ଯୋହନଲିଖିତ ସୁସମାଚାର 12
1 ଯୀଶୁ ନିସ୍ତାରପର୍ବ ଉତ୍ସବର ଛଅ ଦିନ ପୂର୍ବରୁ ବେଥନିଆକୁ ଗଲେ। ଲାଜାର ବେଥନିଆ ରେ ରହୁଥିଲେ। (ଯାହାଙ୍କୁ ଯୀଶୁ ମୃତ୍ଯୁରୁ ଉେଠଇ ଥିଲେ))।
2 ସଠାେରେ ଯୀଶୁଙ୍କ ପାଇଁ ଗୋଟିଏ ଭୋଜି ପ୍ରସ୍ତୁତ ହାଇେଥିଲା। ମାର୍ଥା ଖାଦ୍ୟ ପରିବଷେଣ କରୁଥିଲେ। ଯୀଶୁଙ୍କ ସହିତ ଅନ୍ୟ ଲୋକମାନଙ୍କ ମଧିଅରେ ଲାଜାର ମଧ୍ଯ ଖାଉଥିଲେ।
3 ମରିୟମ ଅଧ ଲିଟର ଅତି ମୂଲ୍ଯବାନ ବିଶୁଦ୍ଧ ଜଟାମାଂସର ଅତର ଆଣି ଯୀଶୁଙ୍କ ପାଦ ରେ ଢାଳି ଦେଲେ। ତା'ପରେ ସେ ତାହାଙ୍କ ପାଦ ନିଜ କେଶ ରେ ପୋଛି ଦେଲେ। ଘରଟି ଅତର ସୁବାସ ରେ ମହକି ଉଠିଲା।
4 ଈଷ୍କାରିଯୋଥ ୟିହୂଦା ସଠାେରେ ଥିଲା। ୟିହୂଦା ଯୀଶୁଙ୍କର ଶିଷ୍ଯମାନଙ୍କ ମଧ୍ଯରୁ ଜଣେ ଥିଲେ। ( ସେ ପରେ ଯୀଶୁଙ୍କର ବିରୁଦ୍ଧାଚରଣ କରିଥିଲେ। ୟିହୂଦା ମରିୟମଙ୍କ ଏହି କାର୍ୟ୍ଯ ପସନ୍ଦ କଲେ ନାହିଁ। ସେ କହିଲେ,
5 ସହେି ଅତରର ମୂଲ୍ଯ ତିନିଶହ ରୂପା ଟଙ୍କା। ଏହାକୁ ବୀକ୍ରି କରି ସହେି ଟଙ୍କା ଗରିବ ଲୋକମାନଙ୍କୁ ଦବୋ ଉଚିତ୍ ଥିଲା,
6 କିନ୍ତୁ ୟିହୂଦା ଗରୀବ ଲୋକମାନଙ୍କ ପ୍ରତି ପ୍ରକୃତ ରେ ଚିନ୍ତିତ ନଥିଲା। ସେ ନିଜେ ଚୋର ଥିବାରୁ ଏକଥା କହିଲା। ସେ ଶିଷ୍ଯମାନଙ୍କ ପାଇଁ ଟଙ୍କା ବାକ୍ସ ନିଜ ପାଖ ରେ ରଖୁଥିଲା। ଏବଂ ସେ ପ୍ରାୟ ସହେି ବାକ୍ସରୁ ଟଙ୍କା ଚୋରି କରୁଥିଲା।
7 ଯୀଶୁ ଉତ୍ତର ଦେଲେ, ମରିୟମକୁ ବାଧା ଦିଅ ନାହିଁ। ସେ ଅତର ସଞ୍ଚୟ କରି ମାରେ ସମାଧି କ୍ରିଯାର ପ୍ରସ୍ତୁତି ପାଇଁ ଆଜି ଏହା କରିଛି।
8 ତୁମ୍ଭ ପାଖ ରେ ସବୁବେଳେ ଗରିବ ଲୋକେ ରହିଥିବେ, କିନ୍ତୁ ମୁଁ ସର୍ବଦା ତୁମ୍ଭ ସହିତ ରହିବି ନାହିଁ।
9 ଯୀଶୁ ବେଥନିଆ ରେ ଥିବା କଥା ଅନକେ ଯିହୂଦୀମାନେ ଶୁଣିଲେ। ତେଣୁ ସମାନେେ ତାହାଙ୍କୁ ଦେଖିବା ପାଇଁ ସଠାେକୁ ଗଲେ। ସମାନେେ ଲାଜାରଙ୍କୁ ମଧ୍ଯ ଦେଖିବାକୁ ଗଲେ। ଲାଜାରଙ୍କୁ ଯୀଶୁ ମୃତ୍ଯୁରୁ ଉେଠଇ ଥିଲେ,
10 ତେଣୁ ମୁଖ୍ଯ ଯାଜକମାନେ ଲାଜାରଙ୍କୁ ହତ୍ଯା କରିବା ପାଇଁ ମଧ୍ଯ ଯୋଜନା କଲେ।
11 ଅନକେ ଯିହୂଦୀ ଲାଜାରଙ୍କ ହତେୁ ସମାନଙ୍କେର ନେତାମାନଙ୍କୁ ଛାଡି ଯୀଶୁଙ୍କ ବିଶ୍ବାସ କରୁଥିଲେ। ସେଥି ପାଇଁ ଯିହୂଦୀ ନେତାମାନେ ଲାଜାରଙ୍କୁ ମଧ୍ଯ ମାରିବା ପାଇଁ ଚେଷ୍ଟା କଲେ।
12 ତହିଁ ଆରଦିନ ଲୋକମାନେ ୟିରୂଶାଲମ ରେ ଶୁଣିଲେ ଯେ, ଯୀଶୁ ସଠାେକୁ ଆସୁଛନ୍ତି। ଏହି ଲୋକମାନେ ଅନକେ ସଂଖ୍ଯା ରେ ନିସ୍ତାରପର୍ବ ପାଇଁ ଆସିଥିଲେ।
13 ସମାନେେ ଖଜୁରୀ ବାହୂଙ୍ଗା ଧରି ୟିଶୁଙ୍କୁ ଦଖାେ କରିବା ପାଇଁ ଗଲେ। ସେ ଲୋକମାନେ ଖୁବ୍ ଜାରେ ରେ କହିଲେ,
14 ଯୀଶୁ ଗୋଟିଏ ଗଧ ପାଇଲେ ଓ ତା' ଉପରେ ଚଢି଼ଲେ। ଏହା ଶାସ୍ତ୍ରର ବାଣୀ ପରି ସଫଳ ହେଲା। ଏଥି ରେ ଲଖାେଥିଲା,
15 ହେ ସିୟୋନ ନଗର, ଭୟ କର ନାହିଁ। ଦେଖ, ତୁମ୍ଭର ରାଜା ଆସୁଛନ୍ତି। ସେ ଗୋଟିଏ ଗଧଛୁଆ ଉପରେ ବସି ଆସୁଛନ୍ତି।ୟିଖରିୟ 9:9
16 ଯୀଶୁଙ୍କର ଶିଷ୍ଯମାନେ ସେତବେେଳେ ଏହି ଘଟଣାର ଅର୍ଥ ବୁଝିପାରି ନଥିଲେ। କିନ୍ତୁ ଯୀଶୁ ଯେତବେେଳେ ମହିମାନ୍ବିତ ହେଲେ ସେତବେେଳେ ସମାନେେ ବୁଝି ପାରିଲେ ଯେ, ଏହା ତାହାଙ୍କ ବିଷୟ ରେ ଲଖାଯାେଇଥିଲା। ତା'ପରେ ଶିଷ୍ଯମାନେ ମନେ ପକାଇଲେ ଯେ ସମାନେେ ଯୀଶୁଙ୍କ ପ୍ରତି ଏହା ସବୁ କରିଛନ୍ତି।
