ଯୋହନଲିଖିତ ସୁସମାଚାର 16:33 in Oriya

ଓଡିଆ ଓଡିଆ ବାଇବେଲ ଯୋହନଲିଖିତ ସୁସମାଚାର ଯୋହନଲିଖିତ ସୁସମାଚାର 16 ଯୋହନଲିଖିତ ସୁସମାଚାର 16:33

John 16:33
ମାଠାେ ରେ ତୁମ୍ଭମାନେେ ଯେପରି ଶାନ୍ତି ପାଇବ, ଏଥିପାଇଁ ମୁଁ ତୁମ୍ଭମାନଙ୍କୁ ଏସମସ୍ତ କଥା କହିଲିି। ଏହି ଜଗତ ରେ ତୁମ୍ଭେ କଷ୍ଟ ପାଇବ। କିନ୍ତୁ ସାହାସୀ ହୁଅ ମୁଁ ଜଗତକୁ ଜୟ କରିଛି।

John 16:32John 16

John 16:33 in Other Translations

King James Version (KJV)
These things I have spoken unto you, that in me ye might have peace. In the world ye shall have tribulation: but be of good cheer; I have overcome the world.

American Standard Version (ASV)
These things have I spoken unto you, that in me ye may have peace. In the world ye have tribulation: but be of good cheer; I have overcome the world.

Bible in Basic English (BBE)
I have said all these things to you so that in me you may have peace. In the world you have trouble: but take heart! I have overcome the world.

Darby English Bible (DBY)
These things have I spoken to you that in me ye might have peace. In the world ye have tribulation; but be of good courage: I have overcome the world.

World English Bible (WEB)
I have told you these things, that in me you may have peace. In the world you have oppression; but cheer up! I have overcome the world."

Young's Literal Translation (YLT)
these things I have spoken to you, that in me ye may have peace, in the world ye shall have tribulation, but take courage -- I have overcome the world.'

These
things
ταῦταtautaTAF-ta
I
have
spoken
λελάληκαlelalēkalay-LA-lay-ka
unto
you,
ὑμῖνhyminyoo-MEEN
that
ἵναhinaEE-na
in
ἐνenane
me
ἐμοὶemoiay-MOO
ye
might
have
εἰρήνηνeirēnēnee-RAY-nane
peace.
ἔχητε·echēteA-hay-tay
In
ἐνenane
the
τῷtoh
world
κόσμῳkosmōKOH-smoh
ye
shall
have
θλῖψινthlipsinTHLEE-pseen
tribulation:
ἔχετεecheteA-hay-tay
but
ἀλλὰallaal-LA
cheer;
good
of
be
θαρσεῖτεtharseitethahr-SEE-tay
I
ἐγὼegōay-GOH
have
overcome
νενίκηκαnenikēkanay-NEE-kay-ka
the
τὸνtontone
world.
κόσμονkosmonKOH-smone

Cross Reference

ଯୋହନଲିଖିତ ସୁସମାଚାର 14:27
ମୁଁ ତୁମ୍ଭକୁ ଶାନ୍ତି ଦଇେ ଯାଉଛି। ଏହି ଶାନ୍ତି ମାେ ନିଜର, ଯାହା ମୁଁ ତୁମ୍ଭକୁ ଦେଉଛି। ଜଗତ ଯେପରି ଶାନ୍ତି ଦିଏ, ତା'ଠାରୁ ଭିନ୍ନ ଶାନ୍ତି ମୁଁ ତୁମ୍ଭକୁ ଦେଉଛି। ତେଣୁ ମନ ରେ ଦୁଃଖ କର ନାହିଁ। ଭୟ ମଧ୍ଯ କର ନାହିଁ।

ଯୋହନଙ୍କ ପ୍ରଥମ ପତ୍ର 4:4
ପିଲାମାନେ !ତୁମ୍ଭମାନେେ ପରମେଶ୍ବରଙ୍କର ଅଟ। ସେଥିପାଇଁ ତୁମ୍ଭମାନେେ ସମାନଙ୍କେୁ (ଭଣ୍ଡ ଶିକ୍ଷକମାନଙ୍କୁ) ପରାସ୍ତ କରିଛ କାରଣ ତୁମ୍ଭ ମଧିଅରେ ଯେ ଅଛନ୍ତି, ସେ ଜାଗତିକ ଲୋକମାନଙ୍କଠା ରେ ଥିବା ଶୟତାନଠାରୁ ମଧ୍ଯ ମହାନ୍।

