Lamentations 3:57
ଯେଉଁଦିନ ମୁଁ ତୁମ୍ଭ ଛାମୁ ରେ ପ୍ରାର୍ଥନା କଲି, ସଦେିନ ତୁମ୍ଭେ ନିକଟବର୍ତ୍ତୀ ହେଲ ଓ କହିଲ, ଭୟ କର ନାହିଁ।
Lamentations 3:57 in Other Translations
King James Version (KJV)
Thou drewest near in the day that I called upon thee: thou saidst, Fear not.
American Standard Version (ASV)
Thou drewest near in the day that I called upon thee; thou saidst, Fear not.
Bible in Basic English (BBE)
You came near in the day when I made my prayer to you: you said, Have no fear.
Darby English Bible (DBY)
Thou drewest near in the day that I called upon thee; thou saidst, Fear not.
World English Bible (WEB)
You drew near in the day that I called on you; you said, Don't be afraid.
Young's Literal Translation (YLT)
Thou hast drawn near in the day I call Thee, Thou hast said, Fear not.
| Thou drewest near | קָרַ֙בְתָּ֙ | qārabtā | ka-RAHV-TA |
| in the day | בְּי֣וֹם | bĕyôm | beh-YOME |
| upon called I that | אֶקְרָאֶ֔ךָּ | ʾeqrāʾekkā | ek-ra-EH-ka |
| thee: thou saidst, | אָמַ֖רְתָּ | ʾāmartā | ah-MAHR-ta |
| Fear | אַל | ʾal | al |
| not. | תִּירָֽא׃ | tîrāʾ | tee-RA |
Cross Reference
ଯିଶାଇୟ 41:10
ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗ ରେ ଅଛୁ। ନିରାଶ ହୁଅ ନାହିଁ କାରଣ ଆମ୍ଭେ ତୁମ୍ଭର ପରମେଶ୍ବର। ଆମ୍ଭେ ତୁମ୍ଭକୁ ସବଳ କରିବା, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା। ପୁଣି ଆମ୍ଭେ ଆପଣା ଧର୍ମସ୍ବରୂପ ଦକ୍ଷିଣ ହସ୍ତ ରେ ତୁମ୍ଭକୁ ଧରି ରଖିବା।
ଯାକୁବଙ୍କ ପତ୍ 4:8
ପରମେଶ୍ବରଙ୍କ ନିକଟକୁ ଆସ, ତବେେ ସେ ମଧ୍ଯ ତୁମ୍ଭମାନଙ୍କ ନିକଟକୁ ଆସିବେ। ତୁମ୍ଭମାନେେ ପାପୀ ଅଟ। ଅତଏବ ତୁମ୍ଭମାନଙ୍କ ଜୀବନରୁ ପାପକୁ ପରିଷ୍କାର କର। ତୁମ୍ଭେ ଏକା ସମୟରେ ପରମେଶ୍ବର ଓ ସଂସାର, ଉଭୟର ଅନୁସରଣ କରିବାକୁ ଚେଷ୍ଟା କରୁଛ। ତୁମ୍ଭର ଚିନ୍ତାଧାରାକୁ ପବିତ୍ର କର।
ଯିଶାଇୟ 41:14
ହେ କୀଟରୂପୀ ଯାକୁବ ଓ ହେ ଇଶ୍ରାୟେଲୀୟ ନରଗଣ, ଭୟ କର ନାହିଁ। ସଦାପ୍ରଭୁ କୁହନ୍ତି, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା ଓ ଇଶ୍ରାୟେଲର ଧର୍ମସ୍ବରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:10
