English
ଲୂକଲିଖିତ ସୁସମାଚାର 16:1 ଚିତ୍ର
ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ କହିଲେ, ଜଣେ ଧନୀ ଲୋକ ଥିଲେ। ସେ ତାହାଙ୍କ ସମ୍ପତ୍ତିର ବୁଝାସୁଝା କରିବା ପାଇଁ ଗୁମାସ୍ତାଟିଏ ରଖିଲେ। ପରେ ଧନୀ ଲୋକ ଜଣକ ଅଭିଯୋଗ ପାଇଲେ ଯେ, ଗୁମାସ୍ତା ତାହାଙ୍କୁ ଠକୁଥିଲା।