Jonah 2:9 ପରିତ୍ରାଣ କବଳେ ସଦାପ୍ରଭୁଙ୍କ ନିକଟରୁ ଆ ସେ। ହେ ସଦାପ୍ରଭୁ, ମୁଁ ବଳିଦାନ ଦବୋକୁ ପ୍ରସ୍ତୁତ ଏବଂ ମୁଁ ତୁମ୍ଭକୁ ପ୍ରଶଂସା ଓ ଧନ୍ଯବାଦ ଜଣାଇବି। ମୁଁ କରିଥିବା ସମସ୍ତ ଶପଥ ରକ୍ଷା କରିବି।
Jonah 2:9 in Other Translations
King James Version (KJV) But I will sacrifice unto thee with the voice of thanksgiving; I will pay that that I have vowed. Salvation is of the LORD.
American Standard Version (ASV) But I will sacrifice unto thee with the voice of thanksgiving; I will pay that which I have vowed. Salvation is of Jehovah.
Bible in Basic English (BBE) The worshippers of false gods have given up their only hope.
Darby English Bible (DBY) But I will sacrifice unto thee with the voice of thanksgiving; I will pay that which I have vowed. Salvation is of Jehovah.
World English Bible (WEB) But I will sacrifice to you with the voice of thanksgiving. I will pay that which I have vowed. Salvation belongs to Yahweh."
Young's Literal Translation (YLT) And I -- with a voice of thanksgiving -- I sacrifice to Thee, That which I have vowed I complete, Salvation `is' of Jehovah.
Read Full Chapter :
Jonah 2
Cross Reference
ଗୀତସଂହିତା 50:14
ସର୍ବୋପରିସ୍ଥ ପରମେଶ୍ବରଙ୍କଠାରେ ତୁମ୍ଭେ ୟାହା ପ୍ରତିଜ୍ଞା କଲ, ତାଙ୍କୁ ଦିଅ। ତୁମ୍ଭର ବଳି ଉତ୍ସର୍ଗ କର।
ଗୀତସଂହିତା 3:8
ହେ ସଦାପ୍ରଭୁ ଶଷେରେ ତୁମ୍ଭର ହିଁ ବିଜଯ ହବେ। ଦୟାକରି ତୁମ୍ଭର ଲୋକମାନଙ୍କ ଉପରେ ଆଶୀର୍ବାଦ କର।
ହୋଶେୟ 14:2
କ'ଣ କହିବ ସେ ବିଷଯ ରେ ଚିନ୍ତା କର ଏବଂ ସଦାପ୍ରଭୁଙ୍କ ପାଖକୁ ଫରେିଆସ। ତାଙ୍କୁ କୁହ,
ଉପଦେଶକ 5:4
ତୁମ୍ଭେ ପରମେଶ୍ବରଙ୍କଠା ରେ ପ୍ରତିଜ୍ଞା କଲେ ତାହା ପରିଶାଧେ କରିବାକୁ ବିଳମ୍ବ କର ନାହିଁ। କାରଣ ମୂର୍ଖମାନଙ୍କଠା ରେ ତାଙ୍କର ସନ୍ତାଷେ ନାହିଁ। ତୁମ୍ଭେ ଯାହା ପ୍ରତିଜ୍ଞା କର, ତାହା ପରିଶାଧେ କର।
