John 19:4
ପୀଲାତ ପୁଣି ଥରେ ବାହାରକୁ ଆସି ଯିହୂଦୀମାନଙ୍କୁ କହିଲେ, ବର୍ତ୍ତମାନ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ଆଗକୁ ଆଣୁଛି। ମୁଁ ତୁମ୍ଭମାନଙ୍କୁ ଜଣାଇ ଦବୋକୁ ଚା ହେଁ ଯେ, ମୁଁ ତାହାଙ୍କ ବିରୁଦ୍ଧ ରେ କୌଣସି ଅଭିଯୋଗ ପାଉ ନାହିଁ।
John 19:4 in Other Translations
King James Version (KJV)
Pilate therefore went forth again, and saith unto them, Behold, I bring him forth to you, that ye may know that I find no fault in him.
American Standard Version (ASV)
And Pilate went out again, and saith unto them, Behold, I bring him out to you, that ye may know that I find no crime in him.
Bible in Basic English (BBE)
And Pilate went out again and said to them, See, I let him come out to you to make it clear to you that I see no wrong in him.
Darby English Bible (DBY)
And Pilate went out again and says to them, Lo, I bring him out to you, that ye may know that I find in him no fault whatever.
World English Bible (WEB)
Then Pilate went out again, and said to them, "Behold, I bring him out to you, that you may know that I find no basis for a charge against him."
Young's Literal Translation (YLT)
Pilate, therefore, again went forth without, and saith to them, `Lo, I do bring him to you without, that ye may know that in him I find no fault;'
| ἐξῆλθεν | exēlthen | ayks-ALE-thane | |
| Pilate | οὖν | oun | oon |
| therefore | πάλιν | palin | PA-leen |
| went | ἔξω | exō | AYKS-oh |
| forth | ὁ | ho | oh |
| again, | Πιλᾶτος | pilatos | pee-LA-tose |
| and | Καὶ | kai | kay |
| saith | λέγει | legei | LAY-gee |
| unto them, | αὐτοῖς | autois | af-TOOS |
| Behold, | Ἴδε | ide | EE-thay |
| I bring | ἄγω | agō | AH-goh |
| him | ὑμῖν | hymin | yoo-MEEN |
| forth | αὐτὸν | auton | af-TONE |
| to you, | ἔξω | exō | AYKS-oh |
| that | ἵνα | hina | EE-na |
| ye may know | γνῶτε | gnōte | GNOH-tay |
| that | ὅτι | hoti | OH-tee |