17 ଯୀଶୁ ଯେତବେେଳେ ଲାଜାରଙ୍କୁ ମରଣ ପରେ ଉେଠଇଲେ ଓ ତାହାଙ୍କୁ କବର ଭିତରୁ ବାହାରକୁ ଆସିବାକୁ କହିଲେ, ସେତବେେଳେ ତାହାଙ୍କ ସହିତ ବହୁତ ଲୋକ ଥିଲେ। ସହେି ଲୋକମାନେ ଯୀଶୁଙ୍କ କାର୍ୟ୍ଯ ବିଷୟ ରେ ଅନ୍ୟ ଲୋକମାନଙ୍କୁ କହୁଥିଲେ।
18 ଯେତବେେଳେ ସମାନେେ ଶୁଣିଲେ ଯେ ଏହି ଆଶ୍ଚର୍ୟ୍ଯ କାର୍ୟ୍ଯ ଯୀଶୁଙ୍କ ଦ୍ବାରା ହାଇେଛି, ଅନକେ ଲୋକ ତାହାଙ୍କୁ ଭଟେିବା ପାଇଁ ଗଲେ।
19 ତେଣୁ ଫାରୂଶୀମାନେ ପରସ୍ପର ମଧିଅରେ କଥାବାର୍ତ୍ତା ହେଲେ, ଦେଖ, ଆମ୍ଭର ଯୋଜନା କାମ କରୁନାହିଁ। ସାରା ଜଗତ ତାହାଙ୍କର ଅନୁଗରଣ କରିଲଣେି।
20 ନିସ୍ତାର ପର୍ବ ରେ ଉପାସନା କରିବା ପାଇଁ ୟିରୂଶାଲମ ଯାଇଥିବା ଲୋକମାନଙ୍କ ମଧ୍ଯରୁ କେତକେ ଗ୍ରୀକ୍ ଲୋକଥିଲେ।
21 ସହେି ଗ୍ରୀକ୍ ଲୋକମାନେ ଫିଲିପ୍ପଙ୍କ ପାଖକୁ ଗଲେ। ଗ୍ରୀକ୍ ଲୋକମାନେ କହିଲେ, ମହାଶୟ, ଆମ୍ଭେ ଯୀଶୁଙ୍କୁ ଦେଖିବାକୁ ଚାହୁଁ।
22 ଫିଲିପ୍ପ ଆନ୍ଦ୍ରିୟଙ୍କୁ ଯାଇ ଏକଥା ଜଣାଇଲେ। ତା'ପରେ ଆନ୍ଦ୍ରିୟ ଓ ଫିଲିପ୍ପ ଯୀଶୁଙ୍କୁ ଯାଇ କହିଲେ।
23 ଯୀଶୁ ସମାନଙ୍କେୁ କହିଲେ, ବର୍ତ୍ତମାନ ମନୁଷ୍ଯ ପୁତ୍ରଙ୍କର ଗୌରବ ପାଇବା ସମୟ ଆସିଯାଇଛି।
24 ମୁଁ ତୁମ୍ଭକୁ ସତ୍ଯ କହୁଛି। ଗୋଟିଏ ଗହମ ଦାନା ଭୂମିରେ ପଡି ନିଶ୍ଚୟ ମରିବା ଆବଶ୍ଯକ। ତା ପରେ ଏହା ବଢି ବହୁତ ଶସ୍ଯ ଦିଏ। କିନ୍ତୁ ଯଦି ଏହା କଦାପି ମ ରେ ନାହିଁ, ତବେେ ଏହା ସର୍ବଦା ଗୋଟିଏ ମଞ୍ଜି ହାଇେ ରହିଥାଏ।
25 ନିଜ ଜୀବନକୁ ଭଲ ପାଉଥିବା ବ୍ଯକ୍ତି ଏହା ହରାଇବ। ନିଜ ଜାଗତିକ ଜୀବନକୁ ଘୃଣା କରୁଥିବା ଲୋକ ଏହାକୁ ସୁରକ୍ଷିତ ରଖିବ। ସେ ଅନନ୍ତ ଜୀବନ ପାଇଁ ତାହା ପାଇ ପାରିବ।
26 ମାରେ ସବୋ କୁରଥିବା ଲୋକେ ନିଶ୍ଚୟ ମାରେ ଅନୁସରଣ କରନ୍ତୁ। ତବେେ ମାରେ ସବେକମାନେ ମୁଁ ଯେଉଁଠା ରେ ଥିବି, ସଠାେରେ ମାେ ସହିତ ରହିବେ। ଯେଉଁ ଲୋକମାନେ ମାରେ ସବୋ କରିଥିବେ, ମାରେ ପରମପିତା ସମାନଙ୍କେୁ ସମ୍ମାନ ଦବେେ।
27 ବର୍ତ୍ତମାନ ମୁଁ ବହୁତ ଉଦ୍ବିଗ୍ନ ଅଛି। ମୁଁ କ'ଣ କହିବି? ' ହେ ପରମପିତା, ମାେତେ ଏ ୟନ୍ତ୍ରଣାଦାୟକ ସମୟରୁ ଉଦ୍ଧାର କର', ଏଭଳି କହି କ'ଣ ମୁଁ ପ୍ରାର୍ଥନା କରିବି? ନା, କାରଣ ମୁଁ ତ ୟନ୍ତ୍ରଣା ଭୋଗିବି ବୋଲି ଆସିଛି।
28 ହେ ପରମପିତା, ଆପଣା ନାମକୁ ଗୌରବାନ୍ବିତ କର।
29 ସଠାେରେ ଠିଆ ହାଇେଥିବା ଲୋକମାନେ ଏହି ବାଣୀ ଶୁଣିଲେ। ସମାନେେ ତାହା ମେଘ ଗର୍ଜ୍ଜନ ବୋଲି କହିଲେ।
30 ଯୀଶୁ ଲୋକମାନଙ୍କୁ କହିଲେ, ସହେି ବାଣୀ ତୁମ୍ଭ ପାଇଁ ଥିଲା, ମାେ ପାଇଁ ନୁହେଁ।
31 ବର୍ତ୍ତମାନ ଜଗତର ବିଚାରର ସମୟ ଉପସ୍ଥିତ, ଏହି ଜଗତର ଶାସକ ବିତାଡିତ ହବୋର ଏହା ହେଉଛି ସମୟ।
32 ମୁଁ ଜଗତରୁ ଉର୍ଦ୍ଧ୍ବକୁ ଉତ୍ଥିତ ହବେି। ଯେତବେେଳେ ଏହା ଘଟିବ, ମୁଁ ସବୁ ଲୋକମାନଙ୍କୁ ମାେ ନିକଟକୁ ନଇେ ୟିବି।
33 ଯୀଶୁ କେଉଁ ପ୍ରକାରର ମୃତ୍ଯୁବରଣ କରିବେ, ତାହା ଦଖାଇବୋ ପାଇଁ ସେ ଏହା କହିଲେ।
34 ଲୋକମାନେ କହିଲେ, ଆମ୍ଭ ବ୍ଯବସ୍ଥା କୁ ହେ ଯେ, ଖ୍ରୀଷ୍ଟ ଚିରଦିନ ପାଇଁ ଜୀବିତ ରହିବେ। ତବେେ ତୁମ୍ଭେ କାହିଁକି କହୁଛ ଯେ 'ମନୁଷ୍ଯ ପୁତ୍ର ନିଶ୍ଚୟ ଉର୍ଦ୍ଧ୍ବକୁ ଯିବେ?' ଏହି ମନୁଷ୍ଯପୁତ୍ର କିଏ?
