ଯୋୟେଲ 2:19
ସଦାପ୍ରଭୁ ତାଙ୍କ ନିଜ ଲୋକଙ୍କୁ କହିଲେ, ଆମ୍ଭେ ତୁମ୍ଭମାନଙ୍କୁ ଶସ୍ଯ, ଦ୍ରାକ୍ଷାରସ ଓ ତୈଳ ପ୍ରଚୁର ପରିମାଣ ରେ ଦବୋ ଓ ତୁମ୍ଭମାନେେ ସେଥି ରେ ତୃପ୍ତ ହବେ। ଆଉ ଏଣିକି ତୁମ୍ଭମାନଙ୍କୁ ଅନ୍ୟ ଦେଶର ଲୋକମାନଙ୍କ ଦ୍ବାରା ନିନ୍ଦିତ କରିବା ନାହିଁ।
Yea, the Lord | וַיַּ֨עַן | wayyaʿan | va-YA-an |
will answer | יְהוָ֜ה | yĕhwâ | yeh-VA |
say and | וַיֹּ֣אמֶר | wayyōʾmer | va-YOH-mer |
unto his people, | לְעַמּ֗וֹ | lĕʿammô | leh-AH-moh |
Behold, | הִנְנִ֨י | hinnî | heen-NEE |
I will send | שֹׁלֵ֤חַ | šōlēaḥ | shoh-LAY-ak |
you | לָכֶם֙ | lākem | la-HEM |
corn, | אֶת | ʾet | et |
and wine, | הַדָּגָן֙ | haddāgān | ha-da-ɡAHN |
oil, and | וְהַתִּיר֣וֹשׁ | wĕhattîrôš | veh-ha-tee-ROHSH |
and ye shall be satisfied | וְהַיִּצְהָ֔ר | wĕhayyiṣhār | veh-ha-yeets-HAHR |
therewith: | וּשְׂבַעְתֶּ֖ם | ûśĕbaʿtem | oo-seh-va-TEM |
no will I and | אֹת֑וֹ | ʾōtô | oh-TOH |
more | וְלֹא | wĕlōʾ | veh-LOH |
make | אֶתֵּ֨ן | ʾettēn | eh-TANE |
reproach a you | אֶתְכֶ֥ם | ʾetkem | et-HEM |
among the heathen: | ע֛וֹד | ʿôd | ode |
חֶרְפָּ֖ה | ḥerpâ | her-PA | |
בַּגּוֹיִֽם׃ | baggôyim | ba-ɡoh-YEEM |
Cross Reference
ଯୋୟେଲ 1:10
ଶସ୍ଯ କ୍ଷେତ୍ର ଧ୍ବଂସ ହାଇେଛି, ଏପରିକି ଭୂମି ମଧ୍ଯ କାନ୍ଦୁଛି। କାରଣ ଶସ୍ଯସବୁ ନଷ୍ଟ ହାଇେଛି ଏବଂ ନୂତନ ଦ୍ରାକ୍ଷାଲତା ଶୁଖି ୟାଇଛି। ଅଲିଭ ତଲେ ଶଷେ ହାଇୟୋଇଛି।
