ଲୂକଲିଖିତ ସୁସମାଚାର 14
1 ଗୋଟିଏ ବିଶ୍ରାମବାର ରେ ଯୀଶୁ ଜଣେ ପ୍ରଧାନ ଫାରୂଶୀଙ୍କ ଘରକୁ ତାହାଙ୍କ ସହିତ ଏକାଠି ଖାଇବା ପାଇଁ ଗଲେ। ସଠାେରେ ଥିବା ପ୍ରେତ୍ୟକକ ଲୋକ ଯୀଶୁଙ୍କୁ ସତର୍କତାର ସହିତ ଲକ୍ଷ୍ଯ କରୁଥିଲେ।
2 ଜଣେ 'ଜଳୋଦର' ରୋଗୀକୁ ଯୀଶୁଙ୍କ ସାମନାକୁ ଅଣାଗଲା।
3 ଯୀଶୁ ଫାରୂଶୀ ଓ ଧର୍ମଶାସ୍ତ୍ରୀମାନଙ୍କୁ ପଚାରିଲେ, ବାଶ୍ରାମବାର ରେ ଭଲ କରିଦବୋ ଠିକ୍ ନା ଭୁଲ?
4 ସମାନେେ କିନ୍ତୁ ଚୁପ୍ ରହିଲେ। ତେଣୁ ଯୀଶୁ ଲୋକଟିକୁ ଧରି ସୁସ୍ଥ କରି ଦେଲେ। ତା'ପରେ ସହେି ଲୋକଟି ଚାଲିଗଲା।
5 ଯୀଶୁ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନଙ୍କୁ କହିଲେ, ଯଦି ବାଶ୍ରାମବାର ରେ ତୁମ୍ଭମାନଙ୍କ ପୁଅ କିମ୍ବା ତୁମ୍ଭମାନଙ୍କ ବଳଦଟି କୂଅ ଭିତ ରେ ଖସିପଡେ, ତବେେ ତୁମ୍ଭମାନେେ କ'ଣ ତାକୁ ସଙ୍ଗେସଙ୍ଗେ ବାହାରକୁ ଟାଣି ଆଣିବ ନାହିଁ?
6 ଯୀଶୁ ଯାହା ପଚାରିଲେ ସମାନେେ କିଛି ଉତ୍ତର ଦଇେ ପାରିଲେ ନାହିଁ।
7 ଯୀଶୁ ଲକ୍ଷ୍ଯ କଲେ ଯେ, କେତକେ ଅତିଥି ବସିବା ପାଇଁ ଭଲ ଆସନଟିଏ ଖାଜେୁଥିଲେ। ତେଣୁ ଯୀଶୁ ଏହି ଦୃଷ୍ଟାନ୍ତ କହିଲେ:
8 ଯଦି ଜଣେ ତୁମ୍ଭକୁ ବିବାହଉତ୍ସବ ରେ ନିମନ୍ତ୍ରଣ କରୁଛି, ତବେେ ସବୁଠାରୁ ମୁଖ୍ଯ ଆସନ ରେ ବସନାହିଁ। କାରଣ ସହେି ଲୋକଟି ତୁମ୍ଭଠାରୁ ଅଧିକ ମହାନ ଲୋକକୁ ମଧ୍ଯ ଡାକି ଥାଇପା ରେ।
9 ତୁମ୍ଭେ ଯଦି ସବୁଠାରୁ ମୁଖ୍ଯ ଆସନ ରେ ବସିଥିବ, ତବେେ ତୁମ୍ଭକୁ ନିମନ୍ତ୍ରଣ କରିଥିବା ଲୋକଟି ଆସି କହିବେ, 'ଏହି ଲୋକଙ୍କୁ ତୁମ୍ଭ ଆସନଟି ଦଇଦେିଅ।' ତା'ପରେ ତୁମ୍ଭେ ସଠାରୁେ ଉଠି ପଛ ରେ ଥିବା ଶଷେ ଆସନଟିକୁ ୟିବ। ସେତବେେଳେ ତୁମ୍ଭକୁ ବଡ ଅପମାନ ଲାଗିବ।
10 ତେଣୁ ଯେତବେେଳେ ଜଣେ ଲୋକ ତୁମ୍ଭକୁ ନିମନ୍ତ୍ରଣ କରିଛି, ତୁମ୍ଭେ ଗୋଟିଏ ନିମ୍ନତମ ଆସନ ରେ ବସ। ସେତବେେଳେ ତୁମ୍ଭକୁ ନିମନ୍ତ୍ରଣ କରିଥିବା ଲୋକଟି ଆସି ତୁମ୍ଭକୁ କହିବ, 'ବନ୍ଧୁ, ତୁମ୍ଭେ ଏଠା ରେ ନ ବସି ଟିକିଏ ଆଗକୁ ଆସି ଏ ଭଲ ଆସନ ରେ ବସ।' ସେତବେେଳେ ଅନ୍ୟ ନିମନ୍ତ୍ରିତ ଅତିଥିମାନେ ତୁମ୍ଭକୁ ସମ୍ମାନ କରିବେ।
