି। ମୁଁ ଇଚ୍ଛାକରେ ମୁଁ ଶାଇେରହିଥାନ୍ତି ଏବଂ ବିଶ୍ରାମ ପାଇଥାନ୍ତି।
14 ରାଜାମାନଙ୍କ ସହିତ ଜ୍ଞାନୀଲୋକ, ଯେଉଁମାନେ ଅତୀତ ରେ ଏହି ପୃଥିବୀ ରେ ଥିଲେ ଏବଂ ନିଜ ପାଇଁ ପ୍ରାସାଦ ନିର୍ମାଣ କରିଥିଲେ ବର୍ତ୍ତମାନ ଧ୍ବଂସାବସ୍ଥା ରେ ଅଛନ୍ତି।
15 ମାେତେ ଯଦି ସହେି ଶାସକମାନଙ୍କ ସହିତ କବର ଦିଆୟାଇଥାନ୍ତା। ସମାନଙ୍କେର ଘରଗୁଡ଼ିକ ସୁନା ରୂପା ରେ ଭରିଥିଲା।
16 ମୁଁ ଯେତବେେଳେ ଶିଶୁ ବା ପିଲାଥିଲି କାହିଁକି ନ ମରି ଭୂମିରେ କବର ନ ନଲେି ? ମୁଁ ଇଚ୍ଛା କରେ ମୁଁ ଏଭଳି ଏକ ଶିଶୁ ୟିଏ କି ପ୍ରଥମ କିରଣ ଦେଖିବାର ନ ଥିଲା।
17 ଦୁଷ୍ଟଲୋକମାନେ କବର ମଧିଅରେ କାହାକୁ ଅସୁବିଧା ରେ ପକାନ୍ତି ନାହିଁ ଏବଂ ଲୋକେ କ୍ଲାନ୍ତ ହେଲେ କବର ରେ ବିଶ୍ରାମ ନିଅନ୍ତି।
18 ଏପରିକି ବନ୍ଦୀମାନେ ମଧ୍ଯ କବର ରେ ଶାନ୍ତି ପାଆନ୍ତି କାରଣ ସଠାେରେ ଜଗୁଆଳିର ଶବ୍ଦ ଶୁଣାୟାଏ ନାହିଁ।
19 ସବୁ ପ୍ରକାରର ଲୋକେ ଯଥା ଦରକାରୀ ଲୋକ ଓ ଅଦରକାରୀ ଲୋକ, ଏପରିକି କ୍ରୀତଦାସମାନେ ମଧ୍ଯ ସମାନଙ୍କେ ମୁନିବଙ୍କଠାରୁ କବର ରେ ମୁକ୍ତି ପାଆନ୍ତି।
20 କାହିଁକି ଜଣେ ପୀଡ଼ିତ ବ୍ଯକ୍ତି ବଞ୍ଚିରହିବା ଉଚିତ ? କାହିଁକି ଜଣେ ବ୍ଯକ୍ତିକୁ ଜୀବନ ଦବୋ ଯାହାର ଆତ୍ମା ତିକ୍ତ।
21 ସହେି ବ୍ଯକ୍ତି ମରିବାକୁ ଚାହୁଁଛି ଅଥଚ ମୃତ୍ଯୁ ତା' ନିକଟକୁ ଆସୁନାହିଁ। ସହେି ଲୋକଟି ଗୁପ୍ତଧନ ସନ୍ଧାନଠାରୁ ଅଧିକ ମୃତ୍ଯୁକୁ ଖାଜେି ବୁଲୁଛି।
22 ସହେି ଲୋକମାନେ ସମାନଙ୍କେର କବର ପାଇ ଖୁସି ହବେେ, ସମାନେେ ତାଙ୍କର ସମାଧି ପାଇ ଉଲ୍ଲସିତ ହବେେ।
23 କିନ୍ତୁ ପରମେଶ୍ବର ସମାନଙ୍କେର ଭବିଷ୍ଯତକୁ ଗୋପନ ରଖନ୍ତି ଏବଂ ସହେିମାନଙ୍କୁ ରକ୍ଷା କରିବା ନିମନ୍ତେ ଏକ ପ୍ରାଚୀର ନିର୍ମାଣ କରନ୍ତି।
24 ଏପରିକି ମୁଁ ଖାଦ୍ୟ ଖାଇବା ପୂର୍ବ ରେ, ମୁଁ ଦୁଃଖ ରେ ବିଳାପ କଲି ଏବଂ ମାରେ ଲୋତକ ପାଣିପରି ବହିଗଲା।
25 କାରଣ ମୁଁ ଯେଉଁ ବିଷଯ ରେ ଭୟ କରୁଥିଲି ତାହା ହିଁ ମାେ ପ୍ରତି ଘଟିଲା ଏବଂ ଯେଉଁ ବିଷଯ ରେ ଅତି ଆଶଙ୍କା କରୁଥିଲି ତାହା ମାେ ନିକଟରେ ଉପସ୍ଥିତ ହେଲା।
26 ମୁଁ ସ୍ଥିର କରିପାରୁ ନ ଥିଲି। ମୁଁ ନିରବ ରହୁ ନ ଥିଲି, ମାରେବିଶ୍ରାମ ନ ଥିଲା, ମୁଁ କବଳେ ବିବ୍ରତ ହେଉଥିଲି।
