Luke 1:74
ଯେ ସେ ଆମ୍ଭମାନଙ୍କୁ ଆମ୍ଭମାନଙ୍କ ଶତୃଙ୍କ ଶକ୍ତି କବଳରୁ ମୁକ୍ତ କରିବେ। ତା ଫଳ ରେ ଆମ୍ଭମାନେେ ନିର୍ଭୟ ରେ ପରମେଶ୍ବରଙ୍କ ସବୋ କରିପାରିବୁ।
Luke 1:74 in Other Translations
King James Version (KJV)
That he would grant unto us, that we being delivered out of the hand of our enemies might serve him without fear,
American Standard Version (ASV)
To grant unto us that we being delivered out of the hand of our enemies Should serve him without fear,
Bible in Basic English (BBE)
That we, being made free from the fear of those who are against us, might give him worship,
Darby English Bible (DBY)
to give us, that, saved out of the hand of our enemies, we should serve him without fear
World English Bible (WEB)
To grant to us that we, being delivered out of the hand of our enemies, should serve him without fear,
Young's Literal Translation (YLT)
To give to us, without fear, Out of the hand of our enemies having been delivered,
| τοῦ | tou | too | |
| That he would grant | δοῦναί | dounai | THOO-NAY |
| us, unto | ἡμῖν | hēmin | ay-MEEN |
| that we being delivered | ἀφόβως | aphobōs | ah-FOH-vose |
| of out | ἐκ | ek | ake |
| the hand | χειρὸς | cheiros | hee-ROSE |
| of our | τῶν | tōn | tone |
| ἐχθρῶν | echthrōn | ake-THRONE | |
| enemies | ἡμῶν | hēmōn | ay-MONE |
| might serve | ῥυσθέντας | rhysthentas | ryoo-STHANE-tahs |
| him | λατρεύειν | latreuein | la-TRAVE-een |
| without fear, | αὐτῷ | autō | af-TOH |
Cross Reference
ସିଫନିୟ 3:15