35 ଯୀଶୁ କହିଲେ, ତୁମ୍ଭମାନଙ୍କ ପାଖ ରେ ଆଲୋକ ଆଉ ଅଳ୍ପ ସମୟ ପାଇଁ ରହିବ। ତେଣୁ ଆଲୋକ ତୁମ୍ଭ ପାଖ ରେ ଥିବା ପର୍ୟ୍ଯନ୍ତ ଚାଲ। ତବେେ ଅନ୍ଧକାର ତୁମ୍ଭକୁ ଧରି ପାରିବ ନାହିଁ। ଅନ୍ଧକାର ରେ ଚାଲୁଥିବା ବ୍ଯକ୍ତି କେଉଁଆଡେ ଯାଉଛି ଜାଣି ପା ରେ ନାହିଁ।
36 ତେଣୁ ତୁମ୍ଭ ପାଖ ରେ ଆଲୋକ ଥିବା ପର୍ୟ୍ଯନ୍ତ ତା'ଠା ରେ ତୁମ୍ଭେ ବିଶ୍ବାସ ରଖ। ତବେେ ତୁମ୍ଭମାନେେ ଆଲୋକର ସନ୍ତାନ ହବେ। ଯୀଶୁ ଏକଥା କରିବା ପରେ ସମାନଙ୍କେର ପାଖରୁ ଚାଲି ଗଲେ। ସେ ଏପରି ସ୍ଥାନ ରେ ରହିଲେ, ଯେଉଁଠି ଲୋକମାନେ ତାହାଙ୍କୁ ପାଇଲେ ନାହିଁ।
37 ଯୀଶୁ ବହୁତ ଗୁଡିଏ ଆଶ୍ଚର୍ୟ୍ଯ କାର୍ୟ୍ଯ କଲେ। ଲୋକମାନେ ଏ ସବୁ ଦେଖିବା ସତ୍ତ୍ବେ ତାହାଙ୍କୁ ବିଶ୍ବାସ କଲେ ନାହିଁ।
38 ଅତଏବ ଭବିଷ୍ଯଦ୍ବକ୍ତା ୟିଶାଇୟ ଯାହା କହିଥିଲେ ତାହା ସତ୍ଯ ହେଲା, ସେ କହିଥିଲେ,
39 ସମାନେେ ବିଶ୍ବାସ କରି ପାରି ନଥିଲେ, କାରଣ ୟିଶାଇୟ ଆହୁରି ମଧ୍ଯ କହିଥିଲେ:
40 ପରମେଶ୍ବର ଲୋକମାନଙ୍କୁ ଅନ୍ଧ କରିଛନ୍ତି। ସେ ସମାନଙ୍କେର ହୃଦୟ କଠିନ କରି ଦଇେଛନ୍ତି। ସମାନେେ ଯେପରି ଆଖି ରେ ଦେଖିପାରିବେ ନାହିଁ ଓ ବୁଦ୍ଧି ରେ ବୁଝିପାରିବେ ନାହିଁ ସେଥି ନିମନ୍ତେ ପରମେଶ୍ବର ଏହା କରିଅଛନ୍ତି। ତା'ପରେ ମୁଁ ସମାନଙ୍କେୁ ସୁସ୍ଥ କରିବି। ୟିଶାଇୟ 6:10
41 ୟିଶାଇୟ ଏକଥା କହିଥଲେେ, କାରଣ ସେ ପ୍ରଭୁଙ୍କର ଗୌରବ ଦେଖିଥିଲେ। ତେଣୁ ସେ ତାହାଙ୍କ (ଯୀଶୁଙ୍କ) ବିଷୟ ରେ ଏହା କହିଲେ।
42 କିନ୍ତୁ ଯୀଶୁଙ୍କୁ ଅନକେ ଲୋକ ବିଶ୍ବାସ କଲେ ଏପରିକି, ଅନକେ ଯିହୂଦୀ ନେତାମାନେ ମଧ୍ଯ ତାହାଙ୍କ ଠା ରେ ବିଶ୍ବାସ କଲେ। କିନ୍ତୁ ସମାନେେ ଫାରୂଶୀମାନଙ୍କୁ ଭୟ କରୁଥିଲେ। ତେଣୁ ସମାନେେ ତାହାଙ୍କ ବିଶ୍ବାସ ସମ୍ବନ୍ଧ ରେ ଖାେଲାଖାଲିେ ଭାବେ କହିଲେ ନାହିଁ। ସମାନେେ ଡରିଲେ, କାଳେ ଫାରୂଶୀମାନେ ସମାନଙ୍କେୁ ସମାଜଗୃହରୁ ବାହାର କରି ଦବେେ।
43 ସେ ଲୋକମାନେ ପରମେଶ୍ବରଙ୍କ ପ୍ରଶଂସା ଅପେକ୍ଷା ଲୋକଙ୍କର ପ୍ରଶଂସା ପାଇବାକୁ ଭଲ ପାଉଥିଲେ।
44 ତା'ପରେ ଯୀଶୁ ଚିତ୍କାର କରି କହିଲେ, ମାଠାେ ରେ ଯେଉଁ ଲୋକ ବିଶ୍ବାସ ରେଖ, ସେ ପ୍ରକୃତ ରେ ମାେ ଠା ରେ ନୁହେଁ ମାତ୍ର ଯେ ମାେତେ ପଠାଇଛନ୍ତି, ତାହାଙ୍କଠା ରେ ବିଶ୍ବାସ ରେଖ।
45 ମାେତେ ଯେଉଁ ଲୋକ ଦେଖେ, ସେ ପ୍ରକୃତ ରେ ମାରେ ପ୍ ରରଣୋ କର୍ତ୍ତାଙ୍କୁ ଦେଖେ।
46 ମୁଁ ଆଲୋକ ଓ ମୁଁ ଏ ଜଗତକୁ ଆସିଛି। ମାରେ ଆସିବାର କାରଣ, ମାଠାେ ରେ ବିଶ୍ବାସ ରଖିଥିବା ପ୍ରେତ୍ୟକକ ଲୋକ କବେେ ଅନ୍ଧକାର ରେ ରହିବ ନାହିଁ।
47 ମୁଁ ଲୋକମାନଙ୍କର ବିଚାର କରିବା ପାଇଁ ଆସି ନାହିଁ। ମାତ୍ର ମୁଁ ଏ ଜଗତର ଲୋକଙ୍କୁ ଉଦ୍ଧାର କରିବା ଉଦ୍ଦେଶ୍ଯ ରେ ଆସିଛି। ଯେଉଁମାନେ ମାେ ଶିକ୍ଷା ଶୁଣନ୍ତି କିନ୍ତୁ ତାହା ଅମାନ୍ଯ କରନ୍ତି ମୁଁ ସହେି ଲୋକମାନଙ୍କର ବିଚାର କରିବା ପାଇଁ ଆସି ନାହିଁ।
48 ଜଣେ ବିଚାରକ ଅଛନ୍ତି. ୟିଏ ବିଚାର କରିବେ କି, କେଉଁ ଲୋକ ମାେତେ ବିଶ୍ବାସ କରୁନାହିଁ ଓ ମାେ କଥା ଗ୍ରହଣ କରୁନାହିଁ। ମୁଁ ଯେଉଁ ଉପଦେଶ ଶିକ୍ଷା ଦଇେଛି, ତାହା ଦ୍ବାରା ସହେି ଲୋକ ଶଷେ ଦିନ ରେ ବିଚାର ହବେ।
49 ଏହାର କାରଣ ହେଉଛି, ମୁଁ ଯାହା ଶିକ୍ଷା ଦଇେଛି ତାହା ମାରେ ନୁହେଁ। ମାରେ ପ୍ ରରଣକେର୍ତ୍ତା ପରମପିତା ମାେତେ କ'ଣ କହିବାକୁ ଓ କ'ଣ ଉପଦେଶ ଦବୋକୁ ପଡିବ ତାହା କହିଛନ୍ତି।
50 ମୁଁ, ଜାଣେ, ମାେ ପରମପିତା ଯାହା ଆଦେଶ ଦିଅନ୍ତି, ସହେିଠାରୁ ଅନନ୍ତ ଜୀବନ ଆ ସେ। ତେଣୁ ମୁଁ ଯାହା କରିଛି, ତାହା କହିବା ପାଇଁ ମାେତେ ପରମପିତା କହିଛନ୍ତି।
1 Then Jesus six days before the passover came to Bethany, where Lazarus was which had been dead, whom he raised from the dead.
2 There they made him a supper; and Martha served: but Lazarus was one of them that sat at the table with him.
3 Then took Mary a pound of ointment of spikenard, very costly, and anointed the feet of Jesus, and wiped his feet with her hair: and the house was filled with the odour of the ointment.
4 Then saith one of his disciples, Judas Iscariot, Simon’s son, which should betray him,
5 Why was not this ointment sold for three hundred pence, and given to the poor?
6 This he said, not that he cared for the poor; but because he was a thief, and had the bag, and bare what was put therein.
7 Then said Jesus, Let her alone: against the day of my burying hath she kept this.
8 For the poor always ye have with you; but me ye have not always.
9 Much people of the Jews therefore knew that he was there: and they came not for Jesus’ sake only, but that they might see Lazarus also, whom he had raised from the dead.
10 But the chief priests consulted that they might put Lazarus also to death;
11 Because that by reason of him many of the Jews went away, and believed on Jesus.
12 On the next day much people that were come to the feast, when they heard that Jesus was coming to Jerusalem,
13 Took branches of palm trees, and went forth to meet him, and cried, Hosanna: Blessed is the King of Israel that cometh in the name of the Lord.
