Joshua 6

fullscreen1 ଯିରୀହାେ ସହର ବନ୍ଦ ଥିଲା ଓ ଜଗା ହାଇେଥିଲା। ସହେି ସହରର ଲୋକମାନେ ଭୟଭୀତ ହାଇେ ୟାଇଥିଲେ। କାରଣ ଇଶ୍ରାୟେଲର ଲୋକମାନେ ସହେି ସହରର ନିକଟରେ ଥିଲେ, କୌଣସି ଲୋକ ସହେି ସହରର ଭିତରକକ୍ସ୍ଟ ପଶକ୍ସ୍ଟ ନ ଥିଲେ କି କହେି ମଧ୍ଯ ସହର ଭିତରକ୍ସ୍ଟ ବାହାରକକ୍ସ୍ଟ ମଧ୍ଯ ଆସକ୍ସ୍ଟ ନ ଥିଲେ।

fullscreen2 ତେଣୁ ଯିହାଶୂେୟଙ୍କକ୍ସ୍ଟ ସଦାପ୍ରଭୁ ପକ୍ସ୍ଟଣିଥରେ କହିଲେ, ଦେଖ, ଯିରୀହାେ ନଗର ସହିତ ରାଜାମାନଙ୍କୁ ଓ ଶକ୍ତିଶାଳୀ ୈସନ୍ଯମାନଙ୍କୁ ପରାସ୍ତ କରିବାକୁ ମୁ ତୁମ୍ଭକୁ ଅନକ୍ସ୍ଟମତି ଦବେି।

fullscreen3 ପ୍ରେତ୍ୟକକ ଦିନ ଥରେ ସମସ୍ତ ଯୋଦ୍ଧା ନଗର ଗ୍ଭରିଆଡେ ପ୍ରଦକ୍ଷିଣ କରିବେ। ଏହି ପ୍ରକାର ତୁମ୍ଭମାନେେ ଛଅ ଦିନ ଧରି କରିବା ଉଚିତ୍।

fullscreen4 ସାତାଟେି ମଷେଶିଙ୍ଗା ସହିତ ସାତଜଣ ଯାଜକ ପବିତ୍ର ସିନ୍ଦକ୍ସ୍ଟକ ସମ୍ମକ୍ସ୍ଟଖକକ୍ସ୍ଟ ଯିବେ। ଆଉ ସଲ୍ଗମ ଦିନ ରେ ତୁମ୍ଭମାନେେ ସାତଥର ନଗର ପ୍ରଦକ୍ଷିଣ କରବା ଉଚିତ୍ ଓ ଯାଜକମାନେ ମଷେର ଶିଙ୍ଗା ବଜାଇବା ଉଚିତ୍।

fullscreen5 ସମସ୍ତ ଯାଜକମାନେ ମଷେ ଶିଙ୍ଗା ରେ ଦୀର୍ଘ୍ଯ ଧ୍ବନୀ କରିବେ ଓ ଯେତବେେଳେ ତୁମ୍ଭମାନେେ ସହେି ଶିଙ୍ଗା ଶଦ୍ଦ ଶକ୍ସ୍ଟଣିବ ସେତବେେଳେ ସମସ୍ତ ଲୋକ ମହାଜଯ ଜଯଧ୍ବନୀ କରିବେ ଏବଂ ପ୍ରାଚୀର ପଡିୟିବ ଓ ସମସ୍ତ ଲୋକମାନେ ସିଧା ନଗରକକ୍ସ୍ଟ ୟିବାକକ୍ସ୍ଟ ସକ୍ଷମ ହବେେ।

1 Now Jericho was straitly shut up because of the children of Israel: none went out, and none came in.

2 And the Lord said unto Joshua, See, I have given into thine hand Jericho, and the king thereof, and the mighty men of valour.

3 And ye shall compass the city, all ye men of war, and go round about the city once. Thus shalt thou do six days.

4 And seven priests shall bear before the ark seven trumpets of rams’ horns: and the seventh day ye shall compass the city seven times, and the priests shall blow with the trumpets.

5 And it shall come to pass, that when they make a long blast with the ram’s horn, and when ye hear the sound of the trumpet, all the people shall shout with a great shout; and the wall of the city shall fall down flat, and the people shall ascend up every man straight before him.

