ଆୟୁବ ପୁସ୍ତକ 5
1 ଆୟୁବ, ତୁମ୍ଭେ ତାଙ୍କୁ ଡାକ, ଯଦି ତୁମ୍ଭେ ଚାହୁଁଛ, କିନ୍ତୁ କହେି ତୁମ୍ଭକୁ ଉତ୍ତର ଦବୋକୁ ଏଠା ରେ ନାହିଁ। ତୁମ୍ଭେ ସ୍ବର୍ଗଦୂତମାନଙ୍କୁ ବଦଳାଇ ପାରିବ ନାହିଁ।
2 ଜଣେ ନିର୍ବୋଧ ଲୋକର ରାଗ ହିଁ ତାକୁ ହତ୍ଯା କରେ ଓ କୋରଧ ନୀରିହ ଲୋକକୁ ବଧ କରେ।
3 ମୁଁ ଜଣେ ଏପରି ନିର୍ବୋଧ ଲୋକକୁ ଦେଖିଛି ୟିଏ ଭାବୁଥିଲା ଯେ ସେ ସୁରକ୍ଷିତ, କିନ୍ତୁ ହଠାତ୍ ସେ ଅଭିଶପ୍ତ ହେଲା।
4 ତା'ର ସନ୍ତାନମାନଙ୍କୁ ସାହାୟ୍ଯ କରିବାକୁ କହେି ନ ଥିଲେ। ସମାନଙ୍କେୁ ଦରବାର ରେ କହେି ପକ୍ଷସମର୍ଥନ କଲନୋହିଁ।
5 କ୍ଷୁଧାର୍ତ୍ତ ଲୋକେ ସମାନଙ୍କେର ଶସ୍ଯସବୁ ଖାଇଦଇେଛନ୍ତି। ସହେି କ୍ଷୁଧାର୍ତ୍ତ ଲୋକେ ମଧ୍ଯ କଣ୍ଟା ମଧ୍ଯରୁ ଶସ୍ଯକଣାକୁ ନଇୟୋଇଛନ୍ତି। ଲୋଭୀ ଲୋକ ସମାନଙ୍କେର ସବୁକିଛି ଲୁଟି ନଇେଛନ୍ତି।
6 ଦୁଃସମୟ ଧୂଳିରୁ ଉତ୍ପନ୍ନ ହୁଏ ନାହିଁ, କଷ୍ଟ ଭୂମିରୁ ଉତ୍ପନ୍ନ ହୁଏ ନାହିଁ।
7 କିନ୍ତୁ ମଣିଷ ଜନ୍ମ ହାଇେଛି କଷ୍ଟ ସହିବା ଲାଗି ଯେପରି ନିଶ୍ଚଯ ଅଗ୍ନିକଣିକା ଅଗ୍ନିରୁ ଉପରକୁ ଉଡ଼ିବୁଲେ।
8 କିନ୍ତୁ ଆୟୁବ ମୁଁ ଯଦି ତୁମ୍ଭ ଜାଗା ରେ ଥାନ୍ତି ନିଶ୍ଚଯ ପରମେଶ୍ବରଙ୍କୁ ଡ଼ାକି ନିଜର ସମସ୍ତ ଦୁଃଖ ତାଙ୍କୁ ଜଣାନ୍ତି।
9 ଲୋକେ ପରମେଶ୍ବରଙ୍କ ଆଶ୍ଚର୍ୟ୍ଯକର୍ମକୁ ବୁଝିପାରନ୍ତି ନାହିଁ କି ତାଙ୍କର ଅଲୌକିକ କାର୍ୟ୍ଯର ମଧ୍ଯ ଅନ୍ତ ନାହିଁ।
10 ପରମେଶ୍ବର ପୃଥିବୀ ରେ ବର୍ଷ କରାନ୍ତି ଓ ଶସ୍ଯ କ୍ଷେତ୍ରକୁ ଜଳ ପ୍ରଦାନ କରନ୍ତି।
11 ପରମେଶ୍ବର ନମ୍ର ଲୋକକୁ ଉପରକୁ ଉଠାନ୍ତି ଏବଂ ଯେଉଁମାନେ ଅତି ଦୁଃଖି ସମାନଙ୍କେୁ ଖୁସି କରାନ୍ତି।
12 ପରମେଶ୍ବର ମନ୍ଦ ଓ ଚତୁର ଲୋକର କାମନାକୁ ବ୍ଯର୍ଥ କରନ୍ତି ଏବଂ ସମାନଙ୍କେୁ ସଫଳତା ଦିଅନ୍ତି ନାହିଁ।
13 ପରମେଶ୍ବର ଚତୁର ଲୋକମାନଙ୍କୁ ମଧ୍ଯ ତାଙ୍କ ଫାନ୍ଦ ରେ ଧରନ୍ତି, ସମାନଙ୍କେର ଚତୁର ଯୋଜନା ସଫଳ କରାନ୍ତି ନାହିଁ।
14 ସହେି ଚତୁର ଲୋକମାନେ ଦିନ ବେଳେ ଝୁଣ୍ଟି ପଡ଼ନ୍ତି, ଯେପରି କି ତାହା ଅନ୍ଧକାର, ମଧ୍ଯାହ୍ନ ରେ ମଧ୍ଯ ସମାନେେ ଏପରି ଲୋକପରି ରାସ୍ତା ଅଣ୍ଡାଳି ହୁଅନ୍ତି, ଯେପରି କି ତାହା ମଧ୍ଯରାତ୍ରୀ।
15 ପରମେଶ୍ବର ଗରିବ ଲୋକମାନଙ୍କୁ ସହେି ଚତୁର ଲୋକଙ୍କର କଟୁବାକ୍ଯର ରକ୍ଷା କରନ୍ତି। ସେ ଗରିବ ଲୋକଙ୍କୁ ପରାକ୍ରମୀ ଲୋକ କବଳରୁ ଉଦ୍ଧାର କରନ୍ତି।
16 ସେଥିପାଇଁ ଗରିବ ଲୋକଙ୍କ ପାଇଁ ଭରସା ଅଛି ଓ ଅନ୍ଯାଯକାରୀ ନିଶ୍ଚଯ ନୀରବ ରହିବ।
17 ଯେଉଁ ମନୁଷ୍ଯକୁ ପରମେଶ୍ବର ସଂ ଶାଧେନ କରନ୍ତି, ସେ ଭାଗ୍ଯବାନ। ତେଣୁ ସହେି ସର୍ବଶକ୍ତିମାନ ପରମେଶ୍ବର ଯେତବେେଳେ ତୁମ୍ଭକୁ ଦଣ୍ଡ ଦିଅନ୍ତି, ତାଙ୍କ ବିରୁଦ୍ଧ ରେ ଅଭିଯୋଗ କରନାହିଁ।
18 ପରମେଶ୍ବରଙ୍କ ଦଣ୍ଡ ରେ ଯେଉଁ କ୍ଷତ ହୁଏ ପୁଣି ସେ ନିଜେ ସମାନଙ୍କେର କ୍ଷତ ରେ ପଟି ବାନ୍ଧନ୍ତି। ପରମେଶ୍ବର ହୁଏତ ଜଣକୁ ଆଘାତ କରନ୍ତି କିନ୍ତୁ ତାଙ୍କ ହାତ ସୁସ୍ଥତା ମଧ୍ଯ ଆଣେ।
