ଯୋହନଲିଖିତ ସୁସମାଚାର 15

1 ଯୀଶୁ କହିଲେ, ମୁଁ ହେଉଛ ପ୍ରକୃତ ଦ୍ରାକ୍ଷାଲତା ଓ ମାରେ ପରମପିତା କୃଷକ ଅଟନ୍ତି।

2 ମାଠାେ ରେ ଥିବା ଯେଉଁ ଶାଖା ରେ ଫଳ ଫଳେ ନାହିଁ, ସେ ତାକୁ କାଟିଦିଅନ୍ତି। ଯେଉଁ ଶାଖା ରେ ଫଳ ଫଳି ଥାଏ, ସେ ସଗେୁଡିକ ଆହୁରି ଅଧିକ ଫଳ ପ୍ରଦାନ କରିବା ପାଇଁ ଅଗ କଟାକଟି କରି ପରିଷ୍କାର କରନ୍ତି।

3 ମୁଁ ତୁମ୍ଭକୁ ଯେଉଁ ଉପଦେଶ ଦଇେଛି, ତାହା ଦ୍ବାରା ତୁମ୍ଭେ ପରିଷ୍କୃତ ହାଇେ ସାରିଅଛ।

4 ମାେ'ଠା ରେ ରୁହ ଓ ମୁଁ ତୁମ୍ଭଠା ରେ ରହିବି। ଗୋଟିଏ ଶାଖା ଏକୁଟିଆ ଅଲଗା ରେ କବେେ ଫଳ ଦବେ ନାହିଁ। ଏହା ଲତା ରେ ଲାଗି ରହିବା ଉଚିତ। ତୁମ୍ଭମାନେେ ମଧ୍ଯ ଏକା ଥାଇ ଫଳ ଫଳି ପାରିବ ନାହିଁ। ତେଣୁ ତୁମ୍ଭେ ମାେ ସହିତ ମିଶି ରହିବା ଉଚିତ।

5 ମୁଁ ଦ୍ରାକ୍ଷାଲତା ଓ ତୁମ୍ଭମାନେେ ଶାଖା। ଯେଉଁ ଲୋକ ମାେ'ଠା ରେ ରହେ ଓ ମୁଁ ତାଠା ରେ ରହେ, ସହେି ଲୋକ ପ୍ରଚୁର ଫଳ ଫଳେ। କିନ୍ତୁ ମାେ ବିନା ସେ କିଛି କରି ପାରିବ ନାହିଁ।

6 ଯଦି କହେି ବ୍ଯକ୍ତି ମାଠାେ ରେ ରୁ ହେ ନାହିଁ, ତବେେ ତାକୁ ଶାଖା ପରି ଫିଙ୍ଗି ଦିଆୟିବ। ସହେି ଫିଙ୍ଗା ଯାଇଥିବା ଶାଖା ଶୁଖିଯାଏ। ଲକମାନେେ ଶୁଖିଲା ଶାଖାକୁ ଉଠାଇ ନିଆଁ ରେ ଫୋପାଡି ଦିଅନ୍ତି। ସଗେୁଡିକ ଜଳି ଯାଏ।

7 ମାଠାେ ରେ ରୁହ ଓ ମାରେଉପଦେଶ ପାଳନ କର। ଯଦି ତୁମ୍ଭେ ଏହା କର, ତବେେ ଯାହା ଇଚ୍ଛା କର ତାହା ମାଗ ଆଉ ତାହା ତୁମ୍ଭକୁ ଦିଆୟିବ।

8 ତୁମ୍ଭମାନେେ ପ୍ରଚୁର ଫଳ ଉତ୍ପାଦନା କର ଓ ମାରେ ଶିଷ୍ଯ ବୋଲି ଦର୍ଶାଇ ଦିଅ। ଏହା ଦ୍ବାରା ମାରେ ପରମପିତା ଗୌରବ ପାଇବେ।

9 ମାେ ପରମପିତା ମାେତେ ଯେପରି ପ୍ ରମେ କରୁଥିଲେ, ମୁଁ ତୁମ୍ଭକୁ ସପରେି ପ୍ ରମେ କରିଛି। ବର୍ତ୍ତମାନ ମାେ ପ୍ ରମେ ରେ ସ୍ଥିର ରୁହ।

10 ମୁଁ ମାରେ ପରମପିତାଙ୍କର ଆଜ୍ଞା ମାନିଛି ଓ ମୁଁ ତାହାଙ୍କ ପ୍ ରମେ ରେ ରହିଛି। ସହେିପରି ତୁମ୍ଭେ ଯଦି ମାରେ ଆଜ୍ଞା ପାଳନ କରିବ, ତୁମ୍ଭେ ମାେ ପ୍ ରମେ ରେ ରହିବ।

11 ମୁଁ ତୁମ୍ଭକୁ ଏସବୁ କଥା କହିଛି, ତା ହେଲେ ମୁଁ ଯେପରି ଆନନ୍ଦ ରେ ଅଛି, ତୁମ୍ଭେ ମଧ୍ଯ ମାେପରି ଆନନ୍ଦ ପାଇବ। ମୁଁ ଚା ହେଁ, ତୁମ୍ଭର ଆନନ୍ଦ ସଂମ୍ପୂର୍ଣ୍ଣ ହେଉ।

12 ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଛି! ଯେପରି ମୁଁ ତୁମ୍ଭକୁ ପ୍ ରମେ କରିଛି ତୁମ୍ଭମାନେେ ମଧ୍ଯ ପରସ୍ପରକୁ ସହେିପରି ପ୍ ରମେ କର।