କାହିଁକି? କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ଦଣ୍ତ ଦେଲେ ନାହିଁ। ସେ ତୁମ୍ଭର ଶତୃମାନଙ୍କୁ ବିନାଶ କଲେ। ଇଶ୍ରାୟେଲର ରାଜା, ସ୍ବଯଂ ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଅଛନ୍ତି। ତୁମ୍ଭେ ମନ୍ଦ ବିଷଯ ପାଇଁ ଆଉ ଭୟଭୀତ ହବେ ନାହିଁ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:7
ପରମେଶ୍ବର ଆମ୍ଭକୁ ଭୟର ଆତ୍ମା ଦଇେ ନାହାଁନ୍ତି। ସେ ଆମ୍ଭକୁ ଶକ୍ତି, ପ୍ ରମେ ଓ ଆତ୍ମସଂୟମର ଆତ୍ମା ପ୍ରଦାନ କରିଛନ୍ତି।
ଯିଶାଇୟ 54:13
ତୁମ୍ଭର ସନ୍ତାନମାନେ ସମସ୍ତେ ପରମେଶ୍ବରଙ୍କ ଦ୍ବାରା ଶିକ୍ଷିତ ହବେେ ଓ ସମାନଙ୍କେର ପରମ ଶାନ୍ତି ହବେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 9:14
ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପା ରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ବାରା ଆପଣାକୁ ନିଖୁଣ ବଳିସ୍ବରୂପେ ପରମେଶ୍ବରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ୟ୍ଯରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦବେ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ଯ ପବିତ୍ର କରିବ। ଆମ୍ଭେ ପବିତ୍ର ହାଇେ ଜୀବନ୍ତ ପରମେଶ୍ବରଙ୍କର ସବୋ କରିପାରିବା।
ଯିଖରିୟ 9:8
ଆମ୍ଭେ ନିଜ ଦେଶ ରେ ଛାଉଣୀ ସ୍ଥାପନ କରିବା, ପ୍ରହରୀ ହବୋ ଶତୃମାନଙ୍କ ବିରୁଦ୍ଧ ରେ। କୌଣସି ଅତ୍ଯାଗ୍ଭର ପୂନର୍ବାର ତାଙ୍କୁ ଦଳିତ କରିବ ନାହିଁ, କାରଣ ବର୍ତ୍ତମାନ ମୁଁ ମାରେ ସ୍ବଚକ୍ଷୁ ରେ ଦେଖୁଛି। ମାେ ସ୍ବଚକ୍ଷୁ ରେ ମାରେ ଲୋକମାନଙ୍କର ୟନ୍ତ୍ରଣା ଦେଖୁଅଛି।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:10
ତୁମ୍ଭ ପାଇଁ ଯେଉଁସବୁ ଦୁଃଖ ଆସୁଛି, ସେଥିପାଇଁ ଭୟ କର ନାହିଁ। ମୁଁ ଜାଣେ, ତୁମ୍ଭମାନଙ୍କ ଭିତରୁ କେତେ ଜଣଙ୍କୁ ଶୟତାନ କାରାଗାର ରେ ରଖିବ। ସେ ତୁମ୍ଭମାନଙ୍କୁ ପରୀକ୍ଷା କରିବା ପାଇଁ ଏପରି କରିବ। ତୁମ୍ଭମାନେେ ଦଶଦିନ ପର୍ୟ୍ଯନ୍ତ ଦୁଃଖକଷ୍ଟ ସହିବ। କିନ୍ତୁ ବିଶ୍ବସ୍ତ ରୁହ, କାରଣ ତୁମ୍ଭକୁ ହୁଏତ ମୃତ୍ଯୁବରଣ କରିବାକୁ ପଡ଼ିପା ରେ। ତୁମ୍ଭେ ଯଦି ବିଶ୍ବସ୍ତ ରହିବ, ତବେେ ମୁଁ ତୁମ୍ଭକୁ ଜୀବନରୂପକ ମୁକୁଟ ଦବେି।
ଏବ୍ରୀମାନଙ୍କ ନିକଟକୁ ପତ୍ର 2:15