19 ସେ ତୁମ୍ଭକୁ ବିପଦରୁ ଉଦ୍ଧାର କରିପାରିବେ। ହଁ, ଦରକାର ପଡ଼ିଲେ ବିନା ଆଘାତ ରେ ସାତାଟେି ଦୁର୍ବିପାକରୁ ରକ୍ଷା କରିପାରିବେ।
20 ଦୁର୍ଭିକ୍ଷ ସମୟରେ ପରମେଶ୍ବର ତୁମ୍ଭକୁ ମୃତ୍ଯୁ ମୁଖରୁ ରକ୍ଷା କରିପାରିବେ। ୟୁଦ୍ଧ ସମୟରେ ତୁମ୍ଭକୁ ଖଡ୍ଗ ମୁଖରୁ ବଞ୍ଚାଇ ପାରିବେ।
21 ପରମେଶ୍ବର ତୁମ୍ଭକୁ ଲୋକଙ୍କ ଜିହ୍ବାର ଅନିଷ୍ଟକର ବାକ୍ଯରୁ ଉଦ୍ଧାର କରି ପାରିବେ। ପରମେଶ୍ବର ତୁମ୍ଭକୁ ରକ୍ଷା କରିବେ, ତେଣୁ ଯେତବେେଳେ ବିପଦ ଆସୁଛି, ତୁମ୍ଭେ ଭୟଭୀତ ହୁଅ ନାହିଁ।
22 ବିନାଶ ଓ ଦୁର୍ଭିକ୍ଷ ପ୍ରତି ତୁମ୍ଭେ ହସିପାର। ତୁମ୍ଭେ ବଣୁଆ ହିଂସ୍ର ଜନ୍ତୁକୁ ଭୟ କର ନାହିଁ।
23 ତୁମ୍ଭର ପରମେଶ୍ବରଙ୍କ ସହିତ ଚୁକ୍ତି ହାଇେଛି। ତେଣୁ କ୍ଷତରେ ପଥର ଏପରିକି ବଣର ହିଂସ୍ର ଜନ୍ତୁ ମଧ୍ଯ ତୁମ୍ଭ ସହିତ ଶାନ୍ତି ରେ ରହିବେ।
24 ତୁମ୍ଭେ ଶାନ୍ତି ରେ ରହିପାରିବ କାରଣ ତୁମ୍ଭର ତମ୍ବୁ ସୁରକ୍ଷିତ ଅଛି। ତୁମ୍ଭେ ତୁମ୍ଭର ସମ୍ପତ୍ତିକୁ ଗଣିପାରିବ ଏବଂ ଦେଖିବ କିଛି ହଜିୟାଇ ନାହିଁ।
25 ତୁମ୍ଭର ଅନକେ ସନ୍ତାନସନ୍ତତି ହବେେ, ଏତେ ଅଧିକ ଯେପରି କି ପୃଥିବୀ ଉପରେ ଘାସର ଝାଡ଼ ପରି।
26 ତୁମ୍ଭେ ଗହମ କ୍ଷେତ୍ର ରେ ଗହମ ସଦୃଶ ୟିଏ ଅମଳ ସମୟ ପର୍ୟ୍ଯନ୍ତ ବୃଦ୍ଧି ପାଇବ। ହଁ ତୁମ୍ଭେ ଅତ୍ଯଧିକ ବୃଦ୍ଧି ହେଲା ପର୍ୟ୍ଯନ୍ତ ବଞ୍ଚି ରହିବ।
27 ଆୟୁବ, ଦେଖ ଆମ୍ଭମାନେେ ଏସବୁ ଜିନିଷ ଅନୁସନ୍ଧାନ କରି ସମାନଙ୍କେୁ ଜାଣିଛୁ ଏବଂ ଏସବୁ ସତ୍ଯ ବୋଲି ମଧ୍ଯ ଜାଣିଛୁ। ତେଣୁ ଆମ୍ଭ କଥା ଶୁଣ ଏବଂ ସଗେୁଡ଼ିକ ଆପଣା ମଙ୍ଗଳ ନିମନ୍ତେ ଶିକ୍ଷା କର।
1 Call now, if there be any that will answer thee; and to which of the saints wilt thou turn?
2 For wrath killeth the foolish man, and envy slayeth the silly one.
3 I have seen the foolish taking root: but suddenly I cursed his habitation.
4 His children are far from safety, and they are crushed in the gate, neither is there any to deliver them.
5 Whose harvest the hungry eateth up, and taketh it even out of the thorns, and the robber swalloweth up their substance.
6 Although affliction cometh not forth of the dust, neither doth trouble spring out of the ground;
7 Yet man is born unto trouble, as the sparks fly upward.
8 I would seek unto God, and unto God would I commit my cause:
9 Which doeth great things and unsearchable; marvellous things without number:
10 Who giveth rain upon the earth, and sendeth waters upon the fields:
11 To set up on high those that be low; that those which mourn may be exalted to safety.
