ଯୋହନଲିଖିତ ସୁସମାଚାର 6:57 in Oriya

ଓଡିଆ ଓଡିଆ ବାଇବେଲ ଯୋହନଲିଖିତ ସୁସମାଚାର ଯୋହନଲିଖିତ ସୁସମାଚାର 6 ଯୋହନଲିଖିତ ସୁସମାଚାର 6:57

John 6:57
ପରମପିତା ମାେତେ ପଠାଇଛନ୍ତି। ପରମପିତା ଜୀବନ୍ତ ଓ ତାହାଙ୍କ ହତେୁ ମୁଁ ଜୀବିତ। ତେଣୁ ଯେଉଁ ଲୋକ ମାେତେ ଭୋଜନ କରେ ସେ ମାେ ହତେୁ ଜୀବିତ ରହିବ।

John 6:56John 6John 6:58

John 6:57 in Other Translations

King James Version (KJV)
As the living Father hath sent me, and I live by the Father: so he that eateth me, even he shall live by me.

American Standard Version (ASV)
As the living Father sent me, and I live because of the Father; so he that eateth me, he also shall live because of me.

Bible in Basic English (BBE)
As the living Father has sent me, and I have life because of the Father, even so he who takes me for his food will have life because of me.

Darby English Bible (DBY)
As the living Father has sent me and I live on account of the Father, *he* also who eats me shall live also on account of me.

World English Bible (WEB)
As the living Father sent me, and I live because of the Father; so he who feeds on me, he will also live because of me.

Young's Literal Translation (YLT)
`According as the living Father sent me, and I live because of the Father, he also who is eating me, even that one shall live because of me;

As
καθὼςkathōska-THOSE
the
ἀπέστειλένapesteilenah-PAY-stee-LANE
living
μεmemay
Father
hooh
hath
sent
ζῶνzōnzone
me,
πατὴρpatērpa-TARE
and
I
κἀγὼkagōka-GOH
live
ζῶzoh
by
διὰdiathee-AH
the
τὸνtontone
Father:
πατέραpaterapa-TAY-ra
so
καὶkaikay
he
hooh
that
eateth
τρώγωνtrōgōnTROH-gone
me,
μεmemay
he
even
κἀκεῖνοςkakeinoska-KEE-nose
shall
live
ζήσεταιzēsetaiZAY-say-tay
by
δι'dithee
me.
ἐμέemeay-MAY

Cross Reference

ଯୋହନଲିଖିତ ସୁସମାଚାର 5:26
ସ୍ବଯଂ ପରମପିତା ହେଉଛନ୍ତି ଜୀବନର ଉତ୍ସ। ଅତଏବ ସେ ପୁତ୍ରଙ୍କୁ ଜୀବନଦାନ କରିବା ପାଇଁ ଅନୁମତି ଦଇେଛନ୍ତି।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:20
ଅତଏବ ଏଲବ ମୁଁ ନିଲଜ ଜୀବିତ ନାହିଁ, ମାତ୍ରସମା ମଧିଅଲର ଯୀଶୁଖ୍ରୀଷ୍ଟ ଜୀବିତ ଅଛନ୍ତି।ସମାର ଶରୀର ମଧିଅଲର ମୁଁ ଏ ପର୍ୟ୍ଯନ୍ତ ଜୀବିତ ଅଛି ଓ ପରଲମଶ୍ବରଙ୍କ ପୁତ୍ରଙ୍କଠାସରସମାର ବିଶ୍ବାସ ପାଇଁ ମୁଁ ଜୀବିତ ଅଛି।ସସସମାଲତ ଭଲ ପାଇଲଲ।ସସସମା ଉଦ୍ଧାର ପାଇଁ ନିଜକୁ ସମର୍ପିତ କରିସଦଇଛନ୍ତି।

ଯୋହନଲିଖିତ ସୁସମାଚାର 3:17
ପରମେଶ୍ବର ତାହାଙ୍କ ପୁତ୍ରଙ୍କୁ ଏ ଜଗତକୁ ପଠାଇଲେ। ସେ ତାହାଙ୍କୁ ଜଗତର ବିଚାର କରିବା ପାଇଁ ପଠାଇ ନଥିଲେ। ମାତ୍ର ଏହି ଜଗତ ଯେପରି ତାହାଙ୍କ ପୁତ୍ରଙ୍କ ଦ୍ବାରା ଉଦ୍ଧାର ପାଇବ, ସେଥିପାଇଁ ସେ ତାହାଙ୍କୁ ପଠାଇଥିଲେ।

