ଆୟୁବ ପୁସ୍ତକ 37:18 in Oriya

ଓଡିଆ ଓଡିଆ ବାଇବେଲ ଆୟୁବ ପୁସ୍ତକ ଆୟୁବ ପୁସ୍ତକ 37 ଆୟୁବ ପୁସ୍ତକ 37:18

Job 37:18
ଆୟୁବ, ତୁମ୍ଭେ କ'ଣ ଆକାଶ ମଣ୍ଡଳ ବିସ୍ତାର କରିବା ପାଇଁ ପରମେଶ୍ବରଙ୍କୁ ସାହାୟ୍ଯ କରିପାରିବ ଏବଂ ମାର୍ଜିତ ପିତଳ ପରି ଚକ୍ଚକ୍ କରିପାରିବ।

Job 37:17Job 37Job 37:19

Job 37:18 in Other Translations

King James Version (KJV)
Hast thou with him spread out the sky, which is strong, and as a molten looking glass?

American Standard Version (ASV)
Canst thou with him spread out the sky, Which is strong as a molten mirror?

Bible in Basic English (BBE)
Will you, with him, make the skies smooth, and strong as a polished looking-glass?

Darby English Bible (DBY)
Hast thou with him spread out the sky, firm, like a molten mirror?

Webster's Bible (WBT)
Hast thou with him spread out the sky which is strong, and as a molten looking-glass?

World English Bible (WEB)
Can you, with him, spread out the sky, Which is strong as a cast metal mirror?

Young's Literal Translation (YLT)
Thou hast made an expanse with Him For the clouds -- strong as a hard mirror!

Hast
thou
with
תַּרְקִ֣יעַtarqîaʿtahr-KEE-ah
him
spread
out
עִ֭מּוֹʿimmôEE-moh
the
sky,
לִשְׁחָקִ֑יםlišḥāqîmleesh-ha-KEEM
strong,
is
which
חֲ֝זָקִ֗יםḥăzāqîmHUH-za-KEEM
and
as
a
molten
כִּרְאִ֥יkirʾîkeer-EE
looking
glass?
מוּצָֽק׃mûṣāqmoo-TSAHK

Cross Reference

ଯିଶାଇୟ 44:24
ତୁମ୍ଭର ତ୍ରାଣକର୍ତ୍ତା ସଦାପ୍ରଭୁ ତୁମ୍ଭକୁ ମାତୃ ଗର୍ଭରୁ ହିଁ ଗଢିଛନ୍ତି।ସସ ଏହା କୁହନ୍ତି, ଆମ୍ଲଭ ସଦାପ୍ରଭୁ, ସମସ୍ତ ସାଧନ କରିଅଛୁ। ଆମ୍ଲଭ ଆକାଶମଣ୍ତଳକୁ ବିସ୍ତାର କରୁ ଓ ଏକାକୀ ପୃଥିବୀକୁ ପ୍ରସାରିତ କରୁ। ଆମ୍ଭର ସହିତସକହି ନାହିଁ।

ଗୀତସଂହିତା 104:2
ତୁମ୍ଭେ ରାଜବସ୍ତ୍ର, ପରି ଦିପ୍ତୀ ପରିଧାନ କର। ତୁମ୍ଭେ ପରଦା ପରି ଆକାଶମଣ୍ଡଳ ବିସ୍ତାର କରିଅଛ।

ଯାତ୍ରା ପୁସ୍ତକ 38:8
ସ୍ତ୍ରୀ ଲୋକଟି ଦଇେଥିବା ପିତ୍ତଳ ନିର୍ମିତ ଦର୍ପଣରୁ କଂସାର ପ୍ରକ୍ଷାଳନ ପାତ୍ର ଓ ଏକ କଂସାର ରୂଖା ତିଆରି କଲେ। ସହେି ସ୍ତ୍ରୀଲୋକ ସମାଗମ ତମ୍ବୁର ଦ୍ବାର ସମୀପରେ ସବୋ କରୁଥିଲେ।

ଯିଶାଇୟ 40:22
ସଦାପ୍ରଭୁ ପ୍ରକୃତ ପରମେଶ୍ବର। ସେ ଭୂମଣ୍ଡଳ ଉପ ରେ ଉପବିଷ୍ଟ। ତାଙ୍କ ତୁଳନା ରେ ପୃଥିବୀ ନିବାସୀ ପତଙ୍ଗ ସଦୃଶ। ସେ ଚାନ୍ଦୁଆ ତୁଲ୍ଯ ଆକାଶକୁ ପ୍ରସାର କରନ୍ତି ଓ ବସତି ପାଇଁ ତମ୍ବୁ ତୁଲ୍ଯ ତାକୁ ନିସ୍ତାର କରନ୍ତି।

ଯିଶାଇୟ 40:12
କିଏ ନିଜର ହସ୍ତ ପାପୁଲି ରେ ସମୁଦ୍ର ଜଳରାଶି ମାପିଅଛି ? କିଏ ନିଜର ହସ୍ତ ଚାଖଣ୍ଡ ରେ ଅନନ୍ତ ଆକାଶକୁ କଳନା କରିଅଛି ? ପୁଣି କିଏ ଗୌଣୀ ରେ ପୃଥିବୀର ସମସ୍ତ ଧୂଳିରାଶିକୁ ଭରି ପାରିଛି ? କିଏ ପର୍ବତଗୁଡି଼କୁ ନିକିତି ରେ ଓ ଉପପର୍ବତକୁ ତରାଜୁ ରେ ତଉଲି ଅଛି ?

ହିତୋପଦେଶ 8:27
ଯେଉଁ ସମୟରେ ସେ ସ୍ବର୍ଗ ସ୍ଥାପନ କଲେ, ସମୁଦ୍ରର ସୀମା ସ୍ଥିର କଲେ। ସେ ସମୟରେ ମୁଁ ସଠାେ ରେ ଥିଲି।

ଗୀତସଂହିତା 150:1
ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ବରଙ୍କର ପବିତ୍ର ମନ୍ଦିରରେ ତାଙ୍କର ପ୍ରଶଂସା କର !ତାଙ୍କର ଶକ୍ତିରୁ ଉତ୍ପନ୍ନ ଶୂନ୍ଯମଣ୍ଡଳରେ ତାଙ୍କର ପ୍ରଶଂସା କର।

ଗୀତସଂହିତା 148:4
ହେ ଉଚ୍ଚତମ ସ୍ବର୍ଗ, ତାଙ୍କର ପ୍ରଶଂସା କର ! ହେ ଗଗନ ଉପରିସ୍ଥ ଜଳ ସମୂହ, ତାଙ୍କର ପ୍ରଶଂସା କର।

ଆୟୁବ ପୁସ୍ତକ 9:8
ପରମେଶ୍ବର ଏକାକୀ ଆକାଶକୁ ବିସ୍ତାର କରିଛନ୍ତି। ପରମେଶ୍ବର ସମୁଦ୍ରର ତରଙ୍ଗ ଉପରେ ଚାଲନ୍ତି।

ଆଦି ପୁସ୍ତକ 1:6
ଏହାପରେ ପରମେଶ୍ବର କହିଲେ, ଜଳ ମଧିଅରେ ବୃହତ ଗମ୍ବୁଜ ଜାତ ହାଇେ ଜଳକୁ ଦୁଇଭାଗ କରୁ!