ଯୋହନଙ୍କ ପ୍ରଥମ ପତ୍ର 5:4
ଯେଉଁ ବ୍ଯକ୍ତି ପରମେଶ୍ବରଙ୍କ ସନ୍ତାନ, ଜଗତକୁ ଜୟ କରିବା ନିମନ୍ତେ ତାହାର କ୍ଷମତା ଅଛି।

ଯୋହନଲିଖିତ ସୁସମାଚାର 14:1
ଯୀଶୁ କହିଲେ, ତୁମ୍ଭମାନଙ୍କେର ହୃଦୟ ଦୁଃଖିତ ନ ହେଉ। ପରମେଶ୍ବରଙ୍କଠା ରେ ବିଶ୍ବାସ ରଖିଥାଅ। ମାଠାେ ରେ ମଧ୍ଯ ବିଶ୍ବାସ ରଖ,

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:16
ଆମ୍ଭେ ପ୍ରାର୍ଥନା କରୁ ଯେ, ଶାନ୍ତିର ପ୍ରଭୁ ତୁମ୍ଭମାନଙ୍କୁ ଶାନ୍ତି ପ୍ରଦାନ କରନ୍ତୁ। ଆମ୍ଭେ ପ୍ରାର୍ଥନା କରୁ ଯେ, ସେ ତୁମ୍ଭମାନଙ୍କୁ ସବୁବେଳେ ଓ ପ୍ରେତ୍ୟକକ କ୍ଷେତ୍ର ରେ ଶାନ୍ତି ପ୍ରଦାନ କରନ୍ତୁ। ପ୍ରଭୁ ତୁମ୍ଭମାନଙ୍କ ସମସ୍ତଙ୍କ ସହିତ ଥାଆନ୍ତୁ।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:7
ପରମେଶ୍ବରଙ୍କର ଶାନ୍ତି ତୁମ୍ଭମାନଙ୍କ ହୃଦୟ ଓ ମନଗୁଡ଼ିକୁ ଖ୍ରୀଷ୍ଟଙ୍କଠା ରେ ସୁରକ୍ଷା କରି ରଖିବ। ପରମେଶ୍ବରଙ୍କ ପ୍ରଦତ୍ତ ଏହି ଶାନ୍ତି କେତେ ଯେ ମହାନ, ତାହା ଆମ୍ଭେ ବୁଝି ପାରୁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 1:3
ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ବରଙ୍କ ପ୍ରଶଂସା ହେଉ। ସେ ପିତା ଅଟନ୍ତି, ସେ କରୁଣା ରେ ପରିପୂର୍ଣ୍ଣ ଓ ସମସ୍ତ ବିଷୟ ରେ ସାନ୍ତ୍ବନାଦାତା ପରମେଶ୍ବର।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:36
ଶାସ୍ତ୍ର ରେ ଏହିପରି ଲଖାେ ଅଛି:

ଯୋହନଲିଖିତ ସୁସମାଚାର 15:18
ଯଦି ତୁମ୍ଭକୁ ଜଗତ ଘୃଣା କରେ, ତବେେ ମନରେଖ, ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବରୁ ଜଗତ ମାେତେ ଘୃଣା କରିଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 14:22
ସମାନେେ ସେ ସ୍ଥାନଗୁଡ଼ିକରେ ଶିଷ୍ଯମାନଙ୍କ ଆତ୍ମାକୁ ସବଳ କଲେ ଓ ବିଶ୍ବାସ ରେ ବୃଦ୍ଧିପାଇବା ପାଇଁ ଉତ୍ସାହିତ କଲେ। ସମାନେେ କହିଲେ, ପରମେଶ୍ବରଙ୍କ ରାଜ୍ଯ ରେ ପ୍ରବେଶ କରିବା ନିମନ୍ତେ ଆମ୍ଭକୁ ଅନକେ ଦୁଃଖ କଷ୍ଟ ଭୋଗ କରିବାକୁ ପଡ଼ିବ।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:20
ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବର ପୁଣି ଥରେ ସମସ୍ତ ପୃଥିବୀର ବିଷୟ ହେଉ ବା ସ୍ବର୍ଗର ବିଷୟ ହେଉ ନିଜ ସହିତ ମିଳିତ କରିବାକୁ ପସନ୍ଦ କଲେ। ଖ୍ରୀଷ୍ଟଙ୍କ କ୍ରୁଶର ରକ୍ତ ଦ୍ବାରା ପରମେଶ୍ବର ଶାନ୍ତି ଆଣିଲେ।