ଯୋହନଙ୍କ ପ୍ରଥମ ପତ୍ର 4:9
ଏହିପରି ଭାବରେ ପରମେଶ୍ବର ଆମ୍ଭକୁ ତାହାଙ୍କ ପ୍ ରମେ ଦଖାଇେଛନ୍ତି। ସେ ତାହାଙ୍କର ଏକମାତ୍ର ପୁତ୍ରକୁ ଏ ଜଗତକୁ ପଠାଇଛନ୍ତି। ଯେପରି ଆମ୍ଭେ ତାହାଙ୍କ ମାଧ୍ଯମ ରେ ଜୀବନ ପାଇପାରିବା।

ଏବ୍ରୀମାନଙ୍କ ନିକଟକୁ ପତ୍ର 9:14
ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପା ରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ବାରା ଆପଣାକୁ ନିଖୁଣ ବଳିସ୍ବରୂପେ ପରମେଶ୍ବରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ୟ୍ଯରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦବେ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ଯ ପବିତ୍ର କରିବ। ଆମ୍ଭେ ପବିତ୍ର ହାଇେ ଜୀବନ୍ତ ପରମେଶ୍ବରଙ୍କର ସବୋ କରିପାରିବା।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:9
ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲା ବେଳେ, ଯେପରି ଭଲ ଭାବରେ ତୁମ୍ଭମାନେେ ଆମ୍ଭମାନଙ୍କୁ ଗ୍ରହଣ କରିଥିଲ, ସେ ବିଷୟ ରେ ସର୍ବତ୍ର ଲୋକମାନେ କଥାବାର୍ତ୍ତା ହେଉଛନ୍ତି। ତୁମ୍ଭମାନେେ କିପରି ମୂର୍ତ୍ତିପୂଜା ବନ୍ଦ କରି, ଜୀବିତ ଓ ପ୍ରକୃତ ପରମେଶ୍ବରଙ୍କ ସବୋ କରିବା ପାଇଁ ପରିବର୍ତ୍ତିତ ହେଲ, ସେ ବିଷୟ ରେ ସମାନେେ କହନ୍ତି।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:3
ତୁମ୍ଭମାନଙ୍କର ପୁରାତନ ପାପପୂର୍ଣ୍ଣ ସ୍ବଭାବର ମୃତ୍ଯୁ ହାଇଯୋଇଛି ଓ ପରମେଶ୍ବରଙ୍କଠା ରେ ଖ୍ରୀଷ୍ଟଙ୍କ ସହିତ ତୁମ୍ଭମାନଙ୍କର ନୂତନ ଜୀବନ ସୁରକ୍ଷିତ ଅଛି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 13:4
ଏହା ସତ୍ଯ ଯେ, ଯେତବେେଳେ ଖ୍ରୀଷ୍ଟ କୃଶ ଉପରେ ଚଢି଼ଲେ ସେତବେେଳେ ସେ ଦୁର୍ବଳ ଥିଲେ, କିନ୍ତୁ ଏବେ ପରମେଶ୍ବରଙ୍କ ମହାଶକ୍ତି ରେ ସେ ଜୀବିତ। ଆମ୍ଭେ ମଧ୍ଯ ଖ୍ରୀଷ୍ଟଙ୍କଠା ରେ ଦୁର୍ବଳ ଅଟୁ। କିନ୍ତୁ ପରମେଶ୍ବରଙ୍କ ଶକ୍ତି ରେ ଆମ୍ଭେ ଖ୍ରୀଷ୍ଟଙ୍କ ତୁଲ୍ଯ ଜୀବିତ ହାଇେ ଉଠିବା। ନିଜକୁ ତନ୍ନ ତନ୍ନ କରି ଦେଖ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:22
ଆଦମ ଯୋଗୁ ସମସ୍ତ ଲୋକ ମୃତ୍ଯୁ ଭୋଗ କରନ୍ତି, ସହେି ଭଳି ଖ୍ରୀଷ୍ଟଙ୍କ ୟୋଗୁ ସମସ୍ତ ଲୋକଙ୍କୁ ପୁନର୍ଜୀବିତ ହବେେ।