12 He disappointeth the devices of the crafty, so that their hands cannot perform their enterprise.
13 He taketh the wise in their own craftiness: and the counsel of the froward is carried headlong.
14 They meet with darkness in the daytime, and grope in the noonday as in the night.
15 But he saveth the poor from the sword, from their mouth, and from the hand of the mighty.
16 So the poor hath hope, and iniquity stoppeth her mouth.
17 Behold, happy is the man whom God correcteth: therefore despise not thou the chastening of the Almighty:
18 For he maketh sore, and bindeth up: he woundeth, and his hands make whole.
19 He shall deliver thee in six troubles: yea, in seven there shall no evil touch thee.
20 In famine he shall redeem thee from death: and in war from the power of the sword.
21 Thou shalt be hid from the scourge of the tongue: neither shalt thou be afraid of destruction when it cometh.
22 At destruction and famine thou shalt laugh: neither shalt thou be afraid of the beasts of the earth.
23 For thou shalt be in league with the stones of the field: and the beasts of the field shall be at peace with thee.
24 And thou shalt know that thy tabernacle shall be in peace; and thou shalt visit thy habitation, and shalt not sin.
25 Thou shalt know also that thy seed shall be great, and thine offspring as the grass of the earth.
26 Thou shalt come to thy grave in a full age, like as a shock of corn cometh in in his season.
27 Lo this, we have searched it, so it is; hear it, and know thou it for thy good.
Isaiah 1 in Tamil and English
1 ଆମାେସଙ୍କର ପୁତ୍ର ଯିଶାଇୟଙ୍କର ଦର୍ଶନ, ପରମେଶ୍ବର ଯିହୁଦା ଓ ୟିରୁଶାଲମର ଯାହାସବୁ ଘଟିଥିଲା ସେସବୁ ଯିଶାଇୟଙ୍କୁ ଦଖାଇେଲେ ଉଷିୟ, ଯୋଥମ୍, ଆହସ୍ ଓ ହିଜକିଯଙ୍କ ରାଜତ୍ବ କାଳ ରେ ଯିହୁଦା ରେ ଯାହାସବୁ ଘଟିଥିଲା ଯିଶାଇୟ ଦର୍ଶନ କଲେ।
The vision of Isaiah the son of Amoz, which he saw concerning Judah and Jerusalem in the days of Uzziah, Jotham, Ahaz, and Hezekiah, kings of Judah.