14 And Jesus, when he had found a young ass, sat thereon; as it is written,
15 Fear not, daughter of Sion: behold, thy King cometh, sitting on an ass’s colt.
16 These things understood not his disciples at the first: but when Jesus was glorified, then remembered they that these things were written of him, and that they had done these things unto him.
17 The people therefore that was with him when he called Lazarus out of his grave, and raised him from the dead, bare record.
18 For this cause the people also met him, for that they heard that he had done this miracle.
19 The Pharisees therefore said among themselves, Perceive ye how ye prevail nothing? behold, the world is gone after him.
20 And there were certain Greeks among them that came up to worship at the feast:
21 The same came therefore to Philip, which was of Bethsaida of Galilee, and desired him, saying, Sir, we would see Jesus.
22 Philip cometh and telleth Andrew: and again Andrew and Philip tell Jesus.
23 And Jesus answered them, saying, The hour is come, that the Son of man should be glorified.
24 Verily, verily, I say unto you, Except a corn of wheat fall into the ground and die, it abideth alone: but if it die, it bringeth forth much fruit.
25 He that loveth his life shall lose it; and he that hateth his life in this world shall keep it unto life eternal.
26 If any man serve me, let him follow me; and where I am, there shall also my servant be: if any man serve me, him will my Father honour.
27 Now is my soul troubled; and what shall I say? Father, save me from this hour: but for this cause came I unto this hour.
28 Father, glorify thy name. Then came there a voice from heaven, saying, I have both glorified it, and will glorify it again.
29 The people therefore, that stood by, and heard it, said that it thundered: others said, An angel spake to him.
30 Jesus answered and said, This voice came not because of me, but for your sakes.
31 Now is the judgment of this world: now shall the prince of this world be cast out.
32 And I, if I be lifted up from the earth, will draw all men unto me.
33 This he said, signifying what death he should die.
34 The people answered him, We have heard out of the law that Christ abideth for ever: and how sayest thou, The Son of man must be lifted up? who is this Son of man?
35 Then Jesus said unto them, Yet a little while is the light with you. Walk while ye have the light, lest darkness come upon you: for he that walketh in darkness knoweth not whither he goeth.
36 While ye have light, believe in the light, that ye may be the children of light. These things spake Jesus, and departed, and did hide himself from them.
37 But though he had done so many miracles before them, yet they believed not on him:
38 That the saying of Esaias the prophet might be fulfilled, which he spake, Lord, who hath believed our report? and to whom hath the arm of the Lord been revealed?
39 Therefore they could not believe, because that Esaias said again,
40 He hath blinded their eyes, and hardened their heart; that they should not see with their eyes, nor understand with their heart, and be converted, and I should heal them.
41 These things said Esaias, when he saw his glory, and spake of him.
42 Nevertheless among the chief rulers also many believed on him; but because of the Pharisees they did not confess him, lest they should be put out of the synagogue:
43 For they loved the praise of men more than the praise of God.
44 Jesus cried and said, He that believeth on me, believeth not on me, but on him that sent me.
45 And he that seeth me seeth him that sent me.
46 I am come a light into the world, that whosoever believeth on me should not abide in darkness.
47 And if any man hear my words, and believe not, I judge him not: for I came not to judge the world, but to save the world.