11 ଯେଉଁ ଲୋକ ନିଜକୁ ମହାନ ଭାବେ, ତାକୁ ହୀନ କରି ଦିଆୟିବ। ଯେଉଁ ଲୋକ ନିଜକୁ ହୀନ ଭାବେ, ତାହାକୁ ମହାନ୍ କରାୟିବ।
12 ଯୀଶୁ ତାହାଙ୍କୁ ନିମନ୍ତ୍ରଣ କରିଥିବା ଫାରୂଶୀ ଜଣଙ୍କୁ କହିଲେ, ତୁମ୍ଭେ କାହାରିକୁ ଦିନ ରେ ବା ରାତି ରେ ଖାଇବାକୁ ନିମନ୍ତ୍ରଣ କଲୋ ବେଳେ କବଳେ ତୁମ୍ଭର ଭାଇ ବନ୍ଧୁ କୁଟୁମ୍ବ ଓ ଧନୀ ପଡ଼ୋଶୀମାନଙ୍କୁ ଡିକ ନାହିଁ। କାରଣ ଅନ୍ୟ ବେଳେ ସମାନେେ ମଧ୍ଯ ତୁମ୍ଭକୁ ତାହାଙ୍କ ସହିତ ଖାଇବାକୁ ଡାକିବେ। ସେତବେେଳେ ତୁମ୍ଭେ ତୁମ୍ଭର ପ୍ରତିଦାନ ପାଇୟିବ।
13 ବରଂ ଭୋଜି ଦବୋ ସମୟରେ ଗରିବ, ପଙ୍ଗୁ, େଛାଟା ଓ ଅନ୍ଧମାନଙ୍କୁ ଡାକ।
14 ଏ ଲୋକମାନଙ୍କର କିଛି ନଥିବାରୁ ସମାନେେ ତୁମ୍ଭକୁ ପ୍ରତିବଦଳ ରେ କିଛି ଦଇେ ପାରିବନୋହିଁ। ତେଣୁ ଏହା ତୁମ୍ଭପାଇଁ ଆଶୀର୍ବାଦଜନକ ହବେ। କିନ୍ତୁ ଯେତବେେଳେ ଧାର୍ମିକ ଲୋକମାନେ ମୃତମାନଙ୍କ ମଧ୍ଯରୁ ଜୀବୀତ ହବେେ, ସହେି ସମୟରେ ତୁମ୍ଭମାନେେ ତୁମ୍ଭର ପୁରସ୍କାର ପାଇବ।
15 ଯୀଶୁଙ୍କ ସହିତ ଖାଇବାକୁ ବସିଥିବା ଲୋକମାନଙ୍କ ମଧ୍ଯରୁ ଜଣେ ଲୋକ ଏ ସବୁ କଥା ଶୁଣି ଯୀଶୁଙ୍କୁ କହିଲା, ପରମେଶ୍ବରଙ୍କ ରାଜ୍ଯ ରେ ଭୋଜନ କରୁଥିବା ଲୋକ ବହୁତ ଖୁସି ହବେ।
16 ଯୀଶୁ ସହେି ଲୋକକୁ କହିଲେ, ଥରେ ଜଣେ ଲୋକ ଗୋଟିଏ ବଡ ରାତ୍ରିଭୋଜିର ବ୍ଯବସ୍ଥା କରିଥିଲେ। ସେ ବହୁତ ଲୋକଙ୍କୁ ନିମନ୍ତ୍ରଣ କରିଥିଲେ।
17 ଖାଇବା ସମୟ ହବୋରୁ ସେ ଅତିଥିମାନଙ୍କ ପାଖକୁ ଏହି କଥା କହିବା ପାଇଁ ନିଜ ଚାକରକୁ ପଠାଇଲେ: 'ଆସନ୍ତୁ, ଭୋଜନ ପ୍ରସ୍ତୁତି ହାଇେ ଗଲାଣି।'
18 କିନ୍ତୁ ସମସ୍ତ ନିମନ୍ତ୍ରିତ ବ୍ଯକ୍ତିମାନେ କହିଲେ ଯେ, ସମାନେେ ଯାଇ ପାରିବେ ନାହିଁ। ପ୍ରେତ୍ୟକକ ବାହାନା କରି କ୍ଷମା ମାଗି ରହିଗଲେ। ପ୍ରଥମ ଲୋକଟି କହିଲା, 'ମୁଁ ଏବେ ଖଣ୍ଡେ ଜମି କିଣିଛି। ସହେି ଜମିଟି ଦେଖିବାକୁ ପର୍ତ୍ତମାନ ମାେତେ ୟିବାକୁ ପଡିବ। ଦୟାକରି ମାେତେ କ୍ଷମା କର।'