ଯିହିଜିକଲ 34:29
ମୁଁ ସମାନଙ୍କେୁ ଦୁର୍ଭିକ୍ଷରୁ ରକ୍ଷା ପାଇଁ ଉଦ୍ୟାନ ଦବେି ଏବଂ ସମାନେେ ଅନ୍ୟ ଦେଶୀଯମାନଙ୍କ ଦ୍ବାରା ଅପମାନିତ ହବେେ ନାହିଁ।
ମାଥିଉଲିଖିତ ସୁସମାଚାର 6:33
ଏଣୁ ଆଗ ପରମେଶ୍ବରଙ୍କ ରାଜ୍ଯ ଓ ଉତ୍ତମ କାର୍ୟ୍ଯ ବିଷୟ ରେ ଚିନ୍ତା କର। ତୁମ୍ଭେ ଯେଉଁସବୁ ଭଲ କାମ କରିବା ପରମେଶ୍ବର ଚାହାନ୍ତି, ସଗେୁଡିକ କର। ତା' ହେଲେ ଏହିସବୁ ବିଷୟଗୁଡିକ ତୁମ୍ଭକୁ ଯୋଗାଇ ଦିଆୟିବ।
ମଲାଖୀ 3:10
ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ତୁମ୍ଭମାନଙ୍କ ଦ୍ରବ୍ଯର ଏକ ଦଶମାଂଶ ଆମ୍ଭ ଭଣ୍ତାରକୁ ଆଣ ୟଦ୍ବାରା କି ତୁମ୍ଭର ଗୃହ ରେ ୟଥେଷ୍ଟ ଖାଦ୍ୟ ରହିବ। ଆମ୍ଭକୁ ପରୀକ୍ଷା କର। ଯଦି ତୁମ୍ଭମାନେେ ଏହି କାର୍ୟ୍ଯ କର, ଆମ୍ଭେ ଆକାଶର ଝରକାସବୁ ଖାଲିଦେବୋ ଏବଂ ତୁମ୍ଭେ ଉପ ରେ ଆଶୀର୍ବାଦ ବୃଷ୍ଟି କରିବା। ପ୍ରେତ୍ୟକକ ଦିଗରୁ ତୁମ୍ଭମାନଙ୍କର ଦରକାରଠାରୁ ଅଧିକ ତୁମ୍ଭମାନେେ ଲାଭ କରିବ।
ଯିହିଜିକଲ 36:15
ଆଉ ମୁଁ ତୁମ୍ଭକୁ ଅନ୍ୟ ଦେଶୀଯମାନଙ୍କଠାରୁ ଅପମାନିତ କରିବ ନାହିଁ, ତୁମ୍ଭମାନେେ ଅନ୍ୟ ଦେଶମାନଙ୍କ ଦ୍ବାରା ଘୃଣିତ ହବେ ନାହିଁ, ତୁମ୍ଭେ ପୁଣି ଥରେ ତୁମ୍ଭର ଦେଶର ପତନର କାରଣ ହବେ ନାହିଁ। ଏହା ସଦାପ୍ରଭୁ ମାରେ ପ୍ରଭୁ କହିଛନ୍ତି।
ହଗୟ 2:16
ଲୋକମାନେ କୋଡିଏ ଓଜନ ମାପର ଶସ୍ଯ ଗ୍ଭହିଁଥିଲେ କିନ୍ତୁ ଶସ୍ଯ ସ୍ତୁପ ରେ ମାତ୍ର ଦଶ ଓଜନ ମାପର ଶସ୍ଯ ଥିଲା। ଲୋକମାନେ ଦ୍ରାକ୍ଷାରସ କୁଣ୍ତରୁ ପଗ୍ଭଶ ମାଠିଆ ଦ୍ରାକ୍ଷାରସ ଗ୍ଭହିଁଥିଲେ। କିନ୍ତୁ ସେଥି ରେ ମାତ୍ର କୋଡିଏ ମାଠିଆ ଦ୍ରାକ୍ଷାରସ ଥିଲା।
ଆମୋଷ 9:13