48 He that rejecteth me, and receiveth not my words, hath one that judgeth him: the word that I have spoken, the same shall judge him in the last day.
49 For I have not spoken of myself; but the Father which sent me, he gave me a commandment, what I should say, and what I should speak.
50 And I know that his commandment is life everlasting: whatsoever I speak therefore, even as the Father said unto me, so I speak.
Luke 19 in Tamil and English
1 ଯୀଶୁ ଯିରୀହାେ ନଗର ଦଇେ ଯାଉଥିଲେ।
And Jesus entered and passed through Jericho.
2 ଯୀରୀହୋ ରେ ଜଖିୟ ବୋଲି ଜଣେ ଲୋକ ଥିଲେ। ସେ ଜଣେ ପ୍ରଧାନ କରଆଦାୟକାରୀ ଥିଲେ ଓ ସେ ବହୁତ ଧନୀ ଥିଲେ।
And, behold, there was a man named Zacchaeus, which was the chief among the publicans, and he was rich.
3 ସେ ଯୀଶୁଙ୍କୁ ଦେଖିବାକୁ ଚାହୁଁଥିଲେ। ଆହୁରି ମଧ୍ଯ ଅନକେ ଲୋକ ଯୀଶୁଙ୍କୁ ଦେଖିବାକୁ ଚାହୁଁଥିଲେ। ଜଖିୟ ଏତେ ବାଙ୍ଗରା ଥିଲେ ଯେ, ଲୋକଙ୍କ ଭିତ ରେ ଥାଇ ଯୀଶୁଙ୍କୁ ଦେଖି ପାରିବା ସମ୍ଭବ ନଥିଲା।
And he sought to see Jesus who he was; and could not for the press, because he was little of stature.
4 ତେଣୁ ଯେଉଁବାଟେ ଯୀଶୁ ଆସିବେ ବୋଲି ସେ ଜାଣିଥିଲେ, ସଭେଳି ଗୋଟିଏ ସ୍ଥାନକୁ ସେ ଦୌଡିଗଲେ। ଯୀଶୁଙ୍କୁ ଦେଖି ପାରିବା ପାଇଁ ସେ ଗୋଟିଏ ଡିମ୍ବିରି ଗଛ ରେ ଚଢିଗଲେ।
And he ran before, and climbed up into a sycomore tree to see him: for he was to pass that way.
5 ଯୀଶୁ ସହେି ସ୍ଥାନକୁ ଆସିଲେ। ସେ ଉପରକୁ ଚାହିଁଲେ, ସେ ଜଖିୟଙ୍କୁ ଗଛ ଉପରେ ଦେଖିଲେ। ଯୀଶୁ ତାହାଙ୍କୁ କହିଲେ, ଜଖିୟ! ଶୀଘ୍ର ତଳକୁ ଆସ, ମୁଁ ଆଜି ନିଶ୍ଚୟ ତୁମ୍ଭ ଘ ରେ ରହିବି।
And when Jesus came to the place, he looked up, and saw him, and said unto him, Zacchaeus, make haste, and come down; for to day I must abide at thy house.
6 ତା'ପରେ ଜଖିୟ ଖୁବ୍ ଶୀଘ୍ର ତଳକୁ ଓହ୍ଲାଇ ଆସିଲେ। ଅତ୍ଯନ୍ତ ଖୁସି ରେ ସେ ଯୀଶୁଙ୍କୁ ନିଜ ଘ ରେ ସ୍ବାଗତ କଲେ।
And he made haste, and came down, and received him joyfully.
7 ସମସ୍ତେ ଏକଥା ଦେଖିଲେ। ସମାନେେ ଅଭିଯୋଗ କରିବାକୁ ଆରମ୍ଭ କଲେ, ଦେଖ, କେଉଁ ଭଳି ଲୋକ ସହିତ ଯୀଶୁ ରହୁଛନ୍ତି। ଜଖିୟ ଗୋଟିଏ ପାପୀ।
And when they saw it, they all murmured, saying, That he was gone to be guest with a man that is a sinner.
8 ଜଖିୟ ପ୍ରଭୁଙ୍କୁ କହିଲେ, ମୁଁ ଭଲ କାମ କରିବାକୁ ଇଚ୍ଛା କରୁଛି। ମୁଁ ମାେ ଧନର ଅଧା ଗରିବଙ୍କୁ ବାଣ୍ଟି ଦବେି। ମୁଁ ଯଦି କାହାରିକୁ ଠକିଥାଏ, ତବେେ ସହେି ଲୋକକୁ ଚାରିଗୁଣ ଧନ ଫରୋଇ ଦବେି।
And Zacchaeus stood, and said unto the Lord; Behold, Lord, the half of my goods I give to the poor; and if I have taken any thing from any man by false accusation, I restore him fourfold.
9 ଯୀଶୁ କହିଲେ, ଏ ଲୋକଟି ପ୍ରକୃତ ରେ ଜଣେ ଭଲ ମଣିଷ। ସେ ଅବ୍ରହାମଙ୍କର ଉପୟୁକ୍ତ ସନ୍ତାନ। ତେଣୁ ଆଜି ସେ ନିଜ ପାପରୁ ଉଦ୍ଧାର ପାଇଗଲେ।
And Jesus said unto him, This day is salvation come to this house, forsomuch as he also is a son of Abraham.
10 ମନୁଷ୍ଯପୁତ୍ର ହଜି ଯାଇଥିବା ଲୋକମାନଙ୍କୁ ଖାଜେିବାକୁ ଓ ସମାନଙ୍କେୁ ରକ୍ଷା କରିବାକୁ ଆସିଛନ୍ତି।
For the Son of man is come to seek and to save that which was lost.
11 ଯୀଶୁ ୟିରୂଶାଲମର ପାଖାପାଖି ଆସିଗଲେ। କେତକେ ଲୋକ ଭବିଲେ ଯେ ପରମେଶ୍ବରଙ୍କ ରାଜ୍ଯ ଶୀଘ୍ର ଆସିୟିବ।
And as they heard these things, he added and spake a parable, because he was nigh to Jerusalem, and because they thought that the kingdom of God should immediately appear.
12 ଲୋକମାନେ ଏହି କଥା ଭାବୁଥିବା ଯୀଶୁ ଜାଣି ପାରିଲେ। ତେଣୁ ସେ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତଟି କହିଲେ: ଜଣେ ଅତି ମାନ୍ଯଗଣ୍ଯ ବ୍ଯକ୍ତି ରାଜା ହବୋ ପାଇଁ କୌଣସି ଏକ ଦ୍ବର ରାଜ୍ଯକୁ ୟିବାକୁ ପ୍ରସ୍ତୁତ ହେଉଥିଲେ। ତା'ପରେ ସେ ଫରେିଆସି ନିଜ ଲୋକମାନଙ୍କ ଉପରେ ଶାସନ କରିବାକୁ ଯୋଜନା କଲେ।
He said therefore, A certain nobleman went into a far country to receive for himself a kingdom, and to return.