13 ନିଜ ବନ୍ଧୁମାନଙ୍କ ପାଇଁ ପ୍ରାଣଦାନ ଦଇେ ଜଣେ ବ୍ଯକ୍ତି ସର୍ବୋତ୍କୃଷ୍ଟ ପ୍ ରମେ ଦଖାଇେ ପାରିବ।

14 ତୁମ୍ଭେ ଯଦି ମାେ କହିବା ଅନୁଯାଯୀ କାମ କର, ତବେେ ତୁମ୍ଭମାନେେ ମାରେ ବନ୍ଧୁ।

15 ମୁଁ ତୁମ୍ଭମାନଙ୍କୁ ବର୍ତ୍ତମାନ ସବେକ ବୋଲି କହୁନାହିଁ। ଜଣେ ସବେକ,ତାର ମୁନିବ କ'ଣ କରେ, ଜାଣେ ନାହିଁ। କିନ୍ତୁ ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହୁଛି, କାରଣ ମୁଁ ପରମପିତାଙ୍କଠାରୁ ଯାହା ସବୁ ଶୁଣିଛି ତାହା କହିଛି।

16 ତୁମ୍ଭେ ମାେତେ ମନୋନୀତ କରିନାହଁ, କିନ୍ତୁ ମୁଁ ତୁମ୍ଭକୁ ମନୋନୀତ କରିଛି। ମୁଁ ତୁମ୍ଭକୁ ଏହି କାର୍ୟ୍ଯ ଦଇେଛି, ଯେପରି ତୁମ୍ଭେ ଯାଇ ଫଳ ଫଳିବ। ମୁଁ ଚା ହେଁ, ତୁମ୍ଭ ଜୀବନ ରେ ଏହି ଫଳ ଲାଗିରହୁ। ସେଥି ରେ ମାେ ନାମ ନଇେ ଯାହା ମାଗିବ, ପରମପିତା ତୁମ୍ଭକୁ ତାହା ଦବେେ।

17 ଏହା ମାରେ ଆଦେଶ, ତୁମ୍ଭମାନେେ ପରସ୍ପରକୁ ପ୍ ରମେ କର।

18 ଯଦି ତୁମ୍ଭକୁ ଜଗତ ଘୃଣା କରେ, ତବେେ ମନରେଖ, ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବରୁ ଜଗତ ମାେତେ ଘୃଣା କରିଛି।

19 ତୁମ୍ଭମାନେେ ଯଦି ଏ ଜଗତର ହାଇେଥାଆନ୍ତ, ତବେେ ସଂସାର ତୁମ୍ଭମାନଙ୍କୁ ଭଲ ପାଉଥାଆନ୍ତା, ଯେପରି ଏହା ନିଜ ଲୋକକୁ ଭଲ ପାଏ। କିନ୍ତୁ ମୁଁ ତୁମ୍ଭକୁ ଜଗତ ଭିତରୁ ବାଛିଛି। ତେଣୁ ତୁମ୍ଭେ ଏ ଜଗତର ନୁହଁ। ସେଥିପାଇଁ ଜଗତ ତୁମ୍ଭକୁ ଘୃଣା କରେ।

20 ମୁଁ ତୁମ୍ଭକୁ ଯାହା କହିଥିଲି ତାହା ମନରେଖ: ଜଣେ ଚାକର ତାର ମୁନିବଠାରୁ ବଡ ନୁହେଁ। ଯଦି ଲୋକମାନେ ମାେତେ ତାଡନା କରିଛନ୍ତି, ତବେେ ସମାନେେ ତୁମ୍ଭକୁ ମଧ୍ଯ ତାଡନା କରିବେ। ସମାନେେ ମାରେ ଉପଦେଶ ମାନିଛନ୍ତି, ତେଣୁ ତୁମ୍ଭର ଉପଦେଶ ମଧ୍ଯ ମାନିବେ।

21 ଲୋକମାନେ ମାେ ଯୋଗୁଁ ତୁମ୍ଭ ପ୍ରତି ଏଭଳି ବ୍ଯବହାର କରିବେ। କାରଣ ସମାନେେ ମାରେ ପ୍ ରରଣୋକର୍ତ୍ତାଙ୍କୁ ଜାଣନ୍ତି ନାହିଁ।

22 ମୁଁ ଯଦି ଆସି ନଥାନ୍ତି ଓ ଏଜଗତର ଲୋକମାନଙ୍କୁ କହିନଥାନ୍ତି, ତବେେ ସମାନେେ ପାପରେ ଦୋଷୀ ବୋଲି ବିବଚେିତ ହୁଅନ୍ତେ ନାହିଁ। କିନ୍ତୁ ମୁଁ ବର୍ତ୍ତମାନ ସମାନଙ୍କେୁ କହିଛି। ତେଣୁ ତାହାଙ୍କ ପାପ ପାଇଁ ସମାନଙ୍କେ ପାଖ ରେ କୌଣସି ଆଳ ନାହିଁ।

23 ମାେତେ ଘୃଣା କରୁଥିବା ବ୍ଯକ୍ତି ମାରେପରମପିତାଙ୍କୁ ମଧ୍ଯ ଘୃଣା କରେ। ମୁଁ ଯେଉଁ ଆଶ୍ଚର୍ୟ୍ଯକାର୍ୟ୍ଯ ସେ ଲୋକମାନଙ୍କ ମଧିଅରେ କରିଛି, ତାହା କୌଣସି ଲୋକ କବେେ କରିନାହିଁ।