19 ଆଉ ଜଣେ କହିଲା, 'ମୁଁ ଏବେ ପାଞ୍ଚହଳ ବଳଦ କିଣିଛି।
20 ମୁଁ ତାହାଙ୍କୁ ପରଖିବାକୁ ୟିବାକୁ ବାହାରିଲିଣି। ଦୟାକରି ମାେତେ କ୍ଷମା କର।' ତୃତୀୟ ଲୋକଟି କହିଲା, ' ମାରେ ତ ଏବେ ବାହାଘର ହାଇେଛି। ମୁଁ ଯାଇ ପାରିବି ନାହିଁ।'
21 ତେଣୁ ଚାକରଟି ଫରେିଆସିଲା। ଯାହା ସବୁ ଘଟିଥିଲା, ସେ ତା ମାଲିକକୁ ସବୁ କହିଲା, ଏହା ଶୁଣି ମାଲିକ ଖୁବ୍ ରାଗିଗଲେ ଓ କହିଲେ, ନଗରର ରାସ୍ତା ଗଳିମାନଙ୍କୁ ଶୀଘ୍ର ଦୌଡିଯାଅ, ଏବଂ ଦୀନଦୁଃଖୀ, ପଙ୍ଗୁ, ଅନ୍ଧ ଓ େଛାଟାମାନଙ୍କୁ ଏଠାକୁ ନଇେଆସ।'
22 ପରେ ଚାକରଟି ତାହାଙ୍କୁ କହିଲା, ମାଲିକ ତୁମ୍ଭେ ଯାହା କହିଲ, ମୁଁ ତ କଲି। ତଥାପି ଆଉ ଅଧିକ ଲୋକଙ୍କ ପାଇଁ ଜାଗା ବଳିଛି।'
23 ମାଲିକ ଚାକରକୁ କହିଲେ, 'ରାଜପଥ ଓ ଗ୍ରାମପଥକୁ ଚାଲିଯାଅ। ସଠାେରେ ଥିବା ଲୋକଙ୍କୁ ଆସିବାକୁ କୁହ। ମୁଁ ଚା ହେଁ, ମାେ ଘର ପୁରାପୁରି ଭରିଯାଉ।'
24 ଯେଉଁମାନଙ୍କୁ ମୁଁ ପ୍ରଥମେ ନିମନ୍ତ୍ରଣ କରିଥିଲା, ସମାନଙ୍କେ ମଧ୍ଯରୁ ଜଣେ ହେଲେ ମଧ୍ଯ ମାେ ସହିତ ଆଉ କବେେ ହେଁ ଭୋଜି ଖାଇବେ ନାହିଁ।'
25 ବହୁତ ଲୋକ ଯୀଶୁଙ୍କ ସହିତ ଯାତ୍ରା କରୁଥିଲେ। ଯୀଶୁ ଲୋକମାନଙ୍କୁ କହିଲେ,
26 ଯଦି ଜଣେ ଲୋକ ମାେ ପାଖକୁ ଆ ସେ, କିନ୍ତୁ ଯଦି ମାେ ଅପେକ୍ଷା ତା ବାପାମାଆ, ସ୍ତ୍ରୀ, ପିଲା, ଭାଇଭଉଣୀମାନଙ୍କୁ ଅଧିକ ଭଲ ପାଏ, ତବେେ ସେ ଲୋକ ମାରେ ଶିଷ୍ଯ ହାଇେ ପାରିବ ନାହିଁ। ଜଣେ ଲୋକକୁ ତା' ନିଜ ଅପେକ୍ଷା ମାେତେ ଅଧିକ ଭଲ ପାଇବାକୁ ହବେ।
27 ଜଣେ ଲୋକ ମାେତେ ଅନୁସରଣ କଲା ବେଳେ ଯଦି ତାକୁ ଦିଆଯାଇଥିବା କ୍ରୁଶ କାନ୍ଧଇେ ଚାଲିବ ନାହିଁ, ତବେେ ସେ ଲୋକ ମାରେ ଶିଷ୍ଯ ହାଇେ ପାରିବନାହିଁ।