ମୃତ୍ଯୁ ଭୟ ରେ ସାରା ଜୀବନ ବନ୍ଧନ ଗ୍ରସ୍ତ ଲୋକଙ୍କୁ ଉଦ୍ଧାର କରିବା ପାଇଁ ଯୀଶୁ ମାନବରୂପ ଧାରଣ କରି ମୃତ୍ଯୁ ବରଣ କଲେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:15
ଯେଉଁ ଆତ୍ମାଙ୍କୁ ଆମ୍ଭେ ପାଇଛୁ, ସେ ଆତ୍ମା ଆମ୍ଭକୁ ଆଉ ଦାସ ହବୋକୁ ଦବେେ ନାହିଁ କି ଆମ୍ଭ ପାଇଁ ଭୟର କାରଣ ହବେେ ନାହିଁ। ଆମ୍ଭ ଭିତ ରେ ଯେଉଁ ଆତ୍ମା ଅଛନ୍ତି ସେ ଆମ୍ଭକୁ ପରମେଶ୍ବରଙ୍କର ସନ୍ତାନ କରି ଦିଅନ୍ତି। ଓ ସହେି ଆତ୍ମାଙ୍କ ସହିତ ଆମ୍ଭେ କହୁ, 'ପିତା, ପ୍ରିୟ ପିତା।'
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:22
କିନ୍ତୁ ଏବେ ତୁମ୍ଭମାନେେ ପାପରୁ ମୁକ୍ତ। ତୁମ୍ଭମାନେେ ଏବେ ପରମେଶ୍ବରଙ୍କର ଦାସ ଓ ଏହା କବଳେ ପରମେଶ୍ବରଙ୍କ ପାଇଁ ତୁମ୍ଭମାନଙ୍କୁ ଜୀବନ ଆଣି ଦବେ। ତା'ପରେ ତୁମ୍ଭମାନେେ ସଦାକାଳ ପାଇଁ ଅନନ୍ତ ଜୀବନ ପାଇବ।
ଲୂକଲିଖିତ ସୁସମାଚାର 1:71
ସେ ଆମ୍ଭମାନଙ୍କୁ ଆମ୍ଭମାନଙ୍କର ଶତୃମାନଙ୍କଠାରୁ ତଥା ଆମ୍ଭମାନଙ୍କୁ ଘୃଣା କରୁଥିବା ସମସ୍ତଙ୍କ ହାତରୁ ରକ୍ଷା କରିବାକୁ ପ୍ରତିଶ୍ରୁତି ଦଇେଥିଲେ।
ଯିହିଜିକଲ 39:28
ପୁଣି ମୁଁ ଯେ ସଦାପ୍ରଭୁ ସମାନଙ୍କେର ପରମେଶ୍ବର ଅଟେ। ତାହା ସମାନେେ ଜାଣିବେ। ମୁଁ ନାନା ଜାତିମାନଙ୍କ ମଧିଅରେ ସମାନଙ୍କେୁ ନିର୍ବାସିତ କରାଇଲି ଓ ପୁନର୍ବାର ସମାନଙ୍କେ ନିଜ ଦେଶ ରେ ସମାନଙ୍କେୁ ସଂଗ୍ରହ କରିଅଛି। ମୁଁ ସମାନଙ୍କେର କାହାକୁ ଆଉ ସଠାେ ରେ ରଖିବି ନାହିଁ।
ଯିହିଜିକଲ 34:25
ଏବଂ ମୁଁ ସମାନଙ୍କେ ପାଇଁ ଶାନ୍ତିର ଚୁକ୍ତି କରିବି। ମୁଁ ବନ୍ଯ ପଶୁଗଣଙ୍କୁ ଏହି ଦେଶରୁ ତଡ଼ି ଦବେି। ତାହା ହେଲେ ସମାନେେ ନିରାପଦ ରେ ମରୁଭୂମିରେ ବାସ କରିବେ ଓ ବଣ ରେ ଶଯନ କରିବେ।
ଯିଶାଇୟ 65:21
ସହେି ସ୍ଥାନ ରେ ଲୋକମାନେ ଗୃହ ନିର୍ମାଣ କରି ତହିଁରେ ବାସ କରିବେ ଓ ସମାନେେ ଦ୍ରାକ୍ଷାକ୍ଷତେ ପ୍ରସ୍ତୁତ କରି ତାହାର ଫଳ ଭୋଗ କରିବେ।
ଯିଶାଇୟ 45:17
ମାତ୍ର ଇଶ୍ରାୟେଲ ସଦାପ୍ରଭୁଙ୍କ ଦ୍ବାରା ଅନନ୍ତକାଳସ୍ଥାଯୀ ପରିତ୍ରାଣ ପାଇବ ; ତୁମ୍ଭମାନେେ ୟୁଗ ୟୁଗାନ୍ତ ୟାଏ ଲଜ୍ଜିତ କିମ୍ବା ବିବ୍ରତ ହବେ ନାହିଁ।
ଯିଶାଇୟ 35:9
ସେ ପଥରେ କୌଣସି ବିପଦ ନ ଥିବ। ସିଂହ କିମ୍ବା ହିଂସ୍ରକ ଜନ୍ତୁ ଆଘାତ ଦବୋକୁ ସଠାେ ରେ ନ ଥିବେ। ସମାନେେ ସଠାେ ରେ ଦଖାେଯିବେ ନାହିଁ। କବଳେ ମୁକ୍ତିପ୍ରାପ୍ତ ଲୋକମାନେ ତା'ଉପ ରେ ବିଚରଣ କରିବେ।