ଯୋହନଲିଖିତ ସୁସମାଚାର 9:3 in Oriya

ଓଡିଆ ଓଡିଆ ବାଇବେଲ ଯୋହନଲିଖିତ ସୁସମାଚାର ଯୋହନଲିଖିତ ସୁସମାଚାର 9 ଯୋହନଲିଖିତ ସୁସମାଚାର 9:3

John 9:3
ଯୀଶୁ ଉତ୍ତର ଦେଲେ, ଏହା ତାର ପାପ କି ତା' ବାପାମାଙ୍କର ପାପ ତାକୁ ଅନ୍ଧ କରି ନାହିଁ। ଏହି ଲୋକଟି ଅନ୍ଧ ହାଇେ ଜନ୍ମ ହାଇେଛି, ଯେପରି ଏହି ଲୋକକୁ ମୁଁ ସୁସ୍ଥ କଲା ବେଳେ ଲୋକମାନଙ୍କ ଆଗ ରେ ପରମେଶ୍ବରଙ୍କ ଶକ୍ତି ପ୍ରଦର୍ଶିତ ହାଇପୋରିବ।

John 9:2John 9John 9:4

John 9:3 in Other Translations

King James Version (KJV)
Jesus answered, Neither hath this man sinned, nor his parents: but that the works of God should be made manifest in him.

American Standard Version (ASV)
Jesus answered, Neither did this man sin, nor his parents: but that the works of God should be made manifest in him.

Bible in Basic English (BBE)
Jesus said in answer, It was not because of his sin, or because of his father's or mother's; it was so that the works of God might be seen openly in him.

Darby English Bible (DBY)
Jesus answered, Neither has this [man] sinned nor his parents, but that the works of God should be manifested in him.

World English Bible (WEB)
Jesus answered, "Neither did this man sin, nor his parents; but, that the works of God might be revealed in him.

Young's Literal Translation (YLT)
Jesus answered, `Neither did this one sin nor his parents, but that the works of God may be manifested in him;


ἀπεκρίθηapekrithēah-pay-KREE-thay
Jesus
hooh
answered,
Ἰησοῦςiēsousee-ay-SOOS
Neither
ΟὔτεouteOO-tay
man
this
hath
οὗτοςhoutosOO-tose
sinned,
ἥμαρτενhēmartenAY-mahr-tane
nor
οὔτεouteOO-tay
his
οἱhoioo
parents:
γονεῖςgoneisgoh-NEES
but
αὐτοῦautouaf-TOO
that
ἀλλ'allal
the
ἵναhinaEE-na
works
φανερωθῇphanerōthēfa-nay-roh-THAY
of

τὰtata
God
ἔργαergaARE-ga
manifest
made
be
should
τοῦtoutoo
in
θεοῦtheouthay-OO
him.
ἐνenane
αὐτῷautōaf-TOH

Cross Reference

ଯୋହନଲିଖିତ ସୁସମାଚାର 11:4
ଯୀଶୁ ଏହି କଥା ଶୁଣି କହିଲେ, ତାହାର ପୀଡା ମୃତ୍ଯୁଜନକ ନୁହେଁ। କିନ୍ତୁ ତା'ର ଅସୁସ୍ଥତା ପରମେଶ୍ବରଙ୍କର ଗୌରବ ନିମନ୍ତେ। ପରମେଶ୍ବରଙ୍କର ପୁତ୍ର ଏହା ଦ୍ବାରା ଗୌରବାନ୍ବିତ ହବେେ।