ସଦାପ୍ରଭୁ ପୁଣି କୁହନ୍ତି, ସମୟ ଆସୁଛି ଯେତବେେଳେ ପ୍ରଚୁର ଅମଳ ହବେ ଏବଂ ତାହା ଶସ୍ଯ ଲଗାଇବା ସମୟ ପର୍ୟ୍ଯନ୍ତ ମଧ୍ଯ କ୍ଷେତ୍ର ରେ ଥିବ। ଏତେ ଦ୍ରାକ୍ଷାଫଳ ହବେ ଯେ, ନୂତନ ଦ୍ରାକ୍ଷାଲତା ଲଗାଇବା ସମୟ ପୂର୍ବରୁ ତଥାପି ଦ୍ରାକ୍ଷାରସ ପ୍ରସ୍ତୁତ ହାଇେ ପାରିବ ନାହିଁ। ଏବଂ ମଧୁର ଦ୍ରାକ୍ଷାରସ ପର୍ବତରୁ ବହିବ।
ଯୋୟେଲ 2:24
ତୁମ୍ଭମାନଙ୍କର ଖଳାସବୁ ଗହମ ରେ ପରିପୂର୍ଣ୍ଣ ହବେ ଏବଂ ତୁମ୍ଭମାନଙ୍କର କୁଣ୍ତଗୁଡିକ ଦ୍ରାକ୍ଷାରସ ଓ ତୈଳ ରେ ଉଚ୍ଛୁଳି ପଡିବ।
ହୋଶେୟ 2:15
ସଠାେ ରେ ଆମ୍ଭେ ତାକୁ ଦ୍ରାକ୍ଷାକ୍ଷେତ୍ର ଦବୋ। ଆମ୍ଭେ ତାକୁ ଆଶାର ଦ୍ବାର ସ୍ବରୂପ ଆଖୋର ଉପତ୍ୟକା ଦବୋ। ତା'ପ ରେ ସେ ମିଶର ଦେଶରୁ ଆସିଲା ସମୟ ପରି ଉତ୍ତର କରିବ।
ଯିହିଜିକଲ 39:29
ଏବଂ ମୁଁ ଇଶ୍ରାୟେଲ ପରିବାର ଉପ ରେ ନିଜର ଆତ୍ମା ଜାଳି ଅଛି। ତାହାପ ରେ ମୁଁ ଆପଣା ମୁଖ ସମାନଙ୍କେଠାରୁ ଲୁଚାଇବି ନାହିଁ। ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହନ୍ତି।
ଯିରିମିୟ 31:12
ପୁଣି ସମାନେେ ଆସ ସିୟୋନ୍ର ପର୍ବତ ରେ ଗାନ କରିବେ ଓ ସୋର୍ତତୁଲ୍ଯ ସଦାପ୍ରଭୁଙ୍କ ପ୍ରାସାଦକୁ, ଶସ୍ଯ, ଦ୍ରାକ୍ଷାରସ, ତଲେ, ପଲର ମଷେଛୁଆ ଓ ଗୋପଲର ଗୋବତ୍ସ ବହି ଆସିବ ଓ ସମାନଙ୍କେର ଜୀବନ ସୁସିକ୍ତ ଉଦ୍ୟାନ ତୁଲ୍ଯ ହବେ। ସମାନେେ ଆଉ ଦୁଃଖୀ ହବେେ ନାହିଁ।
ଯିଶାଇୟ 65:21
ସହେି ସ୍ଥାନ ରେ ଲୋକମାନେ ଗୃହ ନିର୍ମାଣ କରି ତହିଁରେ ବାସ କରିବେ ଓ ସମାନେେ ଦ୍ରାକ୍ଷାକ୍ଷତେ ପ୍ରସ୍ତୁତ କରି ତାହାର ଫଳ ଭୋଗ କରିବେ।
ଯିଶାଇୟ 62:8
ସଦାପ୍ରଭୁ ନିଜର ଦକ୍ଷିଣ ହସ୍ତ ଓ ବଳବାନ୍ ବାହୁଦ୍ବାରା ଶପଥ କରିଛନ୍ତି, ଆମ୍ଭେ ତୁମ୍ଭର ଶସ୍ଯ ତୁମ୍ଭର ଶତ୍ରୁଗଣଙ୍କୁ ଶସ୍ଯ ନିମନ୍ତେ ନିଶ୍ଚଯ ଦବୋ ନାହିଁ ଓ ଯେଉଁ ଦ୍ରାକ୍ଷାରସ ପାଇଁ ତୁମ୍ଭେ ପରିଶ୍ରମ କରିଅଛ, ସହେି ନୂତନ ଦ୍ରାକ୍ଷାରସ ବିଦେଶୀମାନେ ଆଉ ପାନ କରିବେ ନାହିଁ।