Index
Full Screen ?
 

ମାର୍କଲିଖିତ ସୁସମାଚାର 13:3

Mark 13:3 in Tamil ଓଡିଆ ବାଇବେଲ ମାର୍କଲିଖିତ ସୁସମାଚାର ମାର୍କଲିଖିତ ସୁସମାଚାର 13

ମାର୍କଲିଖିତ ସୁସମାଚାର 13:3
ପରେ ଯୀଶୁ ମନ୍ଦିର ସାମନା ରେ ଥିବା ଜୀତ ପର୍ବତ ଉପରେ ବସିଥିଲେ। ତାହାଙ୍କ ସହିତ ପିତର, ଯାକୁବ, ଯୋହନ ଓ ଆନ୍ଦ୍ରିୟ ଥିଲେ। ସମାନେେ ଯୀଶୁଙ୍କୁ ବ୍ଯକ୍ତିଗତଭାବେ ପଚାରିଲେ,

And
Καὶkaikay
as
he
καθημένουkathēmenouka-thay-MAY-noo
sat
αὐτοῦautouaf-TOO
upon
εἰςeisees
the
τὸtotoh
mount
ὌροςorosOH-rose

τῶνtōntone
of
Olives
Ἐλαιῶνelaiōnay-lay-ONE
over
against
κατέναντιkatenantika-TAY-nahn-tee
the
τοῦtoutoo
temple,
ἱεροῦhierouee-ay-ROO
Peter
ἐπηρώτωνepērōtōnape-ay-ROH-tone
and
αὐτὸνautonaf-TONE
James
κατ'katkaht
and
ἰδίανidianee-THEE-an
John
ΠέτροςpetrosPAY-trose
and
καὶkaikay
Andrew
Ἰάκωβοςiakōbosee-AH-koh-vose
asked
καὶkaikay
him
Ἰωάννηςiōannēsee-oh-AN-nase
privately,
καὶkaikay

Ἀνδρέαςandreasan-THRAY-as

Cross Reference

ମାର୍କଲିଖିତ ସୁସମାଚାର 4:34
ଯୀଶୁ ଲୋକଙ୍କୁ ଉପଦେଶ ଦଲୋ ବେଳେ ସବୁବେଳେ ଦୃଷ୍ଟାନ୍ତର ପ୍ରଯୋଗ କରୁଥିଲେ। କିନ୍ତୁ ଯୀଶୁଙ୍କ ସହିତ ତାହାଙ୍କ ଶିଷ୍ଯମାନେ ଏକୁଟିଆ ଥିବା ବେଳେ, ଯୀଶୁ ସମାନଙ୍କେୁ ସବୁଗୁଡିକର ଅର୍ଥ ସ୍ପଷ୍ଟ ଭାବରେ ବୁଝଇେ ଦେଉଥିଲେ।

ମାଥିଉଲିଖିତ ସୁସମାଚାର 21:1
ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ୟିରୁଶାଲମ ପାଖାପାଖି ଆସି ଯାଇଥିଲେ। ସମାନେେ ପ୍ରଥମେ ଜୀତ ପର୍ବତ ପାଖ ବୌଥ୍ଫାଗୀଠା ରେ ଅଟକିଲେ।

ଯୋହନଲିଖିତ ସୁସମାଚାର 1:40
ଏହି ଦୁଇ ଜଣ ଲୋକ ଯୋହନଙ୍କଠାରୁ ଯୀଶୁଙ୍କ ବିଷୟ ରେ ଶୁଣି ତାହାଙ୍କର ଅନୁସରଣ କରିଥିଲେ, ସେ ଦୁଇ ଜଣଙ୍କ ମଧ୍ଯରୁ ଜଣେ ଥିଲେ ଆନ୍ଦ୍ରିୟ। ଆନ୍ଦ୍ରିୟ ଶିମାନେ ପିତରଙ୍କର ଭାଇ ଥିଲେ।

ମାର୍କଲିଖିତ ସୁସମାଚାର 14:33
ସେ ପିତର, ଯାକୁବ ଓ ଯୋହନଙ୍କୁ ତାହାଙ୍କ ସହିତ ଆସିବାକୁ କହିଲେ। ତା'ପରେ ଯୀଶୁ ଅତ୍ଯଧିକ ବିଚଳିତ ଓ ଦୁଃଖ ରେ ପୂର୍ଣ୍ଣ ହବୋକୁ ଲାଗିଲେ,

ମାର୍କଲିଖିତ ସୁସମାଚାର 10:35
ଜବଦେିଙ୍କ ପୁତ୍ର ଯାକୁବ ଓ ଯୋହନ ଯୀଶୁଙ୍କ ପାଖକୁ ଆସି କହିଲେ, ହେ ଗୁରୁ, ତୁମ୍ଭେ ଆମ୍ଭ ପାଇଁ କିଛି କର ବୋଲି ଆମ୍ଭେ ଚାହୁଁଛୁ।