24 ଯଦି ମୁଁ ସହେି କାର୍ୟ୍ଯ କରିନଥାନ୍ତି, ତବେେ ସମାନେେ ପାପଦ୍ବାରା ଦୋଷୀ ସାବ୍ଯସ୍ତ ହାଇନେଥାଆନ୍ତେ। କିନ୍ତୁ ସମାନେେ ମାରେ ସହେି ଆଶ୍ଚର୍ୟ୍ଯ କାର୍ୟ୍ଯ କରିବା ଦେଖିଛନ୍ତି। ତଥାପି ସମାନେେ ମାେତେ ଓ ପରମପିତାଙ୍କୁ ଘୃଣା କରନ୍ତି।

25 ଏସବୁ ଘଟିବା ଦ୍ବାରା ତାହାଙ୍କ ବିଧି ବ୍ଯବସ୍ଥା ରେ ଯାହା ଲଖାେଥିଲା ତାହା ସତ୍ଯ ହେଲା: ' ସମାନେେ ମାେତେ ବିନା କାରଣ ରେ ଘୃଣା କଲେ।'

26 ମୁଁ ପରମପିତାଙ୍କ ପାଖରୁ ତୁମ୍ଭମାନଙ୍କ ନିକଟକୁ ସହେି ସାହାୟ୍ଯକାରୀଙ୍କୁ ପଠାଇବି। ସହେି ସାହାର୍ୟ୍ଯକାରୀ ସତ୍ଯମୟ ଆତ୍ମା ଅଟନ୍ତି। ସେ ପରମପାତାଙ୍କ ପାଖରୁ ଆସନ୍ତି। ସେ ଯେତବେେଳେ ଆସିବେ, ସେ ମାେ ବିଷୟ ରେ ସାକ୍ଷ୍ଯ ଦବେେ।

27 ତୁମ୍ଭେ ମାେ ବିଷୟ ରେ ଲୋକମାନଙ୍କୁ ମଧ୍ଯ କହିବ, କାରଣ ତୁମ୍ଭମାନେେ ପ୍ରଥମରୁ ମାେ ସହିତ ରହିଛ।

1 I am the true vine, and my Father is the husbandman.

2 Every branch in me that beareth not fruit he taketh away: and every branch that beareth fruit, he purgeth it, that it may bring forth more fruit.

3 Now ye are clean through the word which I have spoken unto you.

4 Abide in me, and I in you. As the branch cannot bear fruit of itself, except it abide in the vine; no more can ye, except ye abide in me.

5 I am the vine, ye are the branches: He that abideth in me, and I in him, the same bringeth forth much fruit: for without me ye can do nothing.

6 If a man abide not in me, he is cast forth as a branch, and is withered; and men gather them, and cast them into the fire, and they are burned.

7 If ye abide in me, and my words abide in you, ye shall ask what ye will, and it shall be done unto you.

8 Herein is my Father glorified, that ye bear much fruit; so shall ye be my disciples.

9 As the Father hath loved me, so have I loved you: continue ye in my love.

10 If ye keep my commandments, ye shall abide in my love; even as I have kept my Father’s commandments, and abide in his love.

11 These things have I spoken unto you, that my joy might remain in you, and that your joy might be full.

12 This is my commandment, That ye love one another, as I have loved you.

13 Greater love hath no man than this, that a man lay down his life for his friends.

14 Ye are my friends, if ye do whatsoever I command you.

15 Henceforth I call you not servants; for the servant knoweth not what his lord doeth: but I have called you friends; for all things that I have heard of my Father I have made known unto you.

16 Ye have not chosen me, but I have chosen you, and ordained you, that ye should go and bring forth fruit, and that your fruit should remain: that whatsoever ye shall ask of the Father in my name, he may give it you.

17 These things I command you, that ye love one another.

18 If the world hate you, ye know that it hated me before it hated you.

19 If ye were of the world, the world would love his own: but because ye are not of the world, but I have chosen you out of the world, therefore the world hateth you.

20 Remember the word that I said unto you, The servant is not greater than his lord. If they have persecuted me, they will also persecute you; if they have kept my saying, they will keep yours also.

21 But all these things will they do unto you for my name’s sake, because they know not him that sent me.

22 If I had not come and spoken unto them, they had not had sin: but now they have no cloke for their sin.

23 He that hateth me hateth my Father also.

24 If I had not done among them the works which none other man did, they had not had sin: but now have they both seen and hated both me and my Father.

25 But this cometh to pass, that the word might be fulfilled that is written in their law, They hated me without a cause.

26 But when the Comforter is come, whom I will send unto you from the Father, even the Spirit of truth, which proceedeth from the Father, he shall testify of me:

27 And ye also shall bear witness, because ye have been with me from the beginning.

Luke 19 in Tamil and English

1 ଯୀଶୁ ଯିରୀହାେ ନଗର ଦଇେ ଯାଉଥିଲେ।
And Jesus entered and passed through Jericho.

2 ଯୀରୀହୋ ରେ ଜଖିୟ ବୋଲି ଜଣେ ଲୋକ ଥିଲେ। ସେ ଜଣେ ପ୍ରଧାନ କରଆଦାୟକାରୀ ଥିଲେ ଓ ସେ ବହୁତ ଧନୀ ଥିଲେ।
And, behold, there was a man named Zacchaeus, which was the chief among the publicans, and he was rich.

