ଲୂକଲିଖିତ ସୁସମାଚାର 24

1 ସପ୍ତାହର ପ୍ରଥମ ଦିନ ଅତି ସକାଳୁ ସହେି ସ୍ତ୍ରୀ ଲୋକମାନେ ଯେଉଁଠା ରେ ଯୀଶୁଙ୍କ ଶରୀରକୁ ରଖା ଯାଇଥିଲା, ସହେି ସ୍ଥାନକୁ ଆସିଲେ। ସମାନେେ ନିଜେ ପ୍ରସ୍ତୁତ କରିଥିବା ସୁଗନ୍ଧିତ ଦ୍ରବ୍ଯ ସଙ୍ଗ ରେ ଆଣିଥିଲେ।

2 ସମାଧି ବନ୍ଦ କରିବା ପାଇଁ ତାର ପ୍ରବେଶ ଦ୍ବାର ରେ ଗୋଟିଏ ପଡ ପଥର ଦିଆ ଯାଇଥିଲା। ସ୍ତ୍ରୀ ଲୋକମାନେ ଦେଖିଲେ ଯେ ପଥରଟି ଗଡି ଯାଇଛି।

3 ସମାନେେ ଭିତରକୁ ଗଲେ। କିନ୍ତୁ ସମାନେେ ସଠାେରେ ପ୍ରଭୁ ଯୀଶୁଙ୍କ ଶରୀରକୁ ପାଇଲେ ନାହିଁ।

4 ସ୍ତ୍ରୀଲୋକମାନେ ଏ ଘଟଣାର ରହସ୍ଯ କିଛି ବୁଝିପାରିଲେ ନାହିଁ। ଏହି ଘଟଣା ରେ ସମାନେେ ବିସ୍ମିତ ହାଇଯୋଇଥିବା ସମୟରେ ଉଜ୍ଜ୍ବଳ ପୋଷାକ ପିନ୍ଧି ଦୁଇଜଣ ସ୍ବର୍ଗଦୂତ ସମାନଙ୍କେ ପାଖ ରେ ଠିଆ ହେଲେ।

5 ସ୍ତ୍ରୀ ଲୋକମାନେ ଖୁବ୍ ଡରିଗଲେ। ସମାନେେ ତାହାଙ୍କର ମୁଣ୍ଡ ନୂଆଁଇଲେ। ସହେି ଦୁଇଜଣ ଦୂତ ସମାନଙ୍କେୁ ପଚାରିଲେ, ତୁମ୍ଭମାନେେ ଜଣେ ମୃତ ଲୋକକୁ ଏଠା ରେ କାହିଁକି ଖୋଜୁଛ? ଏହା ତ ମୃତ ଲୋକମାନଙ୍କର ସ୍ଥାନ।

6 ଯୀଶୁ ଏଠା ରେ ନାହାଁନ୍ତି, ସେ ମୃତ୍ଯୁରୁ ଜୀବିତ ହାଇେ ଉଠିଛନ୍ତି। ସେ ଗାଲିଲୀ ରେ ଥିଲା ପର୍ୟ୍ଯନ୍ତ ତୁମ୍ଭମାନଙ୍କୁ କ'ଣ କହିଥିଲେ, ତାହା ତୁମ୍ଭମାନଙ୍କର ମନେ ପଡୁଛି କି?

7 ଯୀଶୁ କହିଥିଲେ ଯେ, ମନୁଷ୍ଯୁପୁତ୍ରଙ୍କୁ ଦୁଷ୍ଟ ଲୋକଙ୍କ ହାତ ରେ କୃଶ ରେ ମାରି ଦିଆୟିବା ପାଇଁ ଅବଶ୍ଯ ଦଇେ ଦିଆୟିବ। କିନ୍ତୁ ସେ ପୁଣି ମୃତ୍ଯୁରୁ ତୃତୀୟ ଦିନ ଜୀବିତ ହାଇେ ଉଠିବେ।

8 ତା'ପରେ ଯୀଶୁ ଯାହା କହିଥିଲେ, ସେ କଥା ସ୍ତ୍ରୀଲୋକମାନେ ମନେ ପକାଇଲେ।

9 ସହେି ସ୍ତ୍ରୀଲୋକମାନେ ସମାଧି ସ୍ଥାନ ଛାଡି ଏଗାର ଜଣ ପ୍ ରରେିତ ଓ ସମସ୍ତ ଅନ୍ୟ ଶିଷ୍ଯମାନଙ୍କ ପାଖ ରେ ଯାଇ ପହନ୍ଚିଲେ। ସମାଧି ଭିତ ରେ ଯାହା ଘଟିଥିଲା, ସତକେ ଗୋଟି ଗୋଟି କରି ସମାନଙ୍କେୁ କହିଲେ।

10 ସହେି ସ୍ତ୍ରୀ ଲୋକମାନଙ୍କ ମଧିଅରେ ମଗ୍ଦଲୀନୀ, ମରିୟମ, ଯୋହନ, ଯାକୁବଙ୍କ ମାଆ ମରିୟମ ଓ ଅନ୍ୟମାନେ ଥିଲେ। ଏମାନେ ପ୍ ରରେିତମାନଙ୍କୁ ସବୁ ବିଷୟ ଜଣାଇଲେ।

11 କିନ୍ତୁ ପ୍ ରରେିତମାନେ ସ୍ତ୍ରୀଲୋକମାନଙ୍କ କଥା ରେ ଆଦୌ ବିଶ୍ବାସ କଲେ ନାହିଁ। ସମାନଙ୍କେୁ ଏହା ପାଗଳ କଥାପରି ଲାଗିଲା।