2 ହେ ସ୍ବର୍ଗ, ହେ ପୃଥିବୀ, ସଦାପ୍ରଭୁଙ୍କ ବାର୍ତ୍ତା ଶୁଣ। ସଦାପ୍ରଭୁ କହିଛନ୍ତି, ଆମ୍ଭେ ସନ୍ତାନଗଣଙ୍କୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ, ମାତ୍ର ସମାନେେ ଆମ୍ଭର ବିରୁଦ୍ଧାଚରଣ କରିଛନ୍ତି।
Hear, O heavens, and give ear, O earth: for the Lord hath spoken, I have nourished and brought up children, and they have rebelled against me.
3 ଗାଈ ତା'ର ମୁନିବକୁ ଜାଣେ, ଗଧ ନିଜର ମୁନିବର ସଂଚାଳକଙ୍କୁ ଜାଣେ, ମାତ୍ର ଇଶ୍ରାୟେଲ ଲୋକମାନେ ମାେତେ ଚିହ୍ନିପାରିଲେ ନାହିଁ। ମାରେଲୋକମାନେ ମାେତେ ବୁଝୁ ନାହାଁନ୍ତି।'
The ox knoweth his owner, and the ass his master’s crib: but Israel doth not know, my people doth not consider.
4 ଇଶ୍ରାୟେଲ ଗୋଷ୍ଠୀ ପାପ ରେ ପରିପୂର୍ଣ୍ଣ। ସମାନେେ ଅଧର୍ମ ଓ ପାପ ରେ ଭାରାକ୍ରାନ୍ତ। ସମାନେେ ଏକ ଭ୍ରଷ୍ଟାଚାରୀ ବଂଶ ଦୁଷ୍କର୍ମକାରୀ ସନ୍ତାନଗଣ। ସମାନେେ ସଦାପ୍ରଭୁଙ୍କୁ ପରିତ୍ଯାଗ କରିଛନ୍ତି। ସମାନେେ ଇଶ୍ରାୟେଲର ପବିତ୍ର ପୁରୁଷଙ୍କୁ ଅବଜ୍ଞା କରିଛନ୍ତି। ସମାନେେ ତାଙ୍କୁ ଜଣେ ଅଜଣାବ୍ଯକ୍ତି ପରି ବ୍ଯବହାର କରିଛନ୍ତି ଓ ଛାଡ଼ି ଚାଲିୟାଇଛନ୍ତି।
Ah sinful nation, a people laden with iniquity, a seed of evildoers, children that are corrupters: they have forsaken the Lord, they have provoked the Holy One of Israel unto anger, they are gone away backward.
5 ପରମେଶ୍ବର କୁହନ୍ତି, ଆମ୍ଭେ କାହିଁକି ତୁମ୍ଭମାନଙ୍କ ପ୍ରତି ଶାସ୍ତି ବିଧାନ କରି ଚାଲିବୁ। ତୁମ୍ଭମାନଙ୍କୁ ଦଣ୍ଡ ଦଲେୁ। ମାତ୍ର ତୁମ୍ଭମାନଙ୍କର କିଛି ପରିବର୍ତ୍ତନ ହେଲା ନାହିଁ। ତୁମ୍ଭମାନେେ ମାେ ବିରୁଦ୍ଧ ରେ ବିଦ୍ରୋହ କରି ଚାଲିଛ। ବର୍ତ୍ତମାନ ସମସ୍ତ ମସ୍ତକ ଓ ସମସ୍ତ ହୃଦଯ ପୀଡ଼ିତ।
Why should ye be stricken any more? ye will revolt more and more: the whole head is sick, and the whole heart faint.
