English
ଲୂକଲିଖିତ ସୁସମାଚାର 23:41 ଚିତ୍ର
ତୁ ଓ ମୁଁ ଉଭୟ ଅପରାଧୀ। ଆମ୍ଭେ ଦୋଷ କରିଥିଲୁ। ତେଣୁ ଆମ୍ଭେ ଯାହା ପାଇବାକୁ ଯୋଗ୍ଯ ଆମ୍ଭେ ତାହା ପାଇଛୁ। କିନ୍ତୁ ଏହି ଲୋକ କୌଣସି ଦୋଷ କରି ନାହାନ୍ତି।