Joshua 6 in Tamil and English

1 ଯିରୀହାେ ସହର ବନ୍ଦ ଥିଲା ଓ ଜଗା ହାଇେଥିଲା। ସହେି ସହରର ଲୋକମାନେ ଭୟଭୀତ ହାଇେ ୟାଇଥିଲେ। କାରଣ ଇଶ୍ରାୟେଲର ଲୋକମାନେ ସହେି ସହରର ନିକଟରେ ଥିଲେ, କୌଣସି ଲୋକ ସହେି ସହରର ଭିତରକକ୍ସ୍ଟ ପଶକ୍ସ୍ଟ ନ ଥିଲେ କି କହେି ମଧ୍ଯ ସହର ଭିତରକ୍ସ୍ଟ ବାହାରକକ୍ସ୍ଟ ମଧ୍ଯ ଆସକ୍ସ୍ଟ ନ ଥିଲେ।
Now Jericho was straitly shut up because of the children of Israel: none went out, and none came in.

2 ତେଣୁ ଯିହାଶୂେୟଙ୍କକ୍ସ୍ଟ ସଦାପ୍ରଭୁ ପକ୍ସ୍ଟଣିଥରେ କହିଲେ, ଦେଖ, ଯିରୀହାେ ନଗର ସହିତ ରାଜାମାନଙ୍କୁ ଓ ଶକ୍ତିଶାଳୀ ୈସନ୍ଯମାନଙ୍କୁ ପରାସ୍ତ କରିବାକୁ ମୁ ତୁମ୍ଭକୁ ଅନକ୍ସ୍ଟମତି ଦବେି।
And the Lord said unto Joshua, See, I have given into thine hand Jericho, and the king thereof, and the mighty men of valour.

3 ପ୍ରେତ୍ୟକକ ଦିନ ଥରେ ସମସ୍ତ ଯୋଦ୍ଧା ନଗର ଗ୍ଭରିଆଡେ ପ୍ରଦକ୍ଷିଣ କରିବେ। ଏହି ପ୍ରକାର ତୁମ୍ଭମାନେେ ଛଅ ଦିନ ଧରି କରିବା ଉଚିତ୍।
And ye shall compass the city, all ye men of war, and go round about the city once. Thus shalt thou do six days.

4 ସାତାଟେି ମଷେଶିଙ୍ଗା ସହିତ ସାତଜଣ ଯାଜକ ପବିତ୍ର ସିନ୍ଦକ୍ସ୍ଟକ ସମ୍ମକ୍ସ୍ଟଖକକ୍ସ୍ଟ ଯିବେ। ଆଉ ସଲ୍ଗମ ଦିନ ରେ ତୁମ୍ଭମାନେେ ସାତଥର ନଗର ପ୍ରଦକ୍ଷିଣ କରବା ଉଚିତ୍ ଓ ଯାଜକମାନେ ମଷେର ଶିଙ୍ଗା ବଜାଇବା ଉଚିତ୍।
And seven priests shall bear before the ark seven trumpets of rams’ horns: and the seventh day ye shall compass the city seven times, and the priests shall blow with the trumpets.

5 ସମସ୍ତ ଯାଜକମାନେ ମଷେ ଶିଙ୍ଗା ରେ ଦୀର୍ଘ୍ଯ ଧ୍ବନୀ କରିବେ ଓ ଯେତବେେଳେ ତୁମ୍ଭମାନେେ ସହେି ଶିଙ୍ଗା ଶଦ୍ଦ ଶକ୍ସ୍ଟଣିବ ସେତବେେଳେ ସମସ୍ତ ଲୋକ ମହାଜଯ ଜଯଧ୍ବନୀ କରିବେ ଏବଂ ପ୍ରାଚୀର ପଡିୟିବ ଓ ସମସ୍ତ ଲୋକମାନେ ସିଧା ନଗରକକ୍ସ୍ଟ ୟିବାକକ୍ସ୍ଟ ସକ୍ଷମ ହବେେ।
And it shall come to pass, that when they make a long blast with the ram’s horn, and when ye hear the sound of the trumpet, all the people shall shout with a great shout; and the wall of the city shall fall down flat, and the people shall ascend up every man straight before him.