6 ତୁମ୍ଭମାନଙ୍କର ଆପାଦମସ୍ତକ କ୍ଷତ ବିକ୍ଷତ ଓ ପୂଜ ଘା' ରେ ପରିପୂର୍ଣ୍ଣ। ତୁମ୍ଭମାନେେ ସେ କ୍ଷତର ଯତ୍ନ ନଲେ ନାହିଁ। ତୁମ୍ଭମାନଙ୍କର ସହେି କ୍ଷତଗୁଡ଼ିକ ପରିଷ୍କୃତ ହାଇେ ନାହିଁ କିମ୍ବା ଆବୃତ ହାଇେ ନାହିଁ।
From the sole of the foot even unto the head there is no soundness in it; but wounds, and bruises, and putrifying sores: they have not been closed, neither bound up, neither mollified with ointment.
7 ତୁମ୍ଭମାନଙ୍କର ଦେଶ ଧ୍ବଂସ ପ୍ରାପ୍ତ। ତୁମ୍ଭମାନଙ୍କର ନଗରଗୁଡ଼ିକ ଅଗ୍ନି ରେ ଭସ୍ମିଭୂତ ହାଇେଅଛି। ତୁମ୍ଭମାନଙ୍କର ଦେଶ ଶତ୍ରୁମାନଙ୍କ ଦ୍ବାରା ଅଧିକୃତ। ସୈନ୍ଯବାହିନୀ ଦ୍ବାରା ଦେଶ ଧ୍ବଂସ ହେଲା ପରି ତୁମ୍ଭର ଦେଶ ଧ୍ବଂସ ହାଇୟୋଇଛି।
Your country is desolate, your cities are burned with fire: your land, strangers devour it in your presence, and it is desolate, as overthrown by strangers.
8 ସିୟୋନର କନ୍ଯା ପରିତ୍ଯକ୍ତ ଦ୍ରାକ୍ଷା କ୍ଷେତ୍ର ରେ ଗୋଟିଏ କୁଡ଼ିଆ ସଦୃଶ ଦଖାଯାେଉଛି। ଏକ ପରିତ୍ଯକ୍ତ କାକୁଡ଼ିକ୍ଷେତ୍ର ସଦୃଶ ପରି। ଆଉ ଏହା ଶତ୍ରୁମାନଙ୍କ ଦ୍ବାରା ଅବରୋଧିତ ନଗର ସଦୃଶ ହାଇେଅଛି।'
And the daughter of Zion is left as a cottage in a vineyard, as a lodge in a garden of cucumbers, as a besieged city.
9 ଏହା ସତ୍ଯ ଅଟେ। ମାତ୍ର ସଦାପ୍ରଭୁ ସର୍ବଶକ୍ତିମାନ ଅବଶିଷ୍ଟ ଅଳ୍ପ ଲୋକଙ୍କୁ ବଞ୍ଚିବାକୁ ଦେଲେ। ତା ନ ହାଇେଥିଲେ ଆମ୍ଭମାନେେ ସଦୋମ ଓ ହ ମାରୋର ପରି ସମ୍ପୂର୍ଣ୍ଣରୂପେ ଧ୍ବଂସ ପାଇଥାନ୍ତୁ।
Except the Lord of hosts had left unto us a very small remnant, we should have been as Sodom, and we should have been like unto Gomorrah.
10 ହେ ସଦୋମର ପ୍ରାଚୀନଗଣ, ତୁମ୍ଭମାନେେ ସଦାପ୍ରଭୁଙ୍କର ବାର୍ତ୍ତା ଶୁଣ। ହେ ହ ମାରୋର ଲୋକମାନେ ପରମେଶ୍ବରଙ୍କ ଶିକ୍ଷାସମୂହ ପ୍ରତି ଧ୍ଯାନ ଦିଅ।
Hear the word of the Lord, ye rulers of Sodom; give ear unto the law of our God, ye people of Gomorrah.
11 ପରମେଶ୍ବର କୁହନ୍ତି, ମୁଁ ତୁମ୍ଭମାନଙ୍କର ଏହି ବଳିଦାନସବୁ କାହିଁକି ଦରକାର କରେ। ମୁଁ ମଷେର ଓ ହୃଷ୍ଟପୃଷ୍ଟ ଗୋରୁଗାଈର ମଦରେ ହାମବେଳି ପ୍ରତି ବିତୃଷ୍ଣା ହାଇେ ୟାଇଛି। ମୁଁ ଆଉ ଷଣ୍ଢ ମଷେ ଓ ଛାଗମାନଙ୍କର ରକ୍ତ ଚା ହେଁ ନାହିଁ।
To what purpose is the multitude of your sacrifices unto me? saith the Lord: I am full of the burnt offerings of rams, and the fat of fed beasts; and I delight not in the blood of bullocks, or of lambs, or of he goats.