ଗୀତସଂହିତା 50:23
ୟେକହେି ମାେତେ ଧନ୍ଯବାଦାର୍ଥକ ନବୈେଦ୍ଯ ଉତ୍ସର୍ଗ କରେ, ମାେତେ ସମ୍ମାନ ପ୍ରଦର୍ଶନ କରେ ଏବଂ ୟିଏ କହେି ସତ୍ମାର୍ଗରେ ଚାଲିବାକୁ ନିଷ୍ପତ୍ତି ନିଏ, ସେ ମାରେ ରକ୍ଷା କରିବାର ଶକ୍ତି ଦେଖିପାରିବ।
ଯିଶାଇୟ 45:17
ମାତ୍ର ଇଶ୍ରାୟେଲ ସଦାପ୍ରଭୁଙ୍କ ଦ୍ବାରା ଅନନ୍ତକାଳସ୍ଥାଯୀ ପରିତ୍ରାଣ ପାଇବ ; ତୁମ୍ଭମାନେେ ୟୁଗ ୟୁଗାନ୍ତ ୟାଏ ଲଜ୍ଜିତ କିମ୍ବା ବିବ୍ରତ ହବେ ନାହିଁ।
ଗୀତସଂହିତା 68:20
ଆମ୍ଭର ପରମେଶ୍ବର ହେଉଛନ୍ତି ପରମେଶ୍ବର ୟିଏକି ରକ୍ଷା କରନ୍ତି। ଆମ୍ଭମାନଙ୍କର ସଦାପ୍ରଭୁ ମୃତ୍ଯୁଠାରୁ ରକ୍ଷା କରନ୍ତି।
ଆୟୁବ ପୁସ୍ତକ 22:27
ତା'ପରେ ତୁମ୍ଭେ ତାଙ୍କୁ ପ୍ରାର୍ଥନା କରିବ ଏବଂ ସେ ତୁମ୍ଭର ଡ଼ାକ ଶୁଣିବେ। ଯାହାସବୁ ପ୍ରତିଜ୍ଞା ତାଙ୍କଠା ରେ କରିଛ, ତାହା ତୁମ୍ଭେ ରଖିବାକୁ ସକ୍ଷମ ହବେ।
ଗୀତସଂହିତା 37:39
ସଦାପ୍ରଭୁ ସର୍ବଦା ଧାର୍ମିକ ଲୋକକୁ ରକ୍ଷା କରନ୍ତି। ସଦାପ୍ରଭୁ ହିଁ ସହେି ଧାର୍ମିକ ଲୋକମାନଙ୍କର ସଂକଟ ସମଯରେ ଏକମାତ୍ର ବଳ। ଯେତବେେଳେ ସମାନେେ ଅସୁବିଧାରେ ପଡ଼ନ୍ତି।
ଯିରିମିୟ 33:11
ସଦାପ୍ରଭୁ କହନ୍ତି, ଏଠା ରେ ତୁମ୍ଭମାନେେ ଆନନ୍ଦ ଧ୍ବନି ଓ ହର୍ଷନାଦ, ବର କନ୍ଯାଙ୍କର ହର୍ଷଧ୍ବନି, ସଦାପ୍ରଭୁଙ୍କର ପ୍ରଶଂସାଗାନର କୋଳାହଳ ପାଇବ। ସମାନେେ କହିବେ, 'ସଦାପ୍ରଭୁ ମଙ୍ଗଳମଯ ଓ ତାଙ୍କର କରୁଣା ସଦାକାଳ ସ୍ଥାଯୀ।' ତେଣୁ ତାଙ୍କର ଧନ୍ଯବାଦ କର। ପୁଣି ସଦାପ୍ରଭୁଙ୍କ ଗୃହକୁ ଧନ୍ଯବାଦସ୍ବରୂପ ବଳି ଆଣିବାର ଶବ୍ଦ ଶୁଣାୟିବ। ଏହା ହବେ କାରଣ ଆମ୍ଭେ ଆପଣା ଲୋକମାନଙ୍କର ଭାଗ୍ଯ ପରିବର୍ତ୍ତନ କରିବା। ସେଥିପାଇଁ ସବୁକିଛି ପୂର୍ବରୁ ଯେପରି ଥିଲା, ସପରେି ହାଇଯେିବ।
ରେରିତମାନଙ୍କ କାର୍ଯ୍ୟର ବିବରଣ 4:12
ତାହାଙ୍କ ବ୍ଯତୀତ ଅନ୍ୟ କାହା ପାଖ ରେ ଉଦ୍ଧାର ନାହିଁ, କାରଣ ଏହି ଆକାଶ ତଳେ ଦିଆଯାଇଥିବା ଅନ୍ୟ କୌଣସି ନାମ ନାହିଁ ଯାହା ଦ୍ବାରା କି ଆମ୍ଭେ ଉଦ୍ଧାର ପାଇପାରିବା।
ଏବ୍ରୀମାନଙ୍କ ନିକଟକୁ ପତ୍ର 13:15
ଅତଏବ ଯୀଶୁଙ୍କ ମାଧ୍ଯମ ରେ ପରମେଶ୍ବରଙ୍କୁ ଆମ୍ଭର ବଳି ଉତ୍ସର୍ଗ କରିବା ବିଷୟ ଆମ୍ଭେ କବେେ ହେଲେ ବନ୍ଦ କରିବା ଉଚିତ ନୁହେଁ। ମୁଖ ଦ୍ବାରା ପ୍ରଶଂସାପୂର୍ବକ ତାହାଙ୍କର ନାମ ଉଚ୍ଚାରଣ ସହେି 'ବଳି' ଅଟେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7:10