ଯୋହନଲିଖିତ ସୁସମାଚାର 17:21
ହେ ପରମପିତା, ମୁଁ ତୁମ୍ଭଠା ରେ ପ୍ରାର୍ଥନା କରେ ଯେପରି ମାେ ଉପରେ ବିଶ୍ବାସ ରଖୁଥିବା ଲୋକମାନେ ଏକ ହାଇପୋରିବେ। ତୁମ୍ଭେ ମାଠାେ ରେ ରହିଛ ଓ ମୁଁ ତୁମ୍ଭଠା ରେ ଅଛି। ମୁଁ ପ୍ରାର୍ଥନା କରେ, ଏହି ଲୋକମାନେ ଆମ୍ଭଠା ରେ ଯେପରି ଏକ ହାଇେ ପାରିବେ। ତଦ୍ଦ୍ବାରା ଜଗତ ବିଶ୍ବାସ କରିବ, ଯେ ତୁମ୍ଭେ ମାେତେ ପଠାଇଅଛ।

ଯୋହନଲିଖିତ ସୁସମାଚାର 14:19
ଜଗତର ବାସିନ୍ଦାମାନେ ଖୁବ୍ ଅଳ୍ପ ସମୟ ପରେ ମାେତେ ଆଉ ଦେଖି ପାରିବେ ନାହିଁ। କିନ୍ତୁ ତୁମ୍ଭେ ମାେତେ ଦେଖି ପାରିବ। ତୁମ୍ଭମାନେେ ଜୀବିତ ରହିବ, କାରଣ ମୁଁ ଜୀବିତ।

ଯୋହନଲିଖିତ ସୁସମାଚାର 14:6
ଯୀଶୁ ଉତ୍ତର ଦେଲେ, ମୁଁ ପଥ। ମୁଁ ସତ୍ଯ ଓ ଜୀବନ। ପରମପିତାଙ୍କ ପାଖକୁ ୟିବା ପାଇଁ ମୁଁ ହେଉଛି ଏକମାତ୍ର ପଥ।

ଯୋହନଲିଖିତ ସୁସମାଚାର 11:25
ଯୀଶୁ ତାକୁ କହିଲେ, ମୁଁ ସହେି ପୁନରୁତ୍ଥାନ ଓ ଜୀବନ, ମାଠାେ ରେ ବିଶ୍ବାସ କରୁଥିବା ଲୋକ ମୃତ୍ଯୁ ପରେ ପୁଣି ବଞ୍ଚି ଉଠିବ ଓ ଜୀବିତ ରହିବ।

ମାଥିଉଲିଖିତ ସୁସମାଚାର 16:16
ଶିମାନେ ପିତର ଉତ୍ତର ଦେଲେ, ଆପଣ ହେଉଛନ୍ତି ଖ୍ରୀଷ୍ଟ। ଜୀବନ୍ତ ପରମେଶ୍ବରଙ୍କ ପୁତ୍ର।

ଯିରିମିୟ 10:10
ମାତ୍ର ସଦାପ୍ରଭୁ ସତ୍ଯ ପରମେଶ୍ବର ଅଟନ୍ତି। ସେ ଜୀବନ୍ତ ପରମେଶ୍ବର ଓ ଅନନ୍ତକାଳସ୍ଥାଯୀ ରାଜା। ଯେତବେେଳେ ସେ କୋପ କରନ୍ତି ପୃଥିବୀ କିତ ହୁଏ। ବିଦେଶୀ ରାଷ୍ଟ୍ର ତାଙ୍କ କୋର୍ଧ ସହ୍ଯ କରିପାରିବେ ନାହିଁ।

ଗୀତସଂହିତା 18:46
ସଦାପ୍ରଭୁ ଜୀବନ୍ତ ଅଟନ୍ତି। ମୁଁ ସହେି ଶୈଳକୁ ପ୍ରଶଂସା କରେ। ପରମେଶ୍ବର ମାେତେ ରକ୍ଷା କରନ୍ତି। ସେ ମହାନ୍ ଅଟନ୍ତି।