28 ତୁମ୍ଭମାନେେ ଯଦି ଗୋଟିଏ କୋଠଘର ତିଆରି କରିବାକୁ ଚାହୁଁଛ, ତବେେ ତୁମ୍ଭମାନେେ ପ୍ରଥ ସେ ବସି ସ୍ଥିର କରିବ ଯେ, ଏଥି ପାଇଁ କେତେ ଖର୍ଚ୍ଚ ହବେ। ତୁମ୍ଭମାନଙ୍କର ହିସାବ କରି ଦେଖିବା ଉଚିତ ଯେ, କାମଟି ସଂମ୍ପୂର୍ଣ୍ଣ କରିବା ନିମନ୍ତେ ତୁମ୍ଭମାନଙ୍କ ପାଖ ରେ ୟଥେଷ୍ଟ ଅର୍ଥ ଅଛି କି ନାହିଁ।
29 ତା' ନ ହେଲେ ତୁମ୍ଭମାନେେ ମୂଳଦୁଆ ପକଇେ ଦଇେ କାମ ଆରମ୍ଭ କରି ପାର, କିନ୍ତୁ ଶଷେ କରିପାରିବ ନାହିଁ, ତବେେ ଏହାକୁ ଦେଖିଥିବା ଲୋକେ ତୁମ୍ଭମାନଙ୍କୁ ଉପହାସ କରିବେ।
30 ସମାନେେ କହିବେ, 'ଏ ଲୋକଟା କୋଠା ଆରମ୍ଭ କରି ଦଲୋ, କିନ୍ତୁ ଶଷେ କରି ପାରିଲା ନାହିଁ।'
31 ଯଦି ଜଣେ ରାଜା ଅନ୍ୟ ଜଣେ ରାଜାଙ୍କ ସହିତ ୟୁଦ୍ଧ କରିବାକୁ ବାହାରନ୍ତି, ତବେେ ସେ ଆଗ ବସି ଯୋଜନା କରନ୍ତି। ଯଦି ସହେି ରାଜାଙ୍କର କବଳେ ଦଶ ହଜାର ସୈନ୍ଯ ଥାଆନ୍ତି, ତବେେ ସେ କୋଡିଏ ହଜାର ସୈନ୍ଯ ଧରି ଆସୁଥିବା ଜଣେ ବିରୋଧୀ ରାଜାଙ୍କୁ ପରାସ୍ତ କରିପାରିବେ ନାହିଁ।
32 ଯଦି ସେ ଅନ୍ୟ ରାଜାଙ୍କୁ ପରାସ୍ତ କରିବାକୁ ସକ୍ଷମ ହବେ ନାହିଁ, ତବେେ ବିରୋଧୀ ରାଜା ବହୁତ ଦୂର ରେ ଥିବା ବେଳେ ତାହାଙ୍କ ପାଖକୁ କିଛି ଲୋକ ପଠାଇ ସନ୍ଧି ପ୍ରସ୍ତାବ ଦବେେ।
33 ସହେିଭଳି ତୁମ୍ଭମାନେେ ସମସ୍ତେ ପ୍ରଥମେ ଯୋଜନା କରିବ। ତୁମ୍ଭମାନେେ ମାେତେ ଅନୁସରଣ କରିବାକୁ ଚାହିଁଲେ ତୁମ୍ଭମାନଙ୍କର ପ୍ରେତ୍ୟକକ ବିଷୟ ତ୍ଯାଗ କରିବ। ତୁମ୍ଭମାନେେ ଯଦି ତାହା କରି ନପାରିବ, ତବେେ ମାରେ ଶିଷ୍ଯ ହାଇେ ପାରିବନାହିଁ।
34 ଲୁଣ ଗୋଟିଏ ଭଳ ଜିନିଷ। ଲୁଣ ଯଦି ତାର ଲୁଣିଆ ସ୍ବାଦ ହରାଇ ବ ସେ, ତବେେ ତା'ର କୌଣସି ମୂଲ୍ଯ ନାହିଁ। ତୁମ୍ଭମାନେେ ପୁଣି ଥରେ ତାର ଲୁଣିଆ ସ୍ବାଦ ଫରୋଇ ଦଇେ ପାରିବନାହିଁ।
35 ଏ ହକେୁ ତୁମ୍ଭମାନେେ ଏପରିକି ମାଟି ପାଇଁ ବା ଖତସାର ପାଇଁ ମଧ୍ଯ ବ୍ଯବହାର କରି ପାରିବନାହିଁ। ଲୋକେ ତାକୁ ଫୋପାଡି ଦିଅନ୍ତି।
1 And it came to pass, as he went into the house of one of the chief Pharisees to eat bread on the sabbath day, that they watched him.