3 ସେ ଯୀଶୁଙ୍କୁ ଦେଖିବାକୁ ଚାହୁଁଥିଲେ। ଆହୁରି ମଧ୍ଯ ଅନକେ ଲୋକ ଯୀଶୁଙ୍କୁ ଦେଖିବାକୁ ଚାହୁଁଥିଲେ। ଜଖିୟ ଏତେ ବାଙ୍ଗରା ଥିଲେ ଯେ, ଲୋକଙ୍କ ଭିତ ରେ ଥାଇ ଯୀଶୁଙ୍କୁ ଦେଖି ପାରିବା ସମ୍ଭବ ନଥିଲା।
And he sought to see Jesus who he was; and could not for the press, because he was little of stature.

4 ତେଣୁ ଯେଉଁବାଟେ ଯୀଶୁ ଆସିବେ ବୋଲି ସେ ଜାଣିଥିଲେ, ସଭେଳି ଗୋଟିଏ ସ୍ଥାନକୁ ସେ ଦୌଡିଗଲେ। ଯୀଶୁଙ୍କୁ ଦେଖି ପାରିବା ପାଇଁ ସେ ଗୋଟିଏ ଡିମ୍ବିରି ଗଛ ରେ ଚଢିଗଲେ।
And he ran before, and climbed up into a sycomore tree to see him: for he was to pass that way.

5 ଯୀଶୁ ସହେି ସ୍ଥାନକୁ ଆସିଲେ। ସେ ଉପରକୁ ଚାହିଁଲେ, ସେ ଜଖିୟଙ୍କୁ ଗଛ ଉପରେ ଦେଖିଲେ। ଯୀଶୁ ତାହାଙ୍କୁ କହିଲେ, ଜଖିୟ! ଶୀଘ୍ର ତଳକୁ ଆସ, ମୁଁ ଆଜି ନିଶ୍ଚୟ ତୁମ୍ଭ ଘ ରେ ରହିବି।
And when Jesus came to the place, he looked up, and saw him, and said unto him, Zacchaeus, make haste, and come down; for to day I must abide at thy house.

6 ତା'ପରେ ଜଖିୟ ଖୁବ୍ ଶୀଘ୍ର ତଳକୁ ଓହ୍ଲାଇ ଆସିଲେ। ଅତ୍ଯନ୍ତ ଖୁସି ରେ ସେ ଯୀଶୁଙ୍କୁ ନିଜ ଘ ରେ ସ୍ବାଗତ କଲେ।
And he made haste, and came down, and received him joyfully.

7 ସମସ୍ତେ ଏକଥା ଦେଖିଲେ। ସମାନେେ ଅଭିଯୋଗ କରିବାକୁ ଆରମ୍ଭ କଲେ, ଦେଖ, କେଉଁ ଭଳି ଲୋକ ସହିତ ଯୀଶୁ ରହୁଛନ୍ତି। ଜଖିୟ ଗୋଟିଏ ପାପୀ।
And when they saw it, they all murmured, saying, That he was gone to be guest with a man that is a sinner.

8 ଜଖିୟ ପ୍ରଭୁଙ୍କୁ କହିଲେ, ମୁଁ ଭଲ କାମ କରିବାକୁ ଇଚ୍ଛା କରୁଛି। ମୁଁ ମାେ ଧନର ଅଧା ଗରିବଙ୍କୁ ବାଣ୍ଟି ଦବେି। ମୁଁ ଯଦି କାହାରିକୁ ଠକିଥାଏ, ତବେେ ସହେି ଲୋକକୁ ଚାରିଗୁଣ ଧନ ଫରୋଇ ଦବେି।
And Zacchaeus stood, and said unto the Lord; Behold, Lord, the half of my goods I give to the poor; and if I have taken any thing from any man by false accusation, I restore him fourfold.

9 ଯୀଶୁ କହିଲେ, ଏ ଲୋକଟି ପ୍ରକୃତ ରେ ଜଣେ ଭଲ ମଣିଷ। ସେ ଅବ୍ରହାମଙ୍କର ଉପୟୁକ୍ତ ସନ୍ତାନ। ତେଣୁ ଆଜି ସେ ନିଜ ପାପରୁ ଉଦ୍ଧାର ପାଇଗଲେ।
And Jesus said unto him, This day is salvation come to this house, forsomuch as he also is a son of Abraham.

10 ମନୁଷ୍ଯପୁତ୍ର ହଜି ଯାଇଥିବା ଲୋକମାନଙ୍କୁ ଖାଜେିବାକୁ ଓ ସମାନଙ୍କେୁ ରକ୍ଷା କରିବାକୁ ଆସିଛନ୍ତି।
For the Son of man is come to seek and to save that which was lost.

11 ଯୀଶୁ ୟିରୂଶାଲମର ପାଖାପାଖି ଆସିଗଲେ। କେତକେ ଲୋକ ଭବିଲେ ଯେ ପରମେଶ୍ବରଙ୍କ ରାଜ୍ଯ ଶୀଘ୍ର ଆସିୟିବ।
And as they heard these things, he added and spake a parable, because he was nigh to Jerusalem, and because they thought that the kingdom of God should immediately appear.