ସମାନେେ ଉଚ୍ଚ ସ୍ବର ରେ ପାଟିକରି କହୁଥିଲେ, ବିଜୟ (ପରିତ୍ରାଣ) ସିଂହାସନୋପବିଷ୍ଟ ଆମ୍ଭମାନଙ୍କର ପରମେଶ୍ବର ଓ ମଷେଶାବକଙ୍କର।
ଦିତୀୟ ଶାମୁୟେଲ 15:7
ଏହିପରି ଗ୍ଭରି ବର୍ଷ ପରେ ଅବଶାଲୋମ ରାଜା ଦାଉଦଙ୍କକ୍ସ୍ଟ କହିଲେ, ଦୟାକରି ମାେତେ ହିବ୍ରୋଣକକ୍ସ୍ଟ ମାରେ ଶପଥ ପକ୍ସ୍ଟରଣ କରିବା ପାଇଁ ୟିବାକକ୍ସ୍ଟ ଦିଅନ୍ତକ୍ସ୍ଟ।
ଦିତୀୟ ବିବରଣ 23:18
ତୁମ୍ଭେ କୌଣସି ମାନତ ନିମନ୍ତେ କୌଣସି ବେଶ୍ଯାର ବତନେ କିଅବା କକ୍ସ୍ଟକକ୍ସ୍ଟରର ମୂଲ୍ଯ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ଗୃହକକ୍ସ୍ଟ ଆଣିବ ନାହିଁ। କାରଣ ସେ ଉଭୟ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ଘୃଣ୍ଯ ଅଟନ୍ତି।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 12:1
ସେଥିପାଇଁ ହେ ଭାଇ ଓ ଭଉଣୀମାନେ! ପରମେଶ୍ବରଙ୍କ ଅନୁଗ୍ରହକୁ ସ୍ମରଣ କରି, ତୁମ୍ଭମାନେେ ନିଜର ଜୀବନକୁ, ଏକ ଜୀବନ୍ତ ବଳିଦାନ ସ୍ବରୂପ ପରମେଶ୍ବରଙ୍କୁ ଅର୍ପଣ କର।ଏହା କବଳେ ତାହାଙ୍କୁ ସମର୍ପିତ ହବେ। ଏହା ପରମେଶ୍ବରଙ୍କୁ ଅତି ପ୍ରସନ୍ନ କରିବ। ଏହି ସମର୍ପଣ, ତୁମ୍ଭମାନଙ୍କ ପାଇଁ ପରମେଶ୍ବରଙ୍କ ଆତ୍ମୀକ ଉପାସନା ଅଟେ।
ଯୋହନଲିଖିତ ସୁସମାଚାର 4:22
ତୁମ୍ଭେ ଶମିରୋଣୀୟମାନେ କିଛି ନଜାଣି ନବୁଝି ଉପାସନା କର। କିନ୍ତୁ ଆମ୍ଭେ ଯିହୂଦୀମାନେ କାହାକୁ ଉପାସନା କରୁ, ସବୁ ଜାଣୁ। ଯୀହୂଦୀମାନଙ୍କଠାରୁ ପରିତ୍ରାଣ ଏ ଜଗତକୁ ଆ ସେ।
ଗୀତସଂହିତା 116:17
ମୁଁ ତୁମ୍ଭକୁ ଏକ ଧନ୍ଯବାଦାର୍ଥକ ବଳି ଦବେି। ମୁଁ ସଦାପ୍ରଭୁଙ୍କର ନାମକୁ ଡ଼ାକିବି।
ଆଦି ପୁସ୍ତକ 35:3
ଆମ୍ଭମାନେେ ଏହି ସ୍ଥାନ ପରିତ୍ଯାଗ କରି ବୈଥଲକେୁ ୟିବା। ମୁଁ ସଠାେରେ ଏକ ୟଜ୍ଞବଦେୀ ନିର୍ମାଣ କରିବି ଏବଂ ତାହା ପରମେଶ୍ବରଙ୍କୁ ଉତ୍ସର୍ଗ କରିବି ୟିଏ ମାରେଅସୁବିଧା ସମୟରେ ମାେତେ ଦୟା କରିଛନ୍ତି, ଯେଉଁଠାକୁ ମୁଁ ଗଲି ପରମେଶ୍ବର ମାେ ସହିତ ରହି ଆସିଛନ୍ତି।
ଗୀତସଂହିତା 107:22
ସମାନେେ ଧନ୍ଯବାଦାର୍ଥକ ବଳି ଉତ୍ସର୍ଗ କରନ୍ତୁ ଓ ଗାନକରି ତାଙ୍କ କର୍ମସକଳ ବର୍ଣ୍ଣନା କରନ୍ତୁ।
ଗୀତସଂହିତା 66:13
ତଣେୁ, ମୁଁ ତୁମ୍ଭ ପବିତ୍ର ମନ୍ଦିରକୁ ହାମବେଳି ନଇେ ଆସିବି। ଯେତବେେଳେ ମୁଁ ସଂଙ୍କଟରେ ଥିଲି, ମୁଁ ତୁମ୍ଭର ସାହାୟ୍ଯ ପାଇଁ ଅନୁ ରୋଧ କରିଥିଲି।