2 And, behold, there was a certain man before him which had the dropsy.
3 And Jesus answering spake unto the lawyers and Pharisees, saying, Is it lawful to heal on the sabbath day?
4 And they held their peace. And he took him, and healed him, and let him go;
5 And answered them, saying, Which of you shall have an ass or an ox fallen into a pit, and will not straightway pull him out on the sabbath day?
6 And they could not answer him again to these things.
7 And he put forth a parable to those which were bidden, when he marked how they chose out the chief rooms; saying unto them,
8 When thou art bidden of any man to a wedding, sit not down in the highest room; lest a more honourable man than thou be bidden of him;
9 And he that bade thee and him come and say to thee, Give this man place; and thou begin with shame to take the lowest room.
10 But when thou art bidden, go and sit down in the lowest room; that when he that bade thee cometh, he may say unto thee, Friend, go up higher: then shalt thou have worship in the presence of them that sit at meat with thee.
11 For whosoever exalteth himself shall be abased; and he that humbleth himself shall be exalted.
12 Then said he also to him that bade him, When thou makest a dinner or a supper, call not thy friends, nor thy brethren, neither thy kinsmen, nor thy rich neighbours; lest they also bid thee again, and a recompence be made thee.
13 But when thou makest a feast, call the poor, the maimed, the lame, the blind:
14 And thou shalt be blessed; for they cannot recompense thee: for thou shalt be recompensed at the resurrection of the just.
15 And when one of them that sat at meat with him heard these things, he said unto him, Blessed is he that shall eat bread in the kingdom of God.
16 Then said he unto him, A certain man made a great supper, and bade many:
17 And sent his servant at supper time to say to them that were bidden, Come; for all things are now ready.
18 And they all with one consent began to make excuse. The first said unto him, I have bought a piece of ground, and I must needs go and see it: I pray thee have me excused.
19 And another said, I have bought five yoke of oxen, and I go to prove them: I pray thee have me excused.
20 And another said, I have married a wife, and therefore I cannot come.
21 So that servant came, and shewed his lord these things. Then the master of the house being angry said to his servant, Go out quickly into the streets and lanes of the city, and bring in hither the poor, and the maimed, and the halt, and the blind.
22 And the servant said, Lord, it is done as thou hast commanded, and yet there is room.
23 And the lord said unto the servant, Go out into the highways and hedges, and compel them to come in, that my house may be filled.
24 For I say unto you, That none of those men which were bidden shall taste of my supper.
25 And there went great multitudes with him: and he turned, and said unto them,
26 If any man come to me, and hate not his father, and mother, and wife, and children, and brethren, and sisters, yea, and his own life also, he cannot be my disciple.
27 And whosoever doth not bear his cross, and come after me, cannot be my disciple.
28 For which of you, intending to build a tower, sitteth not down first, and counteth the cost, whether he have sufficient to finish it?
29 Lest haply, after he hath laid the foundation, and is not able to finish it, all that behold it begin to mock him,
30 Saying, This man began to build, and was not able to finish.
31 Or what king, going to make war against another king, sitteth not down first, and consulteth whether he be able with ten thousand to meet him that cometh against him with twenty thousand?
32 Or else, while the other is yet a great way off, he sendeth an ambassage, and desireth conditions of peace.
33 So likewise, whosoever he be of you that forsaketh not all that he hath, he cannot be my disciple.
34 Salt is good: but if the salt have lost his savour, wherewith shall it be seasoned?
35 It is neither fit for the land, nor yet for the dunghill; but men cast it out. He that hath ears to hear, let him hear.
Numbers 29 in Tamil and English
1 ஏழாம் மாதம் முதல்தேதி பரிசுத்த சபைகூடும் நாளாயிருக்கக்கடவது; அதில் சாதாரணமான யாதொரு வேலையும் செய்யலாகாது; அது உங்களுக்கு எக்காளமூதும் நாளாயிருக்கவேண்டும்.
And in the seventh month, on the first day of the month, ye shall have an holy convocation; ye shall do no servile work: it is a day of blowing the trumpets unto you.