12 ଯେତବେେଳେ ତୁମ୍ଭମାନେେ ମାେତେ ସାକ୍ଷାତ କରିବାକୁ ଆସିଛ ତୁମ୍ଭମାନେେ ମାରେ ପ୍ରାଙ୍ଗଣ ରେ ସମସ୍ତ ଜିନିଷକୁ ପଦଦଳିତ କରିଛ। କିଏ ତୁମ୍ଭମାନଙ୍କୁ ଏହା କରିବାକୁ କହିଥିଲା ?
When ye come to appear before me, who hath required this at your hand, to tread my courts?
13 ତୁମ୍ଭମାନେେ ମାେତେ ଆଉ ଏହି ଅର୍ଥହୀନ ବଳିଦାନ ଉତ୍ସର୍ଗ ଆଣ ନାହିଁ। ତୁମ୍ଭର ଧୂପକୁ ମୁଁ ଘୃଣା କରେ। ତୁମ୍ଭର ଅମାବାସ୍ଯା, ସ୍ବତନ୍ତ୍ର ପର୍ବ ଓ ବିଶ୍ରାମଦିନ ଉତ୍ସବକୁ ମୁଁ ସହି ପାରୁ ନାହିଁ। ତୁମ୍ଭମାନେେ ପବିତ୍ର ମହାସଭା ରେ ଯେଉଁ ଅଧର୍ମ କରିଛ ମୁଁ ତାହା ସହିପାରୁ ନାହିଁ।
Bring no more vain oblations; incense is an abomination unto me; the new moons and sabbaths, the calling of assemblies, I cannot away with; it is iniquity, even the solemn meeting.
14 ଆମ୍ଭର ପ୍ରାଣ ତୁମ୍ଭମାନଙ୍କର ଅମାବାସ୍ଯା ଓ ନିରୂପିତ ପର୍ବମାନଙ୍କୁ ଘୃଣା କରେ। ସହେିସବୁ ଭାର ଆମ୍ଭପ୍ରତି କ୍ଲେଶଦାୟକ ଓ ଆମ୍ଭେ ସେ ଭାର ବହନ କରିବାକୁ କ୍ଲାନ୍ତ ହାଇେଅଛୁ।
Your new moons and your appointed feasts my soul hateth: they are a trouble unto me; I am weary to bear them.
15 ତୁମ୍ଭମାନେେ ସବୁ ହସ୍ତ ପ୍ରସାରଣ କରି ମାେତେ ପ୍ରାର୍ଥନା କରିବ, ମାତ୍ର ମୁଁ ବିମୁଖ ହାଇେ ଚକ୍ଷୁ ଆଚ୍ଛାଦିତ କରିବି। ତୁମ୍ଭମାନେେ ସବୁ ଅନକେ ପ୍ରାର୍ଥନା କରିବ, ମାତ୍ର ମୁଁ ତାହା ଶୁଣିବି ନାହିଁ। କାରଣ ତୁମ୍ଭମାନଙ୍କର ହସ୍ତ ରକ୍ତ ରେ ପରିପୂର୍ଣ୍ଣ।
And when ye spread forth your hands, I will hide mine eyes from you: yea, when ye make many prayers, I will not hear: your hands are full of blood.
16 ତୁମ୍ଭମାନେେ ନିଜକୁ ପ୍ରକ୍ଷାଳନ କର। ନିଜକୁ ପରିଷ୍କାର କର। ମନ୍ଦ କାର୍ୟ୍ଯରୁ ନିବୃତ ହୁଅ। ମୁଁ ତୁମ୍ଭମାନଙ୍କର ସହେି ମନ୍ଦ କର୍ମ ଦେଖିବାକୁ ଇଚ୍ଛା କରେ ନାହିଁ। କୁକର୍ମରୁ ନିବୃତ୍ତ ହୁଅ।
Wash you, make you clean; put away the evil of your doings from before mine eyes; cease to do evil;
17 ସୁକର୍ମ କରିବାକୁ ଶିକ୍ଷା କର। ଅନ୍ୟମାନଙ୍କ ପ୍ରତି ନ୍ଯାଯ ଆଚରଣ କର। ଅନ୍ୟକୁ ଆଘାତ କରୁଥିବା ବ୍ଯକ୍ତିଙ୍କୁ ଦଣ୍ଡ ଦିଅ। ପିତୃମାତୃହୀନ ସନ୍ତାନମାନଙ୍କୁ ସାହାୟ୍ଯ କର। ବିଧବାମାନଙ୍କୁ ସାହାୟ୍ଯ କର।'
Learn to do well; seek judgment, relieve the oppressed, judge the fatherless, plead for the widow.
