English
ଲୂକଲିଖିତ ସୁସମାଚାର 1:5 ଚିତ୍ର
ହରେୋଦ ୟିହୂଦାର ରାଜା ଥିବା ସମୟରେ ଜିଖରିୟ ନାମକ ଜଣେ ଯାଜକ ଥିଲେ। ସେ 'ଅବିୟଙ୍କ' ଦଳର ଲୋକ ଥିଲେ। ତାହାଙ୍କ ପତ୍ନୀଙ୍କ ନାମ ଥିଲା ଏଲୀଶାବେଥ। ଏଲୀଶାବେଥ ହାରୋଣ ବଂଶର ଝିଅ ଥିଲେ।