ପିତରଙ୍କ ପ୍ରଥମ ପତ୍ 5:9
ଶୟତାନର ଅନୁସରଣ କର ନାହିଁ। ନିଜ ବିଶ୍ବାସ ରେ ଦୃଢ଼ ହାଇେ ରୁହ। ସମଗ୍ର ବିଶ୍ବ ରେ ସର୍ବତ୍ର ତୁମ୍ଭ ଭାଇ ଓ ଭଉଣୀମାନେ ସମାନ ଭାବରେ ତୁମ୍ଭ ଭଳି ଯାତନା ପାଉଛନ୍ତି, ଏ କଥା ତୁମ୍ଭେ ଜାଣ।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3:4
ଯେତବେେଳେ ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲୁ, ଆମ୍ଭେ ତୁମ୍ଭମାନଙ୍କୁ କହିଥିଲୁ ଯେ, ଆମ୍ଭେ ଅସୁବିଧାଗୁଡ଼ିକର ସମ୍ମୁଖୀନ ହବୋକୁ ବାଧ୍ଯ। ତୁମ୍ଭମାନେେ ଜାଣିଛ ଯେ, ଆମ୍ଭେ ଯଭେଳି କହିଥିଲୁ, ସହେିଭଳି ସବୁ ଘଟିଛି।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3:7
ଅତଏବ ଭାଇ ଓ ଭଉଣୀମାନେ! ତୁମ୍ଭମାନଙ୍କ ବିଶ୍ବାସ ୟୋଗୁ ଆମ୍ଭେ ସାନ୍ତ୍ବନା ଲାଭ କଲୁ। ଆମ୍ଭର ଅନକେ କଷ୍ଟ ଓ ଯାତନା ଥିଲେ ମଧ୍ଯ, ଆମ୍ଭେ ସାନ୍ତ୍ବନା ଲାଭ କରିଛୁ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:12
ପରମେଶ୍ବରଙ୍କ ଇଚ୍ଛାନୁଯାଯୀ ଖ୍ରୀଷ୍ଟ ଯୀଶୁଙ୍କଠା ରେ ବିଶ୍ବାସପୂର୍ବକ ଜୀବନ ଅତିବାହିତ କରିବାକୁ ଚାହୁଁଥିବା ପ୍ରେତ୍ୟକକ ଲୋକ ନିର୍ୟ୍ଯାତିତ ହବେେ। ମନ୍ଦ ଲୋକେ ଓ ଅନ୍ୟମାନଙ୍କୁ ଠକୁଥିବା ଲୋକେ ମନ୍ଦରୁ ମନ୍ଦ ହାଇଯେିବେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 7:2
ୟୁଦ୍ଧ ରେ ଜିତି ଅବ୍ରହାମ ଯାହା ପାଇଥିଲେ ତା'ର ଏକ ଦଶମାଂସ ସେ ମଲ୍କୀଷଦକଙ୍କେୁ ଦେଲେ। ମଲ୍କୀଷଦକେ ନାମର ଅର୍ଥ : ପ୍ରଥମଟି ହେଉଛି ଧର୍ମରାଜା ଓ ଦ୍ବିତୀୟଟି ହେଲା ଶାଲମରେ ରାଜା ଅର୍ଥାତ୍ ଶାନ୍ତିର ରାଜା।