12 କିନ୍ତୁ ପିତର ଉଠି ପଡିଲେ। ଏକଥା ଠିକ୍ କି ନୁହେଁ, ତାହା ଦେଖିବା ପାଇଁ ସେ ସମାଧି ପାଖକୁ ଦୌଡିଗଲେ। ସେ ଭିତରକୁ ଚାହିଁଲେ। କିନ୍ତୁ ସେ କବଳେ ଯୀଶୁଙ୍କ ଉପରେ ଘୋଡାଇ ଦିଆଯାଇଥିବା ଲୁଗାପଟି ସଠାେରେ ଦେଖିଲେ। ଯୀଶୁଙ୍କ ଶରୀର ସଠାେରେ ନଥିଲା। ଯାହ ଘଟି ଯାଇଥିଲା, ସେଥି ରେ ସେ ଆଶ୍ଚର୍ୟ୍ଯ ହାଇେ ଏକାକୀ ରହିବା ପାଇଁ ଚାଲିଗଲେ।

13 ସହେିଦିନ ଯୀଶୁଙ୍କର ଦୁଇଜଣ ଶିଷ୍ଯ ଇମ୍ମାଯୁ ନାମକ ଗାଁକୁ ଯାଉଥିଲେ। ଏ ସ୍ଥାନ ୟିରୁଶାଲମଠାରୁ ପ୍ରାୟ ଏଗାର କିଲୋମିଟର ଦୂର।

14 ଯାହା ସବୁ ଘଟିଥିଲା, ସମାନେେ ସେ ବିଷୟ ରେ କଥାବାର୍ତ୍ତା ହେଉଥିଲେ।

15 ସେ ସବୁ ବିଷୟ ସମାନେେ ଆଲୋଚନା କଲା ବେଳେ ନିଜେ ଯୀଶୁ ତାହାଙ୍କ ପାଖକୁ ଆସିଲେ ଓ ତାହାଙ୍କ ସହିତ ଚାଲିବାକୁ ଲାଗିଲେ।

16 କିନ୍ତୁ ସେ ଦୁଇଜଣଙ୍କୁ ସେତବେେଳେ ଯୀଶୁଙ୍କୁ ଚିହ୍ନିବା ପାଇଁ ବାଧା ଦିଆଗଲା।

17 ତା'ପରେ ଯୀଶୁଙ୍କୁ ପଚାରିଲେ, ତୁମ୍ଭମାନେେ କାହା ବିଷୟ ରେ କଥାବାର୍ତ୍ତା କରୁଛ? ଦୁଇଜଣ ଯାକ ଅଟକିଗଲେ। ସମାନଙ୍କେର ମୁହଁ ଅତ୍ଯନ୍ତ ଦୁଃଖିତ ଦଖାେ ଯାଉଥିଲା।

18 ତାହାଙ୍କ ଭିତରୁ କ୍ଲୟେପା ନାମକ ଲୋକଟି ଉତ୍ତର ଦଲୋ, ତୁମ୍ଭେ ୟିରୁଶାଲମଠା ରେ ରହୁଥିବା ଜଣେ ମାତ୍ର ଲୋକ ଯେ କି ଗତ କେତଦେିନ ଭିତ ରେ ଘଟି ଯାଇଥିବା ଘଟଣାଗୁଡିକ ବିଷୟ ରେ କିଛି ଜାଣନାହିଁ।

19 ଯୀଶୁ ସମାନଙ୍କେୁ ପଚାରିଲେ, ତୁମ୍ଭମାନେେ କେଉଁ ଘଟଣା ଗୁଡିକ ବିଷୟ ରେ କହୁଛ?

20 କିନ୍ତୁ ଆମ୍ଭର ପ୍ରଧାନ ଯାଜକ ଓ ଶାସକମାନେ ତାହାଙ୍କୁ ମୃତ୍ଯୁଦଣ୍ଡ ଦିଆୟିବା ପାଇଁ ଅର୍ପଣ କରି ଦେଲେ ଏବଂ ତାହାଙ୍କୁ କୃଶ ରେ ବଧ କଲେ।

21 ସେ ହିଁ ୟିଏ ଇଶ୍ରାୟେଲକୁ ମୁକ୍ତ କରିବେ ବୋଲି ଆମ୍ଭମାନେେ ଆଶା ରଖିଥିଲୁ। କିନ୍ତୁ ସତେିକି ବେଳେ ଏସବୁ ଘଟଣା ଘଟିଗଲା। ଏସବୁ ଛଡା ବର୍ତ୍ତମାନ ଯୀଶୁଙ୍କୁ ହତ୍ଯା କରା ୟିବାର ତିନି ଦିନି ବିତି ଗଲାଣି।

22 କିନ୍ତୁ ଆଜି ଆମ୍ଭ ଦଳର କେତଜେଣ ସ୍ତ୍ରୀଲୋକ ଆମ୍ଭକୁ ଗୋଟିଏ ଆଶ୍ଚର୍ୟ୍ଯ ଜନକ କଥା କହିଲେ। ଯେଉଁ କବର ରେ ଯୀଶୁଙ୍କ ଶରୀରକୁ ରଖା ଯାଇଥିଲା, ସହେି ସ୍ଥାନକୁ ସମାନେେ ଆଜି ଅତି ଭୋରରୁ ଯାଇଥିଲେ।

23 କିନ୍ତୁ ସମାନେେ ସଠାେରେ ଯୀଶୁଙ୍କ ଶରୀରକୁ ପାଇଲେ ନାହିଁ। ସମାନେେ ସଠାେରେ ସ୍ବର୍ଗଦୂତଙ୍କୁ ଦର୍ଶନ କରିଥିବା କଥା ମଧ୍ଯ ଆମ୍ଭକୁ ଫରେିଆସି କହିଲେ। ସ୍ବର୍ଗଦୂତମାନେ ସମାନଙ୍କେୁ ଯୀଶୁ ଜୀବିତ ଥିବା କଥା କହିଥିଲେ।