18 ସଦାପ୍ରଭୁ ପୁଣି କୁହନ୍ତି, ଆସ, ମାେ ସହିତ ଆଳାପ କର। ତୁମ୍ଭମାନଙ୍କର ପାପ ସିନ୍ଦୁର ବର୍ଣ୍ଣ ପରି ଲାଲ ହେଲେ ହେଁ ବରଫ ସଦୃଶ ଶୁଭ୍ର ହବେ। ଆଉ ତୁମ୍ଭମାନଙ୍କର ପାପ ଉଜ୍ଜ୍ବଳ ଲୋହିତ ବର୍ଣ୍ଣ ପରି ହେଲେ ହେଁ ମଷେ ଲୋମ ସଦୃଶ ଶୁଭ୍ର ହବେ।
Come now, and let us reason together, saith the Lord: though your sins be as scarlet, they shall be as white as snow; though they be red like crimson, they shall be as wool.
19 ଯଦି ତୁମ୍ଭମାନେେ ମାରେ ବାକ୍ଯ ପ୍ରତି ଧ୍ଯାନ ଦବେ ଓ ମାରେ ଆଜ୍ଞାବହ ହବେ ତବେେ ତୁମ୍ଭମାନେେ ଦେଶ ରେ ଉତ୍ତମ ଫଳ ଭୋଗ କରିବ।
If ye be willing and obedient, ye shall eat the good of the land:
20 ଯଦି ତୁମ୍ଭମାନେେ ମାରେ ବାକ୍ଯ ପ୍ରତି ଧ୍ଯାନ ନ ଦିଅ ଏବଂ ମାରେ ବିରୁଦ୍ଧାଚରଣ କର, ତବେେ ତୁମ୍ଭର ଶତ୍ରୁ ତୁମ୍ଭକୁ ଧ୍ବଂସ କରିବେ।'
But if ye refuse and rebel, ye shall be devoured with the sword: for the mouth of the Lord hath spoken it.
21 ପରମେଶ୍ବର କୁହନ୍ତି, ୟିରୁଶାଲମ୍ ଏକ ନଗର ଯାହା ମାେ ପ୍ରତି ବିଶ୍ବସ୍ତ ଥିଲା। କିଏ ଏହାକୁ ଏକ ବ୍ଯଭିଚାରିଣୀ ରେ ପରିଣତ କଲା? ୟିରୁଶାଲମ୍ ନ୍ଯାଯ ପୂର୍ଣ୍ଣ ହବୋ ଉଚିତ୍। ୟିରୁଶାଲମର ଲୋକମାନେ ଯାହା ଠିକ୍ ତାହା କରିବା ଉଚିତ୍। ବର୍ତ୍ତମାନ ଏହା ତଣ୍ଟିକଟା ଓ ହତ୍ଯାକାରୀମାନଙ୍କର ବାସସ୍ଥାନ ରେ ପରିଣତ ହାଇେଛି।
How is the faithful city become an harlot! it was full of judgment; righteousness lodged in it; but now murderers.
22 ଉତ୍ତମଗୁଣ ରୂପା ସଦୃଶ। ମାତ୍ର ତୁମ୍ଭର ରୂପା ଖାଦ ପାଲଟିଛି। ତୁମ୍ଭର ଦ୍ରାକ୍ଷାରସ ଜଳମିଶ୍ରିତ ହାଇେଅଛି। ଉତ୍ତମଗୁଣ ଦୁର୍ବଳ ହାଇେଛି।
Thy silver is become dross, thy wine mixed with water:
23 ତୁମ୍ଭର ଶାସକଗଣ ବିଦ୍ରୋହୀ ହାଇେଛନ୍ତି ଓ ଚୋରମାନଙ୍କର ବନ୍ଧୁ ହାଇେଛନ୍ତି। ତୁମ୍ଭର ସମସ୍ତ ଶାସକ ଲାଞ୍ଚକୁ ଭଲ ପାଆନ୍ତି। ଅନ୍ଯାଯ କାର୍ୟ୍ଯ ପାଇଁ ପାରିତୋଷିକ ଗ୍ରହଣ କରନ୍ତି। ଆଉ ସହେି ଶାସକମାନେ ଲୋକଙ୍କୁ ଠକିବାକୁ ଅର୍ଥ ନିଅନ୍ତି। ତୁମ୍ଭର ସହେି ଶାସକଗଣ ଅନାଥ ପିଲାମାନଙ୍କୁ ଓ ବିଧବାମାନଙ୍କୁ ସମାନଙ୍କେର ଦରକାର ବେଳେ ସାହାୟ୍ଯ କରନ୍ତି ନାହିଁ।'
Thy princes are rebellious, and companions of thieves: every one loveth gifts, and followeth after rewards: they judge not the fatherless, neither doth the cause of the widow come unto them.