ମାର୍କଲିଖିତ ସୁସମାଚାର 9:2
ଛଅ ଦିନ ପରେ, ଯୀଶୁ ପିତର, ଯାକୁବ ଓ ଯୋହନଙ୍କୁ ନିଜ ସାଙ୍ଗ ରେ ନଇେ ଗୋଟିଏ ଉଚ୍ଚ ପର୍ବତ ଉପରକୁ ଗଲେ। ସଠାେରେ କବଳେ ସହେିମାନେ ଥିଲେ। ସଠାେରେ ଶିଷ୍ଯମାନେ ଯୀଶୁଙ୍କୁ ଦେଖୁଥିବା ସମୟରେ ଯୀଶୁଙ୍କ ସ୍ବରୂପ ପରିବର୍ତ୍ତନ ହାଇେ ଗଲା।

ମାର୍କଲିଖିତ ସୁସମାଚାର 5:37
ତା'ପରେ ସେ ସମସ୍ତଙ୍କୁ ଛାଡି କବଳେ ପିତର, ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ସାଙ୍ଗ ରେ ନେଲେ।

ମାର୍କଲିଖିତ ସୁସମାଚାର 1:16
ଯୀଶୁ ଗଲିଲୀ ହ୍ରଦ ଦଇେ ୟିବା ସମୟରେ ଶିମାନେ ଓ ତାହାଙ୍କ ଭାଇ ଆନ୍ଦ୍ରିୟକୁ ଦେଖିଲେ। ଶିମାନେ, ପିତରଙ୍କର ଏହା ଅନ୍ୟ ଏକ ନାମ। ସହେି ଦୁଇ ଜଣ କେଉଟ ଥିଲେ। ମାଛ ଧରିବା ପାଇଁ ସମାନେେ ହ୍ରଦ ଭିତରକୁ ଜାଲ ଫିଙ୍ଗୁଥିଲେ।

ମାଥିଉଲିଖିତ ସୁସମାଚାର 24:3
ପରେ ଯେତବେେଳେ ଯୀଶୁ ଜୀତ ପର୍ବତ ଉପରେ ବସି ଥିଲେ, ତାହାଙ୍କର ଶିଷ୍ଯମାନେ ସେ ଏକାନ୍ତ ରେ ଥିବା ସମୟରେ ତାହାଙ୍କ ପାଖକୁ ଆସିଲେ। ସମାନେେ ପଚ଼ାରିଲେ, ଆମ୍ଭକୁ କୁହନ୍ତୁ, ଏସବୁ ଘଟଣା କବେେ ଘଟିବ? କେଉଁ ସଙ୍କତେ ଦଖାଇବେ ଯେ ଆପଣଙ୍କ ପୁନର୍ବାର ଆସିବ ଓ ଜଗତର ଅନ୍ତ ହବୋ ସମୟ ହେଲାଣି?

ମାଥିଉଲିଖିତ ସୁସମାଚାର 17:1
ଛଅ ଦିନ ପରେ ଯୀଶୁ ପିତର, ଯାକୁବ ଓ ତାହାଙ୍କର ଭାଇ ଯୋହନଙ୍କୁ ସାଙ୍ଗ ରେ ନେଲେ ଓ ଗୋଟିଏ ଉଚ୍ଚ ପର୍ବତ ଉପରକୁ ଗଲେ। ସଠାେରେ ସମାନେେ ସମସ୍ତେ ଥିଲେ।

ମାଥିଉଲିଖିତ ସୁସମାଚାର 13:36
ତା'ପରେ ଯୀଶୁ ଲୋକମାନଙ୍କୁ ପଠଇେ ଦଇେ ଘରକୁ ଗଲେ। ତାହାଙ୍କ ପାଖ ରେ ତାହାଙ୍କ ଶିଷ୍ଯମାନେ ପହଞ୍ଚି କହିଲେ, ଆମ୍ଭକୁ କ୍ଷତରେ ବାଳୁଙ୍ଗା ଦୃଷ୍ଟାନ୍ତର ଅର୍ଥ ବୁଝାଇ ଦିଅ।

ମାଥିଉଲିଖିତ ସୁସମାଚାର 13:10
ଶଷ୍ଯମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ତୁମ୍ଭେ ସମାନଙ୍କେୁ ଦୃଷ୍ଟାନ୍ତ ମାଧ୍ଯମ ରେ କାହିଁକି ଶିକ୍ଷା ଦେଉଛ?

Chords Index for Keyboard Guitar