24 ତା'ପରେ ଆମ୍ଭ ଦଳ ଭିତରୁ କେତେ ଜଣ ମଧ୍ଯ ସମାଧି ପାଖକୁ ଗଲେ। ସ୍ତ୍ରୀଲୋକମାନଙ୍କୁ କହିବା ଅନୁସାରେ କବରଟି ମଧ୍ଯ ଖାଲି ଥିଲା, ସମାନେେ ଭିତରକୁ ଚାହିଁଲେ, କିନ୍ତୁ ସମାନେେ ଯୀଶୁଙ୍କୁ ସଠାେରେ ପାଇଲେ ନାହିଁ।

25 ତା'ପରେ ଯୀଶୁ ସହେି ଦୁଇଜଣ ଲୋକଙ୍କୁ କହିଲେ, ତୁମ୍ଭମାନେେ କେତେ ବୋକା। ଭବିଷ୍ଯଦ୍ବକ୍ତାମାନେ ଯାହାସବୁ କହିଥିଲେ, ସହେି ସତ୍ଯକୁ ବିଶ୍ବାସ କରିବା ରେ ତୁମ୍ଭମାନେେ କେତେ ମନ୍ଥର।

26 ଭବିଷ୍ଯଦ୍ବକ୍ତାମାନେ କହିଥିଲେ ଯେ, ଯୀଶୁ ତାହାଙ୍କ ମହିମା ରେ ପ୍ରବେଶ କରିବା ପୂର୍ବରୁ ଏଭଳି ଯାତନା ଭୋଗ କରିବେ।

27 ତା'ପରେ ଯୀଶୁ ଶାସ୍ତ୍ରମାନଙ୍କ ରେ ତାହାଙ୍କ ବିଷୟ ରେ ଯାହା ସବୁ ଲଖାେ ଯାଇଥିଲା, ସଗେୁଡିକୁ ଗୋଟି ଗୋଟି କରି ବୁଝାଇବାକୁ ଲାଗିଲେ। ଯୀଶୁ ମାଶାଙ୍କେ ପୁସ୍ତକରୁ ଆରମ୍ଭ କରି ଅନ୍ୟ ଭବିଷ୍ଯଦ୍ବକ୍ତାମାନଙ୍କ ପର୍ୟ୍ଯନ୍ତ ସମସ୍ତେ ତାହାଙ୍କ ବିଷୟ ରେ ଯାହାସବୁ କହିଥିଲେ, ସଗେୁଡିକ ବୁଝାଇ ଦେଲେ।

28 ଯେଉଁ ଗାଁକୁ ସମାନଙ୍କେର ୟିବାକୁ ଥିଲା, ସମାନେେ ସେ ଗାଁକୁ ପାଖ ରେ ପହଞ୍ଚିଗଲେ। ଯୀଶୁ ସମାନଙ୍କେ ସହିତ ଏଭଳି ବ୍ଯବହାର କଲେ, ପ୍ରକୃତ ରେ ଯେପରି ତାହାଙ୍କର ଆଗକୁ ୟିବାକୁ ଦରକାର ଅଛି।

29 କିନ୍ତୁ ସମାନେେ ବହୁତ ଆଗ୍ରହର ସହିତ ଯୀଶୁଙ୍କୁ ଅନୁରୋଧ କଲେ, ଆମ୍ଭ ସାଙ୍ଗ ରେ ରହିଯାଅ। ସନ୍ଧ୍ଯାକାଳ ହେଲାଣି ଦିନ ପ୍ରାୟ ସରିବା ଉପରେ। ତେଣୁ ଯୀଶୁ ସମାନଙ୍କେ ସହିତ ରହିବା ପାଇଁ ଘର ଭିତରକୁ ଗଲେ।

30 ଯୀଶୁ ସମାନଙ୍କେ ସହିତ ଖାଇବା ପାଇଁ ବସି ପଡିଲେ। ସେ ହାତ ରେ କିଛି ରୋଟୀ ଧରିଲେ। ସେ ଖାଦ୍ୟତକ ପାଇଁ ଧନ୍ଯବାଦ ଦେଲେ ଓ ରୋଟୀକୁ ଖଣ୍ଡ ଖଣ୍ଡ କରି ସମାନଙ୍କେୁ ଦେଲେ।

31 ସହେି ସମୟରେ ସହେି ଦୁଇଜଣଙ୍କର ଚକ୍ଷୁ ଖାଲିଦେିଆଗଲା ଓ ସମାନେେ ଯୀଶୁଙ୍କୁ ଚିହ୍ନି ପାରିଲେ। କିନ୍ତୁ ଯୀଶୁ ସମାନଙ୍କେ ସାମନାରୁ ଅଦୃଶ୍ଯ ହାଇଗେଲେ।

32 ତା'ପରେ ସମାନେେ ପରସ୍ପର କଥାବାର୍ତ୍ତା ହେଲେ, ଯେତବେେଳେ ଯୀଶୁ ଆମ୍ଭ ସହିତ ରାସ୍ତା ରେ କଥାବାର୍ତ୍ତା ହେଉଥିଲେ, ସେତବେେଳେ ଆମ୍ଭ ହୃଦୟ ଭିତ ରେ ଅଗ୍ନି ଜଳି ଉଠିବା ଭଳି ମନେ ହେଉଥିଲା। ସେ ଆମ୍ଭକୁ ଯେତବେେଳେ ଶାସ୍ତ୍ରର ବାସ୍ତବ ଅର୍ଥ ବୁଝାଉଥିଲେ, ତାହା ଆମ୍ଭକୁ ଉତ୍ତଜେିତ କରି ଦେଉଥିଲା।

33 ତା'ପରେ ସମାନେେ ଉଠି ପଡିଲେ ଓ ୟିରୁଶାଲମକୁ ଫରେିଗଲେ। ୟିରୁଶାଲମ ରେ ସମାନେେ ଯୀଶୁଙ୍କ ଶିଷ୍ଯଗଣ ଓ ଏଗାର ଜଣ ପ୍ ରରେିତଙ୍କୁ ଏକତ୍ରୀତ ହାଇେଥିବାର ଦେଖିଲେ।