1 After this opened Job his mouth, and cursed his day.
2 And Job spake, and said,
3 Let the day perish wherein I was born, and the night in which it was said, There is a man child conceived.
4 Let that day be darkness; let not God regard it from above, neither let the light shine upon it.
5 Let darkness and the shadow of death stain it; let a cloud dwell upon it; let the blackness of the day terrify it.
6 As for that night, let darkness seize upon it; let it not be joined unto the days of the year, let it not come into the number of the months.
7 Lo, let that night be solitary, let no joyful voice come therein.
8 Let them curse it that curse the day, who are ready to raise up their mourning.
9 Let the stars of the twilight thereof be dark; let it look for light, but have none; neither let it see the dawning of the day:
10 Because it shut not up the doors of my mother’s womb, nor hid sorrow from mine eyes.
11 Why died I not from the womb? why did I not give up the ghost when I came out of the belly?
12 Why did the knees prevent me? or why the breasts that I should suck?
13 For now should I have lain still and been quiet, I should have slept: then had I been at rest,
14 With kings and counsellers of the earth, which built desolate places for themselves;
15 Or with princes that had gold, who filled their houses with silver:
16 Or as an hidden untimely birth I had not been; as infants which never saw light.
17 There the wicked cease from troubling; and there the weary be at rest.
18 There the prisoners rest together; they hear not the voice of the oppressor.
19 The small and great are there; and the servant is free from his master.
20 Wherefore is light given to him that is in misery, and life unto the bitter in soul;
21 Which long for death, but it cometh not; and dig for it more than for hid treasures;
22 Which rejoice exceedingly, and are glad, when they can find the grave?
23 Why is light given to a man whose way is hid, and whom God hath hedged in?
24 For my sighing cometh before I eat, and my roarings are poured out like the waters.
25 For the thing which I greatly feared is come upon me, and that which I was afraid of is come unto me.
26 I was not in safety, neither had I rest, neither was I quiet; yet trouble came.
Psalm 70 in Tamil and English
0
To the chief Musician, A Psalm of David, to bring to remembrance.
1 தேவனே, என்னை விடுவியும் கர்த்தாவே, எனக்குச் சகாயஞ்செய்யத் தீவிரியும்.
Make haste, O God, to deliver me; make haste to help me, O Lord.
2 என் பிராணனை வாங்கத்தேடுகிறவர்கள் வெட்கி நாணுவார்களாக; எனக்குத் தீங்குவரும்படி விரும்புகிறவர்கள் பின்னிட்டுத் திரும்பி இலச்சையடைவார்களாக.
Let them be ashamed and confounded that seek after my soul: let them be turned backward, and put to confusion, that desire my hurt.
3 ஆ ஆ, ஆ ஆ, என்பவர்கள் தாங்கள் அடையும் வெட்கத்தினால் பின்னிட்டுப்போவார்களாக.
Let them be turned back for a reward of their shame that say, Aha, aha.
4 உம்மைத் தேடுகிற யாவரும் உம்மில் மகிழ்ந்து சந்தோஷப்படுவார்களாக; உமது இரட்சிப்பில் பிரியப்படுகிறவர்கள் தேவனுக்கு மகிமையுண்டாவதாக என்று எப்பொழுதும் சொல்வார்களாக.
Let all those that seek thee rejoice and be glad in thee: and let such as love thy salvation say continually, Let God be magnified.
5 நானோ சிறுமையும் எளிமையுமானவன்; தேவனே, என்னிடத்தில் தீவிரமாய் வாரும்: நீரே என் துணையும் என்னை விடுவிக்கிறவருமானவர், கர்த்தாவே, தாமதியாதேயும்.
But I am poor and needy: make haste unto me, O God: thou art my help and my deliverer; O Lord, make no tarrying.