12 ଲୋକମାନେ ଏହି କଥା ଭାବୁଥିବା ଯୀଶୁ ଜାଣି ପାରିଲେ। ତେଣୁ ସେ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତଟି କହିଲେ: ଜଣେ ଅତି ମାନ୍ଯଗଣ୍ଯ ବ୍ଯକ୍ତି ରାଜା ହବୋ ପାଇଁ କୌଣସି ଏକ ଦ୍ବର ରାଜ୍ଯକୁ ୟିବାକୁ ପ୍ରସ୍ତୁତ ହେଉଥିଲେ। ତା'ପରେ ସେ ଫରେିଆସି ନିଜ ଲୋକମାନଙ୍କ ଉପରେ ଶାସନ କରିବାକୁ ଯୋଜନା କଲେ।
He said therefore, A certain nobleman went into a far country to receive for himself a kingdom, and to return.

13 ସେ ନିଜର ଦଶ ଜଣ ଚାକରଙ୍କୁ ଡାକିଲେ। ସେ ପ୍ରେତ୍ୟକକ ଚାକରଙ୍କୁ ଗୋଟିଏ ଗୋଟିଏ ଟଙ୍କା ଥଳି ଦେଲେ। ସେ କହିଲେ, 'ମୁଁ ଫରେିବା ପର୍ୟ୍ଯନ୍ତ ଏହି ଟଙ୍କା ରେ ବ୍ଯବସାୟ କର।'
And he called his ten servants, and delivered them ten pounds, and said unto them, Occupy till I come.

14 ସହେି ବ୍ଯକ୍ତିଙ୍କୁ ସେ ରାଜ୍ଯର ନାଗରିକମାନେ ଘୃଣା କରୁଥିଲେ। ତେଣୁ ସମାନେେ ତାହାଙ୍କ ପଛ ରେ ଦଳେ ଲୋକଙ୍କୁ ସଠାେକୁ ପଠାଇଲେ। ସଠାେକୁ ଯାଇ ଏହି ଦଳର ଲୋକମାନେ କହିଲେ, 'ଆମ୍ଭେ ଚାହୁଁନା ଯେ, ସହେି ବ୍ଯକ୍ତି ଆମ୍ଭମାନଙ୍କର ରାଜା ହୁଅନ୍ତୁ।'
But his citizens hated him, and sent a message after him, saying, We will not have this man to reign over us.

15 ତଥାପି ସେ ରାଜା ହାଇଗେଲେ। ତା'ପରେ ସେ ଘରକୁ ଫରେି ଆସିଲେ। ତା'ପରେ ସେ କହିଲେ, ' ଯେଉଁ ଚାକରମାନଙ୍କୁ ମୁଁ ମାରେଟଙ୍କା ଦଇେଥିଲି ସମାନଙ୍କେୁ ଡାକ, ମୁଁ ଜାଣିବାକୁ ଚାହୁଁଛି ଯେ, ସହେି ଟଙ୍କା ରେ ସମାନେେ ଆଉ କେତେ ଅଧିକ ଲାଭ କରିଛନ୍ତି।'
And it came to pass, that when he was returned, having received the kingdom, then he commanded these servants to be called unto him, to whom he had given the money, that he might know how much every man had gained by trading.

16 ପ୍ରଥମେ ଚାକର ଜଣକ ଆସି କହିଲା, 'ଆଜ୍ଞା, ଆପଣ ମାେତେ ଦଇେଥିବା ଟଙ୍କା ଥଳିଟିକୁ ବ୍ଯବହାର କରି ମୁଁ ଦଶ ଥଳି ଅଧିକ ଟଙ୍କା ଅର୍ଜନ କରିଛି।'
Then came the first, saying, Lord, thy pound hath gained ten pounds.

17 ରାଜା ଚାକରମାନଙ୍କୁ କହିଲେ, ବହୁତ ଭଲ କଥା। ତୁମ୍ଭେ ଜଣେ ଭଲ ଚାକର। ତୁମ୍ଭକୁ େଛାଟ େଛାଟ ବିଷୟ ରେ ବିଶ୍ବାସ କରାଯାଇ ପାରିବ ବୋଲି ମୁଁ ଜାଣୁଛି। ତେଣୁ ମୁଁ ତୁମ୍ଭକୁ ମାରେ ଦଶଟି ନଗର ଶାସନକରିବାକୁ ଦବେି।'
And he said unto him, Well, thou good servant: because thou hast been faithful in a very little, have thou authority over ten cities.

18 ଦ୍ବିତୀୟ ଚାକରଟି ଆସିଲା ଓ କହିଲା, 'ଆଜ୍ଞା, ଆପଣ ଦଇେଥିବା ଟଙ୍କାଥଳିକୁ ବ୍ଯବହାର କରି ପାଞ୍ଚଥଳି ଟଙ୍କା ଅର୍ଜ୍ବନ କରିଛି।'
And the second came, saying, Lord, thy pound hath gained five pounds.

19 ରାଜା ସହେି ଚାକରଟିକୁ କହିଲେ, 'ତୁମ୍ଭେ ପାଞ୍ଚଟି ନଗର ଉପରେ ଶାସନ କରିବ।'
And he said likewise to him, Be thou also over five cities.