2 அப்பொழுது நீங்கள் கர்த்தருக்குச் சுகந்த வாசனையான சர்வாங்க தகனபலியாக ஒரு காளையையும், ஒரு ஆட்டுக்கடாவையும், ஒரு வயதான பழுதற்ற ஏழு ஆட்டுக்குட்டிகளையும்,
And ye shall offer a burnt offering for a sweet savour unto the Lord; one young bullock, one ram, and seven lambs of the first year without blemish:
3 அவைகளுக்கு அடுத்த போஜனபலியாக எண்ணெயிலே பிசைந்த மெல்லிய மாவிலே காளைக்காகப் பத்தில் மூன்று பங்கையும், ஆட்டுக்கடாவுக்காக இரண்டு பங்கையும்,
And their meat offering shall be of flour mingled with oil, three tenth deals for a bullock, and two tenth deals for a ram,
4 ஏழு ஆட்டுக்குட்டிகளில் ஒவ்வொன்றிற்காக ஒரு பங்கையும்,
And one tenth deal for one lamb, throughout the seven lambs:
5 உங்கள் பாவநிவர்த்திக்கான பலியாக ஒரு வெள்ளாட்டுக்கடாவையும் செலுத்தி,
And one kid of the goats for a sin offering, to make an atonement for you:
6 மாதப்பிறப்பின் சர்வாங்க தகனபலியையும் அதின் போஜனபலியையும் தினந்தோறும் இடும் சர்வாங்க தகன பலியையும் அதன் போஜனபலியையும், அவைகளின் முறைமைக்கேற்ற பானபலிகளையும் அன்றி, இவைகளையும் கர்த்தருக்குச் சுகந்த வாசனையான சர்வாங்க தகனபலியாகச் செலுத்தக்கடவீர்கள்.
Beside the burnt offering of the month, and his meat offering, and the daily burnt offering, and his meat offering, and their drink offerings, according unto their manner, for a sweet savour, a sacrifice made by fire unto the Lord.
7 இந்த ஏழாம் மாதம் பத்தாம் தேதி உங்களுக்குப் பரிசுத்த சபைகூடும் நாளாயிருக்கக்கடவது; அதிலே நீங்கள் யாதொரு வேலையும் செய்யாமல், உங்கள் ஆத்துமாக்களைத் தாழ்மைப்படுத்தο,
And ye shall have on the tenth day of this seventh month an holy convocation; and ye shall afflict your souls: ye shall not do any work therein:
8 ர்த்தக்க`் சுகந்த சனையான சர்வξங்க தகனபலியாக ஒரு காளையையும், ஒரு ஆட்டுக்கடாவையும், ஒரு வயதான பழுதற்ற ஏழு ஆட்டுக்குட்டிகளையும்,
But ye shall offer a burnt offering unto the Lord for a sweet savour; one young bullock, one ram, and seven lambs of the first year; they shall be unto you without blemish:
9 அவைகளின் போஜனபலியாக எண்ணெயிலே பிசைந்த மெல்லிய மாவிலே காளைக்காகப் பத்தில் மூன்று பங்கையும், அந்த ஒரு ஆட்டுக்கடாவுக்காக இரண்டு பங்கையும்,
And their meat offering shall be of flour mingled with oil, three tenth deals to a bullock, and two tenth deals to one ram,
10 ஏழு ஆட்டுக்குட்டிகளில் ஒவ்வொன்றிற்காகப் பத்தில் ஒரு பங்கையும்,
A several tenth deal for one lamb, throughout the seven lambs:
11 பாவநிவாரணபலியாக ஒரு வெள்ளாட்டுக்கடாவையும் செலுத்தி, பாவநிவாரனபலியையும், நித்திய சர்வாங்க தகனபலியையும், அதின் போஜனபலியையும், அவைகளின் பானபலிகளையும் அன்றி, இவைகளையும் செலுத்தக்கடவீர்கள்.
One kid of the goats for a sin offering; beside the sin offering of atonement, and the continual burnt offering, and the meat offering of it, and their drink offerings.
12 ஏழாம் மாதம் பதினைந்தாம் தேதி உங்களுக்குப் பரிசுத்த சபைகூடும் நாளாயிருக்கக்கடவது; அதில் சாதாரணமான யாதொரு வேலையும் செய்யலாகாது; ஏழுநாள் கர்த்தருக்குப் பண்டிகை ஆசரிக்கக்கடவீர்கள்.
And on the fifteenth day of the seventh month ye shall have an holy convocation; ye shall do no servile work, and ye shall keep a feast unto the Lord seven days:
13 நீங்கள் கர்த்தருக்குச் சுகந்த வாசனையுள்ள சர்வாங்க தகனபலியாக பதின்மூன்று காளைகளையும், இரண்டு ஆட்டுக்கடாக்களையும், ஒரு வயதான பழுதற்ற பதினான்கு ஆட்டுக்குட்டிகளையும்,
And ye shall offer a burnt offering, a sacrifice made by fire, of a sweet savour unto the Lord; thirteen young bullocks, two rams, and fourteen lambs of the first year; they shall be without blemish:
14 அவைகளின் போஜனபலியாக எண்ணெயிலே பிசைந்த மெல்லிய மாவிலே அந்தப் பதின்மூன்று காளைகளில் ஒவ்வொன்றிற்காகப் பத்தில் மூன்று பங்கையும், அந்த இரண்டு ஆட்டுக்கடாக்களில் ஒவ்வொன்றிற்காக இரண்டு பங்கையும்,
And their meat offering shall be of flour mingled with oil, three tenth deals unto every bullock of the thirteen bullocks, two tenth deals to each ram of the two rams,
15 பதினான்கு ஆட்டுக்குட்டிகளின் ஒவ்வொன்றிற்காக ஒரு பங்கையும்.