34 ପ୍ ରରେିତ ଓ ଅନ୍ୟ ଶିଷ୍ଯମାନେ କହୁଥିଲେ, ପ୍ରକୃତ ରେ, ପ୍ରଭୁ ମୃତ୍ଯୁରୁ ଜୀବିତ ଉଠିଛନ୍ତି। ସେ ଶିମାନଙ୍କେୁ ଦଖାେ ଦଇେଛନ୍ତି।

35 ତା'ପରେ ଏହି ଦୁଇଜଣ ଲୋକ ରାସ୍ତା ରେ ଯାହାସବୁ ଘଟିଥିଲା, ସେ ସମସ୍ତ ସମାନଙ୍କେ ଆଗ ରେ ବର୍ଣ୍ଣନା କଲେ। ସମାନେେ କହିଲେ, ଯୀଶୁ ରୋଟୀ ବାଣ୍ଟିବା ସମୟରେ ସମାନେେ କିପରି ଯୀଶୁଙ୍କୁ ଚିହ୍ନିପାରିଲେ।

36 ଏହି ଦୁଇଜଣ ଲୋକ ଏହି ସବୁ କଥା ବର୍ଣ୍ଣନା କରୁଥିବା ସମୟରେ ନିଜେ ଯୀଶୁ ଶିଷ୍ଯଦଳଙ୍କ ଭିତ ରେ ଠିଆ ହାଇେଥିଲେ। ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନଙ୍କ ପ୍ରତି ଶାନ୍ତି ହେଉ।

37 ଏଥି ରେ ଶିଷ୍ଯମାନେ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ ଡରିଗଲେ। ସମାନେେ ଭାବିଲେ ଯେ, ସମାନେେ ଗୋଟିଏ ଭୂତ ଦେଖୁଛନ୍ତି।

38 କିନ୍ତୁ ଯୀଶୁ କହିଲେ, ତୁମ୍ଭମାନେେ କାହିଁକି ବ୍ଯସ୍ତ ହାଇେ ପଡୁଛ? ଯାହା ଦେଖୁଛ, ସେଥିଲେ କାହିଁକି ସନ୍ଦହେ କରୁଛ?

39 ମାେ ହାତକୁ ଚାହଁ। ମାେ ଗୋଡକୁ ଚାହଁ। ଏହା ମୁଁ! ମାେତେ ଛୁଅଁ, ତୁମ୍ଭମାନେେ ଦେଖ ଯେ ମାରେ ଏହା ଜୀବନ୍ତ ଶରୀର। ତୁମ୍ଭମାନେେ ମାେତେ ଯେପରି ଦେଖୁଛ, ଗୋଟିଏ ଭୂତର ସେ ଭଳି ଶରୀର ହାଇେ ପାରିବ ନାହିଁ।

40 ଯୀଶୁ ସମାନଙ୍କେୁ ଏହି କଥା କହି ସାରିବା ପରେ ସେ ସମାନଙ୍କେୁ ତାହାଙ୍କ ହାତ ଓ ଗୋଡର ଆଘାତ ସବୁ ଦଖାଇେଲେ।

41 ଶିଷ୍ଯମାନେ ବିସ୍ମିତ ହାଇଗେଲେ। ସମାନେେ ଯୀଶୁଙ୍କୁ ଶରୀର ରେ ଦେଖି ବହୁତ ଖୁସି ହାଇଗେଲେ। ତଥାପି ସମାନେେ ଯାହା ଦେଖିଲେ, ତାହା ବିଶ୍ବାସ କରି ପାରିଲେ ନାହିଁ। ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନଙ୍କ ପାଖ ରେ କିଛି ଖାଇବା ପଦାର୍ଥ ଅଛି କି?

42 ସମାନେେ ଯୀଶୁଙ୍କୁ ଖଣ୍ଡେ ରନ୍ଧା ମାଛ ଦେଲେ।

43 ଶିଷ୍ଯମାନେ ଦେଖୁଥିବା ବେଳେ ଯୀଶୁ ମାଛ ନଇେ ଖାଇଲେ।

44 ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନଙ୍କ ପାଖ ରେ ମୁଁ ଥିବା ବଳରେ କଥା ମନେ ପକାଅ। ମୁଁ କହିଥିଲି ଯେ ମାଶାଙ୍କେ ନିୟମ ରେ, ଭବିଷ୍ଯଦ୍ବକ୍ତାଙ୍କ ପୁସ୍ତକରେ ଓ ଗୀତସଂହିତା ରେ ମାେ ବିଷୟ ରେ ଯାହା ସବୁ ଲଖାେ ଯାଇଛି, ସଗେୁଡିକ ନିଶ୍ଚୟ ଘଟିବ।

45 ତା'ପରେ ଯୀଶୁ ଶିଷ୍ଯମାନଙ୍କୁ ସବୁ ଶାସ୍ତ୍ର ବିଷୟ ବୁଝାଇଲେ। ତାହାଙ୍କ ବିଷୟ ରେ ଯାହା ସବୁ ଲଖାେ ଯାଇଥିଲା, ଯୀଶୁ ସମାନଙ୍କେୁ ସବୁ ବୁଝାଇଲେ।

46 ଯୀଶୁ ସମାନଙ୍କେୁ କହିଲେ, ଖ୍ରୀଷ୍ଟଙ୍କୁ ମାରି ଦିଆୟିବା ଓ ମୃତ୍ଯୁରୁ ତିନିଦିନ ପରେ ପୁଣି ସେ ବଞ୍ଚି ଉଠିବା କଥା ଲଖାେ ଅଛି।