13 ସେ ନିଜର ଦଶ ଜଣ ଚାକରଙ୍କୁ ଡାକିଲେ। ସେ ପ୍ରେତ୍ୟକକ ଚାକରଙ୍କୁ ଗୋଟିଏ ଗୋଟିଏ ଟଙ୍କା ଥଳି ଦେଲେ। ସେ କହିଲେ, 'ମୁଁ ଫରେିବା ପର୍ୟ୍ଯନ୍ତ ଏହି ଟଙ୍କା ରେ ବ୍ଯବସାୟ କର।'
And he called his ten servants, and delivered them ten pounds, and said unto them, Occupy till I come.
14 ସହେି ବ୍ଯକ୍ତିଙ୍କୁ ସେ ରାଜ୍ଯର ନାଗରିକମାନେ ଘୃଣା କରୁଥିଲେ। ତେଣୁ ସମାନେେ ତାହାଙ୍କ ପଛ ରେ ଦଳେ ଲୋକଙ୍କୁ ସଠାେକୁ ପଠାଇଲେ। ସଠାେକୁ ଯାଇ ଏହି ଦଳର ଲୋକମାନେ କହିଲେ, 'ଆମ୍ଭେ ଚାହୁଁନା ଯେ, ସହେି ବ୍ଯକ୍ତି ଆମ୍ଭମାନଙ୍କର ରାଜା ହୁଅନ୍ତୁ।'
But his citizens hated him, and sent a message after him, saying, We will not have this man to reign over us.
15 ତଥାପି ସେ ରାଜା ହାଇଗେଲେ। ତା'ପରେ ସେ ଘରକୁ ଫରେି ଆସିଲେ। ତା'ପରେ ସେ କହିଲେ, ' ଯେଉଁ ଚାକରମାନଙ୍କୁ ମୁଁ ମାରେଟଙ୍କା ଦଇେଥିଲି ସମାନଙ୍କେୁ ଡାକ, ମୁଁ ଜାଣିବାକୁ ଚାହୁଁଛି ଯେ, ସହେି ଟଙ୍କା ରେ ସମାନେେ ଆଉ କେତେ ଅଧିକ ଲାଭ କରିଛନ୍ତି।'
And it came to pass, that when he was returned, having received the kingdom, then he commanded these servants to be called unto him, to whom he had given the money, that he might know how much every man had gained by trading.
16 ପ୍ରଥମେ ଚାକର ଜଣକ ଆସି କହିଲା, 'ଆଜ୍ଞା, ଆପଣ ମାେତେ ଦଇେଥିବା ଟଙ୍କା ଥଳିଟିକୁ ବ୍ଯବହାର କରି ମୁଁ ଦଶ ଥଳି ଅଧିକ ଟଙ୍କା ଅର୍ଜନ କରିଛି।'
Then came the first, saying, Lord, thy pound hath gained ten pounds.
17 ରାଜା ଚାକରମାନଙ୍କୁ କହିଲେ, ବହୁତ ଭଲ କଥା। ତୁମ୍ଭେ ଜଣେ ଭଲ ଚାକର। ତୁମ୍ଭକୁ େଛାଟ େଛାଟ ବିଷୟ ରେ ବିଶ୍ବାସ କରାଯାଇ ପାରିବ ବୋଲି ମୁଁ ଜାଣୁଛି। ତେଣୁ ମୁଁ ତୁମ୍ଭକୁ ମାରେ ଦଶଟି ନଗର ଶାସନକରିବାକୁ ଦବେି।'
And he said unto him, Well, thou good servant: because thou hast been faithful in a very little, have thou authority over ten cities.
18 ଦ୍ବିତୀୟ ଚାକରଟି ଆସିଲା ଓ କହିଲା, 'ଆଜ୍ଞା, ଆପଣ ଦଇେଥିବା ଟଙ୍କାଥଳିକୁ ବ୍ଯବହାର କରି ପାଞ୍ଚଥଳି ଟଙ୍କା ଅର୍ଜ୍ବନ କରିଛି।'
And the second came, saying, Lord, thy pound hath gained five pounds.
19 ରାଜା ସହେି ଚାକରଟିକୁ କହିଲେ, 'ତୁମ୍ଭେ ପାଞ୍ଚଟି ନଗର ଉପରେ ଶାସନ କରିବ।'
And he said likewise to him, Be thou also over five cities.
20 ତା'ପରେ ଅନ୍ୟ ଚାକରଟି ଭିତରକୁ ଆସିଲା। ସେ ରାଜାଙ୍କୁ କହିଲା, 'ଆଜ୍ଞା, ଏହି ଆପଣଙ୍କ ଟଙ୍କା ଥଳି। ମୁଁ ଖଣ୍ଡେ କନା ରେ ଏହାକୁ ଗୁଡାଇ ରଖିଥିଲି।
And another came, saying, Lord, behold, here is thy pound, which I have kept laid up in a napkin:
21 ଆପଣ ଜଣେ କଠାେର ବ୍ଯକ୍ତି ହାଇେଥିବାରୁ ମୁଁ ଆପଣଙ୍କୁ ଭୟ କରିଥିଲି। ଏପରିକି ଆପଣ ନିଜେ ଅର୍ଜ୍ବନ କରି ନଥିବା ଟଙ୍କା ନଇେଥା'ନ୍ତି ଓ ନିଜେ ଉତ୍ପନ୍ନ କରି ନଥିବା ଖାଦ୍ୟଶସ୍ଯ ସଂଗ୍ରହ କରିଥା'ନ୍ତି।'
For I feared thee, because thou art an austere man: thou takest up that thou layedst not down, and reapest that thou didst not sow.
22 ତା'ପରେ ରାଜା ସହେି ଚାକରକୁ କହିଲେ, 'ତୁମ୍ଭେ ଜଣେ ଦୁଷ୍ଟ ଚାକର। ତୁମ୍ଭେ ମାେ ପ୍ରତି ବ୍ଯବହାର କରିଥିବା ଭାଷା ରେ ମୁଁ ତୁମ୍ଭରି ବିଚାର କରିବି। ତୁମ୍ଭେ କହିଛ ଯେ, ମୁଁ ଜଣେ କଠାେର ବ୍ଯକ୍ତି। ପୁଣି କହିଛ ଯେ ମୁଁ ଅର୍ଜ୍ବନ ନକରି ଟଙ୍କା ନିଏ ଓ ଉତ୍ପନ୍ନ ନକରି ମଧ୍ଯ ଖାଦ୍ୟଶସ୍ଯ ସଂଗ୍ରହ କରେ।'
And he saith unto him, Out of thine own mouth will I judge thee, thou wicked servant. Thou knewest that I was an austere man, taking up that I laid not down, and reaping that I did not sow:
23 ଯଦି ଏକଥା ସତ୍ଯ, ତବେେ ତୁମ୍ଭେ ମାେ ଟଙ୍କା ବ୍ଯାଙ୍କ ରେ ଜମା ରଖିପାରିଥା'ନ୍ତତା' ହେଲେ ମୁଁ ଫରେି ଆସିଲା ବଳକେୁ ମାେ ଟଙ୍କା ରେ କିଛି ସୁଧ ଅର୍ଜ୍ଜନ କରାଯାଇ ପାରିଥାଆନ୍ତା ା
Wherefore then gavest not thou my money into the bank, that at my coming I might have required mine own with usury?