And a several tenth deal to each lamb of the fourteen lambs:
16 நித்திய தகனபலியையும், அதின் போஜனபலியையும், அதின் பானபலியையும் அன்றி, பாவநிவாரணபலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one kid of the goats for a sin offering; beside the continual burnt offering, his meat offering, and his drink offering.
17 இரண்டாம் நாளிலே பன்னிரண்டு காளைகளையும், இரண்டு ஆட்டுக்கடாக்களையும், ஒரு வயதான பழுதற்ற பதினான்கு ஆட்டுக்குட்டிகளையும்,
And on the second day ye shall offer twelve young bullocks, two rams, fourteen lambs of the first year without spot:
18 காளைகளும் ஆட்டுக்கடாக்களும் ஆட்டுக்குட்டிகளும் இருக்கிற இலக்கத்திற்குத் தக்கதாக முறைமையின்படி அவைகளின் போஜனபலியையும், அவைகளின் பானபலிகளையும்,
And their meat offering and their drink offerings for the bullocks, for the rams, and for the lambs, shall be according to their number, after the manner:
19 நித்திய சர்வாங்க தகனபலியையும், அதின் போஜனபலியையும், அவைகளின் பானபலிகளையும் அன்றி, பாவநிவாரணபலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one kid of the goats for a sin offering; beside the continual burnt offering, and the meat offering thereof, and their drink offerings.
20 மூன்றாம் நாளிலே பதினொரு காளைகளையும், இரண்டு ஆட்டுக்கடாக்களையும், ஒரு வயதான பழுதற்ற பதினான்கு ஆட்டுக்குட்டிகளையும்,
And on the third day eleven bullocks, two rams, fourteen lambs of the first year without blemish;
21 காளைகளும் ஆட்டுக்கடாக்களும் ஆட்டுக்குட்டிகளும் இருக்கிற இலக்கத்திற்குத்தக்கதாக முறைமையின்படி அவைகளின் போஜனபலியையும், அவைகளின் பானபலிகளையும்,
And their meat offering and their drink offerings for the bullocks, for the rams, and for the lambs, shall be according to their number, after the manner:
22 நித்திய சர்வாங்க தகனபலியையும், அதின் போஜனபலியையும், அதின் பானபலியையும் அன்றி, பாவநிவாரணபலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one goat for a sin offering; beside the continual burnt offering, and his meat offering, and his drink offering.
23 நான்காம் நாளிலே பத்துக் காளைகளையும், இரண்டு ஆட்டுக்கடாக்களையும், ஒரு வயதான பழுதற்ற பதினான்கு ஆட்டுக்குட்டிகளையும்,
And on the fourth day ten bullocks, two rams, and fourteen lambs of the first year without blemish:
24 காளைகளும் ஆட்டுக்கடாக்களும் ஆட்டுக்குட்டிகளும் இருக்கிற இலக்கத்திற்குத்தக்கதாக முறைமையின்படி அவைகளின் போஜனபலியையும், அவைகளின் பானபலிகளையும்,
Their meat offering and their drink offerings for the bullocks, for the rams, and for the lambs, shall be according to their number, after the manner:
25 நித்திய சர்வாங்க தகனபலியையும், அதின் போஜனபலியையும், அதின் பானபலியையும் அன்றி, பாவநிவாரண பலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one kid of the goats for a sin offering; beside the continual burnt offering, his meat offering, and his drink offering.
26 ஐந்தாம் நாளிலே ஒன்பது காளைகளையும், இரண்டு ஆட்டுக்கடாக்களையும், ஒரு வயதான பழுதற்ற பதினான்கு ஆட்டுக்குட்டிகளையும்,
And on the fifth day nine bullocks, two rams, and fourteen lambs of the first year without spot:
27 காளைகளும் ஆட்டுக்கடாக்களும் ஆட்டுக்குட்டிகளும் இருக்கிற இலக்கத்திற்குத்தக்கதாக முறைமையின்படி அவைகளின் போஜனபலியையும், அவைகளின் பானபலிகளையும்,
And their meat offering and their drink offerings for the bullocks, for the rams, and for the lambs, shall be according to their number, after the manner:
28 நித்திய சர்வாங்க தகனபலியையும், அதின் போஜனபலியையும், அதின் பானபலியையும் அன்றி, பாவநிவாரண பலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one goat for a sin offering; beside the continual burnt offering, and his meat offering, and his drink offering.