ଏବ୍ରୀମାନଙ୍କ ନିକଟକୁ ପତ୍ର 11:25
ସେ ପାପର କ୍ଷଣକ ସୁଖଭୋଗ କରିବା ପାଇଁ ଚାହିଁଲେ ନାହିଁ। ତା' ପରିବର୍ତେ ସେ ଈଶ୍ବରଙ୍କ ଲୋକମାନଙ୍କ ସହ୍ଯ ହେଉଥିବା ଦୁର୍ବ୍ଯବହାର ସହିବା ପସନ୍ଦ କଲେ। ନିଜର ବିଶ୍ବାସ ହତେୁ ସେ ଏପରି କଲେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 13:20
ମୁଁ ଶାନ୍ତିର ପରମେଶ୍ବରଙ୍କଠା ରେ ପ୍ରାର୍ଥନା କରୁଛି ଯେ, ତାହାଙ୍କର ଇଚ୍ଛାନୁସା ରେ ତୁମ୍ଭମାନେେ କାମ କରିବା ପାଇଁ ସେ ତୁମ୍ଭମାନଙ୍କୁ ପ୍ରେତ୍ୟକକ ଉତ୍ତମ ବସ୍ତ୍ର ପ୍ରଦାନ କରନ୍ତୁ। ପରମେଶ୍ବର ହିଁ ଆମ୍ଭର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ପୁନଃଜୀବିତ କରିଥିଲେ। ମହାନ୍ ମଷେପାଳକ ଯୀଶୁଙ୍କୁ ପରମେଶ୍ବର ତାହାଙ୍କ ରକ୍ତ ହତେୁ ପୁନର୍ଜୀବିତ କଲେ। ତାହାଙ୍କର ରକ୍ତ ହିଁ ନୂତନ ଚୁକ୍ତି ଆରମ୍ଭ କଲା। ଏହି ନୂତନଚୁକ୍ତି ଚିରନ୍ତନ ଅଟେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7:14
ମୁଁ ଉତ୍ତର ଦଲେି, ମାେ ପ୍ରଭୁ ! ଆପଣ ତାହା ଜାଣନ୍ତି, ସମାନେେ କିଏ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 12:11
ଆମ୍ଭ ଭାଇମାନେ ମଷେଶାବକଙ୍କ ରକ୍ତ ଦ୍ବାରା ଓ ସମାନଙ୍କେର ପ୍ରଚାର ଦ୍ବାରା ତାହାକୁ ପରାସ୍ତ କରିଛନ୍ତି, କାରଣ ସମାନେେ ନିଜ ନିଜର ଜୀବନକୁ ତୁଚ୍ଛଜ୍ଞାନ କରି ତାହାଙ୍କ ନିମନ୍ତେ ମୃତ୍ଯୁ ଭୋଗ କରିଥିଲେ।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 6:14
ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ କ୍ରୁଶ ହିଁ ମାରେ ଗର୍ବର ଏକମାତ୍ର କାରଣ। ମୁଁ ଆଶାକରେ ଯେ, ମୁଁ ତାହାଠାରୁ ଆଉ କେଉଁଠା ରେ ଗର୍ବ କରିବି ନାହିଁ। କ୍ରୁଶ ଉପରେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ମୃତ୍ଯୁ ଦ୍ବାରା ମାେ ପାଇଁ ଏହି ଜଗତ ମୃତ ଓ ମୁଁ ମଧ୍ଯ ଜଗତ ପାଇଁ ମୃତ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 13:11
ଭାଇ ଓ ଭଉଣୀମାନେ ! ମୁଁ ଏବେ ବିଦାୟ ନେଉଛି। ସିଦ୍ଧ ହବୋକୁ ଚେଷ୍ଟା କର। ମୁଁ ଯେପରି କହିଛି ସହେିପରି କାମ କରୁଥାଅ। ସମସ୍ତେ ଏକ ମନ ରେ ଓ ଶାନ୍ତି ରେ ରୁହ। କବେେ ଶାନ୍ତି ଓ ପ୍ ରମରେ ପରମେଶ୍ବର ତୁମ୍ଭମାନଙ୍କ ସହିତ ରହିବେ।

ଯୋହନଲିଖିତ ସୁସମାଚାର 12:31
ବର୍ତ୍ତମାନ ଜଗତର ବିଚାରର ସମୟ ଉପସ୍ଥିତ, ଏହି ଜଗତର ଶାସକ ବିତାଡିତ ହବୋର ଏହା ହେଉଛି ସମୟ।