20 ତା'ପରେ ଅନ୍ୟ ଚାକରଟି ଭିତରକୁ ଆସିଲା। ସେ ରାଜାଙ୍କୁ କହିଲା, 'ଆଜ୍ଞା, ଏହି ଆପଣଙ୍କ ଟଙ୍କା ଥଳି। ମୁଁ ଖଣ୍ଡେ କନା ରେ ଏହାକୁ ଗୁଡାଇ ରଖିଥିଲି।
And another came, saying, Lord, behold, here is thy pound, which I have kept laid up in a napkin:

21 ଆପଣ ଜଣେ କଠାେର ବ୍ଯକ୍ତି ହାଇେଥିବାରୁ ମୁଁ ଆପଣଙ୍କୁ ଭୟ କରିଥିଲି। ଏପରିକି ଆପଣ ନିଜେ ଅର୍ଜ୍ବନ କରି ନଥିବା ଟଙ୍କା ନଇେଥା'ନ୍ତି ଓ ନିଜେ ଉତ୍ପନ୍ନ କରି ନଥିବା ଖାଦ୍ୟଶସ୍ଯ ସଂଗ୍ରହ କରିଥା'ନ୍ତି।'
For I feared thee, because thou art an austere man: thou takest up that thou layedst not down, and reapest that thou didst not sow.

22 ତା'ପରେ ରାଜା ସହେି ଚାକରକୁ କହିଲେ, 'ତୁମ୍ଭେ ଜଣେ ଦୁଷ୍ଟ ଚାକର। ତୁମ୍ଭେ ମାେ ପ୍ରତି ବ୍ଯବହାର କରିଥିବା ଭାଷା ରେ ମୁଁ ତୁମ୍ଭରି ବିଚାର କରିବି। ତୁମ୍ଭେ କହିଛ ଯେ, ମୁଁ ଜଣେ କଠାେର ବ୍ଯକ୍ତି। ପୁଣି କହିଛ ଯେ ମୁଁ ଅର୍ଜ୍ବନ ନକରି ଟଙ୍କା ନିଏ ଓ ଉତ୍ପନ୍ନ ନକରି ମଧ୍ଯ ଖାଦ୍ୟଶସ୍ଯ ସଂଗ୍ରହ କରେ।'
And he saith unto him, Out of thine own mouth will I judge thee, thou wicked servant. Thou knewest that I was an austere man, taking up that I laid not down, and reaping that I did not sow:

23 ଯଦି ଏକଥା ସତ୍ଯ, ତବେେ ତୁମ୍ଭେ ମାେ ଟଙ୍କା ବ୍ଯାଙ୍କ ରେ ଜମା ରଖିପାରିଥା'ନ୍ତତା' ହେଲେ ମୁଁ ଫରେି ଆସିଲା ବଳକେୁ ମାେ ଟଙ୍କା ରେ କିଛି ସୁଧ ଅର୍ଜ୍ଜନ କରାଯାଇ ପାରିଥାଆନ୍ତା ା
Wherefore then gavest not thou my money into the bank, that at my coming I might have required mine own with usury?

24 ସଠାେରେ ରହି ଏସବୁ ଦେଖୁଥିବା ଲୋକମାନଙ୍କୁ ରାଜା କହିଲେ, 'ଏ ଚାକର ପାଖରୁ ଟଙ୍କା ଥଳିଟି ନଇେ ଯାଇ ଦଶ ଥଳି ଟଙ୍କା ଅର୍ଜନ କରିଥିବା ଚାକରକୁ ଦଇଦେିଅ।
And he said unto them that stood by, Take from him the pound, and give it to him that hath ten pounds.

25 ଲୋକମାନେ ରାଜାଙ୍କୁ କହିଲେ, କିନ୍ତୁ ଆଜ୍ଞା, ସେ ଚାକରଟି ପାଖ ରେ ତ ଆଗରୁ ଦଶଥଳି ଟଙ୍କା ଅଛି।'
(And they said unto him, Lord, he hath ten pounds.)

26 ରାଜା କହିଲେ, 'ଯଦି ଜଣେ ବ୍ଯକ୍ତି ତା' ପାଖ ରେ ଯାହା ଅଛି ତାହାର ବ୍ଯବହାର କରେ ତବେେ ସେ ଆହୁରି ଅଧିକ ପାଇବ। କିନ୍ତୁ ଯେଉଁ ବ୍ଯକ୍ତି ତା ପାଖ ରେ ଯେତିକି ଅଛି, ତାହା ବ୍ଯବହାର କରନେି ତା'ଠାରୁ ତାହା ମଧ୍ଯ ଛଡଇେ ନିଆୟିବ।
For I say unto you, That unto every one which hath shall be given; and from him that hath not, even that he hath shall be taken away from him.

27 ବର୍ତ୍ତମାନ ମାରେଶତୃମାନେ କାହାଁନ୍ତି? ମୁଁ ସମାନଙ୍କେର ରାଜା ନହୁଏ ବୋଲି ଯେଉଁମାନେ ଚାହୁଁଥିଲେ। ସମାନେେ କାହାଁନ୍ତି? ମାେ ଶତୃମାନଙ୍କୁ ଏଠାକୁ ଆଣ। ସମାନଙ୍କେୁ ମାେ ଆଖି ଆଗ ରେ ମାରିଦିଅ।'
But those mine enemies, which would not that I should reign over them, bring hither, and slay them before me.

28 ଯୀଶୁ ଏସବୁ କହିସାରିବା ପରେ ୟିରୂଶାଲମ ଆଡକୁ ଯାତ୍ରା ଆରମ୍ଭ କଲେ।
And when he had thus spoken, he went before, ascending up to Jerusalem.