29 ஆறாம் நாளிலே எட்டுக் காளைகளையும், இரண்டு ஆட்டுக்கடாக்களையும், ஒரு வயதான பழுதற்ற பதினான்கு ஆட்டுக்குட்டிகளையும்,
And on the sixth day eight bullocks, two rams, and fourteen lambs of the first year without blemish:
30 காளைகளும் ஆட்டுக்கடாக்களும் ஆட்டுக்குட்டிகளும் இருக்கிற இலக்கத்திற்குத்தக்கதாக முறைமையின்படி அவைகளின் போஜனபலியையும், அவைகளின் பானபலிகளையும்,
And their meat offering and their drink offerings for the bullocks, for the rams, and for the lambs, shall be according to their number, after the manner:
31 நித்திய சர்வாங்க தகனபலியையும், அதின் போஜனபலியையும், அதின் பானபலிகளையும் அன்றி, பாவநிவாரண பலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one goat for a sin offering; beside the continual burnt offering, his meat offering, and his drink offering.
32 ஏழாம் நாளிலே ஏழு காளைகளையும், இரண்டு ஆட்டுக்கடாக்களையும், ஒரு வயதான பழுதற்ற பதினான்கு ஆட்டுக்குட்டிகளையும்,
And on the seventh day seven bullocks, two rams, and fourteen lambs of the first year without blemish:
33 காளைகளும் ஆட்டுக்கடாக்களும் ஆட்டுக்குட்டிகளும் இருக்கிற இலக்கத்திற்குத்தக்கதாக முறைமையின்படி அவைகளின் போஜனபலியையும், அவைகளின் பானபலிகளையும்,
And their meat offering and their drink offerings for the bullocks, for the rams, and for the lambs, shall be according to their number, after the manner:
34 நித்திய சர்வாங்க தகனபலியையும், அதின் போஜனபலியையும், அதின் பானபலியையும் அன்றி, பாவநிவாரண பலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one goat for a sin offering; beside the continual burnt offering, his meat offering, and his drink offering.
35 எட்டாம் நாள் உங்களுக்கு விசேஷித்த ஆசரிப்பு நாளாயிருக்கக்கடவது; அதில் சாதாரணமான யாதொரு வேலையும் செய்யலாகாது.
On the eighth day ye shall have a solemn assembly: ye shall do no servile work therein:
36 அப்பொழுது நீங்கள் கர்த்தருக்குச் சுகந்த வாசனையுள்ள தகனமான சர்வாங்க தகனபலியாக ஒரு காளையையும், ஒரு ஆட்டுக்கடாவையும், ஒரு வயதான பழுதற்ற ஏழு ஆட்டுக்குட்டிகளையும்,
But ye shall offer a burnt offering, a sacrifice made by fire, of a sweet savour unto the Lord: one bullock, one ram, seven lambs of the first year without blemish:
37 காளையும் ஆட்டுக்கடாவும் ஆட்டுக்குட்டிகளும் இருக்கிற இலக்கத்திற்குத்தக்கதாக முறைமையின்படி அவைகளின் போஜனபலியையும், அவைகளின் பானபலிகளையும்,
Their meat offering and their drink offerings for the bullock, for the ram, and for the lambs, shall be according to their number, after the manner:
38 நித்திய சர்வாங்க தகனபலியையும், அதின் போஜனபலியையும், அதின் பானபலியையும் அன்றி, பாவநிவாரண பலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one goat for a sin offering; beside the continual burnt offering, and his meat offering, and his drink offering.
39 உங்கள் பொருத்தனைகளையும், உங்கள் உற்சாகபலிகளையும், உங்கள் சர்வாங்க தகனபலிகளையும், உங்கள் போஜனபலிகளையும், உங்கள் பானபலிகளையும், உங்கள் சமாதானபலிகளையும் அன்றி, நீங்கள் உங்கள் பண்டிகைகளிலே கர்த்தருக்குச் செலுத்தவேண்டியவைகள் இவைகளே என்று சொல் என்றார்.
These things ye shall do unto the Lord in your set feasts, beside your vows, and your freewill offerings, for your burnt offerings, and for your meat offerings, and for your drink offerings, and for your peace offerings.
40 கர்த்தர் மோசேக்குக் கட்டளையிட்டபடியெல்லாம் மோசே இஸ்ரவேல் புத்திரருக்குச் சொன்னான்.
And Moses told the children of Israel according to all that the Lord commanded Moses.