ଓଡ଼ିଆ ଓଡ଼ିଆ ବାଇବେଲ ଲୂକଲିଖିତ ସୁସମାଚାର ଲୂକଲିଖିତ ସୁସମାଚାର 10 ଲୂକଲିଖିତ ସୁସମାଚାର 10:34 ଲୂକଲିଖିତ ସୁସମାଚାର 10:34 ଚିତ୍ର English

ଲୂକଲିଖିତ ସୁସମାଚାର 10:34 ଚିତ୍ର

ସେ ଆହତ ଲୋକଟି ପାଖକୁ ଗଲେ। ତା କ୍ଷତ ରେ ତଲେ ଅଙ୍ଗୁର ରସ ଢାଳି ପଟି ବାନ୍ଧି ଦେଲେ। ତାହାଙ୍କ ପାଖ ରେ ଗଧଟିଏ ଥିଲା। ସେ ଆହତ ଲୋକଟିକୁ ତାହାଙ୍କ ଗଧ ଉପରେ ବସାଇ ଗୋଟିଏ ଚଟିଘରକୁ ନଇଗେଲେ। ଚଟିଘ ରେ ସେ ଆହତ ଲୋକଟିର ଯତ୍ନ ନେଲେ।
Click consecutive words to select a phrase. Click again to deselect.
ଲୂକଲିଖିତ ସୁସମାଚାର 10:34

ସେ ଆହତ ଲୋକଟି ପାଖକୁ ଗଲେ। ତା କ୍ଷତ ରେ ତଲେ ଓ ଅଙ୍ଗୁର ରସ ଢାଳି ପଟି ବାନ୍ଧି ଦେଲେ। ତାହାଙ୍କ ପାଖ ରେ ଗଧଟିଏ ଥିଲା। ସେ ଆହତ ଲୋକଟିକୁ ତାହାଙ୍କ ଗଧ ଉପରେ ବସାଇ ଗୋଟିଏ ଚଟିଘରକୁ ନଇଗେଲେ। ଚଟିଘ ରେ ସେ ଆହତ ଲୋକଟିର ଯତ୍ନ ନେଲେ।

ଲୂକଲିଖିତ ସୁସମାଚାର 10:34 Picture in Oriya