29 ଜୀତ ପର୍ବତ ପାଖ ବେଥ୍ଫାଗୀ ଓ ବେଥନିଆ ନଗର ପାଖକୁ ଯୀଶୁ ଆସିଗଲେ। ଯୀଶୁ ନିଜର ଦୁଇ ଜଣ ଶିଷ୍ଯଙ୍କୁ ଏହା କହି ପଠାଇଲେ,
And it came to pass, when he was come nigh to Bethphage and Bethany, at the mount called the mount of Olives, he sent two of his disciples,

30 ଆଗ ରେ ଯେଉଁ ଗାଁ ଦଖାଯାେଉଛି, ସଠାେକୁ ଯାଅ। ତୁମ୍ଭମାନେେ ଗାଁ ରେ ପଶିବା ମାତ୍ ରେ ସଠାେରେ ଗୋଟିଏ ଗଧଛୁଆ ବନ୍ଧା ହାଇେଥିବାର ଦେଖିବ। ସହେି ଗଧ ଉପରେ କହେି କବେେ ହେଲେ ଚଢି ନଥିବେ। ତାକୁ ଖାଲିେ ଦଇେ ମାେ ପାଖକୁ ଆଣିବ।
Saying, Go ye into the village over against you; in the which at your entering ye shall find a colt tied, whereon yet never man sat: loose him, and bring him hither.

31 ଯଦି କଣସି ଲୋକ ତୁମ୍ଭକୁ ପଚା ରେ ଯେ ତୁମ୍ଭମାନେେ ଗଧଟିକୁ କାହିଁକି ନଇେ ଯାଉଛ, ତବେେ ତୁମ୍ଭମାନେେ କହିବ ଯେ ପ୍ରଭୁଙ୍କର ଏଇଟି ଦରକାର ଅଛି।'
And if any man ask you, Why do ye loose him? thus shall ye say unto him, Because the Lord hath need of him.

32 ଦୁଇ ଜଣ ଶିଷ୍ଯ ସହେି ଗାଁକୁ ଗଲେ, ଯୀଶୁ ସମାନଙ୍କେୁ ଯଭେଳି କହିଥିଲେ, ଠିକ୍ ସହେି ଅନୁସାରେ ସମାନେେ ଗଧଟିକୁ ପାଇଗଲେ।
And they that were sent went their way, and found even as he had said unto them.

33 ଶିଷ୍ଯମାନେ ଗଧଟିକୁ ଫିଟାଉଥିବା ସମୟରେ ଗଧଟିର ମାଲିକମାନେ ବାହାରି ଆସିଲେ। ସମାନେେ ଶିଷ୍ଯମାନଙ୍କୁ ପଚାରିଲେ, ତୁମ୍ଭମାନେେ ଗଧଟିକୁ କାହିଁକି ଫିଟାଉଛ?
And as they were loosing the colt, the owners thereof said unto them, Why loose ye the colt?

34 ଶିଷ୍ଯମାନେ କହିଲେ, ଏହାଠା ରେ ପ୍ରଭୁଙ୍କର ଦରକାର ଅଛି।
And they said, The Lord hath need of him.

35 ତା'ପରେ ଶିଷ୍ଯମାନେ ଗଧଟିକୁ ଯୀଶୁଙ୍କ ପାଖକୁ ଆଣିଲେ। ସମାନେେ ଗଧ ପିଠି ଉପରେ ସମାନଙ୍କେର ଲୁଗା ପକଇେଲେ। ତା'ପରେ ସମାନେେ ଯୀଶୁଙ୍କୁ ଗଧ ଉପରେ ବସାଇଲେ।
And they brought him to Jesus: and they cast their garments upon the colt, and they set Jesus thereon.

36 ଯୀଶୁ ଗଧ ଉପରେ ବସି ୟିରୂଶାଲମ ଆଡକୁ ଯାତ୍ରା କଲେ। ଲୋକମାନେ ଯୀଶୁଙ୍କ ଆଗ ରେ ରାସ୍ତା ଉପରେ ନିଜ ନିଜ ଲୁଗା ବିଛାଇ ଦେଲେ।
And as he went, they spread their clothes in the way.

37 ଯୀଶୁ ୟିରୂଶାଲମର ପାଖ ହାଇେ ଆସୁଥିଲେ, ସେ ଜୀତପର୍ବତର ପାଦ ଦେଶ ନିକଟରେ ପହନ୍ଚିଲେ। ଯୀଶୁଙ୍କର ସମୁଦାୟ ଶିଷ୍ଯଦଳ ଖୁସି ଥିଲେ। ସମାନେେ ଉଚ୍ଚସ୍ବର ରେ ପରମେଶ୍ବରଙ୍କ ପ୍ରଶଂସା ଗାନ କରିବାକୁ ଲାଗିଲେ। ସମାନେେ ଯେଉଁ ସବୁ ଶକ୍ତିର କାର୍ୟ୍ଯମାନ ଦେଖୁଥିଲେ, ସେଥିପାଇଁ ପରମେଶ୍ବରଙ୍କ ସ୍ତୁତିଗାନ କଲେ। ସମାନେେ କହିଲେ,
And when he was come nigh, even now at the descent of the mount of Olives, the whole multitude of the disciples began to rejoice and praise God with a loud voice for all the mighty works that they had seen;

38 ସ୍ବାଗତ କରି କହିଲେ:
Saying, Blessed be the King that cometh in the name of the Lord: peace in heaven, and glory in the highest.

39 ଜନଗହଳି ରେ କେତେ ଜଣ ରହିଥିବା ଫାରୂଶୀ ଯୀଶୁଙ୍କୁ କହିଲେ, ଗୁରୁ, ତୁମ୍ଭର ଶିଷ୍ଯମାନଙ୍କୁ ଏ ସବୁ କଥା ନ କହିବାକୁ କୁହ।
And some of the Pharisees from among the multitude said unto him, Master, rebuke thy disciples.