47 ତୁମ୍ଭମାନେେ ଏସବୁ ଘଟଣା ଘଟିବାର ଦେଖିଲ। ତୁମ୍ଭମାନେେ ତା'ର ସାକ୍ଷୀ। ତୁମ୍ଭମାନେେ ଲୋକମାନଙ୍କ ପାଖକୁ ଯାଇ କୁହ । ଯେ ସମାନଙ୍କେର ପାପ ଗୁଡିକୁ କ୍ଷମା କରାଯାଇ ପାରିବ। ସମାନଙ୍କେୁ କୁହ ଯେ, ସମାନେେ ନିଜର ହୃଦୟ ପରିବର୍ତ୍ତନ କରନ୍ତୁ ଏବଂ ନିଜର ପାପ ପାଇଁ ଦୁଃଖ ଅନୁଭବ କରନ୍ତୁ।

48 ଯଦି ସମାନେେ ଏହା କରିବେ, ତବେେ ପରମେଶ୍ବର ସମାନଙ୍କେୁ କ୍ଷମା କରି ଦବେେ। ତୁମ୍ଭମାନେେ ୟିରୁଶାଲମରୁ ଆରମ୍ଭ କରିବ ଓ ମାେ ନାମ ରେ ଏଗୁଡିକ ପ୍ରଚାର କରିବ। ଏହି ସୁସମାଚାର ଓ ପୃଥିବୀ ରେ ନିଶ୍ଚୟ ସମସ୍ତଙ୍କୁ ଶୁଣଇେ ଦିଆୟିବ।

49 ଶୁଣ! ମାରେ ପରମପିତା ତୁମ୍ଭମାନଙ୍କୁ ଯାହା ପ୍ରତିଶ୍ରୁତି ଦଇେଛନ୍ତି, ମୁଁ ତାହା ତୁମ୍ଭମାନଙ୍କ ପାଖକୁ ପଠାଇବି। କିନ୍ତୁ ସ୍ବର୍ଗରୁ ସହେି ଶକ୍ତି ନପାଇବା ପର୍ୟ୍ଯନ୍ତ ତୁମ୍ଭମାନେେ ନିଶ୍ଚୟ ୟିରୁଶାଲମ ରେ ରହିବ।

50 ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ ୟିରୁଶାଲମରୁ ବେଥନିଆକୁ କଢାଇ ନଇଗେଲେ। ଯୀଶୁ ତାହାଙ୍କର ହାତ ଟକେି ଶିଷ୍ଯମାନଙ୍କୁ ଆଶୀର୍ବାଦ କଲେ।

51 ଯୀଶୁ ସମାନଙ୍କେୁ ଆଶୀର୍ବାଦ କରୁଥିବା ସମୟରେ ସେ ଶିଷ୍ଯମାନଙ୍କ ପାଖରୁ ଅଲଗା ହାଇଗେଲେ ଓ ତାହାଙ୍କୁ ସ୍ବର୍ଗକୁ ନିଆଗଲା।

52 ଶିଷ୍ଯମାନେ ସଠାେରେ ତାହାଙ୍କୁ ଆରାଧନା କଲେ। ତା'ପରେ ସମାନେେ ୟିରୁଶାଲମକୁ ଫରେିଗଲେ। ସମାନେେ ବହୁତ ଖୁସି ଥିଲେ।

53 ସମାନେେ ସବୁ ସମୟରେ ମନ୍ଦିର ରେ ରହି ପରମେଶ୍ବରଙ୍କ ସ୍ତୁତି କରୁଥିଲେ।

1 Now upon the first day of the week, very early in the morning, they came unto the sepulchre, bringing the spices which they had prepared, and certain others with them.

2 And they found the stone rolled away from the sepulchre.

3 And they entered in, and found not the body of the Lord Jesus.

4 And it came to pass, as they were much perplexed thereabout, behold, two men stood by them in shining garments:

5 And as they were afraid, and bowed down their faces to the earth, they said unto them, Why seek ye the living among the dead?

6 He is not here, but is risen: remember how he spake unto you when he was yet in Galilee,

7 Saying, The Son of man must be delivered into the hands of sinful men, and be crucified, and the third day rise again.

8 And they remembered his words,

9 And returned from the sepulchre, and told all these things unto the eleven, and to all the rest.

10 It was Mary Magdalene, and Joanna, and Mary the mother of James, and other women that were with them, which told these things unto the apostles.

11 And their words seemed to them as idle tales, and they believed them not.

12 Then arose Peter, and ran unto the sepulchre; and stooping down, he beheld the linen clothes laid by themselves, and departed, wondering in himself at that which was come to pass.

13 And, behold, two of them went that same day to a village called Emmaus, which was from Jerusalem about threescore furlongs.

14 And they talked together of all these things which had happened.

15 And it came to pass, that, while they communed together and reasoned, Jesus himself drew near, and went with them.

16 But their eyes were holden that they should not know him.

17 And he said unto them, What manner of communications are these that ye have one to another, as ye walk, and are sad?

18 And the one of them, whose name was Cleopas, answering said unto him, Art thou only a stranger in Jerusalem, and hast not known the things which are come to pass there in these days?

19 And he said unto them, What things? And they said unto him, Concerning Jesus of Nazareth, which was a prophet mighty in deed and word before God and all the people:

20 And how the chief priests and our rulers delivered him to be condemned to death, and have crucified him.

21 But we trusted that it had been he which should have redeemed Israel: and beside all this, to day is the third day since these things were done.

22 Yea, and certain women also of our company made us astonished, which were early at the sepulchre;

23 And when they found not his body, they came, saying, that they had also seen a vision of angels, which said that he was alive.

24 And certain of them which were with us went to the sepulchre, and found it even so as the women had said: but him they saw not.