ତୁମ୍ଭ ପାଇଁ ଯେଉଁସବୁ ଦୁଃଖ ଆସୁଛି, ସେଥିପାଇଁ ଭୟ କର ନାହିଁ। ମୁଁ ଜାଣେ, ତୁମ୍ଭମାନଙ୍କ ଭିତରୁ କେତେ ଜଣଙ୍କୁ ଶୟତାନ କାରାଗାର ରେ ରଖିବ। ସେ ତୁମ୍ଭମାନଙ୍କୁ ପରୀକ୍ଷା କରିବା ପାଇଁ ଏପରି କରିବ। ତୁମ୍ଭମାନେେ ଦଶଦିନ ପର୍ୟ୍ଯନ୍ତ ଦୁଃଖକଷ୍ଟ ସହିବ। କିନ୍ତୁ ବିଶ୍ବସ୍ତ ରୁହ, କାରଣ ତୁମ୍ଭକୁ ହୁଏତ ମୃତ୍ଯୁବରଣ କରିବାକୁ ପଡ଼ିପା ରେ। ତୁମ୍ଭେ ଯଦି ବିଶ୍ବସ୍ତ ରହିବ, ତବେେ ମୁଁ ତୁମ୍ଭକୁ ଜୀବନରୂପକ ମୁକୁଟ ଦବେି।
ରେରିତମାନଙ୍କ କାର୍ଯ୍ୟର ବିବରଣ 18:9
ଦିନେ ରାତି ରେ ପ୍ରଭୁ ପାଉଲଙ୍କୁ ସ୍ବପ୍ନ ରେ କହିଲେ, ଭୟ କରନାହିଁ। ନୀରବ ରୁହ ନାହିଁ। କଥା କୁହ।
ଯିରିମିୟ 1:17
ଏଣୁ ତୁମ୍ଭ ବିଷଯ ରେ ଆମ୍ଭେ କହିଅଛୁ, ହେ ଯିରିମିୟ, ତୁମ୍ଭେ ଅଣ୍ଟାଭିଡ଼ି ଛିଡ଼ା ହୁଅ। ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରୁଅଛୁ, ତାହା ସମାନଙ୍କେୁ କୁହ। ସମାନଙ୍କେ ପାଇଁ ଉଦବିଗ୍ନ ହୁଅ ନାହିଁ। ତୁମ୍ଭେ ସମାନଙ୍କେ ପାଇଁ ଭୟଭୀତ ହେଲେ ଆମ୍ଭେ ସମାନଙ୍କେ ସାକ୍ଷାତ ରେ ତୁମ୍ଭକୁ ଉଦବିଗ୍ନ କରିବା।
ଯିଶାଇୟ 58:9
ସେତବେେଳେ ତୁମ୍ଭେ ସଦାପ୍ରଭୁଙ୍କୁ ଡ଼ାକିବ ଓ ସେ ଉତ୍ତର ଦବେେ। ତୁମ୍ଭେ ଆର୍ତ୍ତସ୍ବର ରେ କହିବ, ଆଉ ସେ ଉତ୍ତର ଦବେେ, ଆମ୍ଭେ ଏଠା ରେ ଉପସ୍ଥିତ ଅଛୁ।'
ଯିଶାଇୟ 43:1
ହେ ଯାକୁବ, ଯେଉଁ ସଦାପ୍ରଭୁ ତୁମ୍ଭକୁ ସୃଷ୍ଟି କଲେ, ହେ ଇଶ୍ରାୟେଲ, ଯେଉଁ ସଦାପ୍ରଭୁ ତୁମ୍ଭକୁ ନିର୍ମାଣ କଲେ, ସହେି ସଦାପ୍ରଭୁ ଏହି କଥା କୁହନ୍ତି, ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ। ଆମ୍ଭେ ତୁମ୍ଭର ନାମଧରି ଆହ୍ବାନ କରୁଅଛୁ, ତୁମ୍ଭେ ଆମ୍ଭର।
ଗୀତସଂହିତା 145:18
ସଦାପ୍ରଭୁ ସମସ୍ତ ପ୍ରାର୍ଥନାକାରୀଙ୍କର ନିକଟବର୍ତ୍ତୀ ଅଟନ୍ତି, ଯେଉଁମାନେ ତାଙ୍କୁ ସାହାୟ୍ଯ ପାଇଁ ଡ଼ାକନ୍ତି।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:17
ମୁଁ ତାହାଙ୍କୁ ଦେଖି, ତାହାଙ୍କ ପାଦତଳେ ଗୋଟିଏ ମୃତ ମଣିଷ ପରି ପଡ଼ିଗଲି। ମାେ ଉପରେ ଆପଣା ଡ଼ାହାଣ ହାତ ରଖି ସେ କହିଲେ, ଭୟ କର ନାହିଁ। ମୁଁ ପ୍ରଥମ ଓ ଶଷେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27:24
'ଭୟ କରନାହିଁ, ପାଉଲ! ତୁମ୍ଭେ ନିଶ୍ଚୟ କାଇସରଙ୍କ ସମ୍ମୁଖକୁ ୟିବ। ପରମେଶ୍ବର ତୁମ୍ଭ ହତେୁ ତୁମ୍ଭର ସମସ୍ତ ସହଯାତ୍ରୀଙ୍କ ଜୀବନ ରକ୍ଷା କରିବେ।'
ଗୀତସଂହିତା 69:18
ଆସ ମାରେ ପ୍ରାଣ ରକ୍ଷା କର, ଆସ ଓ ମାରେ ଶତ୍ରୁମାନଙ୍କଠାରୁ ମାେତେ ବଞ୍ଚାଅ।