24 ସଠାେରେ ରହି ଏସବୁ ଦେଖୁଥିବା ଲୋକମାନଙ୍କୁ ରାଜା କହିଲେ, 'ଏ ଚାକର ପାଖରୁ ଟଙ୍କା ଥଳିଟି ନଇେ ଯାଇ ଦଶ ଥଳି ଟଙ୍କା ଅର୍ଜନ କରିଥିବା ଚାକରକୁ ଦଇଦେିଅ।
And he said unto them that stood by, Take from him the pound, and give it to him that hath ten pounds.
25 ଲୋକମାନେ ରାଜାଙ୍କୁ କହିଲେ, କିନ୍ତୁ ଆଜ୍ଞା, ସେ ଚାକରଟି ପାଖ ରେ ତ ଆଗରୁ ଦଶଥଳି ଟଙ୍କା ଅଛି।'
(And they said unto him, Lord, he hath ten pounds.)
26 ରାଜା କହିଲେ, 'ଯଦି ଜଣେ ବ୍ଯକ୍ତି ତା' ପାଖ ରେ ଯାହା ଅଛି ତାହାର ବ୍ଯବହାର କରେ ତବେେ ସେ ଆହୁରି ଅଧିକ ପାଇବ। କିନ୍ତୁ ଯେଉଁ ବ୍ଯକ୍ତି ତା ପାଖ ରେ ଯେତିକି ଅଛି, ତାହା ବ୍ଯବହାର କରନେି ତା'ଠାରୁ ତାହା ମଧ୍ଯ ଛଡଇେ ନିଆୟିବ।
For I say unto you, That unto every one which hath shall be given; and from him that hath not, even that he hath shall be taken away from him.
27 ବର୍ତ୍ତମାନ ମାରେଶତୃମାନେ କାହାଁନ୍ତି? ମୁଁ ସମାନଙ୍କେର ରାଜା ନହୁଏ ବୋଲି ଯେଉଁମାନେ ଚାହୁଁଥିଲେ। ସମାନେେ କାହାଁନ୍ତି? ମାେ ଶତୃମାନଙ୍କୁ ଏଠାକୁ ଆଣ। ସମାନଙ୍କେୁ ମାେ ଆଖି ଆଗ ରେ ମାରିଦିଅ।'
But those mine enemies, which would not that I should reign over them, bring hither, and slay them before me.
28 ଯୀଶୁ ଏସବୁ କହିସାରିବା ପରେ ୟିରୂଶାଲମ ଆଡକୁ ଯାତ୍ରା ଆରମ୍ଭ କଲେ।
And when he had thus spoken, he went before, ascending up to Jerusalem.
29 ଜୀତ ପର୍ବତ ପାଖ ବେଥ୍ଫାଗୀ ଓ ବେଥନିଆ ନଗର ପାଖକୁ ଯୀଶୁ ଆସିଗଲେ। ଯୀଶୁ ନିଜର ଦୁଇ ଜଣ ଶିଷ୍ଯଙ୍କୁ ଏହା କହି ପଠାଇଲେ,
And it came to pass, when he was come nigh to Bethphage and Bethany, at the mount called the mount of Olives, he sent two of his disciples,
30 ଆଗ ରେ ଯେଉଁ ଗାଁ ଦଖାଯାେଉଛି, ସଠାେକୁ ଯାଅ। ତୁମ୍ଭମାନେେ ଗାଁ ରେ ପଶିବା ମାତ୍ ରେ ସଠାେରେ ଗୋଟିଏ ଗଧଛୁଆ ବନ୍ଧା ହାଇେଥିବାର ଦେଖିବ। ସହେି ଗଧ ଉପରେ କହେି କବେେ ହେଲେ ଚଢି ନଥିବେ। ତାକୁ ଖାଲିେ ଦଇେ ମାେ ପାଖକୁ ଆଣିବ।
Saying, Go ye into the village over against you; in the which at your entering ye shall find a colt tied, whereon yet never man sat: loose him, and bring him hither.
31 ଯଦି କଣସି ଲୋକ ତୁମ୍ଭକୁ ପଚା ରେ ଯେ ତୁମ୍ଭମାନେେ ଗଧଟିକୁ କାହିଁକି ନଇେ ଯାଉଛ, ତବେେ ତୁମ୍ଭମାନେେ କହିବ ଯେ ପ୍ରଭୁଙ୍କର ଏଇଟି ଦରକାର ଅଛି।'
And if any man ask you, Why do ye loose him? thus shall ye say unto him, Because the Lord hath need of him.
32 ଦୁଇ ଜଣ ଶିଷ୍ଯ ସହେି ଗାଁକୁ ଗଲେ, ଯୀଶୁ ସମାନଙ୍କେୁ ଯଭେଳି କହିଥିଲେ, ଠିକ୍ ସହେି ଅନୁସାରେ ସମାନେେ ଗଧଟିକୁ ପାଇଗଲେ।
And they that were sent went their way, and found even as he had said unto them.
33 ଶିଷ୍ଯମାନେ ଗଧଟିକୁ ଫିଟାଉଥିବା ସମୟରେ ଗଧଟିର ମାଲିକମାନେ ବାହାରି ଆସିଲେ। ସମାନେେ ଶିଷ୍ଯମାନଙ୍କୁ ପଚାରିଲେ, ତୁମ୍ଭମାନେେ ଗଧଟିକୁ କାହିଁକି ଫିଟାଉଛ?
And as they were loosing the colt, the owners thereof said unto them, Why loose ye the colt?
34 ଶିଷ୍ଯମାନେ କହିଲେ, ଏହାଠା ରେ ପ୍ରଭୁଙ୍କର ଦରକାର ଅଛି।
And they said, The Lord hath need of him.
35 ତା'ପରେ ଶିଷ୍ଯମାନେ ଗଧଟିକୁ ଯୀଶୁଙ୍କ ପାଖକୁ ଆଣିଲେ। ସମାନେେ ଗଧ ପିଠି ଉପରେ ସମାନଙ୍କେର ଲୁଗା ପକଇେଲେ। ତା'ପରେ ସମାନେେ ଯୀଶୁଙ୍କୁ ଗଧ ଉପରେ ବସାଇଲେ।
And they brought him to Jesus: and they cast their garments upon the colt, and they set Jesus thereon.
36 ଯୀଶୁ ଗଧ ଉପରେ ବସି ୟିରୂଶାଲମ ଆଡକୁ ଯାତ୍ରା କଲେ। ଲୋକମାନେ ଯୀଶୁଙ୍କ ଆଗ ରେ ରାସ୍ତା ଉପରେ ନିଜ ନିଜ ଲୁଗା ବିଛାଇ ଦେଲେ।
And as he went, they spread their clothes in the way.