25 Then he said unto them, O fools, and slow of heart to believe all that the prophets have spoken:

26 Ought not Christ to have suffered these things, and to enter into his glory?

27 And beginning at Moses and all the prophets, he expounded unto them in all the scriptures the things concerning himself.

28 And they drew nigh unto the village, whither they went: and he made as though he would have gone further.

29 But they constrained him, saying, Abide with us: for it is toward evening, and the day is far spent. And he went in to tarry with them.

30 And it came to pass, as he sat at meat with them, he took bread, and blessed it, and brake, and gave to them.

31 And their eyes were opened, and they knew him; and he vanished out of their sight.

32 And they said one to another, Did not our heart burn within us, while he talked with us by the way, and while he opened to us the scriptures?

33 And they rose up the same hour, and returned to Jerusalem, and found the eleven gathered together, and them that were with them,

34 Saying, The Lord is risen indeed, and hath appeared to Simon.

35 And they told what things were done in the way, and how he was known of them in breaking of bread.

36 And as they thus spake, Jesus himself stood in the midst of them, and saith unto them, Peace be unto you.

37 But they were terrified and affrighted, and supposed that they had seen a spirit.

38 And he said unto them, Why are ye troubled? and why do thoughts arise in your hearts?

39 Behold my hands and my feet, that it is I myself: handle me, and see; for a spirit hath not flesh and bones, as ye see me have.

40 And when he had thus spoken, he shewed them his hands and his feet.

41 And while they yet believed not for joy, and wondered, he said unto them, Have ye here any meat?

42 And they gave him a piece of a broiled fish, and of an honeycomb.

43 And he took it, and did eat before them.

44 And he said unto them, These are the words which I spake unto you, while I was yet with you, that all things must be fulfilled, which were written in the law of Moses, and in the prophets, and in the psalms, concerning me.

45 Then opened he their understanding, that they might understand the scriptures,

46 And said unto them, Thus it is written, and thus it behoved Christ to suffer, and to rise from the dead the third day:

47 And that repentance and remission of sins should be preached in his name among all nations, beginning at Jerusalem.

48 And ye are witnesses of these things.

49 And, behold, I send the promise of my Father upon you: but tarry ye in the city of Jerusalem, until ye be endued with power from on high.

50 And he led them out as far as to Bethany, and he lifted up his hands, and blessed them.

51 And it came to pass, while he blessed them, he was parted from them, and carried up into heaven.

52 And they worshipped him, and returned to Jerusalem with great joy:

53 And were continually in the temple, praising and blessing God. Amen.

Numbers 29 in Tamil and English

1 ஏழாம் மாதம் முதல்தேதி பரிசுத்த சபைகூடும் நாளாயிருக்கக்கடவது; அதில் சாதாரணமான யாதொரு வேலையும் செய்யலாகாது; அது உங்களுக்கு எக்காளமூதும் நாளாயிருக்கவேண்டும்.
And in the seventh month, on the first day of the month, ye shall have an holy convocation; ye shall do no servile work: it is a day of blowing the trumpets unto you.

2 அப்பொழுது நீங்கள் கர்த்தருக்குச் சுகந்த வாசனையான சர்வாங்க தகனபலியாக ஒரு காளையையும், ஒரு ஆட்டுக்கடாவையும், ஒரு வயதான பழுதற்ற ஏழு ஆட்டுக்குட்டிகளையும்,
And ye shall offer a burnt offering for a sweet savour unto the Lord; one young bullock, one ram, and seven lambs of the first year without blemish:

3 அவைகளுக்கு அடுத்த போஜனபலியாக எண்ணெயிலே பிசைந்த மெல்லிய மாவிலே காளைக்காகப் பத்தில் மூன்று பங்கையும், ஆட்டுக்கடாவுக்காக இரண்டு பங்கையும்,
And their meat offering shall be of flour mingled with oil, three tenth deals for a bullock, and two tenth deals for a ram,

4 ஏழு ஆட்டுக்குட்டிகளில் ஒவ்வொன்றிற்காக ஒரு பங்கையும்,
And one tenth deal for one lamb, throughout the seven lambs:

5 உங்கள் பாவநிவர்த்திக்கான பலியாக ஒரு வெள்ளாட்டுக்கடாவையும் செலுத்தி,
And one kid of the goats for a sin offering, to make an atonement for you:

6 மாதப்பிறப்பின் சர்வாங்க தகனபலியையும் அதின் போஜனபலியையும் தினந்தோறும் இடும் சர்வாங்க தகன பலியையும் அதன் போஜனபலியையும், அவைகளின் முறைமைக்கேற்ற பானபலிகளையும் அன்றி, இவைகளையும் கர்த்தருக்குச் சுகந்த வாசனையான சர்வாங்க தகனபலியாகச் செலுத்தக்கடவீர்கள்.
Beside the burnt offering of the month, and his meat offering, and the daily burnt offering, and his meat offering, and their drink offerings, according unto their manner, for a sweet savour, a sacrifice made by fire unto the Lord.

7 இந்த ஏழாம் மாதம் பத்தாம் தேதி உங்களுக்குப் பரிசுத்த சபைகூடும் நாளாயிருக்கக்கடவது; அதிலே நீங்கள் யாதொரு வேலையும் செய்யாமல், உங்கள் ஆத்துமாக்களைத் தாழ்மைப்படுத்தο,
And ye shall have on the tenth day of this seventh month an holy convocation; and ye shall afflict your souls: ye shall not do any work therein:

8 ர்த்தக்க`் சுகந்த சனையான சர்வξங்க தகனபலியாக ஒரு காளையையும், ஒரு ஆட்டுக்கடாவையும், ஒரு வயதான பழுதற்ற ஏழு ஆட்டுக்குட்டிகளையும்,
But ye shall offer a burnt offering unto the Lord for a sweet savour; one young bullock, one ram, and seven lambs of the first year; they shall be unto you without blemish:

9 அவைகளின் போஜனபலியாக எண்ணெயிலே பிசைந்த மெல்லிய மாவிலே காளைக்காகப் பத்தில் மூன்று பங்கையும், அந்த ஒரு ஆட்டுக்கடாவுக்காக இரண்டு பங்கையும்,
And their meat offering shall be of flour mingled with oil, three tenth deals to a bullock, and two tenth deals to one ram,

10 ஏழு ஆட்டுக்குட்டிகளில் ஒவ்வொன்றிற்காகப் பத்தில் ஒரு பங்கையும்,
A several tenth deal for one lamb, throughout the seven lambs:

11 பாவநிவாரணபலியாக ஒரு வெள்ளாட்டுக்கடாவையும் செலுத்தி, பாவநிவாரனபலியையும், நித்திய சர்வாங்க தகனபலியையும், அதின் போஜனபலியையும், அவைகளின் பானபலிகளையும் அன்றி, இவைகளையும் செலுத்தக்கடவீர்கள்.
One kid of the goats for a sin offering; beside the sin offering of atonement, and the continual burnt offering, and the meat offering of it, and their drink offerings.

12 ஏழாம் மாதம் பதினைந்தாம் தேதி உங்களுக்குப் பரிசுத்த சபைகூடும் நாளாயிருக்கக்கடவது; அதில் சாதாரணமான யாதொரு வேலையும் செய்யலாகாது; ஏழுநாள் கர்த்தருக்குப் பண்டிகை ஆசரிக்கக்கடவீர்கள்.
And on the fifteenth day of the seventh month ye shall have an holy convocation; ye shall do no servile work, and ye shall keep a feast unto the Lord seven days:

13 நீங்கள் கர்த்தருக்குச் சுகந்த வாசனையுள்ள சர்வாங்க தகனபலியாக பதின்மூன்று காளைகளையும், இரண்டு ஆட்டுக்கடாக்களையும், ஒரு வயதான பழுதற்ற பதினான்கு ஆட்டுக்குட்டிகளையும்,
And ye shall offer a burnt offering, a sacrifice made by fire, of a sweet savour unto the Lord; thirteen young bullocks, two rams, and fourteen lambs of the first year; they shall be without blemish:

14 அவைகளின் போஜனபலியாக எண்ணெயிலே பிசைந்த மெல்லிய மாவிலே அந்தப் பதின்மூன்று காளைகளில் ஒவ்வொன்றிற்காகப் பத்தில் மூன்று பங்கையும், அந்த இரண்டு ஆட்டுக்கடாக்களில் ஒவ்வொன்றிற்காக இரண்டு பங்கையும்,
And their meat offering shall be of flour mingled with oil, three tenth deals unto every bullock of the thirteen bullocks, two tenth deals to each ram of the two rams,

15 பதினான்கு ஆட்டுக்குட்டிகளின் ஒவ்வொன்றிற்காக ஒரு பங்கையும்.
And a several tenth deal to each lamb of the fourteen lambs:

16 நித்திய தகனபலியையும், அதின் போஜனபலியையும், அதின் பானபலியையும் அன்றி, பாவநிவாரணபலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one kid of the goats for a sin offering; beside the continual burnt offering, his meat offering, and his drink offering.

17 இரண்டாம் நாளிலே பன்னிரண்டு காளைகளையும், இரண்டு ஆட்டுக்கடாக்களையும், ஒரு வயதான பழுதற்ற பதினான்கு ஆட்டுக்குட்டிகளையும்,
And on the second day ye shall offer twelve young bullocks, two rams, fourteen lambs of the first year without spot:

18 காளைகளும் ஆட்டுக்கடாக்களும் ஆட்டுக்குட்டிகளும் இருக்கிற இலக்கத்திற்குத் தக்கதாக முறைமையின்படி அவைகளின் போஜனபலியையும், அவைகளின் பானபலிகளையும்,
And their meat offering and their drink offerings for the bullocks, for the rams, and for the lambs, shall be according to their number, after the manner:

19 நித்திய சர்வாங்க தகனபலியையும், அதின் போஜனபலியையும், அவைகளின் பானபலிகளையும் அன்றி, பாவநிவாரணபலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one kid of the goats for a sin offering; beside the continual burnt offering, and the meat offering thereof, and their drink offerings.

20 மூன்றாம் நாளிலே பதினொரு காளைகளையும், இரண்டு ஆட்டுக்கடாக்களையும், ஒரு வயதான பழுதற்ற பதினான்கு ஆட்டுக்குட்டிகளையும்,
And on the third day eleven bullocks, two rams, fourteen lambs of the first year without blemish;

21 காளைகளும் ஆட்டுக்கடாக்களும் ஆட்டுக்குட்டிகளும் இருக்கிற இலக்கத்திற்குத்தக்கதாக முறைமையின்படி அவைகளின் போஜனபலியையும், அவைகளின் பானபலிகளையும்,
And their meat offering and their drink offerings for the bullocks, for the rams, and for the lambs, shall be according to their number, after the manner:

22 நித்திய சர்வாங்க தகனபலியையும், அதின் போஜனபலியையும், அதின் பானபலியையும் அன்றி, பாவநிவாரணபலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one goat for a sin offering; beside the continual burnt offering, and his meat offering, and his drink offering.

23 நான்காம் நாளிலே பத்துக் காளைகளையும், இரண்டு ஆட்டுக்கடாக்களையும், ஒரு வயதான பழுதற்ற பதினான்கு ஆட்டுக்குட்டிகளையும்,
And on the fourth day ten bullocks, two rams, and fourteen lambs of the first year without blemish:

24 காளைகளும் ஆட்டுக்கடாக்களும் ஆட்டுக்குட்டிகளும் இருக்கிற இலக்கத்திற்குத்தக்கதாக முறைமையின்படி அவைகளின் போஜனபலியையும், அவைகளின் பானபலிகளையும்,
Their meat offering and their drink offerings for the bullocks, for the rams, and for the lambs, shall be according to their number, after the manner:

25 நித்திய சர்வாங்க தகனபலியையும், அதின் போஜனபலியையும், அதின் பானபலியையும் அன்றி, பாவநிவாரண பலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one kid of the goats for a sin offering; beside the continual burnt offering, his meat offering, and his drink offering.