ଆୟୁବ ପୁସ୍ତକ 42:7
ସଦାପ୍ରଭୁ ଆୟୁବ ସହିତ କଥା ଶଷେ କଲା ପରେ ସେ ତୈମନୀଯ ଇଲୀଫସ୍ ସହିତ କଥା ହେଲେ। ସଦାପ୍ରଭୁ ଇଲୀଫସକୁ କହିଲେ, ଆମ୍ଭେ ତୁମ୍ଭ ଉପରେ ଓ ତୁମ୍ଭର ଦୁଇ ବନ୍ଧୁଙ୍କ ଉପରେ କୋରଧିତ। କାହିଁକି ? କାରଣ ତୁମ୍ଭେ ଆମ୍ଭ ବିଷଯ ରେ ଉଚିତ କଥା କହି ନାହଁ। କିନ୍ତୁ ଆୟୁବ ଆମ୍ଭର ଆଶ୍ରିତ। ଆୟୁବ ଆମ୍ଭ ବିଷଯ ରେ ଉଚିତ୍ କଥା କହିଛି।

ଆୟୁବ ପୁସ୍ତକ 22:5
ନା, ଏହାର କାରଣ ତୁମ୍ଭେ ଅତ୍ଯଧିକ ପାପ କରିଛ। ତୁମ୍ଭେ କବେେ ନିବୃତ୍ତ ରହି ନାହଁ।

ଆୟୁବ ପୁସ୍ତକ 21:27
କିନ୍ତୁ ମୁଁ ଜାଣେ ତୁମ୍ଭେ କ'ଣ ଚିନ୍ତା କରୁଛ ଏବଂ ଏକଥା ଜାଣେ ତୁମ୍ଭେ ମାେତେ ଆଘାତ ଦବୋକୁ ଚାହୁଁଛ।

ଆୟୁବ ପୁସ୍ତକ 2:3
ତା'ପରେ ସଦାପ୍ରଭୁ ଶଯତାନକୁ ପଚାରିଲେ, ତୁମ୍ଭେ ଆମ୍ଭ ସବେକ ଆୟୁବକୁ ଦେଖିଛ କି ? ଆୟୁବ ଭଳି ଜଣେ ବ୍ଯକ୍ତି ଏ ପୃଥିବୀ ରେ କହେି ନାହାଁନ୍ତି। ଆୟୁବ ଜଣେ ଉତ୍ତମ ଓ ଧାର୍ମିକ ବ୍ଯକ୍ତି। ସେ ପରମେଶ୍ବରଙ୍କୁ କବଳେ ଉପାସନା କରେ ଓ ମନ୍ଦକାର୍ୟ୍ଯ କରିବାକୁ ବାରଣ କରେ। ସେ ଏବେ ମଧ୍ଯ ନିର୍ଦ୍ ଦୋଷ ଯଦିଓ ତୁମ୍ଭେ ତା'ର ବିନା କାରଣ ରେ ସମସ୍ତ ବସ୍ତୁକୁ ନଷ୍ଟ କରିବା ପାଇଁ ମାେତେ ପ୍ରବର୍ତ୍ତାଇଥିଲ।

ଆୟୁବ ପୁସ୍ତକ 1:8
ତା'ପରେ ସଦାପ୍ରଭୁ ଶଯତାନକୁ ପଚାରିଲେ, ତୁମ୍ଭେ ମାରେ ସବେକ ଆୟୁବକୁ ଦେଖିଛ କି ? ଆୟୁବ ଭଳି ଜଣେ ବ୍ଯକ୍ତି ଏ ପୃଥିବୀ ରେ କହେି ନାହିଁ। ଆୟୁବ ଜଣେ ଉତ୍ତମ ଓ ଧାର୍ମିକ ବ୍ଯକ୍ତି ଅଟେ। ସେ ପରମେଶ୍ବରଙ୍କୁ ଉପାସନା କରେ ଏବଂ ମନ୍ଦକାର୍ୟ୍ଯ କରିବାକୁ ପ୍ରତ୍ଯାଖାନ କରେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 28:4
ସଠାେର ବାସିନ୍ଦାମାନେ ତାହାଙ୍କ ହାତ ରେ ସାପ ଝୁଲୁ ଥିବାର ଦେଖିଲେ। ସମାନେେ ନିଜ ନିଜ ଭିତ ରେ କୁହା କୁହି ହେଲେ, ଏ ଲୋକଟିର ନିଶ୍ଚୟ ମୃତ୍ଯୁ ହବେ। ଯଦିଓ ଏ ଲୋକ ସମୁଦ୍ରରୁ ରକ୍ଷା ପାଇଲା, କିନ୍ତୁ ନ୍ଯାୟ ଏହାକୁ ବଞ୍ଚିବା ପାଇଁ ଦଲୋ ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:21
ତେଣୁ ସେ ସମାନଙ୍କେୁ ଆଉ ଥରେ ଭୟ ଦଖାଇେଲେ ଏବଂ ସମାନଙ୍କେୁ ମୁକ୍ତ କଲେ।

