English
ଲୂକଲିଖିତ ସୁସମାଚାର 11:11 ଚିତ୍ର
ତୁମ୍ଭମାନଙ୍କ ଭିତରୁ କାହାର ପୁଅଟିଏ ଅଛି କି? ତୁମ୍ଭକୁ ତୁମ୍ଭ ପୁଅ ମାଛଟିଏ ମାଗିଲେ ତୁମ୍ଭେ କ'ଣ କରିବ? କୌଣସି ବାପା ତା ପୁଅକୁ ମାଛଟିଏ ବଦଳ ରେ ସାପଟିଏ ଦିଏ କି? ନା, ତୁମ୍ଭମାନେେ ତାକୁ ମାଛ ଦବେ।