26 ஐந்தாம் நாளிலே ஒன்பது காளைகளையும், இரண்டு ஆட்டுக்கடாக்களையும், ஒரு வயதான பழுதற்ற பதினான்கு ஆட்டுக்குட்டிகளையும்,
And on the fifth day nine bullocks, two rams, and fourteen lambs of the first year without spot:

27 காளைகளும் ஆட்டுக்கடாக்களும் ஆட்டுக்குட்டிகளும் இருக்கிற இலக்கத்திற்குத்தக்கதாக முறைமையின்படி அவைகளின் போஜனபலியையும், அவைகளின் பானபலிகளையும்,
And their meat offering and their drink offerings for the bullocks, for the rams, and for the lambs, shall be according to their number, after the manner:

28 நித்திய சர்வாங்க தகனபலியையும், அதின் போஜனபலியையும், அதின் பானபலியையும் அன்றி, பாவநிவாரண பலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one goat for a sin offering; beside the continual burnt offering, and his meat offering, and his drink offering.

29 ஆறாம் நாளிலே எட்டுக் காளைகளையும், இரண்டு ஆட்டுக்கடாக்களையும், ஒரு வயதான பழுதற்ற பதினான்கு ஆட்டுக்குட்டிகளையும்,
And on the sixth day eight bullocks, two rams, and fourteen lambs of the first year without blemish:

30 காளைகளும் ஆட்டுக்கடாக்களும் ஆட்டுக்குட்டிகளும் இருக்கிற இலக்கத்திற்குத்தக்கதாக முறைமையின்படி அவைகளின் போஜனபலியையும், அவைகளின் பானபலிகளையும்,
And their meat offering and their drink offerings for the bullocks, for the rams, and for the lambs, shall be according to their number, after the manner:

31 நித்திய சர்வாங்க தகனபலியையும், அதின் போஜனபலியையும், அதின் பானபலிகளையும் அன்றி, பாவநிவாரண பலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one goat for a sin offering; beside the continual burnt offering, his meat offering, and his drink offering.

32 ஏழாம் நாளிலே ஏழு காளைகளையும், இரண்டு ஆட்டுக்கடாக்களையும், ஒரு வயதான பழுதற்ற பதினான்கு ஆட்டுக்குட்டிகளையும்,
And on the seventh day seven bullocks, two rams, and fourteen lambs of the first year without blemish:

33 காளைகளும் ஆட்டுக்கடாக்களும் ஆட்டுக்குட்டிகளும் இருக்கிற இலக்கத்திற்குத்தக்கதாக முறைமையின்படி அவைகளின் போஜனபலியையும், அவைகளின் பானபலிகளையும்,
And their meat offering and their drink offerings for the bullocks, for the rams, and for the lambs, shall be according to their number, after the manner:

34 நித்திய சர்வாங்க தகனபலியையும், அதின் போஜனபலியையும், அதின் பானபலியையும் அன்றி, பாவநிவாரண பலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one goat for a sin offering; beside the continual burnt offering, his meat offering, and his drink offering.

35 எட்டாம் நாள் உங்களுக்கு விசேஷித்த ஆசரிப்பு நாளாயிருக்கக்கடவது; அதில் சாதாரணமான யாதொரு வேலையும் செய்யலாகாது.
On the eighth day ye shall have a solemn assembly: ye shall do no servile work therein:

36 அப்பொழுது நீங்கள் கர்த்தருக்குச் சுகந்த வாசனையுள்ள தகனமான சர்வாங்க தகனபலியாக ஒரு காளையையும், ஒரு ஆட்டுக்கடாவையும், ஒரு வயதான பழுதற்ற ஏழு ஆட்டுக்குட்டிகளையும்,
But ye shall offer a burnt offering, a sacrifice made by fire, of a sweet savour unto the Lord: one bullock, one ram, seven lambs of the first year without blemish:

37 காளையும் ஆட்டுக்கடாவும் ஆட்டுக்குட்டிகளும் இருக்கிற இலக்கத்திற்குத்தக்கதாக முறைமையின்படி அவைகளின் போஜனபலியையும், அவைகளின் பானபலிகளையும்,
Their meat offering and their drink offerings for the bullock, for the ram, and for the lambs, shall be according to their number, after the manner:

38 நித்திய சர்வாங்க தகனபலியையும், அதின் போஜனபலியையும், அதின் பானபலியையும் அன்றி, பாவநிவாரண பலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one goat for a sin offering; beside the continual burnt offering, and his meat offering, and his drink offering.

39 உங்கள் பொருத்தனைகளையும், உங்கள் உற்சாகபலிகளையும், உங்கள் சர்வாங்க தகனபலிகளையும், உங்கள் போஜனபலிகளையும், உங்கள் பானபலிகளையும், உங்கள் சமாதானபலிகளையும் அன்றி, நீங்கள் உங்கள் பண்டிகைகளிலே கர்த்தருக்குச் செலுத்தவேண்டியவைகள் இவைகளே என்று சொல் என்றார்.
These things ye shall do unto the Lord in your set feasts, beside your vows, and your freewill offerings, for your burnt offerings, and for your meat offerings, and for your drink offerings, and for your peace offerings.

40 கர்த்தர் மோசேக்குக் கட்டளையிட்டபடியெல்லாம் மோசே இஸ்ரவேல் புத்திரருக்குச் சொன்னான்.
And Moses told the children of Israel according to all that the Lord commanded Moses.