ଯୋହନଲିଖିତ ସୁସମାଚାର 8:2 in Oriya

ଓଡିଆ ଓଡିଆ ବାଇବେଲ ଯୋହନଲିଖିତ ସୁସମାଚାର ଯୋହନଲିଖିତ ସୁସମାଚାର 8 ଯୋହନଲିଖିତ ସୁସମାଚାର 8:2

John 8:2
ତହିଁ ଆରଦିନ ଅତି ସକାଳୁ ସେ ମନ୍ଦିରକୁ ଫରେିଆସିଲେ। ସବୁ ଲୋକମାନେ ଯୀଶୁଙ୍କ ପାଖକୁ ଆସିଲେ। ସେ ବସି ଲୋକମାନଙ୍କୁ ଶିକ୍ଷା ଦେଲେ।

John 8:1John 8John 8:3

John 8:2 in Other Translations

King James Version (KJV)
And early in the morning he came again into the temple, and all the people came unto him; and he sat down, and taught them.

American Standard Version (ASV)
And early in the morning he came again into the temple, and all the people came unto him; and he sat down, and taught them.

Bible in Basic English (BBE)
And early in the morning he came again into the Temple and all the people came to him and he was seated teaching them.

Darby English Bible (DBY)
And early in the morning he came again into the temple, and all the people came to him; and he sat down and taught them.

World English Bible (WEB)
Now very early in the morning, he came again into the temple, and all the people came to him. He sat down, and taught them.

Young's Literal Translation (YLT)
and all the people were coming unto him, and having sat down, he was teaching them;

And
ὌρθρουorthrouORE-throo
early
in
the
morning
δὲdethay
came
he
πάλινpalinPA-leen
again
παρεγένετοparegenetopa-ray-GAY-nay-toh
into
εἰςeisees
the
τὸtotoh
temple,
ἱερόνhieronee-ay-RONE
and
καὶkaikay
all
πᾶςpaspahs
the
hooh
people
λαὸςlaosla-OSE
came
ἤρχετοērchetoARE-hay-toh
unto
πρὸςprosprose
him;
αὐτόνautonaf-TONE
and
καὶkaikay
down,
sat
he
καθίσαςkathisaska-THEE-sahs
and
taught
ἐδίδασκενedidaskenay-THEE-tha-skane
them.
αὐτούςautousaf-TOOS

Cross Reference

ମାଥିଉଲିଖିତ ସୁସମାଚାର 26:55
ତା'ପରେ ଯୀଶୁ ଲୋକମାନଙ୍କୁ କହିଲେ, ତୁମ୍ଭେସବୁ ଖଣ୍ଡା ଓ ଠେଙ୍ଗା ନଇେ ମାେତେ ବନ୍ଦୀ କରିବା ପାଇଁ ଏପରି ଭାବରେ ଆସିଛ, ସତେ ଯେପରି ମୁଁ ଗୋଟଏ ଅପରାଧୀ। ମୁଁ ସବୁଦିନ ମନ୍ଦିର ପରିସର ରେ ବସି ଲୋକମାନଙ୍କୁ ଉପଦେଶ ଦେଉଥିଲି। ସେତବେେଳେ ତୁମ୍ଭେ ମାେତେ ବନ୍ଦୀ କରିଲନାହିଁ।

ଲୂକଲିଖିତ ସୁସମାଚାର 4:20
ଯୀଶୁ ପୁସ୍ତକ ବନ୍ଦ କରି ସବେକଙ୍କୁ ଫରୋଇ ଦେଲେ। ତାପରେ ସେ ବସି ପଡିଲେ। ସମାଜଗୃହ ରେ ଥିବା ପ୍ରେତ୍ୟକକ ଲୋକର ଲକ୍ଷ୍ଯ ତାହାଙ୍କ ଉପରେ ଥିଲା।

ଯୋହନଲିଖିତ ସୁସମାଚାର 8:20
ଯୀଶୁ ଏସବୁ କଥା ମନ୍ଦିର ପରିସର ରେ ଉପଦେଶ ଦଲୋ ବେଳେ କହିଲେ। ଦାନ ପାତ୍ର ରେ ଦାନ ପକାଉଥିବା ସ୍ଥାନ ନିକଟରେ ଯୀଶୁ ଠିଆ ହାଇେଥିଲେ। କିନ୍ତୁ କହେି ଲୋକ ତାହାଙ୍କୁ ବନ୍ଦୀ କଲେ ନାହିଁ। ଯୀଶୁଙ୍କର ଉଚିତ ସମୟ ସପେର୍ୟ୍ଯନ୍ତ ଆସି ନଥିଲା।