24 ଏହିସବୁ ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଇଶ୍ରାୟେଲ ବଳଦାତା କୁହନ୍ତି, ମୁଁ ମାରେ ଶତ୍ରୁମାନଙ୍କୁ ଶାସ୍ତି ଦବେି, ମୁଁ ମାରେ ଶତ୍ରୁମାନଙ୍କୁ ଶାସ୍ତି ଦବେି।
Therefore saith the Lord, the Lord of hosts, the mighty One of Israel, Ah, I will ease me of mine adversaries, and avenge me of mine enemies:
25 ଲୋକମନେ ରୂପାର ଖାଦ ଦୂର କରିବାକୁ ଏକ ପ୍ରକାର ଜିନିଷ ବ୍ଯବହାର କରନ୍ତି। ସହେିପରି ଭାବରେ ମୁଁ ତୁମ୍ଭମାନଙ୍କର ଅପବିତ୍ରତାକୁ ଦୂର କରିବି। ତୁମ୍ଭମାନଙ୍କ ଭିତରୁ ସମସ୍ତ ମନ୍ଦ ଜିନିଷ କାଢ଼ିନବେି ଓ ତୁମ୍ଭମାନଙ୍କୁ ପବିତ୍ର କରିବି।
And I will turn my hand upon thee, and purely purge away thy dross, and take away all thy tin:
26 ଆଦ୍ଯ ସମୟ ପରି ମୁଁ ବିଚାରକାରୀଗଣଙ୍କୁ ଫରୋଇ ଆଣିବି। ପୂର୍ବେ ପୂର୍ବର ତୁମ୍ଭମାନଙ୍କର ମନ୍ତ୍ରୀମାନଙ୍କ ପରି ପରାମର୍ଶଦାତାଙ୍କୁ ପୁନଃସ୍ଥାପନା କରିବି। ତାପ ରେ ତୁମ୍ଭେ 'ଉତ୍ତମ ଓ ବିଶ୍ବସ୍ତ ନଗରୀ ବୋଲି କଥିତ ହବେ।'
And I will restore thy judges as at the first, and thy counsellers as at the beginning: afterward thou shalt be called, The city of righteousness, the faithful city.
27 ପରମେଶ୍ବର ଉତ୍ତମ ଏବଂ ସେ ନ୍ଯାଯ ବିଚାର କରନ୍ତି। ତେଣୁ ସେ ସିୟୋନକୁ ରକ୍ଷା କରିବେ ଏବଂ ଲୋକମାନେ ତାଙ୍କ ନିକଟକୁ ପ୍ରତ୍ଯାବର୍ତ୍ତନ କରିବେ।
Zion shall be redeemed with judgment, and her converts with righteousness.
28 ମାତ୍ର ସମସ୍ତ ଅଧର୍ମାଚାରୀ ଓ ପାପୀଗଣ ବିନଷ୍ଟ ହବେେ। ଯେଉଁମାନେ ସଦାପ୍ରଭୁଙ୍କୁ ଅବଜ୍ଞା କରନ୍ତି ସମାନେେ ସଂହାରିତ ହବେେ।
And the destruction of the transgressors and of the sinners shall be together, and they that forsake the Lord shall be consumed.
29 ତୁମ୍ଭମାନେେ ପୂଜାକରିବାକୁ ବାଛିଥିବା ଆଲୋନଗଛ ଓ ସ୍ବତନ୍ତ୍ର ବଗିଚା ପାଇଁ ଭବିଷ୍ଯତ ରେ ଲୋକମାନେ ଲଜ୍ଜିତ ହବେେ।
For they shall be ashamed of the oaks which ye have desired, and ye shall be confounded for the gardens that ye have chosen.
30 ଏହା ଘଟିବ କାରଣ ତୁମ୍ଭମାନେେ ଶୁଷ୍କ ପତ୍ର ବିଶିଷ୍ଟ ଆଲୋନଗଛ ଓ ନିର୍ଜନ ଉଦ୍ୟାନ ସଦୃଶ ହବେ।
For ye shall be as an oak whose leaf fadeth, and as a garden that hath no water.
31 ଶକ୍ତିଶାଳୀ ମାନବ ଶୁଷ୍କ କାଠି ସଦୃଶ ହବେେ ଏବଂ ସମାନଙ୍କେର କର୍ମ ଅଗ୍ନିକଣା ସଦୃଶ ହବେ। ସହେି ବଳବାନ୍ ଲୋକମାନେ ଓ ସମାନଙ୍କେର କର୍ମ ସବୁ ଅଗ୍ନି ରେ ପୋଡ଼ି ଦବେେ। ସହେି ଅଗ୍ନିକୁ କହେି ନିର୍ବାପିତ କରିପାରିବେ ନାହିଁ।
And the strong shall be as tow, and the maker of it as a spark, and they shall both burn together, and none shall quench them.