37 ଯୀଶୁ ୟିରୂଶାଲମର ପାଖ ହାଇେ ଆସୁଥିଲେ, ସେ ଜୀତପର୍ବତର ପାଦ ଦେଶ ନିକଟରେ ପହନ୍ଚିଲେ। ଯୀଶୁଙ୍କର ସମୁଦାୟ ଶିଷ୍ଯଦଳ ଖୁସି ଥିଲେ। ସମାନେେ ଉଚ୍ଚସ୍ବର ରେ ପରମେଶ୍ବରଙ୍କ ପ୍ରଶଂସା ଗାନ କରିବାକୁ ଲାଗିଲେ। ସମାନେେ ଯେଉଁ ସବୁ ଶକ୍ତିର କାର୍ୟ୍ଯମାନ ଦେଖୁଥିଲେ, ସେଥିପାଇଁ ପରମେଶ୍ବରଙ୍କ ସ୍ତୁତିଗାନ କଲେ। ସମାନେେ କହିଲେ,
And when he was come nigh, even now at the descent of the mount of Olives, the whole multitude of the disciples began to rejoice and praise God with a loud voice for all the mighty works that they had seen;
38 ସ୍ବାଗତ କରି କହିଲେ:
Saying, Blessed be the King that cometh in the name of the Lord: peace in heaven, and glory in the highest.
39 ଜନଗହଳି ରେ କେତେ ଜଣ ରହିଥିବା ଫାରୂଶୀ ଯୀଶୁଙ୍କୁ କହିଲେ, ଗୁରୁ, ତୁମ୍ଭର ଶିଷ୍ଯମାନଙ୍କୁ ଏ ସବୁ କଥା ନ କହିବାକୁ କୁହ।
And some of the Pharisees from among the multitude said unto him, Master, rebuke thy disciples.
40 କିନ୍ତୁ ଯୀଶୁ କହିଲେ, ମୁଁ ତୁମ୍ଭମାନଙ୍କୁ କହୁଛି, ଏସବୁ କଥା ନିଶ୍ଚୟ କୁହାୟିବ। ଯଦି ମାରେ ଶିଷ୍ଯମାନେ ଏସବୁ କଥା ନକୁହନ୍ତି। ତାହା ହେଲେ ଏ ପଥର ସବୁ ପାଟି କରି ତାହାସବୁ କହିବେ।
And he answered and said unto them, I tell you that, if these should hold their peace, the stones would immediately cry out.
41 ଯୀଶୁ ୟିରୁଶାଲମ ପାଖ ରେ ପହନ୍ଚିଲେ। ଯୀଶୁ ୟିରୁଶାଲମ ନଗରକୁ ଦେଖି ତା'ପାଇଁ କାନ୍ଦି ପକାଇଲେ।
And when he was come near, he beheld the city, and wept over it,
42 ଯୀଶୁ ୟିରୁଶାଲମକୁ କହିଲେ, ତୁମ୍ଭକୁ କିପରି ଶାନ୍ତି ମିଳିପାରିବ, ତାହା ତୁମ୍ଭମାନେେ ଆଜି ଅନ୍ତତଃ ଜାଣି ପାରନ୍ତ! କିନ୍ତୁ ତାହା ତୁମ୍ଭମାନେେ ଜାଣି ପାରିବନାହିଁ। କାରଣ ତାାହା ତୁମ୍ଭ ପାଖରୁ ଗୁପ୍ତ ରଖା ଯାଇଛି।
Saying, If thou hadst known, even thou, at least in this thy day, the things which belong unto thy peace! but now they are hid from thine eyes.
43 ତୁମ୍ଭ ସକାେଶ ଏପରି ସମୟ ଆସୁଛି। ଯେତବେେଳେ କି ତୁମ୍ଭର ଶତୃମାନେ ତୁମ୍ଭ ଚାରିପଟେ ଗୋଟିଏ ପାଚରେୀ ତିଆରି କରି ଦବେେ। ତୁମ୍ଭ ଶତୃମାନେ ତୁମ୍ଭକୁ ଫରେିଯାଇ ଅବ ରୋଧ କରିବେ।
For the days shall come upon thee, that thine enemies shall cast a trench about thee, and compass thee round, and keep thee in on every side,
44 ସମାନେେ ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ନଷ୍ଟ କରି ଦବେେ। ତୁମ୍ଭ କୋଠଗୁଡିକର ଗୋଟିଏ ହେଲେ ପଥର ଅନ୍ୟ ପଥରଟି ଉପରେ ସମାନେେ ରେଖଇ ଦବେେ ନାହିଁ। ଏସବୁ ଘଟିବ। କାରଣ ତୁମ୍ଭକୁ ଉଦ୍ଧାର କରିବା ପାଇଁ ପରମେଶ୍ବର ଯେତବେେଳେ ଆସିଥିଲେ, ସେ ସମୟଟିକୁ ତୁମ୍ଭେ ଚିହ୍ନି ପାରିଲ ନାହିଁ।
And shall lay thee even with the ground, and thy children within thee; and they shall not leave in thee one stone upon another; because thou knewest not the time of thy visitation.
45 ଯୀଶୁ ମନ୍ଦିର ଭିତରକୁ ଗଲେ। ସେ ମନ୍ଦିର ପରିସର ଭିତ ରେ କିଣା ବିକା କରୁଥିବା ଲୋକମାନଙ୍କୁ ବାହାର କରିବାକୁ ଲାଗିଲେ।
And he went into the temple, and began to cast out them that sold therein, and them that bought;
46 ଯୀଶୁ କହିଲେ, ଶାସ୍ତ୍ର ରେ ଲଖାେଅଛି: 'ମାେ ଗୃହ ପ୍ରାର୍ଥନାଗୃହ ହବେ।' କିନ୍ତୁ ତୁମ୍ଭମାନେେ ଏହାକୁ ଚୋରମାନଙ୍କ ଆଡ୍ଡାସ୍ଥଳି କରି ଦଇେଛ।'
Saying unto them, It is written, My house is the house of prayer: but ye have made it a den of thieves.
47 ଯୀଶୁ ପ୍ରତିଦିନ ମନ୍ଦିର ରେ ଉପଦେଶ ଦେଉଥିଲେ। ପ୍ରଧାନ ଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ ଯୀଶୁଙ୍କୁ ଜୀବନ ରେ ମାରି ଦବୋକୁ ଚାହୁଁଥିଲେ।
And he taught daily in the temple. But the chief priests and the scribes and the chief of the people sought to destroy him,
48 କିନ୍ତୁ ସବୁ ଲୋକ ଯୀଶୁଙ୍କ ଉପଦେଶ ମନଧ୍ଯାନ ଦଇେ ଶୁଣୁଥିଲେ। ସମାନେେ ଯୀଶୁଙ୍କ କଥାପ୍ରତି ପ୍ରବଳ ଆଗ୍ରହ ପ୍ରକାଶ କରୁଥିଲେ। ତେଣୁ ପ୍ରଧାନ ଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ କ'ଣ କରିବେ ବୋଲି କିଛି ସ୍ଥିର କରିପାରୁ ନଥିଲେ।
And could not find what they might do: for all the people were very attentive to hear him.