ଲୂକଲିଖିତ ସୁସମାଚାର 21:37
ସହେି ଦିନଗୁଡିକରେ ଯୀଶୁ ଲୋକମାନଙ୍କୁ ମନ୍ଦିର ରେ ଉପଦେଶ ଦେଉଥିଲେ। ରାତ୍ରିକାଳ ରେ ସେ ନଗର ବାହାରକୁ ଚାଲି ଯାଉଥିଲେ ଓ ସାରା ରାତି ଜୀତ ପର୍ବତ ଉପରେ କଟାଉଥିଲେ।

ଲୂକଲିଖିତ ସୁସମାଚାର 5:3
ଯୀଶୁ ସେଥିରୁ ଗୋଟିଏ ଡଙ୍ଗା ରେ ଚଢିଗଲେ। ସେ ଡଙ୍ଗାଟି ଶିମାନେ ଙ୍କର ଥିଲା। ଯୀଶୁ ଡଙ୍ଗାଟିକୁ କୂଳଠାରୁ ଅଳ୍ପ ଟିକିଏ ଭିତହକୁ ନାବାକୁ ଶିମାନଙ୍କେୁ କହିଲେ। ତା'ପରେ ସେ ଡଙ୍ଗାଟି ରେ ବସି ପଡିଲେ ଓ ସହେି ଡଙ୍ଗା ଉପରେ ଥାଇ ଲୋକମାନଙ୍କୁ ଉପଦେଶ ଦବୋକୁ ଲାଗିଲେ।

ମାଥିଉଲିଖିତ ସୁସମାଚାର 5:1
ଯୀଶୁଙ୍କୁ ଅନୁସରଣ କରୁଥିବା ଲୋକଙ୍କ ସଂଖ୍ଯା କ୍ରମଶଃ ବଢିବାକୁ ଲାଗିଲା। ଏହା ଦେଖି ଯୀଶୁ ଗୋଟିଏ ପାହାଡ ଉପରକୁ ଗଲେ ଏବଂ ସଠାେରେ ବସିଲେ। ତାହାଙ୍କର ଶିଷ୍ଯମାନେ ତାହାଙ୍କ ପାଖକୁ ଆସିଲେ।

ଯୋହନଲିଖିତ ସୁସମାଚାର 4:34
ଯୀଶୁ କହିଲେ, ଯେଉଁ ପରମେଶ୍ବର ମାେତେ ପଠାଇଛନ୍ତି, ତାହାଙ୍କର ଇଚ୍ଛା ପାଳନ କରିବା ଓ ତାହାଙ୍କର କାର୍ୟ୍ଯ ପୂର୍ଣ୍ଣ କରିବା ହେଉଛି ମାରେଆହାର।

ଯିରିମିୟ 44:4
ତଥାପି ଆମ୍ଭେ ଆମ୍ଭର ଦାସ ଭବିଷ୍ଯଦବକ୍ତାମାନଙ୍କୁ ବାରମ୍ବାର ତୁମ୍ଭମାନଙ୍କ ନିକଟକୁ ପଠାଇଲୁ। ଆଉ ତୁମ୍ଭମାନଙ୍କୁ ଜଣାଇଲୁ, 'ତୁମ୍ଭମାନେେ ଏହି ଘୃଣ୍ଯ କର୍ମ କର ନାହିଁ, ଆମ୍ଭେ ତାହା ଘୃଣା କରୁ।'

ଯିରିମିୟ 25:3
ଆମାନରେ ପୁତ୍ର ଯିହୁଦାର ରାଜା ଯୋଶିୟଯର ଅଧିକାରର ତ୍ରଯୋଦଶ ବର୍ଷଠାରୁ ଆଜି ପର୍ୟ୍ଯନ୍ତ ଏହି ତଇେଶ ବର୍ଷକାଳ ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହାଇେଅଛି। ଆଉ ମୁଁ ପ୍ରତ୍ଯୁଷରୁ ଉଠି ତାହା ତୁମ୍ଭମାନଙ୍କୁ କହିଅଛି ମାତ୍ର ତୁମ୍ଭମାନେେ ତାହା ଶୁଣି ନାହିଁ।

ଉପଦେଶକ 9:10
ତୁମ୍ଭେ କୌଣସି କାର୍ୟ୍ଯ କର, ତାହା ଆପଣା ସମସ୍ତ ଶକ୍ତି ସହିତ କର। କାରଣ ତୁମ୍ଭେ ଯେଉଁ କବରକୁ ଯାଉଅଛ, ସଠାେ ରେ କିଛି କାର୍ୟ୍ଯ, ଯୋଜନା, ବୁଦ୍ଧି, ଜ୍ଞାନ ନାହିଁ।