ଯୋହନଲିଖିତ ସୁସମାଚାର 16:11
ସହେି ସାହାୟ୍ଯକାରୀ ବିଚାରର ସତ୍ଯତା ବିଷୟ ରେ ଜଗତକୁ ପ୍ରମାଣ ଦବେେ, କାରଣ ଏହି ଜଗତର ଶାସକର ବିଚାର ହାଇେ ସାରିଲଣେି।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:31
ଏହାଦ୍ବାରା ୟିହୂଦା, ଶମିରୋଣ ଓ ଗାଲିଲୀର ମଣ୍ଡଳୀ ରେ ଶାନ୍ତି ଥିଲା ଓ ଏହା ଶକ୍ତିଶାଳୀ ହେଉଥିଲା। ବିଶ୍ବାସୀମାନଙ୍କ ସଂଖ୍ଯା ବଢ଼ିବା ରେ ଲାଗିଲା। ପ୍ରଭୁଙ୍କ ଭୟ ଓ ପବିତ୍ର ଆତ୍ମାର ସହାୟତା ପାଇ ସମାନେେ ରହୁଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 27:25
ତେଣୁ ବନ୍ଧୁଗଣ! ଖୁସୀ ହୁଅ। ମୁଁ ପରମେଶ୍ବରଙ୍କୁ ବିଶ୍ବାସ କରେ। ତାହାଙ୍କ ଦୂତ ମାେତେ ଯେପରି କହିଛନ୍ତି, ଠିକ୍ ସହେିପରି ଘଟିବ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:1
ଆମ୍ଭର ବିଶ୍ବାସ ହତେୁ ଆମ୍ଭକୁ ପରମେଶ୍ବରଙ୍କଠା ରେ ଧାର୍ମିକ କରାଯାଇଛି। ସେଥିପାଇଁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ସହିତ ଆମ୍ଭେ ଶାନ୍ତି ରେ ଅଛୁ। ବିଶ୍ବାସ ଦ୍ବାରା ଖ୍ରୀଷ୍ଟ ଆମ୍ଭକୁ ପରମେଶ୍ବରଙ୍କ ଅନୁଗ୍ରହର ଅଧୀନ କଲେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 7:4
ତୁମ୍ଭମାନଙ୍କ ବିଷୟ ରେ ମାରେ ଏହି ଦୃଢ଼ବୋଧ ଅଛି। ମୁଁ ତୁମ୍ଭ ପାଇଁ ବହୁତ ଗର୍ବିତ। ତୁମ୍ଭମାନେେ ମାେତେ ଅଧିକ ଉତ୍ସାହ ଦଇେଥାଅ। ସେଥିପାଇଁ ସମସ୍ତ ଯାତନା ଭିତ ରେ ମଧ୍ଯ ମାରେ ଆନନ୍ଦ କହିଲେ ନ ସ ରେ।

ପ୍ରଥମ ଶାମୁୟେଲ 17:51
ଦାଉଦ ଦୌଡିୟାଇ ସହେି ପଲେଷ୍ଟୀୟ ଉପରେ ଠିଆ ହେଲେ ଓ ଗଲିଯାତର ଖଡ୍ଗ ଖାପରକ୍ସ୍ଟ କାଢି ତାହାର ମସ୍ତକ ଛଦନେ କଲେ।

ଗୀତସଂହିତା 68:18
ସେ ଉଚ୍ଚ ପର୍ବତ ପର୍ୟ୍ଯନ୍ତ ଗଲେ, ସେ ବହୁତ ନିର୍ବାସିତମାନଙ୍କୁ ଆଗଇେ ନଲେେ ଏବଂ ୟଥେଷ୍ଟ ଉପହାରସବୁ ଗ୍ରହଣ କଲେ। ସମାନଙ୍କେଠାରୁ ଯେଉଁ ଲୋକମାନେ ତାଙ୍କ ବିରୁଦ୍ଧରେ ବିଦ୍ରୋହ କଲେ। ସଦାପ୍ରଭୁ ପରମେଶ୍ବର ସମାନଙ୍କେ ମଧ୍ୟରେ ବାସ କରିବେ।

ଗୀତସଂହିତା 85:8
ସଦାପଭ୍ରୁ ପରମେଶ୍ବର ୟାହା କହିବେ ମୁଁ ଶୁଣିବି। ସେ ପ୍ରତିଜ୍ଞା କରିଛନ୍ତି ୟେ, ଆପଣା ଲୋକମାନଙ୍କ ଓ ଆପଣା ଅନୁସରଣକାରୀମାନଙ୍କ ପାଇଁ ଶାନ୍ତି ବିରାଜମାନ କରିବେ। ସମାନେେ ପୁନର୍ବାର ମୂର୍ଖତା ଜୀବନୟାପନ କରିବା ପାଇଁ ଫରେି ନ ୟାଆନ୍ତୁ।

ଯିଶାଇୟ 9:6
ଯେତବେେଳେ ଏକ ସ୍ବତନ୍ତ୍ର ବାଳକ ଜନ୍ମ ନବେେ ସତେିକି ବେଳେ ଏହା ଘଟିବ। ପରମେଶ୍ବର ଆମ୍ଭମାନଙ୍କୁ ଏକ ପୁତ୍ର ଦବେେ। ସେ ସମସ୍ତ ଲୋକମାନଙ୍କର ଭାର ବହନ କରିବେ। ତାଙ୍କର ନାମ ଆଶ୍ଚର୍ୟ୍ଯ ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ବର, ୟିଏ ଅନନ୍ତକାଳୀନ ଏବଂ ଶାନ୍ତିର ରାଜକୁମାର ହବେେ।'