ଯୋହନଲିଖିତ ସୁସମାଚାର 14:11
ମୁଁ ପରମପିତାଙ୍କଠା ରେ ଓ ପରମପିତା ମାେ'ଠା ରେ ଅଛନ୍ତି। ତୁମ୍ଭେ ମାରେ ଏହି କଥା ବିଶ୍ବାସ କର। କିମ୍ବା ମୁଁ ଯେଉଁ ସବୁ ଆଶ୍ଚର୍ୟ୍ଯ କାର୍ୟ୍ଯ କରିଛି ସେଥିପାଇଁ ବିଶ୍ବାସ କର।

ଲୂକଲିଖିତ ସୁସମାଚାର 13:2
ଯୀଶୁ ଉତ୍ତର ଦେଲେ, ତୁମ୍ଭମାନେେ କ'ଣ ଭାବୁଛ ଯେ ଏହି ଲୋକମାନେ ଗାଲୀଲୀର ସବଠାରୁ ଅଧିକ ପାପୀ ଥିଲେ ବୋଲି ସମାନଙ୍କେୁ ଏ ଦଶା ଭୋଗିବାକୁ ପଡିଲା?

ମାଥିଉଲିଖିତ ସୁସମାଚାର 11:5
ଅନ୍ଧ ତାର ଦୃଷ୍ଟିଶକ୍ତି ଫରେି ପାଆନ୍ତି । େଛାଟାମାନେ ଗ୍ଭଲି ପାରନ୍ତି। କୁଷ୍ଠ ରୋଗୀ ସୁସ୍ଥ ହାଇେ ଯାଉଛନ୍ତି। ବଧିର ଶୁଣି ପାରୁଛି। ମଲା ଲୋକ ବଞ୍ଚି ଉଠୁଛି। ଦୀନ-ଦୁଃଖୀ ଲୋକଙ୍କ ପାଇଁ ସୁସମାଚାର ପ୍ରଚାର କରାଯାଉଛି।

ଉପଦେଶକ 9:1
ମୁଁ ଏହିସବୁ ବିଷଯ ରେ ମନୋନିବେଶ କରି ଅନୁସନ୍ଧାନ କଲି। ଧାର୍ମିକ ଓ ଜ୍ଞାନୀ, ଆଉ ସମାନଙ୍କେ କାର୍ୟ୍ଯ ପରମେଶ୍ବରଙ୍କ ହାତ ରେ। କହେି ଜାଣେ ନାହିଁ, ତାକୁ ପ୍ ରମେ କରାୟିବ କି ଘୃଣା କରାୟିବ। ଏସବୁ ଭବିଷ୍ଯତ ଉପ ରେ ନିର୍ଭର କରେ। ଏପରିକି ସମାନଙ୍କେର ପ୍ ରମେ ଓ ଘୃଣା ପରମେଶ୍ବରଙ୍କ ହାତ ରେ ଅଛି।

ଆୟୁବ ପୁସ୍ତକ 32:3
ଇଲୀହୁ ମଧ୍ଯ ଆୟୁବର ତିନି ବନ୍ଧୁ ଉପରେ ରାଗି ଥିଲା। କାହିଁକି ? କାରଣ ଆୟୁବର ତିନିବନ୍ଧୁ ଆୟୁବର ୟୁକ୍ତିର ଉତ୍ତର ଦଇପୋରିଲେ ନାହିଁ। କିନ୍ତୁ ତଥାପି ସମାନେେ ଆୟୁବକୁ ଦୋଷ ଦେଲେ।