| I find | ἐν | en | ane |
| no | αὐτῷ | autō | af-TOH |
| fault | οὐδεμίαν | oudemian | oo-thay-MEE-an |
| in | αἰτίαν | aitian | ay-TEE-an |
| him. | εὑρίσκω | heuriskō | ave-REE-skoh |
Cross Reference
ଯୋହନଲିଖିତ ସୁସମାଚାର 18:38
ପୀଲାତ କହିଲେ, ସତ୍ଯ କ'ଣ? ସେ ଏହା କହିବା ପରେ ପୁଣି ଯିହୂଦୀମାନଙ୍କ ପାଖକୁ ଗଲେ। ପୀଲାତ କହିଲେ, ଏହି ଲୋକ ବିରୁଦ୍ଧ ରେ କୌଣସି ଅଭିଯୋଗ ମୁଁ ପାଉ ନାହିଁ।
ଯୋହନଲିଖିତ ସୁସମାଚାର 19:6
ତାହାଙ୍କୁ ଦେଖିଲା ମାତ୍ ରେ ପ୍ରଧାନ ଯାଜକଗଣ ଓ ଯିହୂଦୀ ପ୍ରହରୀମାନେ ଚିତ୍କାର କଲେ, ତାକୁ କୃଶ ରେ ଚଢାଇ ମାର, ତାକୁ କୃଶ ରେ ଚଢାଇ ମାର।
ଲୂକଲିଖିତ ସୁସମାଚାର 23:4
ପୀଲାତ ପ୍ରଧାନ ଯାଜକ ଏବଂ ଲୋକମାନଙ୍କୁ କହିଲେ, ଏ ଲୋକର ମୁଁ କିଛି ଭୁଲ ଦେଖି ପାରୁନାହିଁ,
ଯୋହନଙ୍କ ପ୍ରଥମ ପତ୍ର 3:5
ତୁମ୍ଭେ ତ ଜାଣିଛ, ଲୋକମାନଙ୍କର ପାପ ଦୂର କରିବା ପାଇଁ ଖ୍ରୀଷ୍ଟ ସଂସାରକୁ ଆସିଥିଲେ। ତାହାଙ୍କ ଭିତ ରେ କୌଣସି ପାପ ନାହିଁ।
ପିତରଙ୍କ ପ୍ରଥମ ପତ୍ 3:18
ଖ୍ରୀଷ୍ଟ ନିଜେ ତୁମ୍ଭ ପାଇଁ ମଲେ। ସହେି ମୂଲ୍ଯ ତୁମ୍ଭର ପାପ ପାଇଁ ମୂଲ୍ଯ ଦଲୋ। ସେ ନିଜେ ଦୋଷୀ ନ ଥିଲେ କିନ୍ତୁ ଦୋଷୀ ଲୋକଙ୍କ ଲାଗି ମୃତ୍ଯୁ ବରଣ କଲେ। ସେ ତୁମ୍ଭ ସମସ୍ତଙ୍କୁ ପରମେଶ୍ବରଙ୍କ ପାଖକୁ ଆଣିବା ପାଇଁ ଏପରି କଲେ। ତାହାଙ୍କର ଶରୀରକୁ ବଧ କରାଗଲା, କିନ୍ତୁ ଆତ୍ମା ରେ ସେ ପୁନର୍ଜୀବିତ ହେଲେ,
ପିତରଙ୍କ ପ୍ରଥମ ପତ୍ 2:22
ସେ କୌଣସି ପାପ କରି ନ ଥିଲେ ଓ କୌଣସି ମିଛ କଥା ମୁହଁ ରେ ଉଚ୍ଚାରଣ କରି ନ ଥିଲେ। ୟିଶାଇୟ 53:9
ପିତରଙ୍କ ପ୍ରଥମ ପତ୍ 1:19
ବରଂ ନିର୍ଦ୍ ଦୋଷ ପବିତ୍ର ମଷେଶାବକ ଖ୍ରୀଷ୍ଟଙ୍କର ବହୁମୂଲ୍ଯ ରକ୍ତ ଦ୍ବାରା ତୁମ୍ଭେ କିଣା ହାଇେଅଛ।
ଏବ୍ରୀମାନଙ୍କ ନିକଟକୁ ପତ୍ର 7:26
ଅତଏବ, ଯୀଶୁଖ୍ରୀଷ୍ଟଙ୍କ ଭଳି ମହାୟାଜକ ଆମ୍ଭର ଆବଶ୍ଯକ ଥିଲା। ସେ ପବିତ୍ର, ତାହାଙ୍କଠା ରେ କୌଣସି ପାପ ନାହିଁ। ସେ ପବିତ୍ର ଓ ପାପୀମାନଙ୍କ ଦ୍ବାରା ପ୍ରଭାବିତ ନୁହଁନ୍ତି। ତାଙ୍କୁ ସ୍ବର୍ଗଠାରୁ ମଧ୍ଯ ଉଚ୍ଚସ୍ଥାନକୁ ନିଆ ଯାଇଛି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:21
ଆମ୍ଭେ ଖ୍ରୀଷ୍ଟଙ୍କ ନିମନ୍ତେ କହୁ। ଖ୍ରୀଷ୍ଟଙ୍କର କିଛି ପାପ ନ ଥିଲା। କିନ୍ତୁ ପରମେଶ୍ବର ଆମ୍ଭମାନଙ୍କ ପାଇଁ ତାହାଙ୍କୁ ପାପ ରୂପେ ଗଣ୍ଯ କଲେ, ଯେପରି ତାହାଙ୍କ ମାଧ୍ଯମ ରେ ଆମ୍ଭେ ପରମେଶ୍ବରଙ୍କ ଠା ରେ ଧାର୍ମିକ ଗଣିତ ହାଇପୋରିବା।
ଲୂକଲିଖିତ ସୁସମାଚାର 23:47
ସନୋଧ୍ଯକ୍ଷ ସଠାେରେ ଯାହା ଘଟିଲା, ଦେଖିଲେ। ସେ ଏହି କଥା କହି ପରମେଶ୍ବରଙ୍କୁ ପ୍ରଶଂସା କଲେ, ମୁଁ ଜାଣେ ଯେ, ଏହି ମନୁଷ୍ଯ ଜଣେ ଉତ୍ତମ ବ୍ଯକ୍ତି ଥିଲେ!