ମୀଖା 5:5
ସଠାେ ରେ ଶାନ୍ତି ବିରାଜିତ ହବେ। ଯଦି ଅଶୂରୀଯ ଗୋଷ୍ଠୀ ଆମ୍ଭ ଦେଶକୁ ଆସିବେ ଏବଂ ଆମ୍ଭ ରାଜ୍ଯକୁ ଆକ୍ରମଣ କରିବେ, ତବେେ ଆମ୍ଭେ ଇଶ୍ରାୟେଲର ସାତଜଣ ମଷେପାଳକ ଓ ଆଠଜଣ ପ୍ରଧାନ ଲୋକଙ୍କୁ ନିର୍ବାଚନ କରିବୁ।

ଲୂକଲିଖିତ ସୁସମାଚାର 2:14
ସ୍ବର୍ଗ ରେ ରହୁଥିବା ପରମେଶ୍ବରଙ୍କୁ ଜୟ ହେଉ ଏବଂ ଏ ପୃଥିବୀ ରେ ଯେଉଁ ଲୋକମାନଙ୍କ ଉପରେ ପରମେଶ୍ବର ପ୍ରସନ୍ନ ଅଛନ୍ତି, ସେ ସମସ୍ତଙ୍କୁ ଶାନ୍ତି ମିଳୁ।

ଲୂକଲିଖିତ ସୁସମାଚାର 19:38
ସ୍ବାଗତ କରି କହିଲେ:

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:14
ଖ୍ରୀଷ୍ଟଙ୍କ ହତେୁ ଆମ୍ଭେ ଏବେ ଶାନ୍ତି ରେ ଅଛୁ। ଖ୍ରୀଷ୍ଟ ଯିହୂଦୀ ଓ ଅଣଯିହୂଦୀମାନଙ୍କୁ ଏକାଠି କଲେ। ଦୁହିଁଙ୍କ ମଝି ରେ କାନ୍ଥଟିଏ ଥିଲା ଭଳି ସମାନେେ ଅଲଗା ଥିଲେ। ସମାନେେ ପରସ୍ପରକୁ ଘୃଣା କରୁଥିଲେ। କିନ୍ତୁ ନିଜ ଶରୀରକୁ ଉତ୍ସର୍ଗ କରି ଖ୍ରୀଷ୍ଟ ସହେି ଘୃଣାର କାନ୍ଥଟିକୁ ଭାଙ୍ଗି ଦେଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:21
ଯେ ବିଜଯୀ ହୁଏ, ମୁଁ ତାହାକୁ ମାେ ସହିତ ସିଂହାସନ ରେ ବସାଇବି। ଯେପରି ମୁଁ ବିଜଯୀ ହାଇେ ମାରେ ପରମପିତାଙ୍କ ସହ ତାହାଙ୍କ ସିଂହାସନ ରେ ବସିଥିଲି, ସେ ସହେିପରି ମାେ ସହିତ ବସିବ।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:4
ପରମପିତା ପରମେଶ୍ବରଙ୍କ ଇଚ୍ଛା ଅନୁସାରେ ଯୀଶୁଖ୍ରୀଷ୍ଟ ଆମ୍ଭ ପାପଗୁଡ଼ିକ ପାଇଁ ଓ ଆମ୍ଭେ ରହୁଥିବା ପାପ ସଂସାରରୁ ଆମ୍ଭକୁ ମୁକ୍ତ କରିବା ପାଇଁ ନିଜକୁ ସମର୍ପିତ କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 27:22
କିନ୍ତୁ ବର୍ତ୍ତମାନ ମାରେକଥାଶୁଣ ଓ ସାହାସ ଧର। କାରଣ ତୁମ୍ଭମାନଙ୍କ ମଧ୍ଯରୁ କାହାରି ଜୀବନ ୟିବ ନାହିଁ। କବଳେ ଜାହାଜଟି ନଷ୍ଟ ହାଇଯେିବ।

ରେରିତମାନଙ୍କ କାର୍ଯ୍ୟର ବିବରଣ 23:11
ସହେି ରାତି ରେ ପ୍ରଭୁ ପାଉଲଙ୍କ ପାଖ ରେ ଠିଆ ହାଇେ କହିଲେ, ସାହସୀ ହୁଅ। ତୁମ୍ଭେ ମାେ ବିଷୟ ରେ ୟିରୁଶାଲମ ରେ ଯେପରି ସାକ୍ଷ୍ଯ ଦଇେଛ ଠିକ୍ ସହେିପରି ରୋମ ରେ ମଧ୍ଯ ଦବେ।