English
ଲେବୀୟ ପୁସ୍ତକ 21:8 ଚିତ୍ର
ତୁମ୍ଭେ ନିଶ୍ଚିତ ହୁଅ ଯେ, ଯାଜକ ପବିତ୍ର ଅଟେ। କାରଣ ସେ ତୁମ୍ଭର ପରମେଶ୍ବରଙ୍କୁ ନବୈେଦ୍ଯ ଅର୍ପଣ କରିଥାଏ। ତୁମ୍ଭେ ତାକୁ ପବିତ୍ର ବୋଲି ବିବଚେନା କରିବା ଉଚିତ୍। କାରଣ ମୁଁ ସଦାପ୍ରଭୁ ୟିଏ ତୁମ୍ଭମାନଙ୍କୁ ପବିତ୍ର କରେ। ମୁଁ ନିଜେ ପବିତ୍ର।