ଲୂକଲିଖିତ ସୁସମାଚାର 23:41
ତୁ ଓ ମୁଁ ଉଭୟ ଅପରାଧୀ। ଆମ୍ଭେ ଦୋଷ କରିଥିଲୁ। ତେଣୁ ଆମ୍ଭେ ଯାହା ପାଇବାକୁ ଯୋଗ୍ଯ ଆମ୍ଭେ ତାହା ପାଇଛୁ। କିନ୍ତୁ ଏହି ଲୋକ କୌଣସି ଦୋଷ କରି ନାହାନ୍ତି।
ମାଥିଉଲିଖିତ ସୁସମାଚାର 27:54
ରୋମୀୟ ସନୋଧ୍ଯକ୍ଷ ଓ ଯୀଶୁଙ୍କୁ ଜଗି ରହିଥିବା ସୈନ୍ଯମାନେ ଭୂମିକମ୍ପ ଓ ଅନ୍ୟସବୁ ଘଟଣାମାନ ଘଟୁଥିବା ଦେଖିଲେ, ସମାନେେ ବହୁତ ଭୟ କଲେ ଓ ସମାନେେ କହିଲେ, ସେ ପ୍ରକୃତ ରେ ପରମେଶ୍ବରଙ୍କ ପୁତ୍ର ଥିଲେ।
ମାଥିଉଲିଖିତ ସୁସମାଚାର 27:24
ପୀଲାତ ଦେଖିଲେ ଯେ, ସେ ଲୋକମାନଙ୍କ ମତ ବଦଳଇବୋକୁ କିଛି କରିପାରିବେ ନାହିଁ ବରଂ ଲୋକେ ବଳକେୁ ବଳେ ଉତ୍ତଜେିତ ହାଇେ ଉଠୁଛନ୍ତି। ପୀଲାତ କିଛି ପାଣି ନେଲେ ଓ ସମସ୍ତେ ଦେଖି ପାରିବା ଭଳି ତାହାଙ୍କର ଦୁଇହାତ ଧୋଇଲେ। ସେ କହିଲେ, ଏ ଲୋକର ମୃତ୍ଯୁ ପାଇଁ ମୁଁ ତାଯୀ ନୁହେଁ। ତୁମ୍ଭମାନେେ କବଳେ ଏସବୁ କରୁଛ।
ମାଥିଉଲିଖିତ ସୁସମାଚାର 27:19
ପୀଲାତ ବିଚାରମଞ୍ଚ ରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ ଗୋଟିଏ ଖବର ପଠାଇଲେ। ଖବରଟି ଥିଲା: ଏହି ଧର୍ମିକ ଲୋକଟିର କିଛି ହେଲେ କ୍ଷତି କରନାହିଁ। ମୁଁ ତାହାଙ୍କ ବିଷୟ ରେ କାଲି ରାତି ରେ ଗୋଟିଏ ସ୍ବପ୍ନ ଦେଖିଛି। ସେଥି ଯୋଗୁଁ ମୁଁ ଅଧିକ ଚିନ୍ତାଗ୍ରସ୍ତ ହାଇପେଡ଼ିଛି।
ମାଥିଉଲିଖିତ ସୁସମାଚାର 27:4
ସେ କହିଲେ, ମୁଁ ପାପ କରିଛି। ମୁଁ ଜଣେ ନିରପରାଧ ଲୋକକୁ ମାରି ଦବୋପାଇଁ ତୁମ୍ଭ ହାତ ରେ ଧ ରଇେ ଦଇେଛି।