40 କିନ୍ତୁ ଯୀଶୁ କହିଲେ, ମୁଁ ତୁମ୍ଭମାନଙ୍କୁ କହୁଛି, ଏସବୁ କଥା ନିଶ୍ଚୟ କୁହାୟିବ। ଯଦି ମାରେ ଶିଷ୍ଯମାନେ ଏସବୁ କଥା ନକୁହନ୍ତି। ତାହା ହେଲେ ଏ ପଥର ସବୁ ପାଟି କରି ତାହାସବୁ କହିବେ।
And he answered and said unto them, I tell you that, if these should hold their peace, the stones would immediately cry out.

41 ଯୀଶୁ ୟିରୁଶାଲମ ପାଖ ରେ ପହନ୍ଚିଲେ। ଯୀଶୁ ୟିରୁଶାଲମ ନଗରକୁ ଦେଖି ତା'ପାଇଁ କାନ୍ଦି ପକାଇଲେ।
And when he was come near, he beheld the city, and wept over it,

42 ଯୀଶୁ ୟିରୁଶାଲମକୁ କହିଲେ, ତୁମ୍ଭକୁ କିପରି ଶାନ୍ତି ମିଳିପାରିବ, ତାହା ତୁମ୍ଭମାନେେ ଆଜି ଅନ୍ତତଃ ଜାଣି ପାରନ୍ତ! କିନ୍ତୁ ତାହା ତୁମ୍ଭମାନେେ ଜାଣି ପାରିବନାହିଁ। କାରଣ ତାାହା ତୁମ୍ଭ ପାଖରୁ ଗୁପ୍ତ ରଖା ଯାଇଛି।
Saying, If thou hadst known, even thou, at least in this thy day, the things which belong unto thy peace! but now they are hid from thine eyes.

43 ତୁମ୍ଭ ସକାେଶ ଏପରି ସମୟ ଆସୁଛି। ଯେତବେେଳେ କି ତୁମ୍ଭର ଶତୃମାନେ ତୁମ୍ଭ ଚାରିପଟେ ଗୋଟିଏ ପାଚରେୀ ତିଆରି କରି ଦବେେ। ତୁମ୍ଭ ଶତୃମାନେ ତୁମ୍ଭକୁ ଫରେିଯାଇ ଅବ ରୋଧ କରିବେ।
For the days shall come upon thee, that thine enemies shall cast a trench about thee, and compass thee round, and keep thee in on every side,

44 ସମାନେେ ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ନଷ୍ଟ କରି ଦବେେ। ତୁମ୍ଭ କୋଠଗୁଡିକର ଗୋଟିଏ ହେଲେ ପଥର ଅନ୍ୟ ପଥରଟି ଉପରେ ସମାନେେ ରେଖଇ ଦବେେ ନାହିଁ। ଏସବୁ ଘଟିବ। କାରଣ ତୁମ୍ଭକୁ ଉଦ୍ଧାର କରିବା ପାଇଁ ପରମେଶ୍ବର ଯେତବେେଳେ ଆସିଥିଲେ, ସେ ସମୟଟିକୁ ତୁମ୍ଭେ ଚିହ୍ନି ପାରିଲ ନାହିଁ।
And shall lay thee even with the ground, and thy children within thee; and they shall not leave in thee one stone upon another; because thou knewest not the time of thy visitation.

45 ଯୀଶୁ ମନ୍ଦିର ଭିତରକୁ ଗଲେ। ସେ ମନ୍ଦିର ପରିସର ଭିତ ରେ କିଣା ବିକା କରୁଥିବା ଲୋକମାନଙ୍କୁ ବାହାର କରିବାକୁ ଲାଗିଲେ।
And he went into the temple, and began to cast out them that sold therein, and them that bought;

46 ଯୀଶୁ କହିଲେ, ଶାସ୍ତ୍ର ରେ ଲଖାେଅଛି: 'ମାେ ଗୃହ ପ୍ରାର୍ଥନାଗୃହ ହବେ।' କିନ୍ତୁ ତୁମ୍ଭମାନେେ ଏହାକୁ ଚୋରମାନଙ୍କ ଆଡ୍ଡାସ୍ଥଳି କରି ଦଇେଛ।'
Saying unto them, It is written, My house is the house of prayer: but ye have made it a den of thieves.

47 ଯୀଶୁ ପ୍ରତିଦିନ ମନ୍ଦିର ରେ ଉପଦେଶ ଦେଉଥିଲେ। ପ୍ରଧାନ ଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ ଯୀଶୁଙ୍କୁ ଜୀବନ ରେ ମାରି ଦବୋକୁ ଚାହୁଁଥିଲେ।
And he taught daily in the temple. But the chief priests and the scribes and the chief of the people sought to destroy him,

48 କିନ୍ତୁ ସବୁ ଲୋକ ଯୀଶୁଙ୍କ ଉପଦେଶ ମନଧ୍ଯାନ ଦଇେ ଶୁଣୁଥିଲେ। ସମାନେେ ଯୀଶୁଙ୍କ କଥାପ୍ରତି ପ୍ରବଳ ଆଗ୍ରହ ପ୍ରକାଶ କରୁଥିଲେ। ତେଣୁ ପ୍ରଧାନ ଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ କ'ଣ କରିବେ ବୋଲି କିଛି ସ୍ଥିର କରିପାରୁ ନଥିଲେ।
And could not find what they might do: for all the people were very attentive to hear him.